ରାଷ୍ଟ୍ରପତିଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସାଧାରଣତଃ LICକୁ ଲୋକମାନେ ସୁରକ୍ଷା ତଥା ସଂଚୟର ପ୍ରମୁଖ ମାଧ୍ୟମ ଭାବେ ବାଛିଥା’ନ୍ତି । ଅନ୍ୟ କୌଣସି ଯୋଜନାରେ ବିନିଯୋଗ କରିବା ପରିବର୍ତ୍ତେ, LICକୁ ଅଧିକ ବାଛିଥା’ନ୍ତି ଲୋକମାନେ ।
୪ ଫୁଟ ଲମ୍ବର ଅଜଗର ୧୩ ମହଲା ଟାୱାର ଉପରେ ଚଢ଼ିଯାଇଥିବା ଦେଖିବାକୁ ମିଳିଛି । ଏହାକୁ ସ୍ଥାନୀୟ ଲୋକ ଦେଖିବା ପରେ ସୁରକ୍ଷିତ ଭାବେ ସାପଟିକୁ ଉଦ୍ଧାର କରାଯାଇଛି ।
ଭୁବନେଶ୍ୱରର ଏକ ସୋ’ ରୁମରୁ ୬ ଖଣ୍ଡ ଶାଢ଼ି ଓ ୬ ଖଣ୍ଡ ସୁଟ୍ ପିସ୍ କିଣିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରେସିଡେଣ୍ଟଙ୍କ ଅଫିସରୁ ଫୋନ୍ ପାଇ ମଙ୍ଗଳବାର ରାତିରେ ସୋ’ ରୁମ୍ ମ୍ୟାନେଜର ଓ ଆଉ ଜଣେ କର୍ମକର୍ତ୍ତା ରାଜଭବନରେ ପହଞ୍ଚିଥିଲେ ।
ଜଣେ ମହିଳା କର୍ମଚାରୀ ମା’ ହେବା ପରେ ଅନେକ ହଇରାଣ ହେବାକୁ ପଡ଼ିଥାଏ । ତେଣୁ ଏସବୁ ଦିଗକୁ ଦୃଷ୍ଟିରେ ରଖି ବର୍ତ୍ତମାନ କର୍ମଜୀବୀ ମହିଳାଙ୍କ ପାଇଁ ଖୁସି ଖବର ନେଇ ଆସିଛନ୍ତି ସିକ୍କିମ୍ ସରକାର ।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୫୬ ଟି ୫ଜି ବିଟିଏସ ସ୍ଥାପନ ହୋଇଥିବା ବେଳେ ଏଥିରେ ଜିଓର ୧୧୨୪ ଏବଂ ଏୟାରଟେଲର ୨୩୨ଟି ୫ଜି ବିଟିଏସ ରହିଛି ।
ମାଟ୍ରିକ୍ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ ବୋଲି କୁହାଯାଇଛି । ଅନ୍ୟପଟେ ମାଟ୍ରିକ୍ ଖାତା ଦେଖା ତାରିଖ ମଧ୍ୟ ଘୋଷଣା କରିଛି ବୋର୍ଡ ।
ଓଏସଏସସି ନିଜେ ପ୍ରଶ୍ନପତ୍ର ପ୍ରସ୍ତୁତି ଏବଂ ପରୀକ୍ଷା ପରିଚାଳନା କରୁଥିବା ବେଳେ କେମିତି ଦଲାଲ ପାଖକୁ ପ୍ରଶ୍ନପତ୍ର ଗଲା, ତାର ଉତ୍ତର ବି ପୋଲିସ ପାଖରେ ନାହିଁ ।
ଆସନ୍ତା ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ସୂଚନା ଦେଇଥିଲେ। ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ।
ରାଷ୍ଟ୍ରପତିଙ୍କ ସରଳ ଜୀବନକୁ ନେଇ ଚର୍ଚ୍ଚା । ମାଡାମ ପ୍ରେସିଡେଣ୍ଟରୁ ପିପୁଲ୍ସ ପ୍ରେସିଡେଣ୍ଟ । ରାଷ୍ଟ୍ରପତି ଭାବେ ସଫଳତାର ବର୍ଷେ କାର୍ଯ୍ୟକାଳ ପୂରଣ କଲେ ଦ୍ରୌପଦୀ ମୁର୍ମୁ ।
୧୯୯୯ ଜୁନ ମାସର କଥା । ବିବାହର ମାତ୍ର ୬ ଦିନ ଯାଇନି କାଶ୍ମୀରରୁ ଆସିଥିଲା କର୍ତ୍ତବ୍ୟର ଡାକରା । ନବବଧୂକୁ ଘରେ ଛାଡ଼ି ରଣଭୂଇଁରେ ଝାସ ଦେଇଥିଲେ ଶ୍ରୀନିବାସ ।
ରାଜ୍ୟ ସରକାରଙ୍କୁ କାଠଗଡ଼ାକୁ ଟାଣିଛନ୍ତି ବିରୋଧୀ । ଟଙ୍କା ଦିଅ, ଚାକିରି ନିଅ ସ୍କିମରେ ନିର୍ବାଚନୀ ପାଣ୍ଠି ଯୋଗାଡ଼ କହିଲେ ବିରୋଧୀ ।
ସ୍ଥିତି ଉଦବେଗଜନକ ହେବା ପରେ ସରକାରୀ ଗାଇଡଲାଇନ୍ । ସଚେତନତା ପାଇଁ ସ୍କୁଲ ଓ ହଷ୍ଟେଲ ଯିବ ସ୍ୱାସ୍ଥ୍ୟ ଟିମ୍ ।
ନବୀନ ଓଡ଼ିଶା ସ୍କିମକୁ ନେଇ ଗାଁ ଗାଁରେ ଝମେଲା । ସରପଞ୍ଚରୁ ବିଧାୟକ ଯାଏଁ ଦେଉଛନ୍ତି ଭିନ୍ନ ଭିନ୍ନ ପ୍ରକଳ୍ପ ତାଲିକା ।
ଅଭାବୀ ଓ ମେଧାବୀ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଯୋଗାଉଛି ଆର୍ଥିକ ସହାୟତା । ବର୍ଷକ ତଳେ ଆରମ୍ଭ ହୋଇଥିଲା ‘ଅତୁଟ ବନ୍ଧନ’ ପରିବାର ।
ଯୌତୁକ ଜୁଇରେ ଜଳିବା ପରଠୁ, ଗତ ଅକ୍ଟୋବର ୨୮ରୁ କଟକ ଏସସିବି ମେଡିକାଲ ପ୍ଲାଷ୍ଟିକ ସର୍ଜରି ୱାର୍ଡରେ ଦରପୋଡ଼ା ଦେହ ସହ ରଶ୍ମିତା ଜିଉଁଛନ୍ତି ଏମିତି ଯନ୍ତ୍ରଣା ଜର୍ଜରିତ ଜୀବନ ।
୧୯୯୯ ଜୁନ ମାସର କଥା । ବିବାହର ମାତ୍ର ୬ ଦିନ ଯାଇନି କାଶ୍ମୀରରୁ ଆସିଥିଲା କର୍ତ୍ତବ୍ୟର ଡାକରା । ନବବଧୂକୁ ଘରେ ଛାଡ଼ି ରଣଭୂଇଁରେ ଝାସ ଦେଇଥିଲେ ଶ୍ରୀନିବାସ ।
ଯୌତୁକ ଜୁଇରେ ଜଳିବା ପରଠୁ, ଗତ ଅକ୍ଟୋବର ୨୮ରୁ କଟକ ଏସସିବି ମେଡିକାଲ ପ୍ଲାଷ୍ଟିକ ସର୍ଜରି ୱାର୍ଡରେ ଦରପୋଡ଼ା ଦେହ ସହ ରଶ୍ମିତା ଜିଉଁଛନ୍ତି ଏମିତି ଯନ୍ତ୍ରଣା ଜର୍ଜରିତ ଜୀବନ ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି । ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଅଙ୍ଗନବାଡ଼ିରେ ଚାକିରି କରିବାକୁ ଇଚ୍ଛୁକ ଥିବା ଆଶାୟୀମାନେ ଏବେଠୁ ଆବେଦନ କରିପାରିବେ । ଏଥିପାଇଁ ଜୁଲାଇ ୧ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ।