ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ- BMC ଆଲୋଚନା ଜାରି ରହିଛି । କ’ଣ ପାଇଁ ଶୋ’ ରୁମ୍ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରିନାହିଁ ।
ଭିଡିଓଟିରେ ଦେଖିବାକୁ ମିଳୁଛି ଦୋକାନୀ ଜଣକ ପରଟା ତିଆରି କରୁଛନ୍ତି । ତାୱାରେ ଏକ ବଡ଼ ପରଟା ତିଆରି କରିବା ସମୟରେ ଗୋଟିଏ ବଡ଼ ତେଲ ଟିଣରୁ ସିଧା ତେଲ ବାହାର କରି ପରଟା ଉପରେ ଢାଳୁଛନ୍ତି ।
SRC ତାଙ୍କ ସୂଚନାରେ ଆହୁରି କହିଛନ୍ତି ଯେ, ସମ୍ଭାବ୍ୟ ବନ୍ୟା ପାଇଁ ମହାନଦୀ ସିଷ୍ଟମର ୭ ଜିଲ୍ଲାରେ ପ୍ରସ୍ତୁତି ହୋଇଛି । ଏଥିଲାଗି ୨୩ ଓଡ୍ରାଫ୍, ୮ ଏନ୍ଡିଆର୍ଏଫ୍ ଓ ୬୨ଟି ଅଗ୍ନିଶମ ଟିମ୍ ମୁତୟନ କରାଯାଇଛି ।
କାନ୍ଥରେ ଦୁଇ ଚୋର ଚିତ୍ର ଆଙ୍କିବା ସହ ଡାଏଲଗ୍ ଲେଖିବା ସମୟରେ ସେଠାରେ ଲାଗିଥିବା ଏକ କାଚ ଖସିପଡ଼ିଥିଲା । ତଳେ ପଡ଼ି କାଚଟି ଭାଙ୍ଗିଯାଇଥିଲା । ଯାହାଦ୍ୱାରା ଘର ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା ।
ଲୁକ ଲିଣ୍ଟଜ ବର୍ତ୍ତମାନ ତାଙ୍କ ଦୁଇ ଭାଇ ଜୋର୍ଡାନ୍ ଏବଂ ଜ୍ୟାକସନଙ୍କ ସହ ସମ୍ପର୍କରେ ରହିଛନ୍ତି । କମ୍ପାନୀର କାମକୁ ନେଇ ସେ କେବଳ ତାଙ୍କ ସହ ଆଲୋଚନା କରନ୍ତି ।
ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସ୍ଥିତିକୁ ନେଇ ମା’ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି ।
ରାଧାଦେଇପୁର ପଞ୍ଚାୟତ ନୂଆପଡ଼ା ଗାଁର ୨ଜଣ ଯୁବକ ଫସିରହିଥିବା ଜଣାପଡ଼ିଛି । ଉଭୟ ଯୁବକ ନଦୀରେ ଏକ ମେଗା ପ୍ରୋଜେକ୍ଟର ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ ।
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହୋଇଛନ୍ତି ମା’ଙ୍କ ବିଗ୍ରହ । ଧୀରେ ଧୀରେ ବନ୍ୟା ପାଣି ବଢ଼ିବାରୁ ଏପରି ନିଷ୍କତ୍ତି ନିଆଯାଇଛି ।
କୁରୁମୁଣ୍ଡା ନାଳ ଉପରେ ପାଞ୍ଚ ଫୁଟ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ମନମୁଣ୍ଡା-ଶଗଡା ମଧ୍ୟରେ ଯୋଗାଯୋଗ ବି ଠପ୍ ହୋଇଛି । ବୌଦ୍ଧ ଜିଲ୍ଲାର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି । ସହରର ତଳିଆ ଅଞ୍ଚଳରେ ବର୍ଷା ପାଣି ଲୋକଙ୍କ ଘରେ ପଶି ଜୀବନ ଅସ୍ତବ୍ୟସ୍ତ...

ଜନ୍ମ ମାଟି ଓ ପରିବାର ଛାଡ଼ି ଦୂର ଜାଗାକୁ ଯିବାଠାରୁ ବଳି ଦୁଃଖ ନାହିଁ। ତଥାପି ପେଟ ପୋଷିବାକୁ, ପରିବାର ଚଳାଇବାକୁ ଘରଦ୍ବାର ଛାଡ଼ି ଦେଶ ବିଦେଶକୁ ଯିବାକୁ ପଡ଼େ। ସେଠାରେ ଯଦି କିଛି ଅଘଟଣ ଘଟେ, ବଢ଼ିଯାଏ ଦୁଃଖ ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ଡ୍ରେନ ଓ ରାସ୍ତା ଏକାକାର ହୋଇଯାଇଥିବାରୁ ମୁକୁଳା ଡ୍ରେନରେ ଗଳିପଡ଼ିଥିଲେ ସୁଜାତା । ଏଥର ବର୍ଷା ବିତ୍ପାତରେ ଖାଲି ଯେ ନୟାପଲ୍ଲୀରେ ଏଭଳି ଦୁର୍ଦ୍ଦଶା ଦେଖିବାକୁ ମିଳିଛି ତା’ନୁହେଁ ।
ଏବେଠୁ ସାତକୋଶିଆରେ ବାଘଙ୍କ ଖାଦ୍ୟ ପାଇଁ ହରିଣ, ସମ୍ବର, କୁଟୁରା ଆଦି ତୃଣଭୋଜି ପ୍ରାଣୀଙ୍କ ବଂଶବୃଦ୍ଧି ଉପରେ ପଦକ୍ଷେପ ନିଆଯାଉଛି । ପ୍ରାଥମିକ ଭାବେ ଅନୁଗୁଳସ୍ଥିତ ନାଲକୋ ଚିଡ଼ିଆଖାନାରୁ ୬୦ଟି ଚିତ୍ରା ହରିଣକୁ ରାଇଗୁଡ଼ା ଅଞ୍ଚଳରେ ଛାଡ଼ିବା ବ୍ୟବସ୍ଥା ହୋଇଛି ।

ସ୍ୱାଭାବିକ ମୃତ୍ୟୁ ପାଇଁ ୨ ଲକ୍ଷ ସହାୟତା ଘୋଷଣା । ନିର୍ବାଚନୀ ସ୍କିମ୍ କହି ତାଚ୍ଛଲ୍ୟ କଲେ ବିରୋଧୀ ।
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ପୋଲିସର ସୂଚନାନୁସାରେ ୨୧ ଲକ୍ଷ ଟଙ୍କାର ଟମାଟୋ ନେଇ ଆସୁଥିବା ଏକ ଟ୍ରକ୍ ନିଖୋଜ ହୋଇଯାଇଛି । ଯାହାର ପତ୍ତା ମିଳୁନାହିଁ । ଟ୍ରକ୍ଟି କର୍ଣ୍ଣାଟକର କୋଲାରରୁ ରାଜସ୍ଥାନର ଜୟପୁରକୁ ଯାଉଥିଲା