ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଜାଣନ୍ତୁ ଆଜିର ଦିନରେ ଆପଣଙ୍କ ପାଇଁ କେଉଁ ସମୟ ଶୁଭ ରହିଛି ।
ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଓଡିଶା ଅଗ୍ନିଶମ ସେବା ବିଭାଗର ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ପାକିସ୍ତାନ ଗଣମାଧ୍ୟମ ସୂଚନା ଅନୁସାରେ ମୁକର୍ମ ପ୍ଲମ୍ବର ଭାବରେ କାମ କରନ୍ତି । ତାଙ୍କୁ ବିବାହ କରିବାକୁ କାନାଡର ଜଣେ ଯୁବତୀ ପାକିସ୍ତାନ ଯାଇଛନ୍ତି ।
ରାଜସ୍ଥାନ ସରକାରଙ୍କ ପକ୍ଷରୁ ପାସ୍ କରାଯାଇଥିବା ଏହି ବିଲ୍ରେ ମୃତଦେହ ରଖି ଧାରଣା ଦେବାକୁ ବାରଣ କରାଯାଇଛି । ଏଥିରେ ଆହୁରି କୁହାଯାଇଛି କି, ଯେଉଁ ବ୍ୟକ୍ତିମାନେ କୌଣସି ଦାବି ପାଇଁ ମୃତଦେହ ରଖି ଧାରଣା ବା ବିକ୍ଷୋଭ ପ୍ରଦର୍ଶନ କରିବେ ସେମାନଙ୍କୁ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିପାରେ...
ଦୈନନ୍ଦିନ ରୁଟିନ୍ରେ ରହିଛି ଜିମ୍ । ଏଥି ସହ ଡାଏଟ୍ ମଧ୍ୟ କରନ୍ତି ସେ । ବର୍ତ୍ତମାନ ଫିଟନେସ୍ ଉତ୍ସାହୀମାନଙ୍କ ପାଇଁ ପ୍ରକୃତ ପ୍ରେରଣା ପାଲଟିଛନ୍ତି ଅରିଙ୍ଗଟନ୍ ।
ଅଗ୍ନିଶମ ବାହିନୀ ଦ୍ୱାରା ଯୋବ୍ରା ବ୍ୟାରେଜରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି ।
ଭଉଣୀକୁ ଧାରୁଆ ଅସ୍ତ୍ରରେ ହତ୍ୟା କରିବା ପରେ ଥାନାରେ କଟାମୁଣ୍ଡ ଧରି ପହଞ୍ଚିଛି ଭାଇ । ୨୨ ବର୍ଷିୟ ଭାଇ ରିୟାଜ ୧୮ ବର୍ଷିୟ ଭଉଣୀ ଆଶିଫାକୁ ହତ୍ୟା କରିଛି । ଉଭୟଙ୍କ ମଧ୍ୟରେ କଛି କଥାକୁ ନେଇ ବଚସା ହେବା ପରେ ଏହି ହତ୍ୟାକାଣ୍ଡ ଘଟିଛି ।...
କମ୍ପାନୀ ପକ୍ଷରୁ Bullet 350କୁ ସଂପୂର୍ଣ୍ଣ ନୂଆ ଶୈଳୀରେ ବଜାରକୁ ଛଡ଼ାଯିବ ବୋଲି କୁହାଯାଇଛି । କମ୍ପାନୀ ଏହି ବୁଲେଟ୍କୁ ନେଇ ଏକ ଟିଜର ମଧ୍ୟ ପ୍ରକାଶ କରିଛି ।
ଜଣେ ସାଧାରଣ ଝିଅ ନୁହେଁ, ବରଂ ଜଣେ ଅଭିନେତ୍ରୀଙ୍କ ସହ ଏପରି ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି । ଯେଉଁଠି ତାଙ୍କ ସହ ଜଣେ ଯୁବକ ମିଠା ମିଠା କଥା କହି ବନ୍ଧୁତା ସ୍ଥାପନ କରି ତାଙ୍କୁ ଦୁଷ୍କର୍ମ କରିଛନ୍ତି ।
ମାଆ ଗାଳିଦେଲା ବୋଲି ଘରୁ କୁଆଡେ ପଳାଇଛି କୁନି ଝିଅ । ଖୋଜି ଖୋଜି ପାଗଳ ହେଲାଣି ବାପା...ଆଧାର, ଫଟୋ ଧରି ବୁଲୁଛି । ଯାହାକୁ ଦେଖୁଛି ତା’କୁ କହୁଛି ମୋ ଝିଅକୁ ଟିକେ ଖୋଜି ଦିଅ ।
ଏମାନେ ସମସ୍ତେ ମଜୁରୀ ଖଟିଲେ ପରିବାର ଚଳେ । ନଖଟିଲେ ଉପବାସରେ ଦିନ କଟେ । କାମ ଖୋଜିବାକୁ ସକାଳ ହେଲେ ଏଇ ଛକରେ ଆସି ଜାମ୍ କରନ୍ତି..କିନ୍ତୁ ବସିବାକୁ ଜାଗା ନାହିଁ କି ବ୍ୟବସ୍ଥା କିଛି ହୋଇନି ।
ବିଚିତ୍ର ଶିକ୍ଷା ବ୍ୟବସ୍ଥା । ୮ଟି ଶ୍ରେଣୀକୁ ମାତ୍ର ୨ ଜଣ ଶିକ୍ଷକ...ପୁଣି ଦୁଇଟି କ୍ଲାସ୍ରେ ବସି ପଢୁଛନ୍ତି ପୂରା ଶ୍ରେଣୀର ପିଲା । ପାଠ ପଢା ହେଉନଥିବାରୁ ବୋଲବମ୍ ଗଲେ ବି ପିଲାଏ କରୁଛନ୍ତି ଡ୍ୟାନ୍ସ ।
ଦିନେ ରାସ୍ତା କଡରେ ଭୋକଉପାସରେ ପଡିଥିଲା ବୁଢୀ ମାଆ । ଖାଇବାକୁ ମାଗୁଥିଲା, ଭୋଭୋ କାନ୍ଦୁଥିଲା । ଓଟିଭିରେ ଖବର ବାଜିବା ପରେ ଚେତିଲେ ପୁଅ-ବୋହୂ । ରାସ୍ତାରୁ ବୁଢୀ ମାଆକୁ ଘରକୁ ନେଲେ, ସେବା ଯତ୍ନ କରିବାର ପ୍ରତିଶ୍ରୁତି ଦେଲେ ।
କେବଳ ଦୁଇଟି ଏସକେପ୍ ପାଇଁ ବୁଡୁଛି ଭଦ୍ରକ । ଟିକିଏ ବଢି ଆସିଲେ ଘରେ ଘରେ ପଶୁଛି ପାଣି...ଖେଳୁଛି ସାପ । ବର୍ଷବର୍ଷ ଧରି ଦାବି କରିବା ପରେ ପ୍ରଶାସନ ସାଜିଛି ନିଦାବିଷ୍ଣୁ...ଲୋକେ କହୁଛନ୍ତି ଯାଜପୁରର ଉନ୍ନତି ହେଉଛି ହେଲେ ଆମର କିଛି ହେଉନି
ଭୟଙ୍କର ଭାବରେ ମାତିଲେଣି ଚନ୍ଦନ ତସ୍କର । ବନସମିତି ଜଗିବା ପରେ ବି ଖାଲି କରିଦେଉଛନ୍ତି ଜଙ୍ଗଲ । ପ୍ରଶାସନ କହୁଛି କେବଳ ପାଟ୍ରୋଲିଂ ବଢିଯିବ, ଏପଟେ ଖାଲି ହେଉଛି ଜଙ୍ଗଲ
ଥରେ କି ଦୁଇଥର ନୁହେଁ ୬ ମାସ ହେଲାଣି ଠକୁଥିଲେ । ଲୋକେ ଚାଉଳ ମାଗୁଥିଲେ ଆସିନି ବୋଲି କହୁଥିଲେ..ବାରମ୍ବାର ଅଭିଯୋଗ ପରେ ଏବେ ଧରାପଡିଲେ ଠକ ଡିଲର ମନୋରଂଜନ । କାର୍ଯ୍ୟାନୁଷ୍ଠାନ ନେଲା ପ୍ରଶାସନ
ସୌର କର୍କଟ ମାସ ଶ୍ରାବଣ (ମଳ) ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଦିବା ୧୦.୫୫ ଗତେ ସିଂହ । ତିଥି- ୩ୟା ପ୍ରାତଃ ୦୬.୫୮ ଗତେ ୪ର୍ଥୀ ।
ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ ।
୨ ବିଲିୟନରୁ ଅଧିକ ଉପଭୋକ୍ତା ୟୁଟ୍ୟୁବ୍ ଯୋଗୁଁ ଭଲ ରୋଜଗାର ପାଇଛନ୍ତି । ୟୁଜର୍ସମାନେ ସେମାନଙ୍କର ପ୍ରତିଭା ଏବଂ ପାରଦର୍ଶିତା ପ୍ରଦର୍ଶନ ପାଇଁ ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି ।
କମ୍ପ୍ୟୁଟର ହେଉ କି ଲାପ୍ଟପ୍ ସହ ପ୍ରିଣ୍ଟର କେବୁଲ୍ ଲଗାଇ ଡକ୍ୟୁମେଣ୍ଟର ପ୍ରିଣ୍ଟ କରିବାର ସମୟ ଶେଷ ହୋଇଛି । କାରଣ ଆହୁରି ଟେକ୍ନୋଲଜି ଆଗକୁ ବଢ଼ିଛି । ଏବେ ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ଇନ୍-ବିଲ୍ଟ ପ୍ରିଣ୍ଟିଙ୍ଗ୍ ସେବା ସହିତ ଆସୁଛି ।