୨୬ ବର୍ଷୀୟ ଯୁବକ ଅଜୟ ମହତୋ ତାଙ୍କ ଦାନ୍ତ ରୋଗରୁ ମୁକ୍ତି ପାଇବା ପାଇଁ ୟୁଟ୍ୟୁବ୍ ଦେଖି କନିଅର ମଞ୍ଜି ଖାଇଦେଇଥିଲେ । ଫଳରେ ମାତ୍ର କିଛି ସମୟ ମଧ୍ୟରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ।
ଆମେରିକାର ଏହି ଘୋଷଣା ପରେ ପୁଟିନ୍ ଚିନ୍ତାରେ ପଡ଼ିଛନ୍ତି । ସେପଟେ ଖାଲି ରୁଷିଆ ନୁହେଁ ଜର୍ମାନୀ, ଇଂଲଣ୍ଡ, ସ୍ପେନ୍ ଏବଂ ଇଟାଲୀ ମଧ୍ୟ ଚିନ୍ତିତ ରହିଛନ୍ତି । ନାଟୋ ସଦସ୍ୟମାନେ କ୍ଲଷ୍ଟର ବୋମା ବ୍ୟବହାରକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ।
ମୁଁ ଓ ମୋ ଭାଇ ସର୍ବଦା କଂଗ୍ରେସକୁ ସୁଦୃଢ଼ କରିବା ପାଇଁ କାମ କରିଛୁ । କଂଗ୍ରେସ ବିରୋଧରେ କୌଣସି କାମ କରିନି ।’ କଂଗ୍ରେସକୁ ସୁଦୃଢ଼ କରିବାକୁ ଭୁବନେଶ୍ୱରରେ ଏକ ମିଟିଂ କରାଇଥିଲୁ ବୋଲି କହିଛନ୍ତି ଚିରଞ୍ଜୀବ ।
ମାଈ ହାତୀ କିମ୍ବା ଦନ୍ତା ହାତୀ ଦେହରେ ରେଡିଓ କଲାର ଲାଗିବ । ଫଳରେ ହାତୀର ଚଳ ପ୍ରଚଳ ନେଇ ରିଅଲ ଟାଇମ ତଥ୍ୟ ହାସଲ ହୋଇପାରିବ । ଯଦି ସେମାନେ ନିଜ କରିଡ଼ରରୁ ବାହାରକୁ ଯାଉଛନ୍ତି, ସେମାନଙ୍କୁ ଟ୍ରାକ କରି ବାଟକୁ ଅଣାଯିବ ଓ ହାତୀଙ୍କ ଗତିବିଧି...
ଏହି ଯୋଜନା ଅଧୀନରେ ଲୋକଙ୍କୁ ୩୦ ହଜାର ଟଙ୍କା ମିଳୁଛି । ଯୋଜନାର ନିୟମ ଅନୁସାରେ ଏହି ଟଙ୍କା କେବଳ, ଯେଉଁ ପରିବାରର ମୁଖ୍ୟଙ୍କ ମୃତ୍ୟୁ ହୋଇଥାଏ ତାଙ୍କୁ ମିଳିବ ବୋଲି କୁହାଯାଇଛି ।ଏହି ଯୋଜନାର ଲାଭ ଉତ୍ତରପ୍ରଦେଶ ବାସିନ୍ଦାଙ୍କୁ ମିଳିବ ବୋଲି କୁହାଯାଇଛି ।
ଯୁବକଙ୍କ ଫଟୋ ବାବଦକୁ ୧୦ ଲକ୍ଷ ଟଙ୍କା ଦେବାକୁ ଦାବି କରଥିଲେ ଯୁବତୀ । ହେଲେ ଯୁବକ ଟଙ୍କା ଦେଇ ନପାରିବାରୁ ଫେସ୍ବୁକ୍ରେ ଏକ ଫେକ୍ ଆକାଉଣ୍ଟ ଖୋଲି ଫଟୋ ଭାଇରାଲ କରିଦେଇଥିଲେ ଯୁବତୀ ।
ଯୁବତୀ ବାଇକ୍ ଷ୍ଟଣ୍ଟ କରିବା ସମୟରେ ନିଜ ଜୀବନ ପ୍ରତି ନା ମନରେ ଭୟ ରହିଛି ନା କୌଣସି ଲୋକଙ୍କ ଜୀବନ ଯିବା ପ୍ରତି ଖାତିର ଅଛି । ଫୁଲ୍ ଆକ୍ସନ ଓ ଷ୍ଟାଇଲିସ୍ରେ ଯୁବତୀ ଜଣକ ଭିଡିଓରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳୁଛି ।
ବର୍ଷା ଛାଡ଼ିଯିବା ପରେ କାଲିର ପାଣି ଆଜିକୁ ନାହିଁ। ହେଲେ କାଲିର ଜୀବନ ଆଜି କି ନାହିଁ। କାହିଁକିନା, କାଲିର ଅଳ୍ପ ସମୟ ବର୍ଷାରେ ରାସ୍ତାକୁ ଉଚ୍ଛୁଳିଥିବା ଏ ମୁକୁଳା ଡ୍ରେନରେ ପଡ଼ି ଯାଇଛି ଜଣେ 21 ବର୍ଷିୀୟ ଯୁବକର ଜୀବନ।
ବିଜେଡିର ମିଶନ୍ ପଶ୍ଚିମ ପାଇଁ ସ୍ବତନ୍ତ୍ର ଷ୍ଟ୍ରାଟେଜି। ହେଲେ ବାଧକ ସାଜିଛି ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ। ପଶ୍ଚିମରେ ଭୋଟ୍ ଟାଣିବାକୁ ପ୍ୟାକେଜ୍ ପରେ ପ୍ୟାକେଜ୍ ଘୋଷଣା। ୨୦୧୯ ଲୋକସଭା ନିର୍ବାଚନରେ ପଶ୍ଚିମ ଓଡ଼ିଶାରେ ବିଜେପିକୁ ମିଳିଥିଲା ଆଶାତିତ ସଫଳତା।
କେନ୍ଦ୍ରାପଡ଼ା ଜିଲାର ମୁକୁନ୍ଦପୁର ଗାଁରୁ ଇସ୍ରୋ ପର୍ଯ୍ୟନ୍ତ ପହଞ୍ଚି ସେଠି ଚନ୍ଦ୍ରୟାନ-୩ ମିଶନରେ ସାମିଲ ହେବା ଛୋଟିଆ ସଫଳତା ନୁହେଁ । ଶୁଭାଶିଷଙ୍କ ବାପା ବଡ଼ବାପା ଚାନ୍ଦୋଳ ବଜାରରେ ରାସନ ଦୋକାନ କରି ପରିବାର ଚଳାଉଥିବା ବେଳେ ସେ ସ୍ଥାନୀୟ ବନମାଳୀ ବ୍ରହ୍ମଚାରୀ ମଡେଲ ହାଇସ୍କୁଲରୁ ମାଟ୍ରିକ୍ ପାସ୍...
ତଥ୍ୟ କହୁଛି ଚାଉଳ ଦର ୧୧ ବର୍ଷର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସେମିତି ୧୦୦ରୁ ୧୧୦ ଟଙ୍କାରେ ମିଳୁଥିବା ହରଡ଼ ଡାଲି ଏବେ ଦେଢ଼ ଶହ ପାର୍। ମୁଗ, ବୁଟ ଓ ବିରି ଡାଲି, ଏସବୁ ଯେମିତି ହରଡ଼ ଡାଲି ପିଛା ଧରିଛନ୍ତି।
ADR ବିଶ୍ଳେଷଣ କରିଥିବା ଶାସକ ବିଜେଡିର ୧୧୩ ଜଣ ବିଧାୟକଙ୍କ ମଧ୍ୟରୁ ୪୫ ଜଣଙ୍କ ନାମରେ ଅପରାଧିକ ମାମଲା ଥିବା ବେଳେ ୩୨ ଜଣଙ୍କ ନାଁରେ ଅଛି ଗୁରୁତର ଅପରାଧ ମାମଲା।
ନିଲମ୍ବନ ପରେ ମୋକିମ୍ ଓ ଚିରଞ୍ଜୀବଙ୍କ ଗତି କୁଆଡେ ? ଦୁହେଁ ବିଜେଡି ଆଡକୁ ଢଳୁଛନ୍ତି କି ? ଦଳ ଉପରେ ଏହାର କି ପ୍ରଭାବ ପଡିବ ? ଏହାକୁ ନେଇ ରାଜ୍ୟ କଂଗ୍ରେସରେ ଏବେ ଜୋରଦାର ଚର୍ଚ୍ଚା ।
କାଠ ଚୁଲା, ଲୁହା କଡେଇ ଆଉ ଜେଜେମାଆ ହାତର ରନ୍ଧା । ଶିଳ ବଟା ମସଲାରେ ପୂରା ଦେଶୀ ଷ୍ଟାଇଲ ଛୁଙ୍କ । ଆଜିକା ପିଜା-ବର୍ଗର ଯୁଗରେ ଏସବୁର କମ୍ବିନେସନର ନିହାତି ବିରଳ । ଯାଜପୁର ଦାନଗଦି ବ୍ଲକ ଦେଉଳକଣ ଗାଁର କୋକିଳା ନାୟକ ।

ପାଣିଭାର ପାଇଁ ଦୁଇ ଜଣ କାଉଡ଼ିଆ ବୁଡ଼ମାରିବା ବେଳେ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକ ଏହା ଦେଖିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।
ଯମୁନା ବନ୍ୟା ଯନ୍ତ୍ରଣାରୁ ଏବେବି ମୁକୁଳି ପାରିନି ଦିଲ୍ଲୀ । ନଦୀ ଜଳସ୍ତର ଖସିଥିଲେ ବି ଦୁର୍ଦ୍ଦଶା ହଟିନି । ଦିଲ୍ଲୀର ଯେଉଁଆଡେ ଅନାଇଲେ ଜଳାର୍ଣ୍ଣବ ସ୍ଥିତି । ଗତକାଲି ସନ୍ଧ୍ୟାରେ ପ୍ରାୟ ୩ ଘଣ୍ଟା ଧରି ମୂଷଳଧାରାରେ ବର୍ଷା ହେବାରୁ ସ୍ଥିତି ଆହୁରି ବିଗିଡିଛି ।
କେନ୍ଦ୍ରାପଡ଼ା ଜିଲାର ମୁକୁନ୍ଦପୁର ଗାଁରୁ ଇସ୍ରୋ ପର୍ଯ୍ୟନ୍ତ ପହଞ୍ଚି ସେଠି ଚନ୍ଦ୍ରୟାନ-୩ ମିଶନରେ ସାମିଲ ହେବା ଛୋଟିଆ ସଫଳତା ନୁହେଁ । ଶୁଭାଶିଷଙ୍କ ବାପା ବଡ଼ବାପା ଚାନ୍ଦୋଳ ବଜାରରେ ରାସନ ଦୋକାନ କରି ପରିବାର ଚଳାଉଥିବା ବେଳେ ସେ ସ୍ଥାନୀୟ ବନମାଳୀ ବ୍ରହ୍ମଚାରୀ ମଡେଲ ହାଇସ୍କୁଲରୁ ମାଟ୍ରିକ୍ ପାସ୍...
ସମ୍ବଲପୁର ଧନକଉଡ଼ାରେ ଗତକାଲି 5T ସଚିବ ଭି.କେ. ପାଣ୍ଡିଆନଙ୍କ କାର୍ଯ୍ୟକ୍ରମ ଶେଷ ହେବା ପରେ ସଭାସ୍ଥଳରେ ସୃଷ୍ଟି ହୋଇଥିଲା ଉତ୍ତେଜନା ।