• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

panic button
କେବେ ଗାଡ଼ିରେ ଲାଗିବ VLTD, ପାନିକ୍ ବଟନ୍ ? ଆଗ ଘୁଞ୍ଚିଥିଲା ୨ ଥର, ଏବେ ଆଉ ୩ ମାସ ଗଡ଼ିଲା

କ’ଣ ଏ VLTD ଓ ପାନିକ୍ ବଟନ୍ ? ଏହା କିଭଳି କାମ କରିବ ? କ’ଣ ସବୁ ଫାଇଦା ମିଳିବ ? ଟ୍ରାକିଂ ଡିଭାଇସ୍ ବିଶେଷଜ୍ଞଙ୍କ ମତରେ, VLTD ହେଉଛି ଜିପିଆରଏସ୍ ଆଧାରିତ ଏକ ଡିଭାଇସ୍ । ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ, ରାଜ୍ୟର ସବୁ ଯାତ୍ରୀବାହୀ...

 Lingaraj Temple
ଝଲସିବ ଏକାମ୍ର କ୍ଷେତ୍ର, କାଲିଠୁ ଆରମ୍ଭ ହେବ ସୌନ୍ଦର୍ଯ୍ୟକରଣ କାମ

ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଆଡ଼ମ୍ବରପୂର୍ଣ୍ଣ ପରିବେଶ ଭିତରେ ସଂପନ୍ନ ହୋଇଛି ଏକାମ୍ର ପ୍ରକଳ୍ପର ଭୂମିପୂଜନ କାର୍ଯ୍ୟକ୍ରମ । ମନ୍ତ୍ରୀ, ସାଂସଦ, ବିଧାୟକ, ମେୟର, ମୁଖ୍ୟ ଶାସନ ସଚିବ, ଏସ୍ଆରସି ଓ ଅନ୍ୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ଗହଣରେ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Ratha Jatra 2023
ଭଗବାନଙ୍କ ପାଇଁ ନାଚୁଛି ଭକ୍ତର ପ୍ରାଣ; ପାଦ ନାଚୁଛି ଯେମିତି, ମନ ନାଚୁଛି ସେମିତି

ରାଧା କାନ୍ଦୁଛି କହ୍ନେଇଁ ପାଇଁ । ବଡ଼ଦାଣ୍ଡରେ କାଳିଆ ପାଦରେ ପାଦ ଛନ୍ଦି ନାଚିଲା ବେଳକୁ ଆଖି ତାର ଓଦା, ମନ ଜଗା ପ୍ରେମରେ ବନ୍ଧା । ଏତେ ଭାବବିହ୍ୱଳ ହୋଇ ପଡୁଛି ଯେ, କହୁଛି ଏଥର ଯଦି କାଳିଆ ଡୋରି ଲାଗି ନ ଥାଆନ୍ତା, ଆଉ କେବେ...

Bahuda Jatra 2023 Updates: All three Chariots reach Singhadwar at Srimandir
ବାହୁଡିଲେ ମହାବାହୁ: ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ

ଶ୍ରୀମନ୍ଦିରକୁ ବାହୁଡ଼ିଲେ ମହାବାହୁ ।  ସିଂହଦ୍ୱାର ସାମ୍ନାରେ ଲାଗିଲା ୩ ରଥ । ତାଳଧ୍ୱଜ, ଦର୍ପଦଳନ ପରେ ନନ୍ଦିଘୋଷ ରଥ ଲାଗିଛି । ସଂଧ୍ୟା ୬ଟା ୪୩ରେ ସିଂହଦ୍ୱାର ସାମ୍ନାରେ ଲାଗିଲା ନନ୍ଦିଘୋଷ । 

Tomato price hike
ମାସକ ତଳେ ଟମାଟୋ ଥିଲା ମାତ୍ର ୨୦, ଆଉ ଆଜି ସିଧା ସେଞ୍ଚୁରୀ ପାର୍

ମାସକ ତଳେ ଥିଲା ମାତ୍ର ୨୦। ସପ୍ତାହେ ତଳେ ୫୦। ଆଉ ଆଜି ସିଧା ସେଞ୍ଚୁରୀ ପାର୍। ରୋଷେଇ ଶାଳରେ ତରକାରୀ ହାଣ୍ଡିର ସୁଆଦ ବଢ଼ାଉଥିବା ଟମାଟୋ ଏବେ ଅମୂଲ ମୂଲ। ଇଏ ଭଦ୍ରକ ଏକତା ବଜାରର ସ୍ଥିତି, ଏଠି ଭଲ ଟମାଟୋ କିଲୋ ପିଛା ଭାଉ ୧୧୦ ଟଙ୍କା।

STA to come up with new SOP for marriage processions in Odisha
ଚେତିଲା ପରିବହନ ବିଭାଗ; ବିବାହ ଉତ୍ସବରେ ଗାଡ଼ି ବ୍ୟବହାର ନେଇ ଖୁବଶୀଘ୍ର ଆସିବ ନୂଆ SOP

ରାଜ୍ୟରେ ପାଖାପାଖି ୧୬ ହଜାର ବସ୍ ଚଳାଚଳ କରୁଛି । ସେଥିମଧ୍ୟରୁ ୨ ହଜାର ସରକାରୀ ବସ୍ ହୋଇଥିବା ବେଳେ ପ୍ରାୟ ୧୪ ହଜାର ଘରୋଇ ବସ୍ । ଏହି ୧୪ ହଜାର ଘରୋଇ ବସ୍ ମଧ୍ୟରୁ ୨୫ ଭାଗ ବା ପ୍ରାୟ ୩ ହଜାର ୫ଶହ ବସ୍...

Bahuda Yatra
ଆସନ୍ତାକାଲି ବାହୁଡ଼ାଯାତ୍ରା : ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧାମୂରତି

ଶ୍ରୀଜିଉଙ୍କୁ ବାହୁଡ଼ାଇ ନେବାକୁ ଦଣ୍ଡାୟମାନ ୩ ରଥ । କାଲି ଦିନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା ସୂଚନା ।

cmc
ସ୍ୱାମୀ CMCରେ ଚାକିରିଆ, ସ୍ତ୍ରୀ CMCର ଠିକାଦାର

ହଙ୍ଗାମା, ହୋହଲ୍ଲା, ହାଇଡ୍ରାମା । ପରିସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ... ସିଏମସିରେ ଏକାଧିକ ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ଆଜି ବସିଥିବା କାଉନସିଲ ବୈଠକରେ ବିରୋଧୀ ବିଜେପି ଏବଂ କଂଗ୍ରେସର କର୍ପୋରେଟରମାନେ ମେୟର ସୁବାସ ସିଂଙ୍କୁ ଏମିତି ଘେରିଲେ ଯେ, ଶେଷରେ ବାଧ୍ୟ ହୋଇ ଅଧାରୁ ବୈଠକ ଛାଡ଼ି ପଳାଇଲେ ଉଭୟ...

teachers
ଗର୍ଜିଲେ ବେସରକାରୀ କଲେଜ ଅଧ୍ୟାପକ; ବ୍ୟାରିକେଡ୍‌ ଭାଙ୍ଗି ଧାଇଁଲେ ବିଧାନସଭା

ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିଲା ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆନ୍ଦୋଳନ । ତେବେ ମାସ ମାସ ଧରି ଆନ୍ଦୋଳନ ସତ୍ତ୍ୱେ ବି ତାଙ୍କ କଥା କେହି ଶୁଣୁନଥିବାରୁ ଆଜି ହଠାତ୍ ଗାନ୍ଧିମାର୍ଗରେ କରିଥିଲେ ଗର୍ଜନ । ପୋଲିସର ବାରିକେଡ୍ ଭାଙ୍ଗି ବିଧାନସଭା ଆଡେ ମାଡିଚାଲିଲେ ଆନ୍ଦୋଳନକାରୀ ଅଧ୍ୟାପକ...

yosada ben
ଶ୍ରୀଜିଉଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ଧର୍ମପତ୍ନୀ ଯଶୋଦା ବେନ୍

ଶ୍ରୀକ୍ଷେତ୍ର ପୁରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଧର୍ମପତ୍ନୀ । ମୋଦିଙ୍କ ଧର୍ମପତ୍ନୀ ଯଶୋଦା ବେନ୍ ମୋଦି ପୁରୀ ଆସି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୧୦ଟାରେ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବା ସହ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଆଡପ ମଣ୍ଡପରେ ଦର୍ଶନ କରିଛନ୍ତି ଯଶୋଦା ବେନ୍ ମୋଦି ।

Odisha teachers take to Bhubaneswar streets over 'pending demands'
ଗର୍ଜିଲେ ବେସରକାରୀ କଲେଜ ଅଧ୍ୟାପକ; ବ୍ୟାରିକେଡ୍‌ ଭାଙ୍ଗି ଧାଇଁଲେ ବିଧାନସଭା

ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିଲା ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆନ୍ଦୋଳନ । ତେବେ ମାସ ମାସ ଧରି ଆନ୍ଦୋଳନ ସତ୍ତ୍ୱେ ବି ତାଙ୍କ କଥା କେହି ଶୁଣୁନଥିବାରୁ ଆଜି ହଠାତ୍ ଗାନ୍ଧିମାର୍ଗରେ କରିଥିଲେ ଗର୍ଜନ । ପୋଲିସର ବାରିକେଡ୍ ଭାଙ୍ଗି ବିଧାନସଭା ଆଡେ ମାଡିଚାଲିଲେ ଆନ୍ଦୋଳନକାରୀ ଅଧ୍ୟାପକ...

CMC
ସ୍ୱାମୀ CMCରେ ଚାକିରିଆ, ସ୍ତ୍ରୀ CMCର ଠିକାଦାର

ହଙ୍ଗାମା, ହୋହଲ୍ଲା, ହାଇଡ୍ରାମା । ପରିସ୍ଥିତି ସମ୍ପୂର୍ଣ୍ଣ ଅଣାୟତ୍ତ... ସିଏମସିରେ ଏକାଧିକ ଦୁର୍ନୀତି ପ୍ରସଙ୍ଗକୁ କେନ୍ଦ୍ରକରି ଆଜି ବସିଥିବା କାଉନସିଲ ବୈଠକରେ ବିରୋଧୀ ବିଜେପି ଏବଂ କଂଗ୍ରେସର କର୍ପୋରେଟରମାନେ ମେୟର ସୁବାସ ସିଂଙ୍କୁ ଏମିତି ଘେରିଲେ ଯେ, ଶେଷରେ ବାଧ୍ୟ ହୋଇ ଅଧାରୁ ବୈଠକ ଛାଡ଼ି ପଳାଇଲେ ଉଭୟ...

Ganjam Road Mishap
ଚେତିଲା ପରିବହନ ବିଭାଗ; ବିବାହ ଉତ୍ସବରେ ଗାଡ଼ି ବ୍ୟବହାର ନେଇ ଖୁବଶୀଘ୍ର ଆସିବ ନୂଆ SOP

ରାଜ୍ୟରେ ପାଖାପାଖି ୧୬ ହଜାର ବସ୍ ଚଳାଚଳ କରୁଛି । ସେଥିମଧ୍ୟରୁ ୨ ହଜାର ସରକାରୀ ବସ୍ ହୋଇଥିବା ବେଳେ ପ୍ରାୟ ୧୪ ହଜାର ଘରୋଇ ବସ୍ । ଏହି ୧୪ ହଜାର ଘରୋଇ ବସ୍ ମଧ୍ୟରୁ ୨୫ ଭାଗ ବା ପ୍ରାୟ ୩ ହଜାର ୫ଶହ ବସ୍...

Mamata Banerjee
ହୋଇଥା’ନ୍ତା ବଡ଼ ଦୁର୍ଘଟଣା; ଅଳ୍ପକେ ବର୍ତ୍ତିଗଲେ ଦିଦି

ଇଲଟ୍ ପାଗକୁ ଦେଖି ସିଲିଗୁଡ଼ିର ଏୟାର ବେସରେ ହେଲିକପ୍ଟରକୁ ଜରୁରୀକାଳୀନ ଅବତରଣ କରିଥିଲେ । ଫଳରେ ବଡ଼ ଦୁର୍ଘଟଣାରୁ ମମତାଙ୍କ ହେଲିକପ୍ଟର ରକ୍ଷା ପାଇଯାଇଥିଲା ।

Berhampur SP
ସରକାରୀ ବସ୍‌ ଡ୍ରାଇଭରର ବେପରୁଆ ଡ୍ରାଇଭିଂ ପାଇଁ ଦୁର୍ଘଟଣା ହୋଇଛି: ଏସ୍‌ପି

ଉଭୟ ଡ୍ରାଇଭରଙ୍କ ମଦ୍ୟପାନ ଟେଷ୍ଟ ହୋଇଛି, ଉଭୟଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି । ସରକାରୀ ବସ ଡ୍ରାଇଭରର ଦ୍ରୁତ ଗତି ଓ ଆଖି ପଡ଼ିବା ଯୋଗୁଁ ଏହା ହେବା ସହ ବେପରୁଆ ଗାଡ଼ି ଚାଳନା ପାଇଁ ଡ୍ରାଇଭରକୁ ୩୦୪ ଦଫାରେ ଗିରଫ କରାଯାଇଛି ।

5T
ବଢ଼ିଲା ପାଣ୍ଡିଆନ୍‌ଙ୍କ ଅଡୁଆ; ଫସିବେ କି 5T ସଚିବ ?

ଓଡ଼ିଶା କ୍ୟାଡରର ଏହି ଆଇଏଏସ୍‌ ଅଧିକାରୀଙ୍କ ବିରୋଧରେ ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ । ଏଥିପାଇଁ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ହୋଇଛି ।

Teacher death
ଚାକିରିରୁ ମିଳିଥିଲା ଛୁଟି; ପିଲାଙ୍କୁ ନେଇ ବୁଲିବାକୁ ଯାଉଥିଲେ ମା’, ଷ୍ଟେସନରେ ଚାଲିଗଲା ଜୀବନ

ନିଜ ପରିବାର ସହ ଛୁଟି କଟାଇବା ପାଇଁ ଜଣେ ୩୫ ବର୍ଷୀୟ ଶିକ୍ଷୟିତ୍ରୀ ରବିବାର ଦିନ କୌଣସି ସ୍ଥାନକୁ ଯାତ୍ରା କରିବାକୁ ନୂଆଦିଲ୍ଲୀ ରେଳ ଷ୍ଟେସନକୁ ଆସିଥିଲେ । ସେଠାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି ।

Woman kills boyfriend
ପ୍ରେମରେ ମସଗୁଲ ପ୍ରେମିକା...ନୂଆ ପ୍ରେମିକ ପାଇଁ ପୁରୁଣା ପ୍ରେମିକକୁ ଶାବଳରେ କଲା ହତ୍ୟା !

ଘଟଣାର ତଦନ୍ତ କରି ପୋଲିସ ଜାଣିବାକୁ ଜାଣିବାକୁ ପାଇଥିଲା ଯେ ତ୍ରିକୋଣୀୟ ପ୍ରେମ ଜନିତ କାରଣରୁ ବୈଶ୍ୟାନନ୍ଦକୁ ହତ୍ୟା କରାଯାଇଛି । ତାଙ୍କୁ ଶାବଳ ଏବଂ କାଠ ଫାଳିଆରେ ମାଡ଼ ମାରି ହତ୍ୟା କରାଯାଇଛି ।

Investment Scheme
ମାସକୁ ରଖନ୍ତୁ ୨୦୦୦, ପାଇପାରିବେ ୧.୩ କୋଟି ଟଙ୍କା !

ଯଦି ଆପଣ ଏଥିପାଇଁ ଆଗ୍ରହୀ ରହିଛନ୍ତି, ତେବେ ଆପଣଙ୍କୁ ଏକ ଭଲ ମ୍ୟୁଚୁଆଲ୍ ଫଣ୍ଡ ସ୍କିମ୍ ବାଛିବାକୁ ପଡ଼ିବ । ଯେଉଁଥିରେ ପ୍ରତି ମାସରେ ଆପଣଙ୍କୁ ୨୦୦୦ ଟଙ୍କା ବିନିଯୋଗ କରିବାକୁ ହେବ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।