ବର୍ଷାଙ୍କୁ ଛାଡ଼ପତ୍ର ମାମଲାରେ ଚୂଡ଼ାନ୍ତ ଜେରା ଆରମ୍ଭ କରାଯାଇଛି । ପୂର୍ବରୁ ବର୍ଷାଙ୍କ ଜେରା ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ ।
ହଷ୍ଟେଲ ପକ୍ଷରୁ ମଧ୍ୟ ମେଲ୍ ଆସିଥିଲା । କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏପରି ଆଚରଣ ଗ୍ରହଣୀୟ ନୁହେଁ ବୋଲି କୁହାଯାଇଥିଲା ।
ନିର୍ମାଣାଧୀନ କଲଭର୍ଟ ଭୁଶୁଡ଼ିପଡ଼ିବା ଫଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି ।
ତେବେ ଆଜି ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂର ୧୧ଜଣିଆ ପ୍ରତିନିଧି ଦଳ ପୁଣି ଥରେ ବିଏମସି କମିଶନରଙ୍କୁ ଭେଟିବ ବୋଲି ସୂଚନା ମିଳିଛି । ସମସ୍ୟାର ସମାଧାନ ସହ ଲିଖିତ ପ୍ରତିଶ୍ରୁତି ମିଳିଲେ ମଙ୍ଗଳବାର ଠାରୁ ମାର୍କେଟ ବିଲ୍ଡିଂ ଖୋଲିବ ବୋଲି କୁହାଯାଇଛି ।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ସାଇଣ୍ଟିଫିକ୍ ତଦନ୍ତର ରିପୋର୍ଟ ଓ ମୃତକ ନାବାଳକ ସଂଜିତ ବିଶ୍ୱାଳଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି କହିଛନ୍ତି ଏସପି । ଟୁସର ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି ।
ଓଡ଼ିଶାରେ ବିଜୁ ଜନତା ଦଳ ଅଧିକ ଗୋଟିଏ ସିଟ ଜିତି ୧୩ଟି ଲୋକସଭା ସିଟ ହାତେଇବ । ଭାରତୀୟ ଜନତା ପାର୍ଟି ୮ ଆସନ ପାଇବାକୁ ଥିବା ବେଳେ ଅନ୍ୟ ଦଳ ବା ସ୍ୱାଧୀନ ପ୍ରାର୍ଥୀ ଜିତି ପାରିବେ ନାହିଁ ବୋଲି ସର୍ଭେ ଆଳକନ କରିଛି ।
ସୂଚନା ଅନୁସାରେ ଉପଭୋକ୍ତା ବା ୟୁଜର୍ସମାନେ ଗୁଗଲ ପ୍ଲେ-ଷ୍ଟୋରରେ ଟ୍ୱିଟରକୁ ଯଦି ସର୍ଚ୍ଚ କରନ୍ତି, ତେବେ ଟ୍ୱିଟର ମିଳିବ ନାହିଁ । ସେମାନେ ଟ୍ୱିଟର ବଦଳେରେ ‘X’କୁ ପାଇପାରିବେ ।
ରାସ୍ତା କାମରେ ଭୟଙ୍କର ଦୁର୍ନୀତି । ପିଇଓଙ୍କ ନାଁରେ ଆସିଥିଲା କାର୍ଯ୍ୟାଦେଶ...୩ ଲକ୍ଷ ୯୧ ହଜାର ବିଲ୍ ହେଲା କିନ୍ତୁ କାମ ହୋଇନଥିଲା । ଅଭିଯୋଗ ହେବା ପରେ ଏବେ ତରବରିଆ କାମ ଚାଲୁଛି
ପିଲାଙ୍କ ପାଇଁ ତିଆରି ହୋଇଥିଲା ନୂଆ ଅଙ୍ଗନବାଡି କେନ୍ଦ୍ର । ଠିକାଦାର ବିଲ୍ ଟଙ୍କା ପାଇଲେନି ବୋଲି ଘରୁ ଖୋଲୁନାହାନ୍ତି ତାଲା । ଏବେ ବି ବିପଦସଂକୁଳ ଘରେ ପାଠ ପଢୁଛନ୍ତି କୁନିକୁନି ପିଲା ।
ଏକତା ହିଁ ବଳ । ଗାଁକୁ ସବୁଦିନିଆ ପୋଲ କରିବାକୁ ବାରମ୍ବାର ଗୁହାରି କରିବା ପରେ ବି କେହି ଶୁଣିଲେନି । ବର୍ଷା ଦିନ ପୂର୍ବରୁ ମିଟିଂ ହେଲା...ଧାନ, ଚାଉଳ ସହ ଟଙ୍କା ଏକାଠି ହେଲା । କଂକ୍ରିଟ ପୋଲ ତିଆରି ପରେ ଏବେ ଘାଏଁ ଘାଏଁ ଗଡୁଛି...
ଗୁହାରି କରି କରି ଥକିଗଲେଣି ହେଲେ କେହି ଶୁଣିଲେନି । ନିଜର ବୋଇଲେ କିଛି ନାହିଁ...ସକାଳେ ବିଲରେ ଖଟିଲେ ରାତିରେ ଘରେ ଜଳିବ ଚୁଲି । ଏମିତି ସ୍ଥିତିରେ ସରକାରୀ ସାହାଯ୍ୟକୁ ଅପେକ୍ଷା କରିଛି ପୂରା ପରିବାର ।
ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କରିଥିଲା ଗୋପାଳ? ପଲିଗ୍ରାଫ୍ ଟେଷ୍ଟରେ ପଚରାଯାଇଥିଲା ୨୬ ପ୍ରଶ୍ନ...୧୩ ପ୍ରଶ୍ନର ଉତ୍ତର ହଁ ଦେଇଥିଲା ଆଉ ୧୩ର ଦେଇଥିଲା ନା ।
ଜଙ୍ଗଲରେ ଚାଲିଥିଲା ଚୋରା ମଦ ବେପାର । ଖବର ପାଇବା ପରେ ଚଢାଉ ପାଇଁ ଯାଇଥିଲା ପୂରା ଟିମ୍...ହେଲେ ହାତରେ ଥିଲା ଖାଲି ଲାଠି । କିନ୍ତୁ ଚୋରା ବେପାରୀ ପୂରା ପ୍ରସ୍ତୁତ ଥିଲେ, ମାରଣାସ୍ତ୍ର ସଜେଇ ରଖିଥିଲେ । ଅବକାରୀ ଟିମ୍ ପହଞ୍ଚିବା ମାତ୍ରେ ମୁଖା ପିନ୍ଧି...
ମଧ୍ୟାହ୍ନ ଭୋଜନ ଖାଇଲେ ପିଲାଙ୍କ ସ୍ୱାସ୍ଥ୍ୟ ବଢିବ ନା ମେଡିକାଲ ଯିବାକୁ ପଡ଼ିବ ? କୁନି କୁନି ପିଲାଙ୍କୁ ଦିଆଯାଉଥିବା ଭାତରେ ସାଲୁବାଲୁ ହେଉଛନ୍ତି ପୋକ, ଡାଲିରେ ଖାଲି ହଳଦୀ । ଆଉ ଅଣ୍ଡା ତରକାରୀ କଥା ପଚାରେ କିଏ ?
ମେକାନିକାଲ୍ ଇଞ୍ଜିନିୟର...ହେଲେ ନିଶା ଚୋରା ବେପାର । ଶୁଆଠୁ ଶାରୀ...ୟୁଟ୍ୟୁବ୍ରେ ବିଜ୍ଞାପନ ଦେଇ ଚଳାଇଥିଲେ ବଡ଼ ରାକେଟ୍ । ଛଦ୍ମ ବେଶରେ ଆସି ମାଡ଼ି ବସିଲା ବନବିଭାଗ । ଏବେ ଅନ୍ଧାର ଘରେ କଟିବ ଜୀବନ ।
ଦିନରେ ମଜୁରୀ ଖଟିଲେ ରାତିରେ ଚୁଲି ଜଳିବ । ମହିଳା ଓ ପୁରୁଷ ସମସ୍ତେ କାମ କରନ୍ତି...ଅତି ଗରିବ ଶ୍ରେଣୀର ଏମାନେ । ସରକାର ଗରିବଙ୍କ ଲାଗି କି କି ଯୋଜନା କରିଛନ୍ତି ଏମାନେ ଜାଣିନାହାନ୍ତି । ସ୍ୱାଧୀନତାର ୭୫ ବର୍ଷ ହେଲାଣି...ଏମାନଙ୍କୁ ମୌଳିକ ସୁବିଧା ମିଳିବ...
ଛାତ ପଡିବାର ୨ ମାସ ପରେ ଭୁଶୁଡ଼ି ପଡ଼ିଲା । ଲୋକେ କହୁଛନ୍ତି ଅତି ନିମ୍ନମାନର କାମ ହୋଇଛି । ହେଲେ ସରପଞ୍ଚ ମାନିବାକୁ ନାରାଜ । କହୁଛନ୍ତି, ଅଧ ରାତିରେ ହାତୀ ଆସିଲା, ଛାତ ଭାଙ୍ଗି ପଳେଇଗଲା
ଦୁଇଟି ଗାଡ଼ିରେ କେନ୍ଦ୍ରାପଡ଼ାରୁ କିଛି ଯୁବକ ଯୋଡ଼ା ମୂର୍ଗା ମହାଦେବଙ୍କ ନିକଟକୁ ଜଳଲାଗି ପାଇଁ ଯାଉଥିଲେ । ସେହି ସମୟରେ ଘଷିପୁରା ଥାନା ଅନ୍ତର୍ଗତ NH ୨୦ ହୋହିରା ନିକଟରେ ଗାଡ଼ି ଦୁର୍ଘଟଣା ହୋଇଥିଲା ।
ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।