ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ସ୍ୱଚ୍ଛତା ପାଇଁ ଶ୍ରମଦାନ କରିଛନ୍ତି ବିଭିନ୍ନ ବର୍ଗର ବ୍ୟକ୍ତି । ରାଜଧାନୀ ସ୍ଥିତ ଐତିହ୍ୟସ୍ଥଳ ଖଣ୍ଡଗିରି-ଉଦୟଗିରିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ହୋଇଥିଲା ସଫେଇ କାର୍ଯ୍ୟକ୍ରମ । ନୟାପଲ୍ଲୀ ଇନ୍ଦ୍ରଧନୁ ହାଟକୁ ବର୍ଜ୍ୟମୁକ୍ତ କରିଥିଲେ...
ରବିବାର ସକାଳେ ଭୋପାଳର ବେରାସିଆର ଡୁଙ୍ଗରିଆ ଗାଁର ଡେମ ନିକଟ ଏକ କ୍ଷେତରେ ସେନା ହେଲିକପ୍ଟରର ଜରୁରୀକାଳୀନ ଅବତରଣ ହୋଇଥିଲା । ହେଲିକପ୍ଟରରେ ୬ଜଣ ସେନା କର୍ମଚାରୀ ଥିଲେ ।
ଦଶହରା ଓ ଦୀପାବଳି ପାଇଁ ସୋ’ ରୁମରେ ଲକ୍ଷ ଲକ୍ଷ ଟଙ୍କାର ମାଲ୍ ରଖିଥିଲେ ମାଲିକ । ସୋ’ ରୁମର ପ୍ରଥମ ଓ ଦ୍ୱିତୀୟ ମହଲାରେ ଶାଢ଼ି ଓ ଡ୍ରେସ୍ ମ୍ୟାଟେରିଆଲ ଥିବାବେଳେ ତୃତୀୟ ମହଲା କପଡ଼ା ଓ ଅନ୍ୟାନ୍ୟ ସାମଗ୍ରୀ ଭରି ରହିଥିଲା। ତେବେ ଆଖିପିଛୁଳାକେ ସବୁକିଛି...
ଘରେ ନପଶଣୁ ମୁଣ୍ଡରେ ଚାଳ, ରାଜ୍ୟ ସରକାରଙ୍କ ନୂଆ ବସ୍ ଯୋଜନା ଲକ୍ଷ୍ମୀକୁ ଆରମ୍ଭରୁ ବିରୋଧ । ଅକ୍ଟୋବର ୨ରୁ ଲକ୍ଷ୍ମୀ ଯୋଜନାରେ ପ୍ରଥମେ ମାଲକାନଗିରି ଜିଲ୍ଲାରୁ ଗଡ଼ିପାରେ ଏହି ଅତ୍ୟାଧୁନିକ ବସ୍ । ଏଥିପାଇଁ ମାଲକାନଗିରିରେ ପ୍ରସ୍ତୁତ ଭାରତ ବେଞ୍ଜ୍ କମ୍ପାନୀର ୩୬ଟି ଶୀତତାପ ନିୟନ୍ତ୍ରିତ ବସ...
ବିରୋଧୀ ବିଜେପି ଗୃହରେ ହଙ୍ଗାମା କରିବା ସହିତ ଉଭୟ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କୁ ଟାର୍ଗେଟ୍ କରିଛି । ଆଉ ଏହାରି ଭିତରେ ଜୟନାରାୟଣ ସାଂଘାତିକ ଅଭିଯୋଗ, ନା ଗୃହରେ ନା ଗୃହ ବାହାରେ ସେ ନିଜକୁ ସୁରକ୍ଷିତ ମନେ କରୁଛନ୍ତି । ତାଙ୍କର ଯଦି କିଛି ହୋଇଯାଏ, ମୁଖ୍ୟମନ୍ତ୍ରୀ...
ରାତି ହେଲେ ଭୟଙ୍କର ହେଉଛି କି ରାଜଧାନୀ ? ରାତିର ନିସ୍ତବ୍ଧ ପହରରେ ଘୂରି ବୁଲୁଛି କି ମୃତ୍ୟୁର ଦୂତ ? କମିଶନରେଟ୍ ପୋଲିସର ସୁରକ୍ଷା ପାଚେରୀକୁ ଭେଦି ଅସାମାଜିକ ଖେଳୁଛନ୍ତି କି ମରଣର ଖେଳ ? କାରଣ ରାଜଧାନୀର ଛାତି ଉପରେ ଗତକାଲି ଘଟିଛି ଭୟଙ୍କର ଅଘଟଣ...
ରେଲୱେ ଟ୍ରାକ୍ରେ ଇନଷ୍ଟାଗ୍ରାମ ରିଲ୍ କରୁଥିବାବେଳେ ଜଣେ ନାବାଳକରୁ ଟ୍ରେନ୍ ଧକ୍କା ଦେଇଛି । ନାବାଳକଙ୍କୁ ଟ୍ରେନ୍ ଧକ୍କା ଦେବା ସମୟର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି ।
ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ପ୍ରାୟ ୫ହଜାର ମୋବାଇଲ୍ ନମ୍ବରରୁ ସେମାନଙ୍କ ନମ୍ବର ଖୋଜିଥିଲା । ତା’ପରେ ସେମାନଙ୍କ ନମ୍ବର ଖୋଜିବା ସହ ତା’କୁ ଟ୍ରାକ୍ କରି ସେମାନଙ୍କ ନିକଟରେ ପହଞ୍ଚିଥିଲା ।
ବର୍ତ୍ତମାନ ପାର୍କିଂ ସମସ୍ୟାକୁ ନେଇ ୧ ନଂ ହାଟରେ ଅନୁରୂପ ସ୍ଥିତି ଉପୁଜିଛି । ରାସ୍ତାରେ ପାର୍କିଂ ସମ୍ପୂର୍ଣ୍ଣ ବାରଣ ଥିବାରୁ ଗ୍ରାହକମାନେ ହାଟକୁ ଆସିବା ପସନ୍ଦ କରୁନାହାନ୍ତି ।
ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅନ୍ୟ ବିଭାଗ ଦାୟିତ୍ୱରୁ ମୁକ୍ତ କରିବା ନେଇ ଆଜି ସମସ୍ତ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ଆସନ୍ତା ବର୍ଷ ସାଧାରଣ ନିର୍ବାଚନ ଥିବାରୁ କେବଳ ଏ ସଂକ୍ରାନ୍ତୀୟ କାମ ଲାଗି ମୁଖ୍ୟ ନିର୍ବାଚନ ଅଧିକାରୀ...
୨ ମାସ ଭିତରେ କମିଟି ଗଠନ ସଂପର୍କରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ରହିଛି । ଏ ନେଇ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଗଣମାଧ୍ୟକୁ ସୂଚନା ଦେଇଛନ୍ତି ।
କଟକ ଜିଲ୍ଲାରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ବାଙ୍କୀ ବ୍ଲକ ଉତ୍ତର ପାର୍ଶ୍ୱରେ ଥିବା କନ୍ତ ପହଁରା ଗାଁରୁ ଏଭଳି ଚିତ୍ର ସାମ୍ନାକୁ ଆସିଛି । ଯେଉଁଠି ମଣିଷ ଭୋଗୁଛି ଜଳ ଯନ୍ତ୍ରଣା । ପାଣି ପାଇଁ ଧୀରେ ଧୀରେ ଖାଲି ହେବାରେ ଲାଗିଲାଣି ଗାଁ...
ଦୁଇ ବିଧାୟକଙ୍କୁ ନିଲମ୍ବନ ନେଇ କଡ଼ା ପ୍ରତିକ୍ରିୟା ରଖିଛନ୍ତି ଜୟନାରାୟଣ ମିଶ୍ର । ସେ କହିଛନ୍ତି, ବାଚସ୍ପତିଙ୍କର ବାଚସ୍ପତି ହେବାର ଯୋଗ୍ୟତା ନାହିଁ । ରୁଲ୍ ଆଣ୍ଡ ପ୍ରୋସିଜିଓର ବିଷୟରେ ସେ କିଛି ଜାଣିଛନ୍ତି କି ?
ଗାଧୋଇବା ସମୟରେ ହିଁ ଉଭୟେ ପାଣିରେ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଥିଲେ ।
ଯେଉଁମାନେ ଅପରାଧକୁ ନେଇ ରାଜନୀତି କରୁଛନ୍ତି, ସେମାନେ ଗୃହକୁ ଆସି ପାରିବେନି । ବିକାଶରେ ବାଧା ସୃଷ୍ଟି କରୁଥିବା ବିରୋଧୀଙ୍କ ବ୍ୟବହାର ଲୋକେ ଦେଖୁଛନ୍ତି ।
ଡାକ୍ତର ଓ ଟ୍ରେନିଂ ନର୍ସଙ୍କ ଅବହେଳାରୁ ସନ୍ଧ୍ୟା ବେଳେ ସ୍ୱାସ୍ଥ୍ୟ ବିଗିଡ଼ିବା ସହ ମୃତ୍ୟୁ ହୋଇଥିବା ମୃତକଙ୍କ ପରିବାର ଓ ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ତେବେ ଏନେଇ ହସ୍ପିଟାଲ ପକ୍ଷରୁ ଡାକ୍ତରଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଛୋଟ ଝିଅକୁ ଧରି ନଦୀକୁ କାହିଁକି ଡେଇଁଲେ ସ୍ୱାମୀ ? ପତ୍ନୀ ମୃତ୍ୟୁରୁ ଅବସାଦ ନା ଅନ୍ୟ କୌଣସି କାରଣ ପାଇଁ ଚରମ ପଦକ୍ଷେପ ନେଲେ ସ୍ୱାମୀ। ତାକୁ ନେଇ ନାନା ଚର୍ଚ୍ଚା ହେଉଛି...
ନିସ୍ୱାର୍ଥପର ସେବା ଯାହାର ମନ୍ତ୍ର । ବିପଦରେ ସାହାଯ୍ୟ କରିବାକୁ ଯାହାର ମନ । ତାଙ୍କୁ ବା ଡର କ’ଣ, ଭୟ କ’ଣ । ବାରିପଦା ବାରୁଣୀ ଘାଟ ଶ୍ମଶାନରେ ବେଶ୍ ପରିଚିତା ନାଁ ଲକ୍ଷ୍ମୀ ଜେନା । ଦୀର୍ଘ ୧୩ବର୍ଷ ଧରି ଅବିରତ କରି ଚାଲିଛନ୍ତି ଶବ...
5-T ସଚିବଙ୍କ ଗସ୍ତକୁ ନେଇ ଥମୁନି ବରଂ ବଢି ଚାଲିଛି ବିବାଦ । ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ପରେ ବି ପାଣ୍ଡିଆନଙ୍କୁ ନେଇ ମୁହାଁମୁହିଁ ଶାସକ ବିରୋଧୀ ।