• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Odisha CM Naveen Patnaik gets emotional on demise of elder sister Gita Mehta
ପରଲୋକରେ ଗୀତା ମେହେଟ୍ଟା; ବଡ଼ ଭଉଣୀଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ତବ୍ଧ ନୂଆଦିଲ୍ଲୀର ଅବଦୁଲ କଲାମ୍ ରୋଡ୍ ସ୍ଥିତ ବାସଭବନ... ଶୋକାଭିଭୁତ ସାରା ଅଞ୍ଚଳ... ସମସ୍ତଙ୍କ ମୁହଁରେ ସେହି ଗୋଟିଏ କଥା, ଗୀତା ମେହଟ୍ଟା ଆଉ ନାହାଁନ୍ତି... ପରଲୋକ ପରଠୁ ଦିଲ୍ଲୀ ବାସଭବନକୁ ଛୁଟୁଛି ଆତ୍ମୀୟ ସ୍ୱଜନ, ବନ୍ଧୁ ପରିଜନଙ୍କ ସୁଅ...

Odisha primary teachers strike
ନାକେଦମ୍ ହେଲେଣି ସରକାର; କାମ କରୁନି ବ୍ୟାକ୍ ଅପ୍ ପ୍ଲାନ୍‌, ଜିଦ୍‌ରେ ଅଟଳ ପ୍ରାଥମିକ ଶିକ୍ଷକ

ଦଶମ ଦିନରେ ଶିକ୍ଷକ ଆନ୍ଦୋଳନ । ସରକାର ହେଲେଣି ନାକେଦମ୍ । କିନ୍ତୁ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ । ସ୍କୁଲରେ ଫିକା ପଡିବ କି ଗଣେଶ ପୂଜା? ସେପଟେ ଅଙ୍ଗନୱାଡି କର୍ମୀ ଓ ଅଭିଭାବକ ସଂଘର ଶିକ୍ଷକ ଆନ୍ଦୋଳନକୁ ସମର୍ଥନ ।

PM Narendra Modi launches Viswakarma Yojana in New Delhi
ଶୁଭାରମ୍ଭ ହେଲା PM ବିଶ୍ୱକର୍ମା ଯୋଜନା;୧୮ କୌଳିକ ବୃତ୍ତିଧାରୀଙ୍କୁ ମିଳିବ କମ୍ ସୁଧରେ ଋଣ

କମାର ହୁଅନ୍ତୁ କି କୁମ୍ଭାର... ରାଜମିସ୍ତ୍ରୀ ଅବା ବୁଣାକାର । ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ଅବସରରେ, ଦେଶର କୌଳିକ ଶିଳ୍ପୀ ଓ କାରିଗର ସମାଜକୁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଭେଟି । 'ପିଏମ୍ ବିଶ୍ୱକର୍ମା' ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

live location
ସ୍ମାର୍ଟଫୋନ୍‌ରୁ ଜାଣିପାରିବେ ସତ, କେଉଁଠି ବୁଲୁଛନ୍ତି ଆପଣଙ୍କ ବନ୍ଧୁ ?

କ’ଣ ଆପଣ ଜାଣନ୍ତି କି ? ଆପଣଙ୍କ ସ୍ମାର୍ଟଫୋନ୍‌ ଜଣାଇଦେବ ଆପଣଙ୍କ ବନ୍ଧୁଙ୍କ ମିଛ ? ଆପଣ ଘରେ ରହି ସ୍ମାର୍ଟଫୋନ୍‌ ଜାରିଆରେ ଜାଣିପାରିବେ ଆପଣଙ୍କ ବନ୍ଧୁ କେଉଁଠି ଅଛନ୍ତି ।

Eminent writer & Odisha CM Naveen Patnaiks sister, Gita Mehta passes away
ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା

ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ପୂର୍ବରୁ ଗୀତାଙ୍କ ସ୍ୱାମୀଙ୍କ ମଧ୍ୟ ପରଲୋକ ହୋଇସାରିଛି ।

Eminent writer & Odisha CM Naveen Patnaik's sister, Gita Mehta passes away
ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା

ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ପୂର୍ବରୁ ଗୀତାଙ୍କ ସ୍ୱାମୀଙ୍କ ମଧ୍ୟ ପରଲୋକ ହୋଇସାରିଛି ।

Teacher Protests
ଜିଦ୍‌ରେ ଅଟଳ ଶିକ୍ଷକ ଓ ସରକାର: ଅନ୍ଧାର ହେବାକୁ ବସିଲାଣି ପିଲାଙ୍କ ଭବିଷ୍ୟତ

୯ ଦିନରେ ପହଞ୍ଚିଲାଣି ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ। ୩ ଦଫା ଦାବି ନେଇ ଧାରଣାରେ ବସିଥିବା ଶିକ୍ଷକ ସଂଘ ଯିଦରେ ଅଟଳ ଥିବା ବେଳେ ସରକାର ବି ନିରବ। ଏଭଳି ସ୍ଥିତିରେ ବିପର୍ଯ୍ୟସ୍ତ ଅବସ୍ଥାକୁ ଆସିଗଲାଣି ରାଜ୍ୟର ପ୍ରାଥମିକ ଶିକ୍ଷା ବ୍ୟବସ୍ଥା।

Laxmi Scheme
ଗାଁ ଭୋଟ୍ ନେବାକୁ ନୂଆ ଫନ୍ଦି; ରାଜ୍ୟ ସରକାର ଆଣିଲେ ଲକ୍ଷ୍ମୀ ଯୋଜନା

ନିର୍ବାଚନ ପୂର୍ବରୁ ଗାଁ ଭୋଟ୍ ନେବାକୁ ନୂଆ ଫନ୍ଦି । ଲକ୍ଷ୍ମୀ ଯୋଜନାରେ ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିବେ SHG । ବିଜୁ ଗାଁ ଗାଡ଼ି ଭଳି ଫେଲ୍ ମାରିବନି ତ ଲକ୍ଷ୍ମୀ ଯୋଜନା ? ରାଜ୍ୟ କ୍ୟାବିନେଟରେ 'ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନାକୁ ଅନୁମୋଦନ...

Netaji Bus Terminal
କେଁ କଟର ଭିତରେ ଉଦଘାଟିତ ହେଲା ନେତାଜୀ ବସ୍ ଟର୍ମିନାଲ

କଟକବାସୀଙ୍କ ମାଳ ମାଳ ଆପତ୍ତି ଓ ଅଭିଯୋଗ ସହ ତୀବ୍ର ଅସନ୍ତୋଷ ଭିତରେ ଲୋକାର୍ପିତ ହେଲା ନେତାଜୀ ବସ୍ ଟର୍ମିନାଲ୍।

Sevayat
ନିୟମ ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା ! ଯଦି ମନ ପସନ୍ଦର ପାତ୍ର ନମିଳେ?

ଶ୍ରୀମନ୍ଦିର ସେବା ପୂଜାରେ ଆଗକୁ ବ୍ୟାଘାତ ଆଣିବ କି ଭିନ୍ନ କୂଳ ବିବାହ ? କାହିଁକିନା, ସେବାୟତ ପରିବାରର ପ୍ରଥା ପରମ୍ପରା ରହିଛି ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା ।

Odisha flood possibility
ଘାରିଲାଣି ବନ୍ୟା ଆଶଙ୍କା; ଛାନିଆରେ ମହାନଦୀ ତଳି ଅଞ୍ଚଳ ବାସିନ୍ଦା

କେଉଁଠି ଜଳମଗ୍ନ ଗାଁଗଣ୍ଡା ଓ ଚାଷଜମି... ତ ଆଉ କେଉଁଠି ମୁଖ୍ୟ ସଡ଼କ ଉପରେ ପ୍ରଖର ସୁଅ। ହୀରାକୁଦ ଡ୍ୟାମର ୨୬ଟି ଗେଟ୍ ଖୋଲିବା ପରେ, ସମ୍ବଲପୁର ଓ ବୌଦ୍ଧରୁ ଆରମ୍ଭ କରି କଟକର ଆଠଗଡ଼ ଓ ବାଙ୍କୀ ଯାଏଁ ବନ୍ୟା ଆଶଙ୍କାରେ ଛାନିଆ ତଳି ଅଞ୍ଚଳ ବାସିନ୍ଦା...

Govt Scholarships
ଯୁବ ଭୋଟରଙ୍କ ଉପରେ ଶାସକ ଦଳର ନଜର; ଉଚ୍ଚ ଶିକ୍ଷାନୁଷ୍ଠାନରେ ଲାଗିବ ସରକାରୀ ହୋର୍ଡିଂ

ଉଚ୍ଚଶିକ୍ଷା ବିଭାଗର ଚିଠିକୁ ନେଇ ରାଜନୀତି ଘନେଇଛି । ଛାତ୍ର ବୃତ୍ତି ଯୋଜନା ସମ୍ପର୍କିତ ହୋର୍ଡିଂକୁ, କ୍ୟାମ୍ପସରେ ଲଗାଇବାକୁ ସରକାର ଏବେ କାହିଁକି ନିଷ୍ପତ୍ତି ନେଲେ ? ନା ଆଗକୁ ନିର୍ବାଚନ ଥିବାରୁ ଯୋଜନା ଦେଖାଇ, ଯୁବ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏ ପ୍ରୟାସ ? ଛାତ୍ର...

Govt Scholarships
ଯୁବ ଭୋଟରଙ୍କ ଉପରେ ଶାସକ ଦଳର ନଜର; ଉଚ୍ଚ ଶିକ୍ଷାନୁଷ୍ଠାନରେ ଲାଗିବ ସରକାରୀ ହୋର୍ଡିଂ

ଉଚ୍ଚଶିକ୍ଷା ବିଭାଗର ଚିଠିକୁ ନେଇ ରାଜନୀତି ଘନେଇଛି । ଛାତ୍ର ବୃତ୍ତି ଯୋଜନା ସମ୍ପର୍କିତ ହୋର୍ଡିଂକୁ, କ୍ୟାମ୍ପସରେ ଲଗାଇବାକୁ ସରକାର ଏବେ କାହିଁକି ନିଷ୍ପତ୍ତି ନେଲେ ? ନା ଆଗକୁ ନିର୍ବାଚନ ଥିବାରୁ ଯୋଜନା ଦେଖାଇ, ଯୁବ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏ ପ୍ରୟାସ ? ଛାତ୍ର...

Laxmi Scheme
ଗାଁ ଭୋଟ୍ ନେବାକୁ ନୂଆ ଫନ୍ଦି; ରାଜ୍ୟ ସରକାର ଆଣିଲେ ଲକ୍ଷ୍ମୀ ଯୋଜନା

ନିର୍ବାଚନ ପୂର୍ବରୁ ଗାଁ ଭୋଟ୍ ନେବାକୁ ନୂଆ ଫନ୍ଦି । ଲକ୍ଷ୍ମୀ ଯୋଜନାରେ ରକ୍ଷଣାବେକ୍ଷଣ ଦାୟିତ୍ୱରେ ରହିବେ SHG । ବିଜୁ ଗାଁ ଗାଡ଼ି ଭଳି ଫେଲ୍ ମାରିବନି ତ ଲକ୍ଷ୍ମୀ ଯୋଜନା ? ରାଜ୍ୟ କ୍ୟାବିନେଟରେ 'ଲୋକେସନ୍ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନାକୁ ଅନୁମୋଦନ...

Heavy downpour in Bhubaneswar triggers waterlogging
ଅନ୍ଧାରକରି ମାଡ଼ି ଆସିଲା; ଟ୍ୱିନ୍‌ ସିଟିରେ ପ୍ରବଳ କାଚିଲା

୧୮ ତାରିଖରେ ଘଡ଼ଘଡି ସହ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ଅନୁଗୁଳ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାକୁ...

Odisha flood possibility
ଘାରିଲାଣି ବନ୍ୟା ଆଶଙ୍କା; ଛାନିଆରେ ମହାନଦୀ ତଳି ଅଞ୍ଚଳ ବାସିନ୍ଦା

କେଉଁଠି ଜଳମଗ୍ନ ଗାଁଗଣ୍ଡା ଓ ଚାଷଜମି... ତ ଆଉ କେଉଁଠି ମୁଖ୍ୟ ସଡ଼କ ଉପରେ ପ୍ରଖର ସୁଅ। ହୀରାକୁଦ ଡ୍ୟାମର ୨୬ଟି ଗେଟ୍ ଖୋଲିବା ପରେ, ସମ୍ବଲପୁର ଓ ବୌଦ୍ଧରୁ ଆରମ୍ଭ କରି କଟକର ଆଠଗଡ଼ ଓ ବାଙ୍କୀ ଯାଏଁ ବନ୍ୟା ଆଶଙ୍କାରେ ଛାନିଆ ତଳି ଅଞ୍ଚଳ ବାସିନ୍ଦା...

adhar card update
କରିନାହାନ୍ତି କି ଆପଣଙ୍କ ଆଧାର ଅପ୍‌ଡେଟ୍‌ ? ବଢ଼ିଲା ସଂଶୋଧନ ସମୟ ସୀମା

ବିନାମୂଲ୍ୟରେ ଆଧାର କାର୍ଡ ଅପ୍‌ଡେଟ୍‌ କରିବାକୁ ପୂର୍ବରୁ ଜୁନ୍‌ ୧୪ ତାରିଖ ଯାଏଁ ସମୟ ସୀମା ଦେଇଥିଲେ ସରକାର । ପରେ ଏହାକୁ ସେପ୍ଟେମ୍ବର ୧୪ ଯାଏଁ ବୃଦ୍ଧି କରାଯାଇଥିଲା ।

Vishwakarma Puja Preparation
ଆସୁଛନ୍ତି ବିଶ୍ଵ ଶିଳ୍ପୀ ବିଶ୍ୱକର୍ମା; ସଜେଇ ହେଉଛି ପାରାଦୀପ

କରୋନା କଟକଣା ପରେ ଗତ ୩ ବର୍ଷ ଧରି ପାରାଦୀପରେ ଧୂମଧାମ୍‌ରେ ପାଳନ ହୋଇନଥିଲା ବିଶ୍ୱକର୍ମା ପୂଜା । ଚଳିତ ବର୍ଷ ଅଧିକ ମୂର୍ତ୍ତି କରାଯାଇନଥିଲେ ମଧ୍ୟ ୯ଟି ମେଢରେ ପୂଜା ପାଇବେ ଦେବ ଶିଳ୍ପୀ ।

Boyfriend Kills GirlFriend
ଶିଲା ବେହେରାଙ୍କୁ କାହିଁକି ମାରିଲା ଗୋପିନାଥ ?

ଭଟଲି ଥାନା ଅନ୍ତର୍ଗତ ଭଡ଼ିଗାଁ ଜୀରା ବ୍ରିଜ୍ ତଳେ ଗତ ୬ ତାରିଖ ଦିନ ସକାଳୁ ନଦୀ ପଠାରେ ପଡ଼ିଥିଲା ଜଣେ ମହିଳାଙ୍କ ମୃତ ଦେହ । ରକ୍ତ ଜୁଡୁବୁଡୁ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଲେ ।

killing wife Odisha’s Ganjam
ସ୍ତ୍ରୀକୁ ହତ୍ୟାକରି ନଦୀରେ ଫିଙ୍ଗିଦେଲା ସ୍ୱାମୀ; ପରେ ପୋଲିସ ଆଗରେ କଲା ଆତ୍ମସମର୍ପଣ

ବୁଧବାର ବିଳମ୍ବିତ ରାତିରେ ଉଭୟଙ୍କ ବଚସା ଉଗ୍ରରୂପ ଧାରଣ କରିଥିଲା । କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ଖୁବ୍‌ ବଚସା ହେବାପରେ ପତ୍ନୀଙ୍କୁ ହତ୍ୟା କରିଥିଲା ସ୍ୱାମୀ ନାରାୟଣ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।