• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Vigilance scanner
ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ୍; ଏଠି ସେଠି ସବୁଠି ଫ୍ଲାଟ୍‌, ବ୍ୟାଙ୍କରେ କୋଟି କୋଟି

ବସନ୍ତ ଓ ତାଙ୍କ ପରିବାର ସଦସ୍ୟଙ୍କ ନାଁରେ ବିଭିନ୍ନ ବ୍ୟାଙ୍କ, ପୋଷ୍ଟାଲ୍, ଇନ୍ସ୍ୟୁରାନ୍ସ ଡିପୋଜିଟ୍ ଇତ୍ୟାଦିରେ ରହିଛି ୩ କୋଟି ୭୫ ଲକ୍ଷ ଟଙ୍କାର ଜମା । ତା’ ଛଡ଼ା ଭିଜିଲାନ୍ସ ଚଢ଼ାଉବେଳେ ମିଳିଛି ୨୬୦ ଗ୍ରାମର ସୁନା ଅଳଙ୍କାର ।

BJP
BJDର ପୁଳାପୁଳା ନୂଆ ଯୋଜନାକୁ ନେଇ ବର୍ଷିଲା BJP; ରାଜ୍ୟ ସରକାରଙ୍କୁ ପଚାରିଲା ପ୍ରଶ୍ନ

ଯୁବକ ଯୁବତୀମାନଙ୍କ ପାଇଁ ଆରମ୍ଭ ହୋଇଥିବା “ସ୍ୱୟଂ” ଯୋଜନା ହେଉଛି କେନ୍ଦ୍ର ସରକାରଙ୍କ “କ୍ରେଡିଟ ଗ୍ୟାରେଂଟି ଫଣ୍ଡ ଫର ମାଇକ୍ରୋ ଆଣ୍ଡ ସ୍ମଲ ଏଂଟରପ୍ରାଇଜେସ” ଯୋଜନାର କପି ପେଷ୍ଟ । ସମସ୍ତ ଅର୍ଥ କେନ୍ଦ୍ର ସରକାର ଦେଉଥିବା ବେଳେ ମାତ୍ର ୧୫% ଅର୍ଥ ଦେଇ ରାଜ୍ୟ ସରକାର ଏହାକୁ...

Parking Dispute
ଥାନାରେ ଅଭିଯୋଗ କରିଥିଲେ ଯୁବକ; ବୁଝିଲାନି ପୋଲିସ, ନିଜେ ନିଜକୁ ଜାଳିଦେଲେ

ମଙ୍ଗଳବାର ଦିନ ଏହି ଘଟଣା ଘଟିଛି । ପୋଲିସ ମଧ୍ୟ ଏ ସମ୍ପର୍କରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛି । ପୋଲିସ କହିଛି ଯେ, ରୋହିଦାସ ଯାଦବ ନାମକ ଜଣେ ବ୍ୟକ୍ତି ତାଙ୍କ ଘର ନିକଟରେ ପାର୍କିଂକୁ ନେଇ ଅସନ୍ତଷ୍ଟ ଥିଲେ ।

ashwini vaishnaw
ପୁଣି ରିପିଟ୍‌ ହେଲା ୨୦୧୯ ଫର୍ମୁଲା; ରାଜ୍ୟସଭା ପାଇଁ ଅଶ୍ୱିନୀଙ୍କୁ ସମର୍ଥନ କଲା BJD

ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିଥିବା BJD ବିଧିବଦ୍ଧ ଭାବେ ଘୋଷଣା କରିଛି । ସମର୍ଥନକୁ ନେଇ BJD ପକ୍ଷରୁ ପ୍ରେସ୍‌ ରିଲିଜ ଜାରି କରାଯାଇଛି ।

Uttar Pradesh
ଉତ୍ତରପ୍ରଦେଶରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ଉତ୍ତରପ୍ରଦେଶ ଲକ୍ଷ୍ନୌରୁ ବିଜେପିର ରାଜ୍ୟସଭା ପ୍ରାର୍ଥୀ ଆଜି ନାମାଙ୍କନ ଦାଖଲ କରିବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଉପସ୍ଥିତ ରହିବେ ବୈଜୟନ୍ତ ।

Ashwini vaishnaw
ବିଜେପି କଲା ରାଜ୍ୟସଭା ପ୍ରାର୍ଥୀ ଘୋଷଣା; ପୁଣି ରିପିଟ୍‌ ହେଲେ ଅଶ୍ୱିନୀ

ହଠାତ୍‌ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଓଡ଼ିଶା ଗସ୍ତ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିଲା । ତାଙ୍କର ସମ୍ଭାବ୍ୟ ପ୍ରାର୍ଥିତ୍ୱ ଦାବିଦାର ଚର୍ଚ୍ଚାକୁ ଖୋରାକ ଯୋଗାଇଥିଲା । ଯାହାକି ଏବେ ସତ ହୋଇଛି ।

Ratha Katha
ଆଜିଠାରୁ ରଥନିର୍ମାଣ ପାଇଁ ରଥକାଠ ଅନୁକୂଳ

ଶ୍ରୀନଅର ସମ୍ମୁଖ ରଥଖଳାରେ ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ସନ୍ଧ୍ୟା ସମୟରେ ତିନିଖଣ୍ଡ ୧୨ଫୁଟିଆ ଧଉରା କାଠକୁ ଶୋତ୍ରିୟ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ ।

Former Rajnagar MLA Anshuman Mohanty Quits Congress
କଂଗ୍ରେସକୁ ଆଉ ଏକ ଝଟକା; ଦଳ ଛାଡ଼ିଲେ ଅଂଶୁମାନ ମହାନ୍ତି

ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ । ଗତ ଦୁଇଦିନ ତଳେ ବରଗଡ଼ ଅତାବିରାର ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ଦଳ ଛାଡ଼ିଥିଲେ । ଆଉ ଏବେ ଅଂଶୁମାନ ।

Chandrabhaga
୧୬ରେ ମାଘ ସପ୍ତମୀ; ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ପାଇଁ ପ୍ରସ୍ତୁତି ଜୋରଦାର

ପରମ୍ପରା ଅନୁଯାୟୀ ମାଧିପୁରର ତ୍ରିବେଣିଶ୍ୱର ମହାପ୍ରଭୁ କୁରୁଜଙ୍ଗରେ ଦକ୍ଷିଣେଶ୍ୱର ଓ ସନ୍ତପୁରରେ ଐଶାଣେଶ୍ୱର ମହାପ୍ରଭୁ ତିନି ଠାକୁରଙ୍କୁ ୧୫ତାରିଖ ଷଷ୍ଠୀ ରାତ୍ରରେ ବିମାନବିଜେ କରାଯିବ ।

BAPS Hindu Temple
ଆବୁଧାବିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ଆଜି BAPS ସ୍ୱାମୀ ନାରାୟଣ ମନ୍ଦିରର ଲୋକାର୍ପଣ

୨୭ ଏକର ଜମିରେ ନିର୍ମିତ ଏହି ମନ୍ଦିରରେ ଖର୍ଚ୍ଚ ହୋଇଛି ପ୍ରାୟ ୭୦୦ କୋଟି ଟଙ୍କା । ୭ ଶିଖର ବିଶିଷ୍ଟ ହୋଇଛି ଏହି ମନ୍ଦିର । ୟୁନାଇଟେଡ୍ ଆରବ ଏମିରେଟ୍ସରେ ଏହା ହେଉଛି ପ୍ରଥମ ମନ୍ଦିର ଯାହା ସଂପୂର୍ଣ୍ଣ ଭାବେ ପଥରରେ ନିର୍ମିତ ହୋଇଛି ।

Shivraj Singh Chouhan
କଟକରେ ବୈଠକ କରିବେ ଶିବରାଜ ସିଂ ଚୌହାନ; କାର୍ଯ୍ୟକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର

ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ବିକାଶ ମୂଳକ କାର୍ଯ୍ୟର ପ୍ରଚାର ସହ ତୃଣମୂଳ ସ୍ତରରେ ସଂଗଠନକୁ ମଜଭୁତ ପାଇଁ କର୍ମୀ ଓ ନେତାଙ୍କୁ କହିଥିଲେ । ବିଜେଡି ସରକାରକୁ ବିଦା କରିବା ସହ ଆଗାମୀ ଦିନରେ ଓଡ଼ିଶାରେ ଡବଲ ଇଂଜିନ ସରକାର କରିବା ପାଇଁ ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ...

Saraswati Puja
ଆଜି ପବିତ୍ର ବସନ୍ତ ପଞ୍ଚମୀ; ଧରାପୃଷ୍ଠରେ ବିଦ୍ୟାଦାତ୍ରୀ ମା' ସରସ୍ୱତୀ

ଧାର୍ମିକ ବିଶ୍ୱାସ ଅନୁଯାୟୀ କୁହାଯାଏ ଯେ ଏହି ଦିନ ଜ୍ଞାନର ଦେବୀ ମାତା ସରସ୍ୱତୀ ଅବତାର ଗ୍ରହଣ କରିଥିଲେ। ମାତା ସରସ୍ୱତୀ ଶିକ୍ଷା, ସଙ୍ଗୀତ, ଜ୍ଞାନ ଏବଂ କଳାର ଦେବୀ ହୋଇଥିବାରୁ ବିଶେଷ କରି ତାଙ୍କୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଏହି ଦିନ ବଡ ଧୁମଧାମରେ ପୂଜା କରାଯାଏ।

New-O
ଭୋଟ୍‌ ରାଜନୀତି; ବଡ଼ ଭାଇକୁ ଦେଲେ, ସାନଭାଇ କଥା ଭୁଲିଗଲେ !

ଆଜି ଯାଜପୁର NC କଲେଜରେ ଆୟୋଜିତ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଯୋଗଦେଇ ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ମିଳିବା ନେଇ ସୂଚନା ଦେଇଛନ୍ତି ।

Nua-O
ସରକାର ଆଣିଲେ ‘ନୂଆ-ଓ’ ଛାତ୍ରବୃତ୍ତି; ଏଣିକି କଲେଜ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ସିଧାଯିବ ଟଙ୍କା

ଯେଉଁ ପିଲାମାନଙ୍କ ଅଭିଭାବକ ସରକାରୀ ଚାକିରି କରିଛନ୍ତି କିମ୍ବା ସରକାରଙ୍କୁ ଟିକସ ଦେଉଛନ୍ତି, ସେହି ପିଲାମାନେ ଏହି ସୁବିଧାରୁ ବଞ୍ଚିତ ହେବେ । କେବଳ ଏହି ସୁବିଧା ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ।

Farmers March
ଦିଲ୍ଲୀରେ ପ୍ରବଳ ଟ୍ରାଫିକ୍ ଜାମ୍; ଗାଡ଼ି ଗୋଟିଏ ଘଣ୍ଟାରେ ଗଡ଼ୁଛି ଗୋଟିଏ କିଲୋମିଟର

ଟ୍ରାଫିକ୍‌ରେ ଅଟକି ରହିଥିବା ଜଣେ ଡ୍ରାଇଭର ଟ୍ରାଫିକ୍‌ ସମସ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ପ୍ରବଳ ଟ୍ରାଫିକ୍‌ ଜାମ୍‌ ହେତୁ ସମସ୍ୟା ସୃଷ୍ଟି ହୋଇଛି । ଗତ ଏକ ଘଣ୍ଟାରେ ମାତ୍ର ଗୋଟିଏ କିଲୋମିଟର ଅତିକ୍ରମ କରିଛି ।

Kotia
କୋଟିଆକୁ ନେଇ ପୁଣି ଓଡ଼ିଶା-ଆନ୍ଧ୍ର ମୁହାଁମୁହିଁ; ଜଳ ବିଦ୍ୟୁତ ପ୍ରକଳ୍ପ ପାଇଁ ଉଭୟ ଟଣାଓଟରା

କୋଟିଆ ଗ୍ରାମପୁଞ୍ଜରେ ଆଦାନୀ ଗ୍ରୁପ ତିଆରି କରିବ ପମ୍ପ ଚାଳିତ ଜଳ ବିଦ୍ୟୁତ ପ୍ରକଳ୍ପ ଏବଂ ବିଦ୍ୟୁତ ସରବରାହ କରିବ ଟାଟା ପାୱାର । ପାଖାପାଖି ୫୦୦୦ କୋଟି ଟଙ୍କାର ଏହି ପ୍ରକଳ୍ପରେ ୨୨୦୦ ମେଗାୱାଟର ବିଦ୍ୟୁତ ଉତ୍ପନ୍ନ ହେବା ସୂଚନା ରହିଛି ।

Sonia Gandhi
୨୦୨୪ ନିର୍ବାଚନ ଲଢ଼ିବେନି ସୋନିଆ ଗାନ୍ଧି, ଯିବେ ରାଜ୍ୟସଭା ?

୧୯୫୨ରେ ଫିରୋଜ ଗାନ୍ଧି, ତାଙ୍କ ପରେ ଇନ୍ଦିରା ଏବଂ ପରେ ସୋନିଆ ୨୦୦୪ରୁ ଏହାର ପ୍ରତିନିଧିତ୍ୱ କରି ଆସୁଛନ୍ତି । ଯଦି ଏଥର ପ୍ରିୟଙ୍କା ସେଠୁ ଲଢ଼ନ୍ତି ତାହେଲେ ଏହା ହେବ ତାଙ୍କ ପାଇଁ ପ୍ରଥମ ନିର୍ବାଚନ ।

Ayodhya Ram Mandir
ରାମଲାଲାଙ୍କ ଦୁଆରେ ଜମୁଛି ଭିଡ଼; ୧୫ ଦିନରେ ୩୦ ଲକ୍ଷ ଶ୍ରଦ୍ଧାଳୁ; ମିଳିଲାଣି ୧୨ କୋଟିରୁ ଅଧିକ ଦାନ

ଉତ୍ତରପ୍ରଦେଶ ଓ ଦେଶର କୋଣଅନୁକୋଣରୁ ଶ୍ରଦ୍ଧାଳୁ ପ୍ରତିଦିନ ଅଯୋଧ୍ୟାରେ ରାମଲାଲଙ୍କୁ ଦର୍ଶନ କରିବାକୁ ଆସୁଛନ୍ତି। ଭିଡ଼ ଯେମିତି ଦାନ ବି ସେମିତି ଆକାରରେ ମିଳୁଛି ।

1 arrested
କୋରାପୁଟ ସାଇବର ପୁଲିସ ହାତରେ ବଙ୍ଗୀୟ ଠକ; ନଗଦ ୨ଲକ୍ଷ ସହ ୨ଟି ମୋବାଇଲ ଜବତ

ମଳୟ ଏକ ଦୈନିକ ଖବର କାଗଜରେ ଏକ କମ୍ପାନୀ ପାଇଁ ମହିଳା ଓ ପୁରୁଷ ଆବଶ୍ୟକ ନେଇ ବିଜ୍ଞାପନ ପ୍ରକାଶ କରିଥିଲା।

Plus 2 Exam
ଆଉ ୨ ଦିନ ପରେ +2 ପରୀକ୍ଷା; କପି ରୋକିବାକୁ ଲାଗିବ CCTV

ଗତ ଡିସେମ୍ବର ୧୫ ତାରିଖରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।