ଦହିବରା ବ୍ୟବସାୟୀ ଶର୍ମା ଜୀ ଦୀର୍ଘ ଦିନ ଧରି ନିଜର ବ୍ୟବସାୟ କରିଆସୁଛନ୍ତି । ଶର୍ମା ଜୀଙ୍କ ଏହି ବ୍ୟବସାୟର ଯାତ୍ରା ଟିକେ ଅଲଗା । ପ୍ରଥମେ ଚାଟ୍ ଓ ପରେ ଦହିବରା ବିକ୍ରି ସେ କୋଟିପତି ହୋଇପାରିଛନ୍ତି ।
ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଦିଆଯିବ । ପରେ ଖଲ୍ଲିକୋଟ ସ୍ଥିତ ସୁଜ୍ଞାନ କୁମାରୀଙ୍କ ବାସଭବନରେ ମରଶରୀର ଶେଷ ଦର୍ଶନ ପାଇଁ ରଖାଯିବ ।
ଏପରି ଅଭାନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁରେ । ଉପରପଡ଼ା ଅଦାବରିଆ ପରିବାରରେ ଘରର ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଏହି ଅଘଟଣ ଘଟିଛି ।
ଯାତ୍ରୀ ଜଣକଙ୍କ ଏପରି ହରକତ ଯୋଗୁ ବିମାନଟିର ଚଳାଚଳରେ ବାଧାପ୍ରାପ୍ତ ହୋଇଥିଲା । ବିମାନଟିକୁ ପୁଣିଥରେ ଟର୍ମିନାଲକୁ ଫେରାଇ ଅଣାଯାଇଥିଲା ।
ଚଳିତ ଫେବ୍ରୁୟାରୀରୁ ଏହା ଲାଗୁ ହେବ । ଫେବୃୟାରୀ ୨୦ରୁ ୨୫ ମଧ୍ୟରେ ବର୍ଦ୍ଧିତ ପେନସନ ମିଳିବ । ଏଥିପାଇଁ ଖର୍ଚ୍ଚ ହେବ ୩ ହଜାର ୬୮୩ କୋଟି ଟଙ୍କା ।
ଯଦି ଆପଣ ଆପଣଙ୍କ ସାଲାରୀ ଆକାଉଣ୍ଟ ଆଉ ପ୍ରତ୍ୟେକ ଦିନର କାରବାର ପାଇଁ ଗୋଟିଏ ଆକାଉଣ୍ଟ କରିଛନ୍ତି । ତେବେ ଆପଣ ଏହାକୁ ଅଲଗା କରନ୍ତୁ ।
ବାହାଘର ପାଇଁ ୯ମ ଶ୍ରେଣୀର ୧୫ ବର୍ଷୀୟ ଝିଅ ରାଜି ନହେବାରୁ ଜଣେ ବନ୍ଧୁଙ୍କ ସହ ମିଶି ଯମୁନା ନଦୀକୁ ବାପା ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି । ଝିଅଟି ନଦୀରେ ପଡ଼ି ଚିତ୍କାର କରୁଥିଲା ।
ପୁଇଁତଲା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି । କୋର୍ଟଚାଲାଣବେଳେ ହତ୍ୟାକାଣ୍ଡ ସଂପର୍କରେ ଅଭିଯୁକ୍ତ ମା’ ମୀନା ନାଗ ଚଞ୍ଚଲ୍ୟକର ବୟାନ ଦେଇ ନିଜ ଅପରାଧକୁ ସ୍ୱୀକାର କରିଛି ।
EPFOର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣ ସଂସ୍ଥା ସେଣ୍ଟ୍ରାଲ ବୋର୍ଡ ଅଫ ଟ୍ରଷ୍ଟି ଏହି ନିଷ୍ପତ୍ତି ନେଇଛନ୍ତି । ୨୦୨୧-୨୨ରେ ସୁଧହାର ୮.୧ ପ୍ରତିଶତ ଥିବା ବେଳେ ୨୦୨୨-୨୩ରେ ୮.୧୫ ପ୍ରତିଶତ ଓ ୨୦୨୩-୨୪ରେ ଏହାକୁ ବୃଦ୍ଧି କରି ୮.୨୫ ପ୍ରତିଶତ କରାଯାଇଛି ।
୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଓଡ଼ିଶା ସମେତ ଦେଶର ୨୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।
ପ୍ରଥମେ ଲୋକମାନେ ଅଫିସ୍ ଘେରାଉ କରିବା ପରେ ସାଙ୍ଗରେ ଚିକିତ୍ସା ପାଇଁ ଆଣିଥିବା ଗୃହପାଳିତ ପଶୁଙ୍କୁ ସେଠି ବାନ୍ଧିଛନ୍ତି । ପ୍ରାଣୀ ଚିକିତ୍ସକ ୪ ଦଫା ଦାବିରେ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ପ୍ରାଣୀ ଚିକିତ୍ସା ଏକ ପ୍ରକାର ଠପ୍ ହୋଇପଡ଼ିଛି ।
ଯୌତୁକ ପାଇଁ ଶାଶୁ ଓ ନଣନ୍ଦଙ୍କ ମାଡ଼ରେ ବୋହୂର ହାତ ଭାଙ୍ଗିଲା । ଏମିତିକି ଜୀବନରୁ ମାରିଦେବାକୁ ମଧ୍ୟ ଉଦ୍ୟମ ହେଲା । ଏପରି ଏକ ଅଭିଯୋଗ ଆସିଛି ସୋର ଥାନା ପୋଡାଡିହା ଗାଁରୁ ।
ଆପଣ ଜାଣନ୍ତିକି... ଆପଣଙ୍କ ବାଇକ୍ କପରି ଭଲ ମାଇଲେଜ୍ ଦେବ ? ଆଉ ବାଇକ୍ର ଟାୟାର ପ୍ରେସର ସପ୍ତାହକୁ ଥରେ ଯାଞ୍ଚ କରିବା ଦ୍ୱାରା ଆପଣଙ୍କୁ କେଉଁ ସବୁ ଲାଭ ମିଳିବ ।
କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ସୋସିଆଲ ମିଡିଆ ‘X’ରେ ପୋଷ୍ଟ କରି କ୍ୟାପସନରେ ଲେଖିଛନ୍ତି, ହୁକା ଧୂମପାନ ସ୍ୱାସ୍ଥ୍ୟ ପ୍ରତି ହାନୀକାରକ । ଏହି ବିପଦକୁ ଦୃଷ୍ଟିରେ ରଖି ଆମେ ସାରା ରାଜ୍ୟରେ ହୁକା ଧୂମପାନ ଉପରେ ନିଷେଧାଦେଶ ଜାରି କରିଛୁ ।
ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି ।
ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ସ୍ୱାଭାବିକ ଠାରୁ ୨ ରୁ ୫ ଡିଗ୍ରୀ ବଢ଼ିଥିବା ବେଳେ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୭ ଡିଗ୍ରୀ ଅଧିକ ରେକର୍ଡ ହୋଇଛି ।
ସୁନ୍ଦରଗଡ଼ ରାଇକେଲାରେ ବଡ ଧରଣର ଲୁଟ୍ ହୋଇଛି । ଲୁଟେରାମାନେ ମାରଣାସ୍ତ୍ର ଦେଖାଇ ଏକ ପରିବହନ ସଂସ୍ଥାରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି ।
ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାୱଲ ଭୁଟ୍ଟୋ ଜର୍ଦାରୀ ଏବଂ ତେହରକ୍ ଇ ଇନସାଫର ପ୍ରାର୍ଥୀ ଇମ୍ରାନ ଖାନ୍ କେବଳ ନାମକୁ ମାତ୍ର ନିର୍ବାଚନ ଲଢ଼ୁଛନ୍ତି ।
୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ । ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ ।
ଏଥର ବଜେଟରେ ସରକାର କିଛି ଘୋଷଣା କରିପାରନ୍ତି । ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବା ବେଳେ ବଜେଟ୍ ଆଗତ ହେବାକୁ ଯାଉଛି ।