କୁନି ପୁଅ ବନିଲା IPS ଅଫିସର । ସାଲ୍ୟୁଟ୍ ମାରିଲେ ବରିଷ୍ଠ ପୋଲିସ ଅଫିସର l IPS ଅଫିସର ହେଲେ ୭ ବର୍ଷର କୁନି ପୁଅ ଆଶିଷ କୁମାର ସ୍ୱାଇଁ l
ଦିଆସିଲି କାଠିରେ ଭବ୍ୟ ରାମମନ୍ଦିର । ୬୦ ହଜାର ଦିଆସିଲି କାଠିକୁ ଏକାଠି କରି ଅତି ନିଖୁଣ ଭାବେ ଅଯୋଧ୍ୟାର ରାମ ମନ୍ଦିର ତିଆରି କରାଯାଇଛି ।
ବେଡ୍ରେ ମୂଷା... ବେଡ୍ ତଳେ ବି ମୂଷା... ରୋଗୀ ମୁଣ୍ଡ ଉପରେ ବି ମୂଷା...। ଯୁଆଡ଼େ ଦେଖିଲେ ସିଆଡ଼େ ମୂଷା ।
ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ରତ୍ନଭଣ୍ଡାର ଖୋଲାଯିବା ସଂପର୍କରେ ହେବ ବିସ୍ତୃତ ଆଲୋଚନା ।
ଗତକାଲି ଆଡ଼ପ ପହଣ୍ଡି ବେଳେ ଘଟିଲା ଅଭାବନୀୟ ଘଟଣା । ଶରଧାବାଲିରୁ ଗୁଣ୍ଡିଚା ମନ୍ଦିରକୁ ପହଣ୍ଡି ବେଳେ ଚାରରେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର ।
ଭାରତୀୟ କ୍ରିକେଟ୍ ଟିମର ମୁଖ୍ୟ କୋଚ୍ ହେଲେ ଗୌତମ ଗମ୍ଭୀର । ମୁଖ୍ୟ କୋଚ୍ ଭାବେ ଗମ୍ଭୀରଙ୍କୁ ନିଯୁକ୍ତି ଦେଇଛି BCCI । ବିସିସିଆଇ ସମ୍ପାଦକ ଜୟ ଶାହ ଏକ୍ସରେ ଏହି ସୂଚନା ଦେବା ସହ ଗମ୍ଭୀରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ବାହାଘର ଭୋଜି ଖାଇ ଫେରିବା ବେଳେ ସ୍କର୍ପିଓକୁ ଧକ୍କାଦେଲା ହାଇୱା । ଦୁର୍ଘଟଣାରେ ଗୋଟିଏ ପରିବାରର ୩ ମୃତ, ୨ ଗୁରୁତର ।
ଭୁବନେଶ୍ୱର ସ୍ଥିତି ଓ-ହବ୍ ବିଲଡିଂରେ ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ଓଡ଼ିଆ ଉଦ୍ୟୋଗୀଙ୍କୁ ଷ୍ଟାର୍ଟ ଅପ୍ ପାଇଁ ଜାଗା ଯୋଗାଇ ଦେବାରେ ପୂର୍ବ ବିଜେଡି ସରକାର ଅଣଦେଖା କରିଥିବା ନେଇ ଅଭିଯୋଗ ହୋଇଥିଲା ।
ଋଷରେ ଗୁଞ୍ଜରଣ ହେଲା ଜୟ ଜଗନ୍ନାଥ । ମୋସ୍କୋରେ ଭାରତୀୟଙ୍କୁ ସମ୍ବୋଧନ ବେଳେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଛି ବୋଲି କହିଥିଲେ ମୋଦି ।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ।
୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା ।
ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ସ୍ୱାସ୍ଥ୍ୟ ବିଭାଗ । ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁର ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି ।
ଏ ମା’ର କେଉଁ ରୂପ ? ରାକ୍ଷସୀ ନା ପିଶାଚୀ ! ଯିଏ ନିଜ ଜନ୍ମକଲା ଛୁଆକୁ ତିଳେଇ ତିଳେଇ ମାରିଛି ।
ବନ୍ଦ ଘରେ ନାବାଳିକାଙ୍କ ଝୁଲନ୍ତା ମୃତଦେହ । ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର ପରେ ତନାଘନା ତଦନ୍ତ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିର ଏକ ଘର ଭିତରୁ ଉଦ୍ଧାର ହୋଇଛି ମୃତଦେହ ।
ଶରଧାବାଲିରେ ରଥାରୁଢ଼ ତିନି ଦିଅଁଙ୍କୁ ଦେଖି ବିଭୋର ଭକ୍ତ । ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜୀଉ । ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି ।
ପ୍ରସିଦ୍ଧ ପର୍ତ୍ତୁଗୀଜ୍ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲଡୋଙ୍କର ପ୍ରାୟ ୨୬୦ ନିୟୁତ ଡଲାରର ସମ୍ପତ୍ତି ରହିଛି । ଏହା ହିଁ ତାଙ୍କୁ ବିଶ୍ୱର ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଆଥଲେଟ୍ କରିଥାଏ ।
ରାଜଧାନୀ ଦିଲ୍ଲୀ ପରେ ଏବେ ମାୟାନଗରୀ ମୁମ୍ବାଇରେ ବର୍ଷା ଯୋଗୁଁ ସ୍ଥିତି ବେହାଲ । ପ୍ରବଳ ବର୍ଷାରେ ଘର-ଦୁଆର, ରାସ୍ତାଘାଟ ସବୁ ଆଡେ ଖାଲି ପାଣି ହିଁ ପାଣି ।
ଭାରତୀୟ କ୍ରିକେଟର ଅନ୍ୟତମ ସଫଳ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କର ଆଜି ହେଉଛି ଜନ୍ମଦିନ । କପିଲ ଶର୍ମାଙ୍କ ପରେ ଭାରତୀୟ କ୍ରିକେଟକୁ ଜୀବଦାନ ଦେଇଥିବା ଅଧିନାୟକ ସେ ।
ଓଡ଼ିଶାର ବିଜେପି ପ୍ରଭାରୀ ହେଲେ ବିଜୟପାଲ ସିଂ ତୋମାର । ବିଜୟପାଲ ସିଂ ଆଗରୁ ନିର୍ବାଚନ ପ୍ରଭାରୀ ଥିଲେ ।