ମା’ ଚର୍ଚ୍ଚିକା ବଞ୍ଚେଇ ଦେଲେ । ନହେଲେ କଣ ଯେ ହେଇଥାନ୍ତା । ପୁଣି ଗୋଟେ ବଡ଼ ବ୍ରିଜ୍ ଟ୍ରାଜେଡି, ଓଡ଼ିଶା ଖାତାରେ ପଡ଼ିଥାନ୍ତା । ତଳେ ଭରାପାଣି ଚାଲୁଛି, ପୋଲରେ ବସ୍ ଲଟକିଛି, ଚକ ଗୋଟେ ଦୋଳି ପରି ଝୁଲୁଛି ।
କେନ୍ଦ୍ରାପଡ଼ା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ ମିଳିଛି । ଗୁଣବତ୍ତା ଓ ମାନ ଯାଞ୍ଚ ପରେ ରସାବଳିକୁ ଜିଆଇ ଟ୍ୟାଗ୍ ମିଳିଛି ।
ମୋନିକା ଯେତେବେଳେ ୨୦୨୦ରେ ଦିଲ୍ଲୀ ପୋଲିସରୁ ଇସ୍ତଫା ଦେଇ ମୁଖାର୍ଜୀ ନଗରରେ UPSC ତୟାରି ଆରମ୍ଭ କଲେ, ସେତେବେଳେ ବି ତାଙ୍କ ଉପରେ ଥିଲା ସୁରେନ୍ଦ୍ରର ୨୪ ଘଣ୍ଟିଆ ପାପ ନଜର ।
ଲଗାତର ନିଜ ସଂପାଦକୀୟ ପ୍ରହାରରେ ସରକାର, ଫାଇଭ୍ଟି ସଚିବ ଓ ନିଜ ଦଳ ବିଜେଡିକୁ ଘାଇଲା କରିବା ପରେ ପ୍ରଥମେ ଗତ ୧୨ ତାରିଖରେ ବିଧାୟକ ସୌମ୍ୟରଞ୍ଜନଙ୍କୁ ଉପସଭାପତି ପଦରୁ ହଟାଇଥିଲା ବିଜେଡି । ଆଉ ଏହାର ୯ ଦିନ ପରେ ଲୋନ୍ ଦୁର୍ନୀତି ଭଳି ଜନବିରୋଧୀ ଷ୍ଟାମ୍ପ...
ଦୁଇ ଦିନ କାଳ ଲାଇନ୍ କଲବଲ କରିଥିଲା । ଆଉ ଲାଇନ୍ ଆସିବା ପରେ କାଲି ସନ୍ଧ୍ୟାରୁ ସାରା ରାତି ପାଣି ପାଇଁ ଦହଗଞ୍ଜ । ରାଜ୍ୟ ସରକାରଙ୍କ ପକ୍ଷରୁ ବିଶ୍ୱସ୍ତରୀୟ ମେଡିକାଲର ଘୋଷା ଚାଲିଥିବା ଏସସିବିରେ ଯେମିତି ରୋଗୀଙ୍କ ଦୁର୍ଦ୍ଦଶା ଦେଖିବାକୁ କି ଶୁଣିବାକୁ କେହି ନାହିଁ...
ଜବାବରେ ବିଜେପି କହିଛି ନବୀନ ହେଉଛନ୍ତି ସବୁଠୁ ବଡ଼ ଜନବିରୋଧୀ । ସେ ଜନ ବିରୋଧୀ ହେଇନଥିଲେ ଜଣେ ଆଇଏଏସ୍ ଅଫିସରଙ୍କୁ ସରକାର ଚଳାଇବାକୁ ଲିଜ୍ରେ ଦେଇଥାନ୍ତେ କି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।
ସାରା ରାଉରକେଲାରେ ସୃଷ୍ଟି ହୋଇଛି ହଇଚଇ । ASI ଆଲିଶାଙ୍କୁ ହତ୍ୟା ଅଭିଯୋଗ ପରେ ମାମଲା ରୁଜୁ ।
ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ବାବୁ ବି ଟୁରରେ ସାମିଲ । ରାଜ୍ୟ ତହବିଲରୁ ଖର୍ଚ୍ଚକୁ ନେଇ ଉଠିଲା ଆପତ୍ତି ।
ଲୋକୋ ପାଇଲଟ୍ଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ଯାତ୍ରୀଙ୍କ ଜୀବନ । ଚିତ୍ତୋରଗଡ଼ ନିକଟରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି ଉଦୟପୁର-ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ ।
ଜବାବରେ ବିଜେପି କହିଛି ନବୀନ ହେଉଛନ୍ତି ସବୁଠୁ ବଡ଼ ଜନବିରୋଧୀ । ସେ ଜନ ବିରୋଧୀ ହେଇନଥିଲେ ଜଣେ ଆଇଏଏସ୍ ଅଫିସରଙ୍କୁ ସରକାର ଚଳାଇବାକୁ ଲିଜ୍ରେ ଦେଇଥାନ୍ତେ କି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ।
ଦୁଇ ଦିନ କାଳ ଲାଇନ୍ କଲବଲ କରିଥିଲା । ଆଉ ଲାଇନ୍ ଆସିବା ପରେ କାଲି ସନ୍ଧ୍ୟାରୁ ସାରା ରାତି ପାଣି ପାଇଁ ଦହଗଞ୍ଜ । ରାଜ୍ୟ ସରକାରଙ୍କ ପକ୍ଷରୁ ବିଶ୍ୱସ୍ତରୀୟ ମେଡିକାଲର ଘୋଷା ଚାଲିଥିବା ଏସସିବିରେ ଯେମିତି ରୋଗୀଙ୍କ ଦୁର୍ଦ୍ଦଶା ଦେଖିବାକୁ କି ଶୁଣିବାକୁ କେହି ନାହିଁ...
ଲଗାତର ନିଜ ସଂପାଦକୀୟ ପ୍ରହାରରେ ସରକାର, ଫାଇଭ୍ଟି ସଚିବ ଓ ନିଜ ଦଳ ବିଜେଡିକୁ ଘାଇଲା କରିବା ପରେ ପ୍ରଥମେ ଗତ ୧୨ ତାରିଖରେ ବିଧାୟକ ସୌମ୍ୟରଞ୍ଜନଙ୍କୁ ଉପସଭାପତି ପଦରୁ ହଟାଇଥିଲା ବିଜେଡି । ଆଉ ଏହାର ୯ ଦିନ ପରେ ଲୋନ୍ ଦୁର୍ନୀତି ଭଳି ଜନବିରୋଧୀ ଷ୍ଟାମ୍ପ...
ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର କଚେଗୁଡା-ରାୟଚୁର ଟ୍ରେନ ସେବାକୁ ମଧ୍ୟ ସବୁଜ ସଙ୍କେତ ଦେଇଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଯେ, ଦେଶର ଅନେକ ପ୍ରମୁଖ ଅର୍ଥନୈତିକ କରିଡର ତେଲେଙ୍ଗାନା ଦେଇ ଯାଉଛି ।
ଗତକାଲି କଟକ ବଡ଼ ମେଡିକାଲ୍ ମେଡିସିନ୍ ବିଭାଗରେ ଲାଇନ୍ ନ ଥିବାରୁ ମୋବାଇଲ୍ ଲାଇଟ୍ରେ କାହାକୁ ଇଂଜେକସନ ତା କାହାକୁ ଔଷଧ ଦିଆଯାଇଥିଲା। ଏମିତିକି କାଲି ୧୦ ଘଣ୍ଟା ଆଉ ଆଜି ବି ପୂରା ଦିନ ତମାମ୍ ବିନା ବିଜୁଳିରେ ଚାଲିଥିଲା ମେଡିକାଲ୍ ।
ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରତାପ ଦେବଙ୍କ ନିର୍ଦ୍ଦେଶରେ ସୁଧାଂଶୁଙ୍କୁ ବୈଠକକୁ ଡକାଯାଇଛି ବୋଲି କହିଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ଉପ ସଭାପତି ପ୍ରଭାତ ବିଶ୍ୱାଳ । ବହିଷ୍କାର ହେବା ପରେ ପ୍ରଥମଥର ପାଇଁ ବିଜେଡି ମଂଚକୁ ଆସି ବେଶ୍ ଭାବବିହ୍ୱଳ ବି ଥିଲେ ସୁଧାଂଶୁ ।
ବିଜେପିର ଅଭିଯୋଗ, ଫାଇଭ-ଟି ସଚିବ ଭି.କେ.ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀ କି ମୁଖ୍ୟ ଶାସନ ସଚିବଙ୍କ ବିନା ଲିଖିତ ଅନୁମତିରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଅଭିଯୋଗ ସଂଗ୍ରହ ପାଇଁ ବିଭିନ୍ନ ଜିଲ୍ଲା ଗସ୍ତ କରିଥିଲେ।
ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ସ୍ୱଚ୍ଛତା ପାଇଁ ଶ୍ରମଦାନ କରିଛନ୍ତି ବିଭିନ୍ନ ବର୍ଗର ବ୍ୟକ୍ତି । ରାଜଧାନୀ ସ୍ଥିତ ଐତିହ୍ୟସ୍ଥଳ ଖଣ୍ଡଗିରି-ଉଦୟଗିରିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ହୋଇଥିଲା ସଫେଇ କାର୍ଯ୍ୟକ୍ରମ । ନୟାପଲ୍ଲୀ ଇନ୍ଦ୍ରଧନୁ ହାଟକୁ ବର୍ଜ୍ୟମୁକ୍ତ କରିଥିଲେ...
ସହରଠାରୁ ଅପହଞ୍ଚ କୁସୁମଘାଟର ଭୂମିଜ ସମ୍ପ୍ରଦାୟର ଭାରତୀ ଜଣେ ଉଚ୍ଚଶିକ୍ଷିତା । ଓଡ଼ିଆରେ ପିଜି କରିଛନ୍ତି । ଭଲ ଚାକିରି ପଛରେ ନପଡ଼ି ଗାଁ ମହିଳାଙ୍କ ଆର୍ଥିକ ସ୍ଥିତିକୁ ମଜଭୁତ କରିବାକୁ ବ୍ୟାଙ୍କ ମିତ୍ର ସାଜି ମଙ୍ଗ ଧରିଥିଲେ ୪ ବର୍ଷ ହେଲା ।
ରାଜ୍ୟରେ ବଢି ଚାଲିଛି ମଦ ଦୋକାନ ସଂଖ୍ୟା। ଏବେ ରାଜ୍ୟରେ ୧୭୪୯ଟି ଦେଶୀ ଏବଂ ୬୭୩ଟି ଠିପି ଖୋଲା ବିଦେଶୀ ମଦ ଦୋକାନ ରହିଛି। ସେହିପରି ୪୬ଟି ବିୟର ପାର୍ଲର, ୧୯ଟି କ୍ଳବ୍ ଅନ୍, ୩୫ଟି ମିଲିଟାରୀ କ୍ୟାଣ୍ଟିନ୍, ୫୧ଟି ତାଡି ଦୋକାନ ସହ ୨ଟି ପାଚୋଇ ଦୋକାନ...
ପୂର୍ବରୁ କୌଣସି ଏକ ମାମଲାରେ ସଜା କାଟୁଥିଲା ଅଭିଯୁକ୍ତ ପୁଅ । ଗତ ୮ ଦିନ ତଳେ ଜେଲ୍ରୁ ଘରକୁ ଫେରିଥିଲା । ହେଲେ କେଉଁ କାରଣକୁ ନେଇ ଅଭିଯୁକ୍ତ ପୁଅ ଏପରି କାଣ୍ଡ ଭିଆଇଲା ତାହା ଜଣାପଡ଼ିନାହିଁ ।