ଉଦବୋଧନ ଦେଇ ମୋଦି ଏହି ମିଶନ ସହ ସଂପୃକ୍ତ ବୈଜ୍ଞାନିକମାନଙ୍କୁ ଅଜସ୍ର ପ୍ରସଂଶାରେ ପୋତି ପକାଇଥିଲେ । ଏହି ଅବସରରେ ମୋଦି ଅଗଷ୍ଟ ୨୩ ତାରିଖର ସେହି ଅବିସ୍ମରଣୀୟ ଏବଂ ଐତିହାସିକ ମୂହୁର୍ତ୍ତକୁ ପନେ ପକାଇଥିଲେ ।
ଶିକ୍ଷା, ସ୍ୱାସ୍ଥ୍ୟ, ଜୁଏଲାରୀ, ବ୍ୟବସାୟ, ମାନୁଫାକଚରିଂ ଏବଂ ସେବା ଭଳି ୬ଟି କ୍ଷେତ୍ରରେ ଓଡିଶାକୁ ସମୃଦ୍ଧି ପଥରେ ଆଗେଇ ନେଇଥିବା ସଂସ୍ଥାକୁ ସମ୍ମାନିତ କରାଯିବ ।
ପ୍ରଥମ ପତ୍ନୀ ଥାନାର ଦ୍ୱାରସ୍ଥ ହୋଇଥିଲେ । ଦୁଇ ପତ୍ନୀଙ୍କ ସମସ୍ୟା ପାଇଁ ଏକ ଉପାୟ ବାହାର କରାଯାଇଥିଲା ।
ମହିଳା ଜଣକ ନିଜ ବେଡ୍ର ଅଧା ଭଡ଼ା ଦେଇଥିବାବେଳେ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି । ଯାହା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ଏପରି ଏକ ଘଟଣା ନିକଟରେ ସାମ୍ନାକୁ ଆସିଛି ।
ପୂର୍ବରୁ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଇସ୍ରୋର ଏହି ମିଶନ ରହିଥିବା କୁହାଯାଇଥିଲା । ଅଭିଯାନ ସଫଳ ହେଲେ ଏହା ସୂର୍ଯ୍ୟ ଉପରେ ଗବେଷଣା ପାଇଁ ମହାକାଶରେ ଅବସ୍ଥାପିତ ପ୍ରଥମ ଭାରତୀୟ ଅବଜର୍ଭେଟରି ହେବ ।
ନିଜ ସ୍ତ୍ରୀକୁ ଅନ୍ୟ ପୁରୁଷଙ୍କ ସହ ଶାରିରୀକ ସମ୍ପର୍କ ଥିବା ସନ୍ଦେହ କରି ହେମଦସ୍ତାରେ ପିଟିପିଟି ହତ୍ୟା କରିଛି ସ୍ୱାମୀ । ନିଜ ପତ୍ନୀକୁ ମାରିବା ପରେ ଥାନାରେ ପହଞ୍ଚି ନିଜର ଅପରାଧକୁ ସ୍ୱୀକାର କରିବା ସହ ନିଜର ଦୋଷ ମାନିଛି ।
ଟସର ନୂହେଁ ଅହିଂସା ସୂତାରେ ଖଣ୍ଡୁଆ ପାଟ । ନିଜ ଜନ୍ମ ଦିନରେ ପିନ୍ଧିବେ ଶ୍ରୀ ଶ୍ରୀ ବଳଦେବ ଜିଉ । କେନ୍ଦ୍ରାପଡ଼ାର ମହାପ୍ରଭୁ ବଳଦେବ ଜିଉଙ୍କ ଜନ୍ମତିଥି ପାଇଁ ଏହି ନୀଳାମ୍ବରି ପାଟ ଓ ପ୍ରଭୁ ଜଗନ୍ନାଥଙ୍କ ପାଇଁ ମନଲୋଭା ପିତାମ୍ବରୀ ପାଟ ପ୍ରସ୍ତୁତ କରିଛନ୍ତି କଟକ...
ଡ୍ରଗସ୍ କବଳରେ ପଡ଼ି ଯୁବପିଢ଼ି ବରବାଦ ହେଉଛନ୍ତି । ତେଣୁ ନିଶା କାରବାର ରୋକିବାକୁ ୨ ବର୍ଷ ହେଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚଳାଇଛି କଡ଼ା ଅଭିଯାନ । ଏହି ସମୟ ଭିତରେ ୭୧ କେଜି ବ୍ରାଉନସୁଗର, ୨୦୨ ଗ୍ରାମ କୋକେନ ଜବତ ହୋଇଛି ।
କାୟା ବଢାଉଛି ରାଜଧାନୀ । ତା ସହ ବଢୁଛି ପରିଚାଳନାଗତ ଚ୍ୟାଲେଞ୍ଜ୍ । ତେଣୁ ଭୁବନେଶ୍ୱର ମହାନଗର ନିଗମର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ । BMCକୁ ଅଧିକ କାର୍ଯ୍ୟଦକ୍ଷ କରିବାକୁ ସୃଷ୍ଟି ହେବ ୪୧୬ ନୂଆ ପଦବୀ ।
କ୍ୟାପିଟାଲ ହସ୍ପିଟାଲର ସମନ୍ୱିତ ପରୀକ୍ଷା କେନ୍ଦ୍ର ଆଗରେ ଲାଗିଛି ଭିଡ଼ । କିଏ ରକ୍ତ ପରୀକ୍ଷା ଲାଗି ସକାଳୁ ଛିଡ଼ା ହୋଇଛି ତ’ ଆଉ କାହା ଅପେକ୍ଷା ଗତକାଲିଠୁ ସରୁନି । ଆଉ କେତେକଙ୍କର ତ ଧୈର୍ଯ୍ୟ ସୀମା ପାର କରିଗଲାଣି ।
ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡି ପାଇଁ ବଢୁଛି ଅଡୁଆ । ଗୋଷ୍ଠୀ କନ୍ଦଳକୁ ନେଇ ଟେନସନରେ ଶଙ୍ଖ ଦଳ । ଗଞ୍ଜାମରେ ଦଳକୁ ଘାଟାରେ ପକାଇପାରେ ପାଣ୍ଡିଆନ ଓ ପ୍ରଦୀପଙ୍କ ବିବାଦ । ସାଧାରଣ ନିର୍ବାଚନ ପୂର୍ବରୁ ଅସଜଡା ଗଞ୍ଜାମ ସଂଗଠନକୁ ନେଇ ଦଳର ଟେନସନ୍ ବଢୁଛି ।
ଏବେସୁଦ୍ଧା ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ୮ ମିଟର ବାଟ ଅତିକ୍ରମ କରିସାରିଲାଣି ବୋଲି ସୂଚନା ଦେଇଛି ଇସ୍ରୋ । ୬ ଚକିଆ ରୋଭରର ଲମ୍ବ ୯୧.୭ ସେଣ୍ଟିମିଟର, ଓସାର ୭୫ ସେଣ୍ଟିମିଟର, ଉଚ୍ଚତା ୩୯.୭ ସେଣ୍ଟିମିଟର ଏବଂ ଓଜନ ୨୬ କେଜି ।
ପ୍ରଦୀପଙ୍କ ନାଁ ନନେଇ ତାଙ୍କ ନିର୍ବାଚନମଣ୍ଡଳିରେ ହିଁ ତାଙ୍କୁ ଟାର୍ଗେଟ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ ।
ରାଜରାସ୍ତାରେ ଧସ୍ତାଧସ୍ତି... ନାରାବାଜି ସହ ମୁହାଁମୁହିଁ... ତାହାରି ଭିତରେ ଗାଡ଼ିରେ ଫସିରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗାଡ଼ିକୁ ହୋଇଛି ଅଣ୍ଡା ମାଡ଼ । ଫିଙ୍ଗାଯାଇଛି ଟେକାପଥର । ପାଣି ବୋତଲ ବି ମାଡ଼ ହୋଇଛି । ଆଉ ଏହାକୁ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଗୋଷ୍ଠୀ ଏବଂ...
ଯୋଗ୍ୟତା ହାସଲ କରିଥିବା ପ୍ରଥମ ୧୨ ଜଣଙ୍କ ମଧ୍ୟରେ ସେ ନବମ ସ୍ଥାନରେ ରହି ପଦକ ଦୌଡରେ ସାମିଲ ହୋଇଛନ୍ତି । କିଶୋର ଜେନାଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୪ ଦଶମିକ ୩୮ ମିଟର ।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ବିଜ୍ନେସ୍ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ମାନୁଫ୍ୟାକ୍ଚରିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
ଓଟିଭି ଆରମ୍ଭ କରିଛି ବିଜିନେସ୍ ଓଡ଼ିଶା ଆୱାର୍ଡସ୍ ୨୦୨୩, ଏଥିରେ ବ୍ୟବସାୟ, ଉତ୍ପାଦନ, ସ୍ୱାସ୍ଥ୍ୟ, ଶିକ୍ଷା, ଜୁଏଲେରୀ ଓ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥା ଭାଗ ନେଇଛନ୍ତି। ଏହି କ୍ରମରେ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସଂସ୍ଥାଙ୍କ ବିଷୟରେ ଜାଣିବା।
୨୦୦୬ରୁ ଶ୍ରୀହରିକୋଟାରେ ମେକାନିକାଲ୍ ଇଞ୍ଜିନିୟର ଥିବା ଦେବାଶିଷ, ଯେଉଁ ଇନ୍ଧନ ଦ୍ୱାରା ସଫଳତାର ସହ PSLV ଉତକ୍ଷେପଣ କରାଯାଇଥିଲା, ସେହି ଇନ୍ଧନ ପାଇଁ ବ୍ୟବହୃତ ଗୁରୁତ୍ୱପୂର୍ଣ୍ଣ ଉପାଦାନ ତଥା ଲିକ୍ୟୁଡ୍ ସରଫକଟାଣ୍ଟ ତିଆରି କାମରେ ଲାଗିଥିଲେ ।
କାହିଁକି ରାଜ୍ୟ ସରକାରଙ୍କ ଏଭଳି ମନୋଭାବ ? ଏଭଳି ପ୍ରଶ୍ନ ଉଠାଇବା ସହ ସୈରିନ୍ଦ୍ରୀଙ୍କ କ୍ଷେତ୍ରରେ ମାନବାଧିକାରର ଖୋଲା ଉଲଂଘନ ହୋଇଥିବା କହିଛନ୍ତି ମାନବାଧିକାର କର୍ମୀ ।