• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Woman coffin
ଶ୍ମଶାନରୁ ଶୁଭୁଥିଲା ଚିତ୍କାର; ୧୧ଦିନ ପରେ କବର ଖୋଲି ଦେଖିଲେ ତ ଉଡ଼ିଗଲା ହୋସ୍‌ !

କଫିନ୍‌ର ଚତୁଃପାର୍ଶ୍ୱରେ ପ୍ଲାଷ୍ଟର ମଧ୍ୟ କରାଯାଇଥିଲା । ହେଲେ ମହିଳାଙ୍କୁ କବର ଦେବାର ୧୧ ଦିନ ବିତିଯିବା ପରେ କବରରୁ କିଛି ଶବ୍ଦ ଶୁଶିବାକୁ ମିଳିଥିଲା । ଯାହାକୁ ଶ୍ମଶାନ ନିକଟରେ ରହିଥିବା କିଛି ଲୋକ ଶୁଣିବାକୁ ପାଇଥିଲେ ।

Vande Bharat
ଝଟକୁଛି ବନ୍ଦେ ଭାରତ ଏକ୍ସପ୍ରେସ୍‌ ! ନୂଆ ରୂପକୁ ପସନ୍ଦ କରୁଛନ୍ତି ଦର୍ଶକ

ପୂର୍ବରୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଧଳାରଙ୍ଗରେ ଦେଖିବାକୁ ମିଳୁଥିଲା । ଧଳା ରଙ୍ଗ ସହ ସବୁଜ ରଙ୍ଗରେ ନଜର ଆସୁଥିଲା ବନ୍ଦେ ଭାରତ । ହେଲେ ବର୍ତ୍ତମାନ ଏହାର ରଙ୍ଗରେ ପରିବର୍ତ୍ତନ କରାଯାଇଛି ।

Delhi woman kills boyfriends son
ବିବାହିତ ପୁରୁଷଙ୍କୁ ପ୍ରେମ କରୁଥିଲେ ଯୁବତୀ, କଣ୍ଟା ସାଜିଥିଲା ନାବାଳକ ପୁଅ, ତଣ୍ଟିକାଟି କଲା ହତ୍ୟା

ଅଭିଯୁକ୍ତ ପ୍ରେମିକା ବିବାହିତ ଯୁବକ ଜିତେନ୍ଦ୍ରଙ୍କୁ ପ୍ରେମ କରୁଥିଲେ । ତାଙ୍କ ସହ ରିଲେସନସିପ୍‌ରେ ମଧ୍ୟ ରହିଥିଲେ । ରିଲେସନସିପ୍‌ରେ କିଛି ଦିନ ରହିବା ପରେ ତାଙ୍କୁ ବିବାହ କରିବାକୁ କହିଥିଲେ ।

16kg deer meat seized
ପାଖରେ ଥିଲା ୧୬ କିଲୋ ହରିଣ ମାଂସ, ବିକ୍ରି ହେଉଥିଲା କେଜି ୩ହଜାର ଟଙ୍କା

୧୬ କିଲୋଗ୍ରାମ ହରିଣ ମାଂସ ଜବତ କରାଯାଇଛି । ତା’ ସହିତ ତିନି ଜଣ ଅଭିଯୁକ୍ତଙ୍କୁ ପୋଲିସ ଗରିଫ କରିଛି ।

s
ଆଜି ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି: ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ସେ ତିନିଥର ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ ।

Chandrayaan-3
ଚନ୍ଦ୍ରଯାନ-୩ର କକ୍ଷପଥ ଯାତ୍ରା ସରିଲା

ସଫଳତା ପଥେ ଚନ୍ଦ୍ରଯାନ-୩; କକ୍ଷପଥ ଯାତ୍ରା ସରିଲା । ଆଜି ସକାଳ ସୁଦ୍ଧା ୧୫୩x୧୬୩ କକ୍ଷପଥରେ ଚନ୍ଦ୍ରଯାନ-୩ । ଆସନ୍ତାକାଲି ସୁଦ୍ଧା ଲ୍ୟାଣ୍ଡର ଓ ରୋଭର ଅଲଗା ହେବ । ଏଯାବତ ଲକ୍ଷ୍ୟ ହାସଲ ହୋଇଥିବା ନେଇ ଇସ୍ରୋ ପକ୍ଷରୁ ସୂଚନା ।

s
ସ୍ତ୍ରୀର ପ୍ରେମିକ ଉପରେ ରାଗ ଶୁଝାଇଲା ସ୍ୱାମୀ, ଗାଁକୁ ଆସିଥିବା ବେଳେ ଗୁଳି ମାରିଦେଲା...

ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ୱାମୀ। ମହିଳା ଜଣକ ସ୍ୱାମୀଙ୍କୁ ଛାଡ଼ି ପ୍ରେମିକ ସହ ରହୁଥିଲେ।

Crocodile Attack
ମହିଳାଙ୍କୁ ଖାଇଦେଲା କୁମ୍ଭୀର, ବିରୁପା ନଦୀରେ ଲୁଗା ଧୋଉଥିବା ବେଳେ ଅଭାବନୀୟ ଘଟଣା...

ମହିଳାଙ୍କୁ ଖାଇଦେଲା କୁମ୍ଭୀର। ମହିଳା ଜଣକ ବିରୁପା ନଦୀରେ ଲୁଗା ଧୋଉଥିବା ବେଳେ କୁମ୍ଭୀର ତାଙ୍କୁ ଟାଣି ନେଇଥିବା ଜଣାପଡ଼ିଛି।

Char Dham Yatra
ସାଇକେଲ ବୁଲାଇଲା ଚାରିଧାମ

ସାଇକେଲ ବୁଲାଇଲା ଚାରିଧାମ । ଚାରିଧାନ ଭ୍ରମଣ ସାରି ୮୩ ଦିନ ପରେ ଫେରିଲେ । ସାଇକେଲରେ ୯୩୪୦କିଲୋମିଟର ଯାତ୍ରା କରି ଗାଁକୁ ଫେରିବା ପରେ ପାଛୋଟି ନେଲେ ଗ୍ରାମବାସୀ

poor condition of road in Odisha’s Niali
‘ଭୋଟ୍ ଦେଇଛୁ ଶଙ୍ଖରେ ଚାଲୁଛୁ ଜଙ୍ଘେ ପଙ୍କରେ’

ଜନତା ପଚାରିଛନ୍ତି ମହଙ୍ଗା ପ୍ରଶ୍ନ- ଆମ ଭୋଟ୍ ର କଣ ମୂଲ୍ୟ ନାହିଁ ? ଦେଶ ପାଳୁଛି ଆଜାଦିର ଅମୃତ ମହୋତ୍ସବ । ସବୁ ଗାଁରେ ପକ୍କା ରାସ୍ତା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କାହିଁ କେତେ ଯୋଜନା । କିନ୍ତୁ ଏଠି ଲୋକଙ୍କ ଭାଗ୍ୟରେ...

Even after 76 years, this village in Odisha reels under darkness
ସ୍ୱାଧୀନତାକୁ ୭୭ବର୍ଷ ପରେ ବି ଗାଁରେ ପଡ଼ିନି ବିଦ୍ୟୁତ୍‌ ଖୁଣ୍ଟ

ସ୍ୱାଧୀନତାର ୭ ଦଶନ୍ଧୀ ପରେ ଗାଁକୁ ହୋଇପାରିନି ବିଦ୍ୟୁତ ସଂଯୋଗ । ସୂର୍ଯ୍ୟ ବୁଡ଼ିଲେ ଘରେ ପଡ଼ିଯାଏ ତାଟି କବାଟ, ପୁଣି ସୂର୍ଯ୍ୟ ଉଦୟ ହେଲେ ଆରମ୍ଭ ହୁଏ ଜୀବନ । ଖୁଣ୍ଟ ପଡ଼ିନି, ତାର ଟଣା ହୋଇନି କି ଟ୍ରାନ୍ସଫର୍ମର ବସିନି କିନ୍ତୁ ମିଟର ବସିଛି ବିଦ୍ୟୁତ...

Odisha’s Boudh
ଯୁଦ୍ଧରେ ଲଢିବା ପାଇଁ ବାସର ରାତିରୁ ଯାଇଛନ୍ତି ଯେ ଯାଇଛନ୍ତି...ବିତିଗଲାଣି ୬୧ ବର୍ଷ

୪ର୍ଥୀ ଦିନ ଫୋନ୍‌ ଆସିଲା...ସୀମାରେ ଚାଇନା ସହ ଯୁଦ୍ଧ ହେଲାଣି ତୁରନ୍ତ ଆସ । ବାହାଘରକୁ ମାତ୍ର ୪ ଦିନ ହୋଇଛି । ବାସର ରାତିରେ ସ୍ତ୍ରୀଙ୍କୁ କଥା ଦେଇଥିଲେ ବ୍ୟସ୍ତ ହେବୁନି, ମୁଁ ଜଲଦି ଫେରିଆସିବି । ଏହାରି ଭିତରେ ୬୧ ବର୍ଷ ବିତିଗଲା ପଛେ ଘରକୁ...

Today Panchang
Today Panchang 16th August 2023: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ବୁଧବାର । ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...

6G
ଦେଶରେ ଆରମ୍ଭ ହେବ 6G ଯୁଗ; 5G ଓ 6G ମଧ୍ୟରେ କ’ଣ ରହିଛି ପାର୍ଥକ୍ୟ ? ଜାଣନ୍ତୁ...

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ 6G ଯୁଗରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛି । ବର୍ତ୍ତମାନ 5G ଭାରତରେ ଚାଲୁ ରହିଥିବାବେଳେ 5Gରୁ 6Gକୁ ଏହା ଶୀଘ୍ର ପରିବର୍ତ୍ତନ କରାଯିବ ।

UP Man
କୁନିଝିଅକୁ କାନ୍ଧରେ ବସାଇ ଚାଲିଚାଲି ଆସୁଥିଲେ ବାପା; ହଠାତ୍‌ ଗୁଳିମାଡ଼ କଲା ଦୁର୍ବୃତ୍ତ

ବ୍ୟକ୍ତିଙ୍କ ଦେହରେ ଗୁଳିବାଜିବା ପରେ ସେ ସେହି ରାସ୍ତାରେ ଟଳିପଡ଼ିଥିଲେ । କାନ୍ଧରେ ବସିଥିବା ଛୋଟ ଝିଅ ମଧ୍ୟ ରାସ୍ତାରେ ଖସିପଡ଼ିଥିଲା । ଘଟଣାର ଭିଡିଓ ସେଠାରେ ଲାଗିଥିବା ଏକ ସିସିଟିଭିରେ କଏଦ ହୋଇଛି ।

One day marriage
ଏମିତି ପରମ୍ପରା, ଏଠି ଗୋଟିଏ ଦିନ ପାଇଁ ବାହାହୁଅନ୍ତି ପୁଅ-ଝିଅ

କୁହାଯାଏ ଜୀବନ ସାଥୀ ହେଉଛି ସାତ ଜନ୍ମର ସାଥୀ । ଗୋଟିଏ ଥର ବିବାହ କରିବା ପରେ ଉଭୟ ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥା’ନ୍ତି । ସାରା ଜୀବନ ଏକାଠି ରହିଥା’ନ୍ତି । ହେଲେ ବର୍ତ୍ତମାନ ଏମିତି ଏକ ପରମ୍ପରା ନଜରକୁ ଆସିଛି ଯାହା ସତରେ...

Indian Flag Displayed At Burj Khalifa
ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା; ଶୁଭିଲା ଜାତୀୟ ସଂଗୀତ

ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ କରାଯାଇଥିଲା । ବର୍ତ୍ତମାନ ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାର ଲାଗିଛି ।

Vishwakarma Yojana
ସ୍ୱାଧୀନତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି; ଖୁବ୍‌ଶୀଘ୍ର ଆରମ୍ଭ ହେବ ବିଶ୍ୱକର୍ମା ଯୋଜନା

ଯେପରିକି ବଣିଆ, କୁମ୍ଭାର, ବାରିକ ଏବଂ ସଫେଇ କର୍ମଚାରୀ ଭଳି କୌଳିକ ବର୍ଗର ଶ୍ରମିକ ମାନେ ଉପକୃତ ହେବେ । ବିଶେଷକରି ଯେଉଁମାନେ ଓବିସି ବର୍ଗରୁ ଆସିଛନ୍ତି ସେମାନେ ଏହି ଯୋଜନାର ଲାଭ ପାଇପାରିବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

Know about Laxmi Barik, who served Mahatma Gandhi during Salepur visit
ଗାନ୍ଧିଜୀଙ୍କ ସ୍ମୃତିକୁ ଜାବୁଡ଼ି ଧରିଛି ସାଲେପୁର ବହୁଗ୍ରାମ ବଜାର, ମନେପଡ଼ନ୍ତି ଲକ୍ଷ୍ମୀ ବାରିକ

୧୯୩୪ ମସିହାର କଥା । ଏହି ଗାଁ ଦେଇ ଗାନ୍ଧିଜୀଙ୍କ ହରିଜନ ପଦଯାତ୍ରା ଆଗକୁ ବଢ଼ିଥିଲା । ଖାଲି ସତେିକି ନୁହେଁ । ଗାନ୍ଧିଜୀ ମଧୁବାବୁଙ୍କ ବ୍ୟକ୍ତିତ୍ୱରେ ମଧ୍ୟ ବହୁଭାବେ ପ୍ରଭାବିତ ହୋଇଥିଲେ ।

Know story of Inchudi memorial which witnessed Salt Satyagraha
ଆଇନ୍ ଅମାନ୍ୟ ଆନ୍ଦୋଳନର ମୁକସାକ୍ଷୀ ଇଞ୍ଚୁଡ଼ି ସତ୍ୟାଗ୍ରହ

ମାତ୍ର ୨୦ ଜଣ ସତ୍ୟାଗ୍ରହୀ କଟକରୁ ଚାନ୍ଦବାଲି ହୋଇ ବାଲେଶ୍ୱରର ସ୍ୱରାଜ ଆଶ୍ରମରେ ପହଞ୍ଚିଥିଲେ ସେଠାରୁ ପରଦିନ ପ୍ରଥମେ ତୁଣ୍ଡୁରା ପହଞ୍ଚିବା ପରେ ପଣାସଂକ୍ରାନ୍ତି ଦିନ ଇଞ୍ଚୁଡ ସମୁଦ୍ର ମୁହାଣର ଧୋବାଗଣ୍ଡି ନଈକୂଳରେ ଏକତ୍ରିତ ହୋଇ ସେହି ପାଣିରେ ଲୁଣ ମାରିଥିଲେ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।