• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

case of police against police
ପୋଲିସ ବିରୋଧରେ ପୋଲିସର ମାମଲା; ଦୁଷ୍କର୍ମ ଅଭିଯୋଗ ଆଣିଲେ ମହିଳା କନଷ୍ଟେବଲ

ସହଦେବଖୁଣ୍ଟା ଥାନାରେ ମାମଲା ରୁଜୁ ହୋଇଛି । ପୋଲିସ ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ।

Miracle
ଗଣେଶ ବଞ୍ଚାଇ ଦେଲେ... ସମୁଦ୍ର ଭିତରେ ୩୬ ଘଣ୍ଟାର ସଂଘର୍ଷ ପରେ କୂଳରେ ଲାଗିଲା ୧୩ ବର୍ଷର ବାଳକ

ସମୁଦ୍ରର ଅକାତ ପାଣି ଭିତରେ ଗଣେଶ ମୂର୍ତ୍ତି ଭାସୁଥିବା ଦେଖିବାକୁ ପାଇଥିଲା । ଏହାପରେ ସେ ମୂର୍ତ୍ତିକୁ ଜାବୁଡ଼ି ଧରି ୩୬ ଘଣ୍ଟା କାଳ ସମୁଦ୍ରରେ ସେମିତି ଭାସିଥିଲା । ନା ଖାଇବାକୁ କିଛି ଥିଲା ନା ପିଇବାକୁ ।

loots
କଟକରେ ମାତିଛନ୍ତି ନିଶାଦିଆ ଲୁଟେରା; ଅପହରଣର ଦୁଇ ଦିନ ପରେ ଯୁବକ ଉଦ୍ଧାର

କଟକରେ ପହଞ୍ଚିବା ବେଳକୁ ପାରାଦୀପ ବସ ଚାଲିଯାଇଥିଲା । ପ୍ରାୟ ରାତି ୮ଟା ବେଳେ ବାଇକରେ ଦୁଇ ଜଣ ଯୁବକ ତାପସଙ୍କୁ ଲିଫ୍ଟ ଯାଚିଥିଲେ ।

World Cup
ଆଜିଠୁ ବିଶ୍ୱକପ୍ କ୍ରିକେଟ୍ ମହାକୁମ୍ଭ; ଟ୍ରଫି ପାଇଁ ପରସ୍ପରକୁ ଟକ୍କର ଦେବେ ୧୦ ଟିମ୍

ଭାରତର ୧୦ଟି ଗ୍ରାଉଣ୍ଡରେ ଏହି ମେଗା ପ୍ରତିଯୋଗିତା ଆରମ୍ଭ ହେବାକୁ ଯାଇଛି । ଅକ୍ଟୋବର ୫ରୁ ଅର୍ଥାତ୍‌ ଆଜିଠାରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

Banakalagi ritual at Puri Srimandir today
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୂଖ ଶୃଙ୍ଗାର କରିବେ ।

Asian Games
ଏସିଆନ୍ ଗେମ୍ସରେ ଭାରତର ରେକର୍ଡ; ବଢିଚାଲିଛି ମେଡାଲ୍‌ ସଂଖ୍ୟା

ଜାଭେଲିନରେ ନୀରଜ ଚୋପ୍ରା ସ୍ୱର୍ଣ୍ଣପଦକ ଜିତିଥିବା ବେଳେ ତୀରନ୍ଦାଜୀରେ ଜ୍ୟୋତି ଭେନମ ଏବଂ ଓଜସ ଦେଓତଲେ ଏବଂ ୪ ଗୁଣା ୪୦୦ ମିଟର ରିଲେରେ ଅନସ, ଅମୋଜ, ଅଜମଲ ଓ ରାଜେଶ ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଛନ୍ତି । ଓଡିଆ ପୁଅ କିଶୋର ଜେନା ଜେଭେଲିନ୍ ଥ୍ରୋରେ...

VIMSAR
ବୁର୍ଲା ଭୀମସାରରେ ଉତ୍ତେଜନା; ଡାକ୍ତରୀ ଛାତ୍ର-ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ

କୌଣସି କାରଣକୁ କେନ୍ଦ୍ର କରି ଜଣେ PG ଛାତ୍ର ଓ ଜଣେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ସୁରକ୍ଷା କର୍ମୀ ଜଣକ ଆହତ ହୋଇଥିଲେ ।

Sundargarh
ସୁସ୍ମିତା-ଅଲିଶା ମୃତ୍ୟୁ ଘଟଣା; ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ

ସୁସ୍ମିତା ଓ ଅଲିଶାଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ଧୀରେ ଧୀରେ ସରଗରମ ହେବାରେ ଲାଗିଲାଣି । ବିରୋଧୀମାନେ ଏହାକୁ ନେଇ ସିବିଆଇ ତଦନ୍ତ ଦାବି କରୁଥିବାବେଳେ ଶହ ଶହ ଆଦିବାସୀମାନେ ମଧ୍ୟ ପୂର୍ବରୁ ରାଉରକେଲା ଏଡିଏମ୍ ଅଫିସ ଆଗରେ ବିକ୍ଷୋଭ କରିସାରିଛନ୍ତି ।

On Gandhi Jayanti, villagers in Koraput declares themselves liquor-free
ଗ୍ରାମବାସୀ ଶପଥ ନେଲେ ନିଶାଠୁ ଦୂରେଇ ରହିବେ ଏକ ସୁନ୍ଦର ଦେଶ ଗଢ଼ିବେ

ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀରେ ନିଶାକୁ ନା । ଗାନ୍ଧି ଜୟନ୍ତୀରେ ଗ୍ରାମବାସୀ ନେଲେ ମହାନ ପଦକ୍ଷେପ। ନିଜେ ନିଶା ଛାଡ଼ିବା ସହ ଅନ୍ୟମାନଙ୍କ ପାଇଁ ସାଜିଲେ ଉଦାହରଣ । ନିଶାଠୁ ଦୂରେଇ ରହିବା ଏକ ସୁନ୍ଦର ଦେଶ ଗଢ଼ିବା। ଏହି ଉଦ୍ଦେଶ୍ୟ ନେଇ ନିଜକୁ ନିଶାମୁକ୍ତ ଗ୍ରାମ...

‘Ram Kathi’ dance losing its essence due to modernisation
ଆଧୁନିକତାର ସ୍ପର୍ଶରେ ହଜିବାକୁ ବସିଛି ନିଆରା ଲୋକକଳା ରାମକାଠି ନୃତ୍ୟ

ଆଧୁନିକତାର ସ୍ପର୍ଶରେ ହଜି ଯିବାକୁ ବସିଛି ନୂଆପଡ଼ାର ସ୍ୱତନ୍ତ୍ର ଓ ନିଆରା ଲୋକକଳା ରାମକାଠି ନୃତ୍ୟ

Awas Yojana
ଜି ଆର୍‌ ଏସ୍‌ ବାବୁଙ୍କ ଦାଦାଗିରି; ଟଙ୍କା ଦିଅ ଘର ନିଅ

୨୦ ହଜାର ଟଙ୍କା ଦେଲେ ମିଳିବ ଆବାସ ଗୃହ । ଟଙ୍କା ନଦେଲେ ତାଲିକାରୁ କାଟି ଦିଆଯିବ ନାମ । ଜଣେ କି ଦୁଇଜଣ ନୁହେଁ ବରଂ ମାଳ ମାଳ ଅଭିଯୋଗ । ସରକାରଙ୍କ ଯୋଜନା ଏଠି ବାଟ ମାରଣା ହୋଇପଡ଼ିଛି …

Naveen Patnaik
ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ନେଇ ଘନଉଛି ବିବାଦ; ଜନ ବିରୋଧୀ ମନ୍ତବ୍ୟରେ ତେଜୁଛି ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଘନଉଛି ବିବାଦ । ବିଧାନସଭା ଭିତରେ ବିରୋଧୀଙ୍କୁ ଜନ ବିରୋଧୀ ବୋଲି କହି ସମାଲୋଚନା କରିବା ପରେ, ଗତକାଲି ବିଜେଡି ପଦଯାତ୍ରାରେ ବି ସମାନ ଶବ୍ଦବାଣରେ ଘାଇଲା କରିଥିଲେ । ଜନ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟଙ୍କ...

Elephant Death
ବିପଦରେ ଗଜରାଜ; ସାଢ଼େ ୮ ବର୍ଷରେ ଗଲାଣି ୬୯୮ ହାତୀଙ୍କ ଜୀବନ

ସେପ୍ଟେମ୍ବର ୫ । ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ଟାଇଁସି ସଂରକ୍ଷିତ ଜଙ୍ଗଲରୁ ମିଳିଲା ୨ ହାତୀଙ୍କ ମୃତଦେହ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ଦନ୍ତା ସହ ଛୁଆ ମାଈ ହାତୀର ମୃତ୍ୟୁ ଘଟିଥିଲା । ସେପ୍ଟେମ୍ବର ୨୧ । ହାତୀ ମୃତ୍ୟୁ ପାଇଁ ସବୁବେଳେ ଚର୍ଚ୍ଚାରେ...

Bus Accident
ବାଙ୍କୀରେ ଟଳିଲା ବଡ଼ ବସ୍ ଟ୍ରାଜେଡି; ଝୁଲି ରହିଲା ଯାତ୍ରୀବାହୀ ବସ୍, ବଞ୍ଚିଗଲେ ୫୦ ଯାତ୍ରୀ

ମା’ ଚର୍ଚ୍ଚିକା ବଞ୍ଚେଇ ଦେଲେ । ନହେଲେ କଣ ଯେ ହେଇଥାନ୍ତା । ପୁଣି ଗୋଟେ ବଡ଼ ବ୍ରିଜ୍ ଟ୍ରାଜେଡି, ଓଡ଼ିଶା ଖାତାରେ ପଡ଼ିଥାନ୍ତା । ତଳେ ଭରାପାଣି ଚାଲୁଛି, ପୋଲରେ ବସ୍ ଲଟକିଛି, ଚକ ଗୋଟେ ଦୋଳି ପରି ଝୁଲୁଛି ।

obc commission
ଓଡ଼ିଶାରେ କେବେ ଆସିବ OBC କମିଶନଙ୍କ ସର୍ଭେ ରିପୋର୍ଟ ?

ଓଡ଼ିଶାରେ ପଛୁଆ ବର୍ଗଙ୍କ ଗଣନା ଓ ସେମାନଙ୍କ ସାମାଜିକ ଓ ଆର୍ଥିକ ସ୍ଥିତି ଜାଣିବାକୁ ଓବିସି ସର୍ଭେ ଲାଗି ବହୁ ବାଦ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଏଥିପାଇଁ ଜଷ୍ଟିସ ରଘୁନାଥ ବିଶ୍ୱାଳ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ...

obc commission
ଓଡ଼ିଶାରେ କେବେ ଆସିବ OBC କମିଶନଙ୍କ ସର୍ଭେ ରିପୋର୍ଟ ?

ଓଡ଼ିଶାରେ ପଛୁଆ ବର୍ଗଙ୍କ ଗଣନା ଓ ସେମାନଙ୍କ ସାମାଜିକ ଓ ଆର୍ଥିକ ସ୍ଥିତି ଜାଣିବାକୁ ଓବିସି ସର୍ଭେ ଲାଗି ବହୁ ବାଦ ବିବାଦ ପରେ ଚଳିତ ବର୍ଷ ଆରମ୍ଭରୁ ପ୍ରକ୍ରିୟା ଆରମ୍ଭ କରିଥିଲେ ରାଜ୍ୟ ସରକାର । ଏଥିପାଇଁ ଜଷ୍ଟିସ ରଘୁନାଥ ବିଶ୍ୱାଳ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତ...

Elephant Death
ବିପଦରେ ଗଜରାଜ; ସାଢ଼େ ୮ ବର୍ଷରେ ଗଲାଣି ୬୯୮ ହାତୀଙ୍କ ଜୀବନ

ସେପ୍ଟେମ୍ବର ୫ । ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ଟାଇଁସି ସଂରକ୍ଷିତ ଜଙ୍ଗଲରୁ ମିଳିଲା ୨ ହାତୀଙ୍କ ମୃତଦେହ । ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ଦନ୍ତା ସହ ଛୁଆ ମାଈ ହାତୀର ମୃତ୍ୟୁ ଘଟିଥିଲା । ସେପ୍ଟେମ୍ବର ୨୧ । ହାତୀ ମୃତ୍ୟୁ ପାଇଁ ସବୁବେଳେ ଚର୍ଚ୍ଚାରେ...

Adarsh Vidyalaya
ଆଦର୍ଶ ନାଁରେ ଅବ୍ୟବସ୍ଥାର ଗଣ୍ଡା ଗଣ୍ଡା ଚିତ୍ର; ସ୍ୱପ୍ନ ଦେଖାଇ ପିଲାଙ୍କୁ ଠକି ଦେଇଛନ୍ତି ସରକାର

ଆଦର୍ଶ ନାଁରେ ଅବ୍ୟବସ୍ଥାର ଗଣ୍ଡା ଗଣ୍ଡା ଚିତ୍ର । ଆଦର୍ଶ ବିଦ୍ୟାଳୟରେ ପଢ଼ିବାର ସ୍ୱପ୍ନ ଦେଖାଇ କୋମଳମତି ପିଲାଙ୍କୁ ଠକି ଦେଇଛନ୍ତି ସରକାର । କେଉଁଠି ପିଲାମାନେ ଗଛ ତଳେ ପଢୁଛନ୍ତି, କେଉଁଠି ବାତ୍ୟା ଆଶ୍ରୟସ୍ଥଳୀରେ, ତ ଆଉ କେଉଁଠି ଛେଳିମେଣ୍ଢା ଗୁହାଳ ଭଳି ଜାକିଜୁକି ହୋଇ ଗୋଟିଏ...

NewsClick
ଗିରଫ ହେଲେ ଖବର ସଂସ୍ଥା ‘ନ୍ୟୁଜ୍‌କ୍ଲିକ୍’ର ମାଲିକ ଓ HR ହେଡ୍‌

ପୋଲିସ କିଛି ସାମ୍ବାଦିକଙ୍କୁ ପଚରାଉଚରା ପାଇଁ ନେଇଥିଲା । ଅଧିକ ଖୋଲତାଡ ପାଇଁ ସାମ୍ବାଦିକମାନଙ୍କ ଲାପଟପ୍ ଏବଂ ଫୋନ୍ ମଧ୍ୟ ଜବତ କରିଥିଲା । ସେହିପରି କିଛିଦିନ ତଳେ ନ୍ୟୁୟର୍କ ଟାଇମ୍ସର ଏକ ଅନୁସନ୍ଧାନ ଅଭିଯୋଗ କରିଥିଲା ଯେ, ନ୍ୟୁଜ୍‌କ୍ଲିକ୍ ପୋର୍ଟାଲ୍ ଚାଇନାର ପ୍ରଚାର କରିବା ପାଇଁ ଏକ...

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।