ଦୁର୍ବଳ ସିନା ହେଇଛି ‘ରେମାଲ’ କିନ୍ତୁ ପଛରେ ଛାଡ଼ି ଯାଇଛି ଅନେକ ଚିହ୍ନ । କୋଲକାତା ସମେତ ପଶ୍ଚିମବଙ୍ଗରେ ଅନେକ କ୍ଷୟକ୍ଷତି ଘଟାଇଛି ରେମାଲ୍ । କେଉଁଠି ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି, କେଉଁଠି ନଦୀ ବନ୍ଧ ଭୁସୁଡ଼ି ଯାଇଛି ।
ଗତକାଲି ଶେଷ ହୋଇଛି ଇଣ୍ଡିଆନ୍ ପ୍ରିମିୟର ଲିଗ୍ । ଫାଇନାଲରେ ହାଇଦ୍ରାବାଦକୁ ହରାଇ ଚାମ୍ପିଅନ୍ ହୋଇଛି କୋଲକାତା ନାଇଟ ରାଇଡର୍ସ । କୋଲକାତା ନାଇଟ୍ ରାଇଡର୍ସ ନିଜର ତୃତୀୟ ଟାଇଟଲ୍ ହାସଲ କରିଥିବା ବେଳେ ସନରାଇଜର୍ସ ହାଇଦ୍ରାବାଦ କେବଳ ରନର୍ସ ଅପ୍ ରେ ସନ୍ତୁଷ୍ଟ ରହିଛି ।
ସିସିଟିଭି ଫୁଟେଜରୁ ସାମନାକୁ ଆସିଲା ରାଜକୋଟ ଟିଆରପି ଗେମିଂ ଜୋନରେ ଅଗ୍ନିକାଣ୍ଡର କାରଣ । ଏକ୍ସଟେନସନ ଏରିଆରେ ବିଲଡିଂ କାରଣରୁ ନିଆଁ ଲାଗିଥିବା ସୂଚନା ।
କଟକ ବାଙ୍କି ଥାନା ଅନ୍ତର୍ଗତ ବେଦପୁର ଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା । ବିଜେଡି ଓ କଂଗ୍ରେସ ସମର୍ଥକ ଏବଂ କର୍ମୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି ।
ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ପୁଣି ଓଡ଼ିଶାମୁହାଁ ବିଜେପିର ଟପ୍ କେନ୍ଦୀୟ ନେତା । ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।
ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର ଚନ୍ଦ୍ର-ଧନୁ ଦିବା ୦୪.୦୪ ଗତେ ମକର ତିଥି-୪ର୍ଥୀ ଦିବା ୦୪.୫୩ ଗତେ ୫ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୦୪.୦୪ ଗତେ ସିଂହ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ-...
ପ୍ରବଳ ବର୍ଷିଲା । ଉପୁଡ଼ିଲା ଗଛ । ବାତ୍ୟା ରେମାଲ ପ୍ରଭାବରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି ।
ବେଗୁନିଆ କାଉଁରିପାଟଣା ବୁଥ୍ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ୍ ପଠାଯିବା ଘଟଣାରେ ତେଜିଛି ରାଜନୀତି ।
ଯେବେ ଗରିବ ଝିଅଟିଏ ସଫଳତା ପାଏ, ପରିବାରରେ ଖେଳିଯାଏ ଖୁସିର ଲହରୀ । ଦୁଃଖ ଭିତରେ ଫୁଟି ଉଠେ ହସ । ସମସ୍ତେ ଝିଅଟିକୁ ବେଶ୍ ବାହାବାହା କରନ୍ତି । ଗରିବ ବାପା ଫଳ ବିକନ୍ତି ।
ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ଏଥର ପାସ୍ ହାର ରହିଛି ୯୬.୦୭ ପ୍ରତିଶତ, ଯାହାକି ଗତବର୍ଷର ପାସ୍ ହାରଠାରୁ ସାମାନ୍ୟ କମ୍ । ତେବେ ପୁଅଙ୍କ ତୁଳନାରେ ଆଗରେ ରହିଛନ୍ତି ଝିଅ ।
କିଏ ହାତେଇବ ବରୀ ଆସନ? କାହା ଉପରେ ସମର୍ଥନ ଅଜାଡିବେ ଜନତା ? ପାଖେଇ ଆସୁଛି ନିର୍ବାଚନ । ମଇଦାନରେ ବିଜେଡି, ବିଜେପି ଓ କଂଗ୍ରେସ । ବିଜୟ ପାଇଁ ପ୍ରମୁଖ ଦଳ ମଧ୍ୟରେ କଡା ମୁକାବିଲା ।
୨୯ ତାରିଖ ବୁଧବାର ଦିନ ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାରେ ମୋଦିଙ୍କ ୩ଟି ସଭା ରହିଛି । ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ ।
ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି । କଳାରେ ପାସ୍ ହାର ରହିଛି ୮୦.୯୫ ପ୍ରତିଶତ । ସେହିପରି ବିଜ୍ଞାନରେ ପାସ୍...
ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା 'ରେମାଲ' । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ।
ଖଣ୍ଡଯୁଦ୍ଧ ସହ ରକ୍ତାକ୍ତ ସଂଘର୍ଷ । ତୃତୀୟ ପାଳି ଭୋଟ୍ ବେଳେ ଗୋଷ୍ଠୀ ସଂଘର୍ଷ ସହ ଅବ୍ୟବସ୍ଥାର ମାଳ ମାଳ ଚିତ୍ର, ଶୃଙ୍ଖଳିତ ନିର୍ବାଚନ ଆଡ଼କୁ ଅଙ୍ଗୁଳି ଉଠାଇଛି ।
ଭୋଟ୍ ଦେଲା ଓଡ଼ିଶା । ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର, କଟକ, ସମ୍ବଲପୁର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସହ ୪୨ ବିଧାନସଭା ଆସନରେ ମନପସନ୍ଦର ପ୍ରତିନିଧି ବାଛିଛନ୍ତି ମତଦାତା ।
ପ୍ରଥମେ ଦଳ ହାରିଲା, ଆଉ ବର୍ତ୍ତମାନ ସ୍ତ୍ରୀ ମଧ୍ୟ ଛାଡ଼ି ଯିବେ । ଟିମ୍ ଇଣ୍ତିଆର ଷ୍ଟାର୍ କ୍ରିକେଟର୍ ହାର୍ଦ୍ଦିକ୍ ପାଣ୍ତ୍ୟାଙ୍କ ଉପରେ ଯେମିତି ଦୁଃଖର ପାହାଡ଼ ଭାଙ୍ଗି ପଡ଼ିଛି ।
ବର୍ତ୍ତମାନ ଆଇଫୋନ୍ ଧରିବା ଏକ ପ୍ରକାର ଷ୍ଟାଟସ୍ ପାଲଟି ଗଲାଣି । ଆଇଫୋନ୍ ଥିଲେ ଲୋକେ ଆଜିକାଲି ସମ୍ମାନ ଦେଉଛନ୍ତି । ସମାଜରେ ଗୋଟେ ଅଲଗା ମର୍ଯ୍ୟାଦା ମିଳୁଛି ।
ଡ୍ରାଇଭର ମୁଣ୍ତରେ ଢ଼ାଳୁଥିଲେ ଦୋଷ । ପୁଣେ ସ୍ପୋର୍ଟ୍ସ କାର୍ ଦୁର୍ଘଣାରେ ସାମ୍ନାକୁ ଆସିଲା ସାଙ୍ଘାତିକ୍ ସତ୍ୟ । ନାତି ମୁଣ୍ତରୁ ହତ୍ୟାର ଦୋଷ କାଢ଼ିବା ପାଇଁ ଡ୍ରାଇଭରକୁ ବଳି ପକାଉଥିଲେ ।
ନିର୍ବାଚନ ଜିତିଲେ ରାଜ୍ୟର ପ୍ରାୟ ୯୦ ପ୍ରତିଶତ ପରିବାର ମାଗଣାରେ ବିଜୁଳି ପାଇବେ । ଭୋଟ୍ ଋତୁରେ ଭୋଟରଙ୍କ ପାଇଁ ଫ୍ରି ବିଜୁଳି ଘୋଷଣା କରିଛି ବିଜେଡି ।