ସର୍ଭେରେ ବିଜେପିକୁ ୧୧ଟି ସିଟ୍ ମିଳିବା ସମ୍ଭାବନା ଥିବା ବେଳେ ବିଜେଡିକୁ ୯ ଏବଂ କଂଗ୍ରେସକୁ ଗୋଟିଏ ଆସନ ମିଳିବା ସମ୍ଭାବନା ରହିଥିବା ଆକଳନ କରାଯାଇଛି ।
ପରୀ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ଏକ ସମ୍ବେଦନଶୀଳ ଘଟଣା । ଏଥିରେ ବିରୋଧୀ ହୀନ ରାଜନୀତି କରୁଛନ୍ତି ।
ଗତକାଲି ସାମ୍ବାଦିକ ସମ୍ମିଳନୀ। ଆଉ ଆଜି ଗୃହ ଆରମ୍ଭରୁ ହଟ୍ଟଗୋଳ। ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିରୋଧରେ ବିଜେଡିର ହଲ୍ଲାବୋଲ୍। ପରୀ ଘଟଣାକୁ ବିଜେପି ରାଜନୀତିକରଣ କରିଥିବା କହି, ଓଡ଼ିଶାବାସୀଙ୍କୁ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ଦଳ ।
ଓଡ଼ିଶାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବେଳେ ବିଜେପି ଓ ବିଜେଡିକୁ ରାହୁଲ ଗାନ୍ଧିଙ୍କ ଟାର୍ଗେଟ୍। କହିଛନ୍ତି ଓଡ଼ିଶାରେ ପାର୍ଟନରସିପ୍ ସରକାର ଚାଲିଛି ।
ଭାବିଥିଲେ ‘ନବୀନ ଓଡ଼ିଶା’ ସ୍କିମ୍ ନାଁରେ ପଞ୍ଚାୟତରେ ଚଳାଇବେ ମନମାନି। ଗ୍ରାମାଞ୍ଚଳ ଭୋଟ୍ ଉପରେ ଆଖି ପକାଇ ‘ନବୀନ ଓଡ଼ିଶା’ ସ୍କିମ୍ ନାଁରେ ମାରିବେ ବାହାଦୂରୀ।
ପଣା ସଂକ୍ରାନ୍ତି- ଓଡ଼ିଆ ନବବର୍ଷ । ସେଇଠୁ ପ୍ରଚଳନ ହୁଏ ବର୍ଷକ ପାଇଁ ଓଡ଼ିଆ ପଞ୍ଜିକା, ଯାନିଯାତ୍ରା ପର୍ବପର୍ବାଣୀ ପାଇଁ ଦିନ ଧାର୍ଯ୍ୟ ବି ହୁଏ । ହେଲେ ଏଥର ପଣା ସଂକ୍ରାନ୍ତି ଏପ୍ରିଲ ୧୩ କି ୧୪ରେ ପଡ଼ିବ ତାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି ।
ବାଲେଶ୍ୱର ସଦର ମହକୁମାରେ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ର ବାହାରେ ଆଜିକୁ ୨୧ ଦିନ ଧରି ପ୍ରାଣୀ ଚିକିତ୍ସକମାନେ ଚଳାଇଛନ୍ତି ଆନ୍ଦୋଳନ । ସେପଟେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିଏ ହାତରେ ନିଜର ପୋଷା କୁକୁର ତ ଆଉ କିଏ ବିଲେଇ ଧରି ଆସିଛି ଜିଲ୍ଲାପାଳଙ୍କୁ ଗୁହାରୀ...
ବାଲେଶ୍ୱର ସଦର ମହକୁମାରେ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ର ବାହାରେ ଆଜିକୁ ୨୧ ଦିନ ଧରି ପ୍ରାଣୀ ଚିକିତ୍ସକମାନେ ଚଳାଇଛନ୍ତି ଆନ୍ଦୋଳନ । ସେପଟେ ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିଏ ହାତରେ ନିଜର ପୋଷା କୁକୁର ତ ଆଉ କିଏ ବିଲେଇ ଧରି ଆସିଛି ଜିଲ୍ଲାପାଳଙ୍କୁ ଗୁହାରୀ...
ଏଥର ପଣା ସଂକ୍ରାନ୍ତି କେବେ ? ଏପ୍ରିଲ ୧୩ ନା ୧୪ ତାରିଖ ?.. ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷକୁ ନେଇ ଉପୁଜିଛି ଦ୍ୱନ୍ଦ୍ୱ । ଏ ଦ୍ୱନ୍ଦ୍ୱ ଏଥିପାଇଁ ଯେ, ବିଭିନ୍ନ ପଞ୍ଜିକାରେ ପଣା ସଂକ୍ରାନ୍ତିକୁ ନେଇ ରହିଛି ଭିନ୍ନ ଭିନ୍ନ ତାରିଖ ।
ଯୁବକ ଯୁବତୀମାନେ ଏକାଠି ରହୁଥିଲେ ଆର୍ଥାତ୍ ଲିଭ୍-ଇନ୍ରେ ଥିଲେ ଏହି ନିୟମ ଜାଣି ରଖିବା ଜରୁରୀ । ୟୁନିଫର୍ମ ସିଭିଲ୍ କୋଡ୍ ଆଇନ୍ ହେବା ପରେ ଜିଲ୍ଲା ଅଧିକାରୀଙ୍କ ନିକଟରେ ସେମାନେ ପଞ୍ଜିକରଣ କରିବା ଆବଶ୍ୟକ ।
ପୂର୍ବରୁ ତୁରେକେଲା ଥାନା ତେନ୍ତୁଳିଖୁଣ୍ଟିର ଦାଦନ ସର୍ଦ୍ଦାର ସମାରୁ ନାୟକ ଜରିଆରେ ଇଟାଭାଟି ମାଲିକ ଠାରୁ ୮୦ ହଜାର ଟଙ୍କା ବଇନା ନେଇଥିଲେ । କିଛିଦିନ କାମ କରିବା ପରେ ଅସୁସ୍ଥ ହୋଇପଡ଼ିଥିଲେ କାହ୍ନୁ ।
ଭଗବାନ ଶର୍ମା ଏବଂ ଉଷା ଦେବୀ । ଯିଏକି ୧୬ ବର୍ଷ ପୂର୍ବେ ବିବାହ କରିଥିଲେ । ଆଉ ଏବେ ନିଜର ୧୭ତମ ବିବାହ ବାର୍ଷିକୀକୁ କିଛି ଅଲଗା ରୂପରେ ପାଳିଛନ୍ତି ।
ପ୍ରଶାସନ ପକ୍ଷରୁ କରାଯାଇଥିବା ଏଭଳି ତ୍ରୁଟିକୁ ସଜାଡ଼ି ଥିଲା ସ୍ଥାନୀୟ ବିଜେପି । ମହାନ୍ତିକୁ ଲିଭାଇ ମହତାବ କରାଯାଇଥିଲା । ସେହିପରି ଭଦ୍ରକ ବନ୍ତ ଛକ ରାସ୍ତାକଡ଼ ପାଚେରିରେ ସୌନ୍ଦର୍ଯ୍ୟକରଣ ପାଇଁ ମହାପୁରୁଷ ମାନଙ୍କ ଚିତ୍ର ସ୍ଥାନୀତ କରାଯାଇଛି ।
କୋମନା ତହସିଲର ମିଛାପାଲି ଆରଆଇ ସେକସନର ୩୦ ଜଣ ଲୋକ ଦୀର୍ଘ ୨୦ ବର୍ଷ ହେବ ସରକାରୀ ଜମିକୁ ଜବରଦଖଳ କରି ଚାଷବାସ କରି ଆସୁଥିଲେ ।
ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ମନ୍ଦିର ଲୁଟୁଥିଲେ ଶ୍ୱଶୁର-ଜ୍ୱାଇଁ । ସୁନା ବ୍ୟବସାୟୀଙ୍କୁ ବିକ୍ରି କରୁଥିଲେ ଲୁଟ ଅଳଙ୍କାର । ଟାର୍ଗେଟରେ ଥିଲା କଟକ ସହରର ବିଭିନ୍ନ ମନ୍ଦିର । କଟକ ମଧୁପାଟଣା ଥାନା ଦରଖାପାଟଣା ମନ୍ଦିରରୁ ଲୁଟ କରିଥିଲେ ଶ୍ୱଶୁର-ଜ୍ୱାଇଁ ।
ରେଳମନ୍ତ୍ରୀଙ୍କ କହିବା ଅନୁସାରେ ବାର୍ଷିକ କ୍ୟାଲେଣ୍ଡରରେ ରେଳବିଭାଗରେ ବିଭିନ୍ନ ଚାକିରିର ସୁଯୋଗ ରହିବ । ରେଳବାଇ ପକ୍ଷରୁ ପ୍ରତିବର୍ଷ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରାଯିବ ।
ବୀରମିତ୍ରପୁରରୁ ରାହୁଲ ଯାତ୍ରା ଆରମ୍ଭ କରି ରାଉରକେଲା ଉଦିତ ନଗର ଛକରେ ପହଞ୍ଚିବେ । ସେଠାରୁ ପଦଯାତ୍ରାରେ ପାନପୋଷ ଛକ ଯାଏଁ ଯିବେ । ପାନପୋଷରୁ ରାଜଗାଙ୍ଗପୁର, କୁତ୍ରା ଦେଇ ସୁନ୍ଦରଗଡ଼ ଯିବେ ବୋଲି ସୂଚନା ମିଳିଛି ।
ବାଉନସରଙ୍କ ନାଁରେ ଅପାରାଧିକ ମାମଲାର ଖୋଳତାଡ଼ କରିବ ପୋଲିସ । PSARA ଆକ୍ଟ ଅଧୀନରେ ଥିବା ସିକ୍ୟୁରିଟି ଏଜେନ୍ସି ଗାର୍ଡ ନିୟୋଜିତ କରିପାରିବେ ।
ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ । କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ ।