0
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
ଉତ୍କଳ ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ସ୍ନାତକୋତ୍ତର ପରେ ଅର୍ଗସ ନ୍ୟୁଜରେ ସାମ୍ବାଦିକତା ଆରମ୍ଭ କଲି | ଇନପୁଟ ବିଭାଗରେ ଟ୍ୱିଟର, ସ୍କ୍ରୋଲରେ କିଛି ମାସ କାମ କଲାପରେ ଆଉଟପୁଟ ବିଭାଗକୁ ବଦଳି | ପରେ ବୁଲେଟିନ ଏବଂ ପ୍ୟାକେଜ ଲେଖିବାକୁ ସୁଯୋଗ ପାଇଲି | 2 ବର୍ଷ ଅର୍ଗସରେ କାମ କଲାପରେ ଏବେ ଓଟିଭିରେ କାର୍ଯ୍ୟରତ | ଖେଳ ଖବର ସହ ଜାତୀୟ ଓ ଅର୍ନ୍ତଜାତୀୟ ଖବର କରିବାକୁ ପସନ୍ଦ କରେ ।