ମହିଳାଙ୍କ ଘର ଛତିଶଗଡ଼ ତପକରା ଥାନା ଖାରିବାହାଲରେ ବୋଲି ଜଣାପଡ଼ିଛି । ଟାଉନ୍ ଥାନାରେ ମହିଳାଙ୍କ ବଡ଼ ଭଉଣୀ ଓ ସାନ ଝିଅକୁ ଜେରା କରଛି ପୋଲିସ ।
କେବଳ ଛତିଶଗଡ଼ରେ ୨ଟି ପର୍ଯ୍ୟାୟରେ ନିର୍ବାଚନ ହେବ ବୋଲି କୁହାଯାଇଛି । ୪ଟି ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ କରାଯିବ । ମିଜୋରାମରେ ନଭେମ୍ବର ୭ ତାରିଖରେ ଭୋଟ ଗ୍ରହଣ ହେବାକୁଥିବାବେଳେ ଛତିଶଗଡ଼ରେ ନଭେମ୍ବର ୭ ଓ ୧୭ ତାରିଖରେ ଭୋଟ ଗ୍ରହଣ କରାଯିବ ।
ରବିବାର ରାତିରେ ଏହି ଘଟଣା ଘଟିଛି । ହଠାତ୍ କୌଣସି କାରଣରୁ ଫ୍ରିଜ୍ର କମ୍ପ୍ରେସର ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ୫ଜଣଙ୍କ ମୃତ୍ୟୁ ହୋଇଛି ।
ମୃତ ବ୍ୟକ୍ତି ଜଣକ ହେଉଛନ୍ତି ସେହି ଗାଁର ବିଶ୍ଵନାଥ ବର୍ଗିଆ । ବିଶ୍ଵନାଥ ବନ୍ୟଜନ୍ତୁଙ୍କ କବଳରୁ ଫସଲକୁ ରକ୍ଷା କରିବା ପାଇଁ ନିଜ ଚାଷ ଜମି ନିକଟରେ ମଞ୍ଚା କରି ରାତିରେ ଶୋଇଥିଲେ ।
ଭାରତୀୟ ଡାକ ବିଭାଗର ଗ୍ରାମ ସୁରକ୍ଷା ନାମକ ଏକ ବହୁତ ଭଲ ଯୋଜନା ରହିଛି । ଯାହା ବିଷୟରେ ଆମେ ଆପଣଙ୍କୁ କହିବାକୁ ଯାଉଛୁ । ଏହି ଯୋଜନାରେ ଯଦି ଆପଣ ୧୯ ବର୍ଷ ବୟସରେ ଆବେଦନ କରିବା ସହ ୧୦ ଲକ୍ଷ ଟଙ୍କାର ସ୍କିମ୍ କରନ୍ତି, ତେବେ...
ଶାହରୁଖଙ୍କ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ତାଙ୍କୁ Y+ ସୁରକ୍ଷା ଦିଆଯାଇଛି । ସୂଚନା ଥାଉ କି, ଆଗକୁ ଶାହରୁଖଙ୍କ ଆଉ ଏକ ମୁଭି ଆସିବାକୁ ଯାଉଛି ।
ଇସ୍ରାଏଲ ସେନାର ଆକ୍ରମଣ ଯୋଗୁଁ ହମାସର ବ୍ୟାପକ କ୍ଷତି ହୋଇଛି । ତେବେ କେତେ ଇସ୍ରାଏଲ ନାଗରିକଙ୍କୁ ହମାସ ମୁଣ୍ଡଜାମିନ ରଖିଛି ଏବେବି ଅସ୍ପଷ୍ଟ ରହିଛି । ଇସ୍ରାଏଲର ଏକ ମ୍ୟୁଜିକ୍ ଫେଷ୍ଟିଭାଲ ଉପରେ ହମାସ୍ ଆକ୍ରମଣ କରିଥିବା ସୂଚନା ମିଳିଛି ।
ଆଜି ମଧ୍ୟାହ୍ନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ ନିର୍ବାଚନ ଆୟୋଗ । ଏଥିରେ ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଛି ।
ସନ୍ଧ୍ୟା ହେଲେ ଅନ୍ଧାର ରାଜ୍ । ରାୟଗଡ଼ା ଜିଲ୍ଲାରେ ଆଜି ବି ଲୋକ ବିଜୁଳି ଯୋଗାଣ ଭଳି ମୌଳିକ ସୁବିଧାରୁ ବଞ୍ଚିତ । କୌଣସି ଉପାନ୍ତ ଅଞ୍ଚଳ ନୁହେଁ , ଆଦିବାସୀ କଲ୍ୟାଣମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ବାସଭବନ ଠାରୁ ମାତ୍ର ୨ କିଲୋମିଟର ଦୂରରେ ଥିବା ଚାଞ୍ଚଡ଼ାମୁଣ୍ଡୀ ଗାଁରେ...
ଖେଳ ଛୁଟି ପରେ ବିଦ୍ୟାଳୟର ଅଫିସ୍ କୋଠରୀରେ ଦଶମ ଶ୍ରେଣୀର ଛାତ୍ର ସୁମନ କୁମାର ଦାସଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ଗତକାଲି ସୁମନ ଓ ଶିକ୍ଷକ ମନୋରଂଜନଙ୍କ ପୁତୁରା ସୂର୍ଯ୍ୟକାନ୍ତଙ୍କ ସହ ଗଣ୍ଡଗୋଳ ହୋଇଥିଲା ।
ଲକ୍ଷ୍ମୀ ବସ୍ ଗଡ଼ିବା ପରିପ୍ରେକ୍ଷୀରେ ଗତ ମାସ ୨୭ ତାରିଖରେ ବୈଠକ କରି ରାଜ୍ୟ ସରକାର ସେମାନଙ୍କ ଦାବି ନଶୁଣିଲେ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ ରଖିବାକୁ ଧମକ ଦେଇଥିଲେ ।
ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।
ବାହାନଗା ଟ୍ରେନ ଟ୍ରାଜେଡିକୁ ବିତିଗଲା ୪ ମାସ । ତଥାପି ଅପରିଚିତ ରହିଗଲା ୨୮ ଡେଡ୍ ବଡି। DNA ମ୍ୟାଚିଂ ବି କରିଛି ନିରାଶ। ତେଣୁ ଏଭଳି ସ୍ଥିତିରେ ବାଧ୍ୟ ହୋଇ ଅନ୍ତିମ ସଂସ୍କାର ପାଇଁ ହୋଇଛି ନିଷ୍ପତ୍ତି।
ପାର୍ବଣ ବେଳରେ ନିୟମ ଫୁ କରିଛନ୍ତି ଡ୍ୟାନ୍ସ ବାର୍ । ରାଜଧାନୀରେ ରାତିତମାମ୍ ଗ୍ରାହକଙ୍କୁ କରୁଛନ୍ତି ମତୁଆଲା। ରଙ୍ଗିଲା ବାରରେ ରଙ୍ଗୀନ ରାତିର ସତ ପଦାକୁ ଆସିବା ପରେ ଏବେ ସାବାଡ୍ ଲାଗି ସଜବାଜ ଅବକାରୀ ବିଭାଗ। ଆକ୍ସନ ମୋଡ଼କୁ ଆସି ଗଠନ କରିଛି ସ୍ପେଶାଲ୍ ସ୍କ୍ୱାର୍ଡ।
ବୈଠକରେ ସଚଳ, ଗ୍ରାଉଣ୍ଡରେ ଅଚଳ । ଭିସିରେ ବୈଠକ କରି ଘୋଷଣା, କୋମାରେ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ-ଏସଡିସି । କୋଟି କୋଟିରେ ଅର୍ଥ ଶ୍ରାଦ୍ଧ ହେଲେ ଆଦିବାସୀଙ୍କ ବିକାଶର ଚିହ୍ନବର୍ଣ୍ଣ ବି ନାହିଁ । ୯ ଆଦିବାସୀ ବହୁଳ ଜିଲ୍ଲା ପାଇଁ ଚଳିତ ବର୍ଷ ୩୫୧ କୋଟି ଟଙ୍କା...
ବୈଠକରେ ସଚଳ, ଗ୍ରାଉଣ୍ଡରେ ଅଚଳ । ଭିସିରେ ବୈଠକ କରି ଘୋଷଣା, କୋମାରେ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ-ଏସଡିସି । କୋଟି କୋଟିରେ ଅର୍ଥ ଶ୍ରାଦ୍ଧ ହେଲେ ଆଦିବାସୀଙ୍କ ବିକାଶର ଚିହ୍ନବର୍ଣ୍ଣ ବି ନାହିଁ । ୯ ଆଦିବାସୀ ବହୁଳ ଜିଲ୍ଲା ପାଇଁ ଚଳିତ ବର୍ଷ ୩୫୧ କୋଟି ଟଙ୍କା...
ଆଜି ଗାଜା ପଟ୍ଟି ସମେତ ପାଲେଷ୍ଟାଇନର ବିଭିନ୍ନ ଅଞ୍ଚଳରେ ହମାସ ଆତଙ୍କୀଙ୍କୁ ଖୋଜି ଖୋଜି ମାରୁଛି ରକ୍ତମୁଖା ଇସ୍ରାଏଲ୍ । ବଦଲା ନେବାକୁ ଆରମ୍ଭ ହୋଇଛି ଅପରେସନ୍ ଆଇରନ୍ ସୋର୍ଡ ।
ଯେଉଁମାନେ ଏହି ପଦବୀ ପାଇଁ ଆଶାୟୀ ରହିଥିବେ ସେମାନେ ସମୟସୀମା ମଧ୍ୟରେ ଆବେଦନ କରିବାକୁ କୁହାଯାଇଛି । ଆଗ୍ରହୀ ପ୍ରାର୍ଥୀମାନେ BELର ଅଫିସିଆଲ୍ ୱେବସାଇଟ୍ bel-india.in ମାଧ୍ୟମରେ ଆବେଦନ କରିପାରିବେ ।
World cupରେ ସମସ୍ତ ଦଳଙ୍କୁ ସ୍ୱାଗତ କରିବାକୁ ଏପରି ଏକ ନୂତନ ପ୍ରୟାସ କରିଛନ୍ତି କେ. ବିଜୟ କୁମାର ରେଡ୍ଡୀ । ତାଙ୍କର ଏହି ପ୍ରୟାସକୁ କ୍ରିକେଟ୍ ପ୍ରେମୀମାନେ ଖୁବ୍ ପ୍ରଶଂସା କରିଛନ୍ତି ।
ଆଇଜିଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଏସପି ପାହ୍ୟାର ଜଣେ ଅଧିକାରୀ ତଦନ୍ତ ଜାରି ରଖିଛନ୍ତି । ସଂପୃକ୍ତ ମହିଳା ASIଙ୍କ ଅଭିଯୋଗ, ଗତ ଅଗଷ୍ଟରେ ନିଜ ଛୁଟିକୁ ନିୟମିତ କରିବା ପାଇଁ ସୋନପୁର ହେଡକ୍ୱାର୍ଟରର ହୋମଗାର୍ଡ ରାଜକୁମାର ପଧାନଙ୍କୁ ଯୋଗାଯୋଗ କରିଥିଲେ ।