ଆସନ୍ତା ଅକ୍ଟୋବରରେ ଏହାର ଉଦଘାଟନ ହେବାର ଅଛି । ଭାରତୀୟ କାରୁକାର୍ଯ୍ୟ ଓ ଭାସ୍କର୍ଯ୍ୟରେ ଏହା ପରିପୂର୍ଣ୍ଣ ।
ଗତକାଲି ଏହି ଅଘଟଣ ଘଟିଛି । ଦୁର୍ଘଟଣା ସମୟରେ ପୋଲ ଉପରେ ଗୋଟିଏ ଡମ୍ପର ଓ ଦୁଇଟି ବାଇକ୍ ଯାଉଥିଲା । ସେହି ସମୟରେ ହଠାତ୍ ପୋଲଟି ଭୁଶୁଡ଼ି ପଡ଼ିଥିଲା ।
ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।
ସରକାରୀ ଅର୍ଥକୁ ଦଳୀୟ କାର୍ଯ୍ୟରେ ବିନିଯୋଗ କରିବା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ବେକାରୀ, ଶିକ୍ଷା, ସ୍ୱାସ୍ଥ୍ୟ, ବଜେଟ୍ ଅର୍ଥ ଖର୍ଚ୍ଚ ନହେବା ଭଳି ପ୍ରସଙ୍ଗକୁ ଆୟୁଧ କରିବେ ବିରୋଧୀ ।
ସଂପୃକ୍ତ ମହିଳା ଜଣକ ଗତ ୩ ତାରିଖରୁ ନିଖୋଜ ଥିବା ଅଭିଯୋଗ ହୋଇଥିଲା । ଏହାର କିଛିଦିନ ପରେ ଅର୍ଥାତ ୨୦ ତାରିଖରେ ମାଲଦା ନଦୀରୁ ଅର୍ଦ୍ଧନଗ୍ନ ଅବସ୍ଥାରେ ମିଳିଥିଲା ମୃତଦେହ ।
ଟ୍ରକ୍ଟି ପ୍ରଥମେ ଏକ ବାଇକକୁ ଓ ପରେ ରାସ୍ତା ଉପରେ ଛିଡା ହୋଇଥିବା ଗୋଟିଏ କାରକୁ ଧକ୍କା ଦେଇଥିଲା । ଏହା ପରେ ଘାଟିରୁ ଓଲଟି ପଡ଼ିଥିଲା ଟ୍ରକ୍ ।
ବର୍ଷା ଯୋଗୁ ମ୍ୟାଚ୍ ବାଧାପ୍ରାପ୍ତ ହେବା ପରେ ୩୩ ଓଭରକୁ ଖସାଇ ଦିଆଯାଇଥିଲା ମ୍ୟାଚ୍ । ଡିଏଲଏସ୍ ମେଥଡ ଲାଗୁ ହେବା ସହ ଅଷ୍ଟ୍ରେଲିଆକୁ ୩୩ ଓଭରରେ ୩୧୭ ରନର ଟାର୍ଗେଟ୍ ଦିଆଯାଇଥିଲା ।
ରାସ୍ତାର ଦୁଇ ଧାଡ଼ିରେ କିଆ ବଣ.. .ଆଉ ରାସ୍ତା ଉପରେ ମହମହ ବାସୁଥିବା କିଆଫୁଲର ବଜାର । ଗଞ୍ଜାମ ଜିଲ୍ଲାର ଛତ୍ରପୁର, ରଙ୍ଗେଇଲୁଣ୍ଡା, ଖଲ୍ଲିକୋଟ୍ ଓ ଚିକିଟିର ଜୁଆଡ଼େ ଯିବେ ଆଖିକୁ ଦିଶିଯିବ ଏମିତି କିଆ ବଣ । କିଛି ଆପେ ଉଠିଥାଏ, କିଛି ଚାଷ ହୁଏ ।
ମାସେ କି ବର୍ଷେ ନୁହେଁ, ଦୀର୍ଘ ୯ ବର୍ଷ ପରେ ଚିଟଫଣ୍ଡ ମହା ଘୋଟାଲାରେ ହୋଇଛି ଚାର୍ଜଫ୍ରେମ୍ । ୫ଶହ କୋଟିର ସିସୋର ଚିଟଫଣ୍ଡ ମାମଲାରେ ଅନ୍ୟତମ ଅଭିଯୁକ୍ତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ପତ୍ନୀ ଲକ୍ଷ୍ମୀବିଳାସିନୀଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି ସିବିଆଇ କୋର୍ଟରେ ।
୨୩ ବର୍ଷର ଲମ୍ୱା ଶାସନ ବିରୋଧରେ ତେଜୁଛି ଅସନ୍ତୋଷ । ଅଧିକାର ପାଇବାକୁ ବଢୁଛି ଆନ୍ଦୋଳନ । ନିର୍ବାଚନୀ ବର୍ଷରେ ବିଜେଡି ପାଇଁ ଶୁଣ ସରକାରର ଆହ୍ୱାନ । ଲମ୍ୱା ସମୟ ଧରି ଦାବି ପୂରଣ ନହେବାରୁ ଏବେ ଏ ଲଢେଇ ଅଧିକାରଠୁ ଅଧିକା ଅଭିମାନର । ଯାହାକୁ...
ବିଜେଡି-ବିଜେପି ଏପରି ତୁତୁ ମେମେ ମଧ୍ୟରେ କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି କଂଗ୍ରେସରୁ ନିରଂଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ବିଜୟ ପଟ୍ଟନାୟକ ହିଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରିବେ । ଏମାନଙ୍କ ବାଦ୍ ଆଉ କେହି ତାଙ୍କୁ ଦେଖାଯାଉନାହାନ୍ତି ବୋଲି କହି ଏକ ପ୍ରକାର କଟାକ୍ଷ କରିଛନ୍ତି...
ଶିବାଜୀ ଶୁଣିପାରନ୍ତିନି କି କହିପାରନ୍ତିନି । ତେବେ ଏକାଠି ଦୀର୍ଘ ବର୍ଷ କାମ କରିବା ଭିତରେ ଆଖିରେ ଆଖି ମିଶିଲା, ଆଉ ମନ ସହ ମନ । ୨୦୧୬ରେ ବିଦେଶର ମୋହ ତୁଟାଇ ନିଜ ଜନ୍ମମାଟିକୁ ଫେରିଆସିଲେ ଶିବାଜୀ ।
ଦୁର୍ନୀତି ଦୂର ପାଇଁ ମୋଦିଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । କହିଛନ୍ତି, ମୁଁ ଦୁର୍ନୀତି ହଟାଇବାକୁ ପ୍ରାଥମିକତା ଦେଇଥିଲି ଏବଂ ଏବେବି ଦୁର୍ନୀତି ବିରୋଧରେ କାର୍ଯ୍ୟ କରୁଛି ।
ପୁରୀ- ରାଉରକେଲା ବନ୍ଦେ ଭାରତକୁ ମିଶାଇ ସାରା ଦେଶରେ ଆଜି ଏକକାଳୀନ ୧୧ଟି ରାଜ୍ୟକୁ ସଂଯୋଗ କରୁଥିବା ୯ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବନ୍ଦେ ଭାରତକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ବଢ଼ୁଛି ।