• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Due to arrogance, Congress is not able to see the reality: PM Modi
’ଓଡ଼ିଶାରେ ୨୮ ବର୍ଷ ହେଲା କଂଗ୍ରେସ କ୍ଷମତାଚ୍ୟୁତ’

କଂଗ୍ରେସ ପ୍ରତି ଅନାସ୍ଥା ନେଇ ବିଭିନ୍ନ ରାଜ୍ୟର ଉଦାହରଣ ଦେଲେ ମୋଦି । ଓଡ଼ିଶାରେ ୨୮ ବର୍ଷ ହେଲା କଂଗ୍ରେସ କ୍ଷମତାଚ୍ୟୁତ ହୋଇଛି କହିଲେ । ୧୯୯୫ ପରେ ଓଡ଼ିଶାରେ ଆଉ କଂଗ୍ରେସ କ୍ଷମତାକୁ ଆସିପାରିନାହିଁ ।

No-confidence motion against government defeated in Lok Sabha by voice vote
କାଟ୍ ଖାଇଲା ଅନାସ୍ଥା ପ୍ରସ୍ତାବ

ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ କାଟ୍ ଖାଇଲା । ଅନାସ୍ଥା ପ୍ରସ୍ତାବରେ ପୁଣି ଜିତିଲା ମୋଦି ସରକାର । ବାଚନିକ ଭୋଟରେ ହେଲା ଭୋଟିଂ । ଭୋଟ୍ ପୂର୍ବରୁ କକ୍ଷତ୍ୟାଗ କରିଥିଲେ ବିରୋଧୀ ।

odisha weather
ଶ୍ରାବଣରେ ମୌସୁମୀର ଲୁଚକାଳି; ଶୁଖିଲା ପଡ଼ିଛି ଜମି, ଚିନ୍ତାରେ ଚାଷୀ

ସମାନ ଦଶା ଭୋଗୁଛନ୍ତି ସେହି ମୁଂଜା ଗାଁର ଚାଷୀ ସୀମାଞ୍ଚଳ ସାମନ୍ତରାୟ । ତାଙ୍କ ଜମି ବି ପଡ଼ିଆ ପଡ଼ିଛି, ଶୁଖିଲା ମାଟିରେ ବା କେମିତି ତଳି ରୋଇବେ ଚିନ୍ତା ଘାରିଛି ତାଙ୍କୁ ।

dengue
ରାଜଧାନୀରେ ଡେଙ୍ଗୁ ବେକାବୁ ! କ୍ୟାପିଟାଲ ହସପିଟାଲ ବାରଣ୍ଡାରେ ପଡ଼ି ରହିଛନ୍ତି ରୋଗୀ

ବିଏମସିର ତଥ୍ୟ ଅନୁସାରେ ଭୁବନେଶ୍ୱରରେ ଅଗଷ୍ଟ ପହିଲାରୁ ଆଜି ଯାଏ ୩୬୧ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ସେପଟେ ଚୋର ଗଲା ପରେ ବୁଦ୍ଧି ଆସିବା ପରି ଏବେ ଚେତିଛି ଭୁବନେଶ୍ୱର ମହାନଗର ନିଗମ । ବିଏମ୍‌ସି ଜାରି କରିଛି ଅଜବ ନିର୍ଦ୍ଦେଶନାମା ।

Subhalaxmi
ଶୁଭଲକ୍ଷ୍ମୀ ମୃତ୍ୟୁକୁ ନେଇ ବଢିଚାଲିଛି ସସ୍‌ପେନ୍ସ !

ପୋଲିସ ସ୍କାନରରେ ସଂପର୍କୀୟ ମାମୁ ସହିତ ଏକାଧିକ ପୁରୁଷ ବନ୍ଧୁ । ଡିସିପିଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ମହିଳା କମିଶନ ।

agniveer
ଚର୍ଚ୍ଚାରେ ନନ୍ଦକିଶୋରଙ୍କ କାହାଣୀ; ପରିସ୍ଥିତି ବନାଇଥିଲା ଶ୍ରମିକ, ହେଲେ ଆଜି ସେ ଅଗ୍ନିବୀର

ନନ୍ଦକିଶୋର ନାଗ୍ । ପିଲାଟି ବେଳୁ ଦେଶମାତୃକାର ସେବା ପାଇଁ ସ୍ୱପ୍ନ ଦେଖୁଥିଲେ ସତ, ହେଲେ ପରିସ୍ଥିତି ତାଙ୍କୁ ଶ୍ରମିକ ସଜେଇଦେଇଥିଲା । ବାପା କାଳିଆ ନାଗ, ହଠାତ୍ ପକ୍ଷାଘାତରେ ପୀଡ଼ିତ ହେବାରୁ ପାଠପଢ଼ାରେ ଡୋରି ଲାଗିଲା ।

agniveer
ଚର୍ଚ୍ଚାରେ ନନ୍ଦକିଶୋରଙ୍କ କାହାଣୀ; ପରିସ୍ଥିତି ବନାଇଥିଲା ଶ୍ରମିକ, ହେଲେ ଆଜି ସେ ଅଗ୍ନିବୀର

ନନ୍ଦକିଶୋର ନାଗ୍ । ପିଲାଟି ବେଳୁ ଦେଶମାତୃକାର ସେବା ପାଇଁ ସ୍ୱପ୍ନ ଦେଖୁଥିଲେ ସତ, ହେଲେ ପରିସ୍ଥିତି ତାଙ୍କୁ ଶ୍ରମିକ ସଜେଇଦେଇଥିଲା । ବାପା କାଳିଆ ନାଗ, ହଠାତ୍ ପକ୍ଷାଘାତରେ ପୀଡ଼ିତ ହେବାରୁ ପାଠପଢ଼ାରେ ଡୋରି ଲାଗିଲା ।

Ratnabhandar
ରତ୍ନଭଣ୍ଡାରରେ ସୁରକ୍ଷିତ ଅଛି ତ ରତ୍ନ ? ସରକାରୀ ତଥ୍ୟରେ ନାହିଁ ତାଳମେଳ !

ବିଧାନସଭାରେ ତଥ୍ୟ ଓ ହାଇକୋର୍ଟରେ ଦାଖଲ ସତ୍ୟପାଠରେ ତଥ୍ୟ ଭିନ୍ନ । ୪୦ କେଜି ରୁପା କମ୍ ଦର୍ଶାଇଛନ୍ତି ରାଜ୍ୟ ସରକାର ।

BJD - BJP
ଜାତୀୟ ସ୍ତରରେ ନବୀନଙ୍କ ଭାବମୂର୍ତ୍ତି ସଂକଟରେ ! ସନ୍ଦେହରେ ଜନତା, ଦ୍ୱନ୍ଦ୍ୱରେ କ୍ୟାଡର

ମୋଦି ସରକାରକୁ ଖୋଲା ସମର୍ଥନ ପରେ ଅଡୁଆରେ ବିଜେଡି । ବିଜେପି-ବିଜେଡିର ସମୁଦ୍ର-ନଦୀ ଉପାଖ୍ୟାନକୁ ନେଇ ବୟାନବାଜି ।

dengue
ରାଜଧାନୀରେ ଡେଙ୍ଗୁ ବେକାବୁ ! କ୍ୟାପିଟାଲ ହସପିଟାଲ ବାରଣ୍ଡାରେ ପଡ଼ି ରହିଛନ୍ତି ରୋଗୀ

ବିଏମସିର ତଥ୍ୟ ଅନୁସାରେ ଭୁବନେଶ୍ୱରରେ ଅଗଷ୍ଟ ପହିଲାରୁ ଆଜି ଯାଏ ୩୬୧ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି । ସେପଟେ ଚୋର ଗଲା ପରେ ବୁଦ୍ଧି ଆସିବା ପରି ଏବେ ଚେତିଛି ଭୁବନେଶ୍ୱର ମହାନଗର ନିଗମ । ବିଏମ୍‌ସି ଜାରି କରିଛି ଅଜବ ନିର୍ଦ୍ଦେଶନାମା ।

Maharashtra news
ପୁଅ ସାମ୍‌ନାରେ ମା’କୁ ଟଣାଓଟରା କଲା ଯୁବକ; ବିଫଳ ହେବାରୁ ଚଳନ୍ତା ଟ୍ରେନ୍‌ରୁ ଠେଲିଦେଲା

ଜଣେ ୯ ବର୍ଷର ପୁଅ ଆଗରେ ମା’କୁ ଟଣାଓଟରା କଲା ଯୁବକ । ହେଲେ ମହିଳା ଜଣକ ଏହାକୁ ବିରୋଧ କରିବାରୁ ତାଙ୍କୁ ଚଳନ୍ତା ଟ୍ରେନ୍‌ରୁ ଠେଲିଦେଲା । ପୋଲିସ ଆଗରେ ଏପରି ଏକ ଚାଞ୍ଚଲ୍ୟ କର ତଥ୍ୟ ଦେଇଛି ପୀଡ଼ିତାଙ୍କ ନାବାଳକ ପୁଅ ।

YojnaraNaaHariloot
MCL ଅଧିଗ୍ରହଣ କରିଥିବା ଗାଁରେ ବ୍ଲକ୍‌ ପ୍ରଶାସନ କରୁଛି ପ୍ରକଳ୍ପ

ଇଏ କେମିତି କଥା? ଯେଉଁ ଗାଁକୁ MCL ଅଧିଗ୍ରହଣ କରିଛି, ସେହି ଗାଁରେ ବ୍ଲକ୍‌ ପ୍ରଶାସନ କରୁଛି ପ୍ରକଳ୍ପ ! ନିମ୍ନମାନର କାମ ନେଇ ଗାଁ ଲୋକ ଆଣିଲେ ସଙ୍ଗୀନ ଅଭିଯୋଗ

Sans motorable road
ବିଲରେ କମ୍‌ ରାସ୍ତାରେ ଅଧିକ କାଦୁଅ

ରାସ୍ତା ନୁହେଁ ବିଲ । ୪ କିମି ପର୍ଯ୍ୟନ୍ତ ଅବସ୍ଥା ପୂରା ଖରାପ । ଆମ୍ବୁଲାନ୍ସ ପଶିପାରୁନି କି ଗାଡି ବାହାରିପାରୁନି । ଭାରରେ ବୁହା ହେଉଛନ୍ତି ରୋଗୀ...ଅଭିଯୋଗ ହେଉଛି ହେଲେ ରାସ୍ତା ହେଉନି

100-year-old school building
ବତୁରା କାନ୍ଥ...କଳା ଧୂଆଁ..ଏମିତି ପରିବେଶରେ ପିଲା ପଢୁଛନ୍ତି ପାଠ

୧୦୦ ବର୍ଷ ହେଲା...ସ୍କୁଲର ଉନ୍ନତି ହେଲାନି । ଅସରେ ବର୍ଷାରେ କାନ୍ଥ ବତୁରିଯାଉଛି...ଟିଣରୁ ପାଣି ପଡୁଛି । କଳା ଧୂଆଁରେ ଆକ୍ତାମାକ୍ତ ପିଲା । ପୁଣି ଗୋଟିଏ ଶ୍ରେଣୀରେ ଦୁଇଟି କ୍ଲାସ୍‌ର ପିଲା । ଏମିତି ସ୍ଥିତିରେ ପାଠ ପଢା ହେବ କେମିତି ?

Girl’s body found
ଝିଅ ନୁହେଁ ତୁ ଉର୍ବସୀ... ଗୀତର ରିଲ୍‌ ଅଛି, କିନ୍ତୁ ଶୁଭଲକ୍ଷ୍ମୀ ନାହାନ୍ତି

ଟ୍ରେନ୍‌ରେ ବସି ଝିଅ ନୁହେଁ ତୁ ଉର୍ବସୀ ଗୀତରେ ରିଲ୍‌ କଲେ...ପୁଣି ତୁ ହେବୁ କିଲୋ ମୋର ବିବି, ତତେ ଯାତରା ଦେଖାଇ ନେବି । ଏମିତି ଅନେକ ଗୀତରେ ରିଲ୍‌ କରୁଥିଲେ । ହେଲେ ଅଧ ରାତିରେ ହୋଟେଲ ଭିତରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ...ହତ୍ୟା ନା ଆତ୍ମହତ୍ୟା...

Divyang youth in Dhenkanal
ଦିବ୍ୟାଙ୍ଗ ପୁଅ ବୋଲି ଚିନ୍ତାରେ ଥିଲେ ବାପା-ମାଆ, ଏବେ ସିଏ ଡାକ୍ତରୀ ପଢିଲେ

ପିଲାଟି ଦିନରୁ ସେ ଦିବ୍ୟାଙ୍ଗ । କିନ୍ତୁ ସେ ହାର ମାନିନଥିଲେ । ପାଠ ପଢା ନିଶା ଏମିତି ଥିଲା ଯେ ଘରେ ଅନଲାଇନ୍‌ରେ ପାଠ ପଢି ନିଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ । ଏବେ ବ୍ରହ୍ମପୁରରେ ପଢୁଛନ୍ତି ଡାକ୍ତରୀ...ଭବିଷ୍ୟତରେ ଦୃଦରୋଗ ବିଭାଗର ଡାକ୍ତର ହେବାକୁ ଦେଖୁଛନ୍ତି ସ୍ୱପ୍ନ...

Handloom weavers
‘ବଜାର ବ୍ୟବସ୍ଥା ସୁଧୁରିଲେ ଭଲ ଲାଭ ହେବ’

ବଜାର ସୁବିଧା ଭଲରେ ନାହିଁ । ଯଦି ବ୍ୟବସାୟ ପାଇଁ ସବୁ ସୁବିଧା କରାଯିବ ତାହାଲେ ଲାଭ ପାଇବେ ବୁଣାକାର ପରିବାର

IndiGo flight
ବିମାନରେ ଚାଲିଲାନି: ଝାଳ ପୋଛିବାକୁ ମିଳିଲା ଟିସୁ ପେପର

ଇଏ କଣ ? ଏସି ଚାଲିଲାନି, ବିମାନ ଉଡ଼ିଲା ? ଗରମରେ ହନ୍ତସନ୍ତ ହେଲେ ଯାତ୍ରୀ...ଶେଷରେ ଝାଳ ପୋଛିବାକୁ ଟିସୁ ଦେଲେ ବିମାନ କର୍ତ୍ତୃପକ୍ଷ

Errors in marriage certificates
ବିବାହ ପ୍ରମାଣପତ୍ରରେ ସାଂଘାତିକ ତ୍ରୁଟି; ପୁଣି ଥରେ କୋର୍ଟରେ ବାହାହେବେ ୧୫ ଦମ୍ପତି

କରୋନା ସମୟରେ ୮,୦୦୦ରୁ ଅଧିକ ବିବାହ ହୋଇଥିଲା । ବିବାହ ସମୟର ପ୍ରମାଣପତ୍ରରେ ବିବାହ ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ କିଛି ଅସଙ୍ଗତି ଦେଖିବାକୁ ମିଳିଛି ।

ISRO Recruitment 2023
ISROରେ ମିଳିବ ନିଯୁକ୍ତି ସୁଯୋଗ; ଆରମ୍ଭ ହୋଇସାରିଛି ଆବେଦନ ପ୍ରକ୍ରିୟା, ଜାଣନ୍ତୁ ଶେଷ ତାରିଖ

ଆଶାୟୀ ପ୍ରାର୍ଥୀମାନେ ୨୦୨୩ ଅଗଷ୍ଟ ୧ ତାରିଖରୁ ୨୦୨୩ ଅଗଷ୍ଟ ୨୧ ତାରିଖ ଯାଏଁ ଆବେଦନ କରିପାରିବେ ବୋଲି କୁହାଯାଇଛି । ଇଚ୍ଛୁକ ପ୍ରାର୍ଥୀମାନେ ଅନ୍‌ଲାଇନ୍‌ ଯୋଗେ ଅଫିସିଆଲ୍ ୱେବସାଇଟ୍‌ www.isro.gov.inରେ ଆବେଦନ କରିପାରିବେ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।