ଗତ ରାତିରେ ମୂର୍ତ୍ତି ବିସର୍ଜନ ପାଇଁ ନଦୀ ଭିତରକୁ ୪ ଜଣ ଯାଇଥିବା ବେଳେ ୩ଜଣ ଫେରିଥିଲେ । କିନ୍ତୁ ପ୍ରଫୁଲ୍ଲ ଫେରି ନଥିଲେ । ରାତି ତମାମ ଅଗ୍ନିଶମ ବାହିନୀ ଖୋଜାଖୋଜି କରିଥିଲେ ବି ମିଳିନାହାନ୍ତି ପ୍ରଫୁଲ୍ଲ ।
ଏହି କାର୍ଯ୍ୟକ୍ରମରେ ପୁରୁଣା ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ନିଜର ସମ୍ବୋଧନ ରଖି ଭାରତର ସ୍ୱପ୍ନ ପୂରଣ ପାଇଁ ସବୁ ସଦସ୍ୟଙ୍କୁ ଆହ୍ୱାନ ଦେଇଛନ୍ତି । ଅତୀତର ଘଟଣାକୁ ନେଇ ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିମତ ରହିଛି ।
ରହିବାକୁ ଘର ନାହିଁ । ଜୀବନ କଟୁଛି ଯାତ୍ରୀ ବିଶ୍ରମଗାରାରେ । ବୃଦ୍ଧ ଅବସ୍ଥାରେ ତାଙ୍କର ଯତ୍ନ ନେବାକୁ ନାହାନ୍ତି କେହି । ସିଧା ହୋଇ ଛିଡ଼ା ହେବାକୁ ବଳ ନାହିଁ ସତ ହେଲେ ଗୁରୁଣ୍ଡି ଗୁରୁଣ୍ଡି ଚାଲି ଜୀବନ ଯୁଦ୍ଧରେ ହାରିଯାଇନାହାନ୍ତି ସେ ।
ଗୋଟିଏ ଟ୍ରାକ୍ଟରରେ କିଛି ଛାତ୍ରଛାତ୍ରୀ ଗଣେଶଙ୍କ ଏକ ବଡ଼ ମୂର୍ତ୍ତି ନେଇ ଆସୁଥିଲେ । ବିଶ୍ୱବିଦ୍ୟାଳୟ ପରିସରରେ ୧୧ କେଭି ତାର ଲାଗିବାରୁ ଜଣେ ଛାତ୍ର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ।
କଂଗ୍ରେସ ନେତା କମଲ ନାଥ ଏବଂ ସଂଜୟ ଗାନ୍ଧୀ, ୧୯୮୪ ମସିହାରେ ହୋଇଥିବା ଅପରେସନ ବ୍ଲୁ-ଷ୍ଟାରରେ ନିହତ ହୋଇଥିବା ଆତଙ୍କବାଦୀଙ୍କ ନେତା ସିଂ ଭିଣ୍ଡ୍ରନ୍ୱାଲେଙ୍କୁ ଟଙ୍କା ପଠାଇଥିଲେ । ଏନେଇ ପୂର୍ବତନ ସ୍ୱତନ୍ତ୍ର ସଚିବ RAW ଜିବିଏସ୍ ସିଦ୍ଧୁ ଦାବି କରିଛନ୍ତି।
ଦୁନିଆର ସବୁଠାରୁ ଅଧିକ ବ୍ୟବହାର କରାଯାଉଥିବା ମେସେଜିଂ ଆପ୍ ହେଉଛି Whatsapp । ଏହି ପ୍ଲାଟଫର୍ମକୁ ୨ଶହ କୋଟି ଲୋକ ପ୍ରତିଦିନ ବ୍ୟବହାର କରିଥା’ନ୍ତି ।
ଶିଳ୍ପୀଙ୍କ ଦୀର୍ଘ ୧୫ ଦିନର ଅକ୍ଳାନ୍ତ ପରିଶ୍ରମରେ ତିଆରି ହୋଇଛି ଏହି ସୁନ୍ଦର ରୁଦ୍ରାକ୍ଷ ଗଣେଷ ମୂର୍ତ୍ତି । ମୂର୍ତ୍ତି ତିଆରି ପାଇଁ ପଶ୍ଚିମବଙ୍ଗରୁ ଆସିଥିଲେ କୁଶଳୀ କାରିଗର । କଲିକତାରୁ ଏସବୁ ରୁଦ୍ରାକ୍ଷକୁ ସଂଗ୍ରହ କରାଯାଇଥିବାବେଳେ କିଛି ପ୍ଲାଷ୍ଟିକର ରୁଦ୍ରାକ୍ଷ ମଧ୍ୟ ଏଥିରେ ବ୍ୟବହାର କରାଯାଇଛି ।
ଶିକ୍ଷକ ଆନ୍ଦୋଳନ ସହ ତେଜୁଛି ରାଜନୀତି । ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ବିରୋଧୀ ଦଳମାନେ ଶିକ୍ଷକଙ୍କ ସମସ୍ୟାକୁ ମୁଖ୍ୟ ମୁଦ୍ଦା କରିବାକୁ ସଜବାଜ ହେଲେଣି ।
‘ସମ୍ବାଦ’ ଅଫିସ୍ରେ କ୍ରାଇମବ୍ରାଞ୍ଚ EOW ଟିମ୍ର ରେଡ୍ । HR ହେଡ୍ ବୈଜୟନ୍ତୀ କରଙ୍କୁ ଜେରା । ଆକାଉଣ୍ଟସ୍ ସେକ୍ସନରେ ବି ଖୋଳତାଡ଼ । ନିଜ କର୍ମଚାରୀଙ୍କ ନାଁରେ ଫେକ୍ ଆକାଉଣ୍ଟ କରି ଲୋନ୍ ଠକେଇ ଅଭିଯୋଗ ମାମଲାରେ ସମ୍ବାଦ ଅଫିସ୍ରେ ଆଜି ଚଢାଉ କରିଛି କ୍ରାଇମବ୍ରାଞ୍ଚ EOW...
୯୬ ବର୍ଷ ପୁରୁଣା ବୟୋବୃଦ୍ଧ ସଂସଦ ଭବନ... ସରକାର ଗଢ଼ିଛି, ସରକାର ଭାଙ୍ଗିଛି... ଆଇନ ବନିଛି, ଇତିହାସ ବଦଳିଛି... ସ୍ୱାଧୀନତା ସଂଗ୍ରାମଠୁ ସମ୍ବିଧାନ ପ୍ରଣୟନ... ଆନ୍ଦୋଳନଠୁ ଆତଙ୍କୀ ଆକ୍ରମଣ... ଆସନ୍ତାକାଲି ଇତିହାସ ପାଲଟିବାକୁ ଯାଉଛି ଅଗଣିତ ଐତିହାସିକ ଘଟଣାର ଏହି ମୁକସାକ୍ଷୀ ।
ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ସ୍ଥଗିତ ସୂଚନା ଦେଲେ ମହାସଂଘ ମହାସଚିବ ଚାରୁଲତା ମହାପାତ୍ର । ତେବେ କେଉଁ କାରଣରୁ ସଂଘ ଆନ୍ଦୋଳନ ସ୍ଥଗିତ ରଖିଛି ସେନେଇ ସୂଚନା ମିଳିପାରିନାହିଁ ।
ଡାକ୍ତର ୪ଜଣଙ୍କୁ ମୃତ ଘୋଷଣା କରିଥିଲେ । ପରେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ତେବେ କାର୍ରେ ମୋଟ୍ ୫ଜଣ ଯାତ୍ରା କରୁଥିବାବେଳେ ସେମାନେ କେଉଁଠାରୁ କେଉଁଠାକୁ ଯାଇଥିଲେ ତାହା ଜଣାପଡ଼ିନାହିଁ ।
ଲିବ୍ୟା ବିପର୍ଯ୍ୟୟ ମନୁଷ୍ୟଗତ ତ୍ରୁଟିରୁ ହୋଇଥାଇପାରେ । ବିପର୍ଯ୍ୟୟ ଆସିବା ନେଇ ପାଣିପାଗ ବିଶେଷଜ୍ଞ ଆଗୁଆ ସୂଚନା ଦେଇଥିଲେ । ସେହିପରି ଡର୍ନା ୱାଡି ଡ୍ୟାମରେ ସୃଷ୍ଟି ହୋଇଥିବା ଫାଟ ସଂପର୍କରେ ବି ବିଶେଷଜ୍ଞ ଚେତାଇ ଦେଇଥିଲେ ।
କମାର ହୁଅନ୍ତୁ କି କୁମ୍ଭାର... ରାଜମିସ୍ତ୍ରୀ ଅବା ବୁଣାକାର । ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ଅବସରରେ, ଦେଶର କୌଳିକ ଶିଳ୍ପୀ ଓ କାରିଗର ସମାଜକୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି । 'ପିଏମ୍ ବିଶ୍ୱକର୍ମା' ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଦଶମ ଦିନରେ ଶିକ୍ଷକ ଆନ୍ଦୋଳନ । ସରକାର ହେଲେଣି ନାକେଦମ୍ । କିନ୍ତୁ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ । ସ୍କୁଲରେ ଫିକା ପଡିବ କି ଗଣେଶ ପୂଜା? ସେପଟେ ଅଙ୍ଗନୱାଡି କର୍ମୀ ଓ ଅଭିଭାବକ ସଂଘର ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ।
ସ୍ତବ୍ଧ ନୂଆଦିଲ୍ଲୀର ଅବଦୁଲ କଲାମ୍ ରୋଡ୍ ସ୍ଥିତ ବାସଭବନ... ଶୋକାଭିଭୁତ ସାରା ଅଞ୍ଚଳ... ସମସ୍ତଙ୍କ ମୁହଁରେ ସେହି ଗୋଟିଏ କଥା, ଗୀତା ମେହଟ୍ଟା ଆଉ ନାହାଁନ୍ତି... ପରଲୋକ ପରଠୁ ଦିଲ୍ଲୀ ବାସଭବନକୁ ଛୁଟୁଛି ଆତ୍ମୀୟ ସ୍ୱଜନ, ବନ୍ଧୁ ପରିଜନଙ୍କ ସୁଅ...
ଉବୁଟୁବୁ ମହାନଦୀ । ବଢ଼ି ପାଣି ଗାଁ ଗଣ୍ଡାକୁ ମାଡ଼ିଲାଣି । ଏକର ଏକର ଜମିରେ ଫସଲ ବୁଡ଼ିଲାଣି । ବୌrdR ଜିଲ୍ଲା ହରଭଙ୍ଗା ବ୍ଲକକୁ ସଂଯୋଗ କରୁଥିବା ଜଗନ୍ନାଥ ସଡ଼କ ବାଲାଟ ନାଳ ଉପରେ ୪ ଫୁଟ ଉଚ୍ଚର ପାଣି ।
ଦେଶର ସର୍ବବୃହତ ଋଣ ପ୍ରଦାନକାରୀ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ତା’ର ଗ୍ରାହକଙ୍କୁ ଚକୋଲେଟ୍ ଦେବ ବୋଲି ସୂଚନା ମିଳିଛି । ସୂଚନା ଅନୁସାରେ ଯେଉଁ ଗ୍ରାହକ ଠିକ୍ ସମୟରେ ଋଣ ପରିଶୋଧ ନକରିବେ ସେମାନଙ୍କ ନିକଟକୁ ଚକେଲେଟ୍ ପଠାଇବ ବ୍ୟାଙ୍କ !
ଉବୁଟୁବୁ ମହାନଦୀ । ବଢ଼ି ପାଣି ଗାଁ ଗଣ୍ଡାକୁ ମାଡ଼ିଲାଣି । ଏକର ଏକର ଜମିରେ ଫସଲ ବୁଡ଼ିଲାଣି । ବୌrdR ଜିଲ୍ଲା ହରଭଙ୍ଗା ବ୍ଲକକୁ ସଂଯୋଗ କରୁଥିବା ଜଗନ୍ନାଥ ସଡ଼କ ବାଲାଟ ନାଳ ଉପରେ ୪ ଫୁଟ ଉଚ୍ଚର ପାଣି ।
ଲିବ୍ୟା ବିପର୍ଯ୍ୟୟ ମନୁଷ୍ୟଗତ ତ୍ରୁଟିରୁ ହୋଇଥାଇପାରେ । ବିପର୍ଯ୍ୟୟ ଆସିବା ନେଇ ପାଣିପାଗ ବିଶେଷଜ୍ଞ ଆଗୁଆ ସୂଚନା ଦେଇଥିଲେ । ସେହିପରି ଡର୍ନା ୱାଡି ଡ୍ୟାମରେ ସୃଷ୍ଟି ହୋଇଥିବା ଫାଟ ସଂପର୍କରେ ବି ବିଶେଷଜ୍ଞ ଚେତାଇ ଦେଇଥିଲେ ।