ପୁରୀ- ରାଉରକେଲା ବନ୍ଦେ ଭାରତକୁ ମିଶାଇ ସାରା ଦେଶରେ ଆଜି ଏକକାଳୀନ ୧୧ଟି ରାଜ୍ୟକୁ ସଂଯୋଗ କରୁଥିବା ୯ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବନ୍ଦେ ଭାରତକୁ ନେଇ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ବଢ଼ୁଛି ।
ଅରିନ୍ଦମଙ୍କ ନିର୍ଭିକତା ସବୁବେଳେ, ସବୁ ପରିସ୍ଥିତିରେ ମନରେ ଉଙ୍କି ମାରେ । ତାଙ୍କ କର୍ତ୍ତବ୍ୟନିଷ୍ଠତା, ସାହସିକତା ଓ ନିର୍ଭିକ ରିପୋର୍ଟିଂ କଥା ଆଜି ବି ମନେ ପଡ଼ୁଛି ।
ଜଣେ ଛାତ୍ର ସୋସିଆଲ ମିଡିଆ ‘X’ରେ ଏହି ଫଟୋ ସେୟାର କରିଥିବା ଦେଖିବାକୁ ମିଳିଛି । ଛାତ୍ର ଜଣକ ତାଙ୍କ ପୋଷ୍ଟର କ୍ୟାପସନରେ ଲେଖିଛନ୍ତି ଯେ, ଏହି ଘଟଣା ଭୁବନେଶ୍ୱରର । ଭାରତର ଇଞ୍ଜିନିୟରିଂ କଲେଜ ମଧ୍ୟରେ ଏହି କଲେଜ୍ ୪୨ତମ ସ୍ଥାନରେ ରହିଛି ।
୭ ଜଣ ଛାତ୍ର ଆଜି ପୋଖରୀରେ ଗାଧୋଉଥିବା ବେଳେ ସେଥିରୁ ଦୁଇ ଜଣ ବୁଡିଯାଇଥିବା ସୂଚନା ମିଳିଛି ।
କେନ୍ଦୁଝର ତୁରୁମୁଙ୍ଗା ଥାନା ମୁରୁସୁଆଁ ଗାଁର ଜ୍ଞାନେନ୍ଦ୍ର ସାହୁଙ୍କ ଡାକ୍ତର ପୁଅ ସଚିନଙ୍କ ରହସ୍ୟଜନକ ମୃତ୍ୟୁ ହୋଇଛି ମେଡ଼ିକାଲ କଲେଜ ହଷ୍ଟେଲ ରୁମରେ । ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବାବେଳେ ପରିବାର ଲୋକଙ୍କ ଆଶଙ୍କା, ପୁଅକୁ ହତ୍ୟା କରାଯାଇଛି ।
ନ୍ୟାୟପାଳିକା ସବୁଠୁ ଊର୍ଦ୍ଧ୍ୱରେ । ତେବେ ଏଇଠି କଥା ସରିନି । ସମାନ ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ଆଜି ପୁଣି ବର୍ଷା ଛାଡ଼ିଛନ୍ତି ଏକ ବିରାଟ ବିବୃତି । ତେବେ ସଂକ୍ଷେପରେ କହିଲେ, ବର୍ଷା ଲେଖିଛନ୍ତି- ଦୀର୍ଘ ୩ ବର୍ଷର ଲଢ଼େଇ ଓ ମାନସିକ ଯନ୍ତ୍ରଣା ପରେ, ଶେଷରେ...
ଜାମିନ ପାଇଥିବା ରମେଶଙ୍କ ପରିବାର ଲୋକେ ଅଭିଯୋଗ କରିବାରୁ ଦୁଇଦିନ ପରେ ତ୍ରୁଟି ସୁଧାରି, ପୋଲିସକୁ ଲଗେଇ ଗତକାଲି ସଂଧ୍ୟାରେ ପୁଣି ବଳାତ୍କାର ଅଭିଯୁକ୍ତ ରମେଶଙ୍କୁ ଭିତରକୁ ଆଣିଲେ, ଠକେଇ ଅଭିଯୁକ୍ତ ରମେଶଙ୍କୁ ଛାଡ଼ିଲେ । ଆଉ ଘଟଣା ସାମ୍ନାକୁ ଆସିବା ପରେ ଜେଲ୍ ବିଭାଗରେ ହଇଚଇ ।
ଏମିତିକି ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ବଲାଙ୍ଗୀର ସଦର ବ୍ଲକ୍ ଦୁଆନପାଲିର ଜଣେ ଚାଷୀ ବାସୁଦେବ ସିଂଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭାରପ୍ରାପ୍ତ CDMO କିନ୍ତୁ ଏପର୍ଯ୍ୟନ୍ତ ଜିଲ୍ଲାରେ ସ୍କ୍ରବ ଟାଇଫସରେ କାହାରି ମୃତ୍ୟୁ ହୋଇନାହିଁ ବୋଲି କହିଛନ୍ତି ।
ବିଜେପି ଫୋକସରେ ମହିଳା ଭୋଟ୍ । ମହିଳା ସଂରକ୍ଷଣ ବିଲ୍ କୁ ନେଇ ବଡ଼ କ୍ୟାମ୍ପେନ୍ କରିବାକୁ ଯୋଜନା । ବିଜେଡିର ଗ୍ରାମାଞ୍ଚଳ ମହିଳା ଭୋଟ୍ ଭାଙ୍ଗିବାରେ ସହାୟକ ହେବ କି ଷ୍ଟ୍ରାଟେଜି ? ୨୪ ନିର୍ବାଚନରେ ୩୩ ପ୍ରତିଶତ ସିଟରେ ମହିଳାଙ୍କୁ ଟିକଟ୍ ଦେବେ କି ବିଜେପି-ବିଜେଡି...

ସହରୀ ବନ୍ୟାରେ ବେହାଲ୍ ନାଗପୁର । ମହାରାଷ୍ଟ୍ରର ଏହି ବଡ଼ ସହରରେ ରାତାରାତି ଉବୁଟୁବୁ ସ୍ଥିତି । ରାସ୍ତାରେ ନଈ ଭଳି ପ୍ରଖର ସୁଅ... ଯାନବାହନ ବଦଳରେ ଚାଲିଛି ବୋଟ୍ । ଆଉ କାର୍ ଓ ବସ୍ ଆଦିର ଅବସ୍ଥା କହିଲେ ନସରେ । ଗାଡ଼ି କଥା ଛାଡ଼ନ୍ତୁ,...
ନ୍ୟାୟପାଳିକା ସବୁଠୁ ଊର୍ଦ୍ଧ୍ୱରେ । ତେବେ ଏଇଠି କଥା ସରିନି । ସମାନ ସୋସିଆଲ୍ ମିଡିଆ ପ୍ଲାଟଫର୍ମରେ ଆଜି ପୁଣି ବର୍ଷା ଛାଡ଼ିଛନ୍ତି ଏକ ବିରାଟ ବିବୃତି । ତେବେ ସଂକ୍ଷେପରେ କହିଲେ, ବର୍ଷା ଲେଖିଛନ୍ତି- ଦୀର୍ଘ ୩ ବର୍ଷର ଲଢ଼େଇ ଓ ମାନସିକ ଯନ୍ତ୍ରଣା ପରେ, ଶେଷରେ...
କେନ୍ଦୁଝର ତୁରୁମୁଙ୍ଗା ଥାନା ମୁରୁସୁଆଁ ଗାଁର ଜ୍ଞାନେନ୍ଦ୍ର ସାହୁଙ୍କ ଡାକ୍ତର ପୁଅ ସଚିନଙ୍କ ରହସ୍ୟଜନକ ମୃତ୍ୟୁ ହୋଇଛି ମେଡ଼ିକାଲ କଲେଜ ହଷ୍ଟେଲ ରୁମରେ । ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବାବେଳେ ପରିବାର ଲୋକଙ୍କ ଆଶଙ୍କା, ପୁଅକୁ ହତ୍ୟା କରାଯାଇଛି ।
ଆଜି ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଗୃହରେ ଚଳିତ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨୮ ହଜାର ୨୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି । ବିପର୍ଯ୍ୟୟ ପରିଚାଳନା ବିଭାଗ ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କା ଆଗତ ହୋଇଥିବାବେଳେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ...
ସରକାରଙ୍କ ଆଗରେ ଦାବି ଦୋହରାଇଛନ୍ତି ଅଙ୍ଗନୱାଡି କର୍ମୀ । ତୁରନ୍ତ ସରକାରୀ ମାନ୍ୟତା ସହ ମଜୁରୀ ପ୍ରଦାନ, ମାନ୍ୟତା ମିଳିବା ପର୍ଯ୍ୟନ୍ତ ଅଙ୍ଗନୱାଡି କର୍ମୀଙ୍କୁ ମାସିକ ୧୮ ହଜାର ଏବଂ ସହାୟିକାକୁ ୯ ହଜାର ଟଙ୍କା ବେତନ ଦାବି ହୋଇଛି ।
ମଲା ପୁଅ ବଞ୍ଚିବ, ପୁଣି ସଚଳ ହେବ ନିଶ୍ଚଳ ଶରୀର । ଗୁଣିଆର ପୂଜାପାଠ ଓ ତନ୍ତ୍ରମନ୍ତ୍ର ଭିତରେ ସବୁ ଠିକ୍ ଠାକ୍ ହୋଇଯିବ । ଏଇ ଭରସା ଓ ବିଶ୍ୱାସରେ ଦୀର୍ଘ ୨୪ ଘଣ୍ଟାରୁ ଅଧିକ ସମୟ ଧରି ଘର ଭିତରେ ପଡ଼ି ରହିଲା ମୃତଦେହ ।
ବାଲେଶ୍ୱର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ଏବଂ ଚଣ୍ଡୀଖୋଲରୁ ଡୁବୁରୀ ଯାଏଁ ଏନଏଚ୍ ନମ୍ବର ୫୩ । ଉଭୟ ରାସ୍ତାରେ ଗଲେ ଭୋଗିବାକୁ ପଡ଼ିବ ସମାନ ଦଶା । ରାସ୍ତା ତ ନୁହେଁ, ସତେ ଯେମିତି ମରଣ ଯନ୍ତା । ପ୍ରତି ମୁହୂର୍ତ୍ତରେ ଧନ-ଜୀବନ ହାନୀର...
କେନ୍ଦ୍ରର ମହିଳା ସଂରକ୍ଷଣ ବିଲକୁ କାଉଣ୍ଟର ପାଇଁ ବିଜେଡି ମହିଳା କାର୍ଡ ଖେଳି ସ୍ୱାଧୀନୋତ୍ତର ଓଡ଼ିଶାରେ ବିଧାନସଭାର ପ୍ରଥମ ମହିଳା ବାଚସ୍ପତି କରିଛି ପ୍ରମିଳା ମଲ୍ଲିକଙ୍କୁ । ଯିଏ ଜଣେ ଅନୁସୂଚିତ ଜାତି ବର୍ଗର । ଆଉ ବିଜେଡି ସରକାରର ଏହି ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବିଜେଡିର...