ପାଲମ ବିମାନ ବନ୍ଦରରେ ପହଞ୍ଚବା ପରେ ପ୍ରଧାନମନ୍ତ୍ରୀଙ୍କୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ମିନାକ୍ଷୀ ଲେଖି ଓ ଦଳର ବହୁ ନେତା ଓ ସାଂସଦ ସ୍ୱାଗତ କରିଥିଲେ ।
ମହାଜନସଂପର୍କ ଅଭିଯାନ ଅଧୀନରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗ ଦେଇ ଜଳସେଚନ, ଦାଦନ, ଶିକ୍ଷା, ସ୍ୱାସ୍ଥ୍ୟ ଓ ପିସି କାରବାର ଭଳି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରକୁ ଟାର୍ଗେଟ୍ କରିଛନ୍ତି ଧର୍ମେନ୍ଦ୍ର ।
ବର୍ତ୍ତମାନ ନବ ଦିନାତ୍ମକ ଘୋଷଯାତ୍ରା ଚାଲିଥିବାବେଳେ ଖାଲି ଥିବା ଶ୍ରୀମନ୍ଦିର ପରିସରକୁଯାଇ ଭିଡିଓ ସୁଟ୍ କରିଥିବା ଅନୁମାନ କରାଯାଉଛି ।
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବାବେଳେ ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି ।
ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା...
ବକ୍ସା, ବାରପେଟା, ଦରଙ୍ଗ, ଧୂବ୍ରୀ, ଗୋଲପରା, କାମରୂପ, ଲକ୍ଷ୍ମୀପୁର, ନାଲବରି, ଉଦଲଗୁରୀ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି । ବନ୍ୟା ପରିସ୍ଥିତି ନେଇ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗୁଡ଼ାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।
ଘର ଖୋଜୁଥିଲେ....ସାଇବର ଲୁଟେରାଙ୍କ ହାବୁଡରେ ପଡିଗଲେ । ପୁଣି ଠକେଇ ହେଲା ଆର୍ମି ନାଁରେ । ଦେଖନ୍ତୁ କଣ ଥିଲା ପୂରା ଷ୍ଟୋରୀ ?
ଏଇଟା ବିରଳ ଦୃଶ୍ୟ । ଆଲୋ ଆଲୋ...ଇଏ କଣ ? ନେତା ଧରୁ ଧରୁ ରଥ ରହିଗଲା ଯେ ? ମଲା ଆଉ କଣ ସେ ପାୱାର ଅଛି ଯେ ଧରୁ ଧରୁ ସବୁ ଘିଡିଘିଡି ହୋଇ ଗଡିବ ।
ମାତ୍ର ବର୍ଷେ ଭିତରେ କାମ ସରିଲା...୭୫ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେଲା । ହେଲେ ଶେଷରେ ଅଫିସ୍ ନୁହେଁ ବରଂ ମଦୁଆଙ୍କର ହେଲା ଆଡ୍ଡାସ୍ଥଳ । ବିଧାୟକଙ୍କ ହସ୍ତକ୍ଷେପ ପରେ ବି କର୍ଣ୍ଣପାତ କରୁନି ପ୍ରଶାସନ ।
ୟୁଟ୍ୟୁବ୍ ଦେଖି ବାଡିରେ ଲଗାଇଲେ ଭିନ୍ନ କିସମର ଆମ୍ବ ଗଛ । ପ୍ରବଳ ମାତ୍ରାରେ ଫଳୁଛି ଫଳ...କିଲୋ ପିଛା ପୁଣି ଦାମ୍ ରହିଛି ୨ ଲକ୍ଷରୁ ଅଧିକ ।
ଭୟଙ୍କର ସ୍ଥିତି । ସରକାରୀ ଜାଗାରେ ଘର କରି ରହୁଥିଲେ ଗରିବ ଖଟିଖିଆ ଲୋକେ...ଘର ଛାଡି ଯିବାକୁ କହୁଥିଲେ ଗାଁ ଲୋକେ । ସେମାନେ ନଯିବାରୁ ଦିନଦ୍ୱିପ୍ରହରେ ଘରେ ଲଗାଇ ଦେଲେ ନିଆଁ । ଏମିତି ସଙ୍ଗୀନ ଅଭିଯୋଗ ଆଣିଛନ୍ତି କ୍ଷତିଗ୍ରସ୍ତ ।
ଥାନାରେ ରହିଛି ହଜାର ହଜାର ଗାଡି । ଧୂଳି ମାଡିଗଲାଣି...ଅଧା ଗାଡିରେ ପାର୍ଟ୍ସ ବି ନାହିଁ । ମାମଲା ରୁଜୁ କରି ଦେଇ ବସୁଛି ପୋଲିସ୍ । ସ୍ଥିତି ଏମିତି ହେଲାଣି ଯେ ଜବତ ଗାଡିକୁ ଥାନାରେ ରଖିବାକୁ ଆଉ ଜାଗା ନାହିଁ
ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଯଦି ଆପଣ ଆଜିର ଦିନରେ କିଛି ଶୁଭ କାର୍ଯ୍ୟ କରିବାକୁ ଯାଉଛନ୍ତି, ତେବେ ଜାଣିନିଅନ୍ତୁ ଶୁଭ-ଅଶୁଭ ସମୟ ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ହେବ।
ଯଦି ଆପଣ ସାଧାରଣ ବଗିରେ କୌଣସି ସ୍ଥାନକୁ ଯାଉଥା’ନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି । କାରଣ ଭାରତୀୟ ରେଳ ପକ୍ଷରୁ ସାଧାରଣ ବଗିରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ କିଛି ଘୋଷଣା କରାଯାଇଛି ।
ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାମମୂର୍ତ୍ତି । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ପେଶାଲ କୋର୍ଟ ।
ଆସନ୍ତା ୨୭ତାରିଖରେ ହେବାକୁ ଥିବା ନବମୀ ସଂଧ୍ୟା ଦର୍ଶନ ୫ଟାରୁ ବନ୍ଦ ହେବ । ୨୭ ତାରିଖ ସକାଳ ୭ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ପାଇଁ ସ୍ଥିର ହୋଇଛି ।