• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Opposition targets Odisha bureaucrats for participation in public meeting
ବିରୋଧୀଙ୍କ ନିଶାନାରେ 5T ସଚିବ: ଅପରାଜିତାଙ୍କ ପରେ ସିଧା ପାଣ୍ଡିଆନଙ୍କ ନାଁ ନେଇ ବର୍ଷିଲେ ଜୁଏଲ

5T ସଚିବଙ୍କ ଗସ୍ତ ଓ ସାଧାରଣ ସଭା କରିବା, ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲ୍‌ର ଉଲ୍ଲଂଘନ ବୋଲି ଅପରାଜିତା ଅଭିଯୋଗ କରିଥିଲେ। ପୂର୍ବତନ ପ୍ରଶାସକ ସଂଜୀବ ହୋତା ବି କହିଛନ୍ତି ଏଭଳି କାର୍ଯ୍ୟ ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡଟ୍ ରୁଲର ଉଲ୍ଲଂଘନ।

Puri Gajapati Maharaja
ଗଜପତି ମହାରାଜାଙ୍କ ଚାରି ଯଜ୍ଞ ପରିକଳ୍ପନା,ଶ୍ରୀମନ୍ଦିର ଚାରିପଟେ ଆଧ୍ୟାତ୍ମିକ ପରିବେଶ ଉପରେ ଗୁରୁତ୍ୱ

ଜଗନ୍ନାଥ ହେରିଟେଜ୍ ମ୍ୟୁଜିୟମ୍ ନିର୍ମାଣ ପ୍ରସ୍ତାବ , ସାଧୁ ସନ୍ଥଙ୍କ ଠାରୁ ନିତ୍ୟ ପ୍ରବଚନ କାର୍ଯ୍ୟକ୍ରମ

Mirror writing gives new identity to vegetable seller in Ganjam
ଅଜବ ଖିଆଲି ମଣିଷ; ଓଲଟାରେ ନିର୍ଭୁଲ ଓଡ଼ିଆ ଲେଖି ଚର୍ଚ୍ଚାରେ ବିଜୟ

ଲେଖା ଓଲଟା ହେଲେ ବି ଅକ୍ଷର, ବନାନ କିମ୍ବା ଭାବ କି ଭାଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ନିର୍ଭୁଲ ଥାଏ । ତାଙ୍କ ଲେଖା ପଢ଼ିବାକୁ ହେଲେ ଟିକେ ଅକଲ ଖର୍ଚ୍ଚ କରିବାକୁ ପଡ଼େ ।

Adipurush
ବଦଳିବ ‘ଆଦିପୁରୁଷ’ର ଡାଏଲଗ୍; ବିବାଦ ବଢ଼ିବା ପରେ ନରମିଲା ଫିଲ୍ମ ସଂସ୍ଥା

ମନୋଜ ଫିଲ୍ମର ୪ ହଜାରରୁ ଅଧିକ ପଂକ୍ତି ଲେଖିଛନ୍ତି, ସେଥିରୁ ମାତ୍ର ୫ଟି ପଂକ୍ତିକୁ କିଛି ଲୋକ ପସନ୍ଦ କରିନାହାନ୍ତି । ଏନେଇ ବହୁ ସମାଲୋଚନାର ଶିକାର ହେବାକୁ ପଡ଼ିଥିବା ସ୍ୱୀକାର କରିଛନ୍ତି ମନୋଜ ।

Special Traffic Mobility Plan
ଦିନକ ପରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା; ଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍‌ ମୋବିଲିଟି ପ୍ଲାନ୍

ଦିନକ ପରେ ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ତା’ ପୂର୍ବରୁ ପୋଲିସ ଛାଉଣୀରେ ପରିଣତ ହୋଇଛି ପୁରୀ ସହର । ସବୁ ବର୍ଷ ଭଳି ଏ ବର୍ଷ ବି ଶ୍ରୀଜିଉଙ୍କ ଘୋଷଯାତ୍ରା ଲାଗି ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟ୍ରାଫିକ ମୋବିଲିଟି ପ୍ଲାନ୍ ।

Odisha Weather update
ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି; ୨୧ରୁ ଭିଜିବ ଓଡ଼ିଶା !

ଲଗାତର ଗତ କିଛି ଦିନ ହେବ ରାଜ୍ୟରେ ଲାଗି ରହିଛି ଗୁଳୁଗୁଳି ସହ ଅସହ୍ୟ ତାତି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଜି ବି ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।

Aparajita Sarangi
ନାଁ ନନେଇ ପାଣ୍ଡିଆନଙ୍କୁ ଅପରାଜିତାଙ୍କ ଟାର୍ଗେଟ୍, ଜବାବରେ ସାଂସଦଙ୍କୁ ବିଜେଡିର ବ୍ୟକ୍ତିଗତ ଆକ୍ଷେପ

ରାଜ୍ୟ ଶାସନ ବ୍ୟବସ୍ଥାକୁ ଜଣେ ସଚିବ ସ୍ତରର ଅଧିକାରୀ ହାଇଜାକ୍ କରିଥିବା ଅଭିଯୋଗ ଆଣି ପରୋକ୍ଷରେ 5T ସଚିବ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ସାଂସଦଅପରାଜିତା ଷଡ଼ଙ୍ଗୀ।

Forester shot dead
ରକ୍ତମୁଖା ଶିକାରୀ, ଗଡ଼ୁଛି ମୁଣ୍ଡ.. ଟାର୍ଗେଟରେ ବନ କର୍ମଚାରୀ

ମାସକ ଭିତରେ ଶିମିଳିପାଳ ଅଭୟାରଣ୍ୟରେ ଦୁଇ ବନ କର୍ମଚାରୀଙ୍କ ଜୀବନ ନେଲେଣି ଶିକାରୀ।

Amala Sangha
ହନୁମାନ ଭରସାରେ ଅମଳା ସଂଘର ଆନ୍ଦୋଳନ

ଗତକାଲି ମାଲକାନଗିରିରେ ପକୁଡ଼ି ବିକୁଥିଲେ, ଆଜି ବ୍ରହ୍ମପୁରରେ ହନୁମାନ ଚାଳିଶା ପାଠ କରିଛନ୍ତି।

Heat Wave
ଆଷାଢ଼ରେ ଖସୁଛି ନିଆଁ; ବର୍ଷା ବଦଳରେ ସାରା ରାଜ୍ୟରେ ପ୍ରବଳ ଗରମ

କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ...

Gajapati Maharaja
‘ରତ୍ନଭଣ୍ତାର ସ୍ଥିତି ଖରାପ; ପାଣି ଗଳୁଛି, ଛାତ ଫାଟିଛି’

ରତ୍ନଭଣ୍ଡାର ଅସୁରକ୍ଷିତ ଥିବା କଥା ଆଜିର ନୁହେଁ । ରହସ୍ୟମୟ ରତ୍ନଭଣ୍ଡାରରେ ଫାଟ ଏବଂ ପାଣି ଗଳିବା ଘଟଣା ଗତ ୫ ବର୍ଷ ତଳୁ ଜଣାପଡ଼ିଲାଣି ।

Vigilance scanner
ଶାସନକଳର ଶିରାପ୍ରସିରାରେ ଚରିଗଲାଣି କି ଦୁର୍ନୀତି ? ୭ ଦିନରେ ୬ ଅଧିକାରୀଙ୍କ ଉପରେ ଭିଜିଲାନ୍ସ ରେଡ୍

ବାରିପଦା ସହର ଉପକଣ୍ଠ ତେନ୍ତୁଳିଡିଙ୍ଗାରେ ରାମଚନ୍ଦ୍ରଙ୍କ ତିନି ମହଲା ଘର । ହେଲେ ଇଏ କୁଆଡ଼େ ବାବୁ ରାମଚନ୍ଦ୍ରଙ୍କ ସଂପତିର ଛୋଟିଆ ଝଲକ୍। ୟା ବାଦ ବି ଆହୁରି ଅନେକ ସ୍ଥାନରେ ଅସତ୍ ଧନ ଥିବା ସନ୍ଦେହରେ ଭିଜିଲାନ୍ସର ୮ ଜଣିଆ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍...

Bahanaga Train Mishap
ବାହାନଗା ଦୁର୍ଘଟଣା; ମୃତକଙ୍କୁ ଚିହ୍ନଟ ପାଇଁ ବିଜ୍ଞାପନ ଦେଲା ରେଳ ମନ୍ତ୍ରାଳୟ

ମୃତେଦହ ନେବାକୁ ଅନେକ ସମ୍ପର୍କୀୟଙ୍କ ଅପେକ୍ଷା ଭିତରେ ଆଜି ରେଳ ମନ୍ତ୍ରଣାଳୟପକ୍ଷରୁ ଏ ପ୍ରକ୍ରିୟା ଆଗକୁ ନେବାକୁ ପ୍ରକାଶ ପାଇଛି ସ୍ୱତନ୍ତ୍ର ବିଜ୍ଞାପନ । ଯେଉଁଥିରେ ମୃତବ୍ୟକ୍ତିଙ୍କ ସଂପର୍କୀୟ କିମ୍ବା ଆତ୍ମୀୟ ଅଚିହ୍ନ ମୃତଦେହ ସହ ସମ୍ପର୍କ ପ୍ରମାଣ କରିବାକୁ ନିଜ ଡିଏନଏ ନମୁନା ପ୍ରଦାନ ପାଇଁ ନିବେଦନ...

Odisha Politics
‘ମୁଁ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ, ଅପରାଜିତା ବିଚଳିତ’

ଶ୍ରୀମୟୀ ମିଶ୍ର ସାମ୍ବାଦିକ ସମ୍ମିଳନୀରେ ମାଡାମ ଅପରାଜିତା ରାଜନୀତିକୁ ସେବା ମନୋଭାବ ନେଇ ଆସି ନାହାନ୍ତି ବୋଲି କହିବା ସହ ମିଡିଆର ଆଟେନସନ ନେବା ପାଇଁ ଚେଷ୍ଟା କରୁଛନ୍ତି ବୋଲି କହିଛନ୍ତି ।

Aadhaar-Ration card linkage
ବଢ଼ିଲା ରାସନ କାର୍ଡ-ଆଧାର ଲିଙ୍କ୍‌ ସମୟସୀମା; ଜାଣନ୍ତୁ ଶେଷ ତାରିଖ

ଆଧାରକୁ ରାସନ କାର୍ଡ ସହିତ ସଂଯୋଗ କରିବା ପଛରେ ମୂଳ ଉଦ୍ଦେଶ୍ୟ ହେଉଛି ଏକାଧିକ ରାସନ କାର୍ଡ ଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଉପୁଜିଥିବା ସମସ୍ୟାର ସମାଧାନ କରିବା ।

donald trump
ନିଜ ସମର୍ଥକଙ୍କ ସହ ରେଷ୍ଟୁରାଣ୍ଟ ଗଲେ ଟ୍ରମ୍ପ, ହେଲେ ଦେଲେନି ଖାଇବା ବିଲ୍

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ମାମଲାରେ କୋର୍ଟରେ ହାଜର ହେବା ପରେ ‘ଲିଟିଲ ହାଭାନାର କ୍ୟୁବା’ ନାମକ ଏକ ରେଷ୍ଟୁରାଣ୍ଟରେ ଅଟକି ଯାଇଥିଲେ ।

Bhubaneswar records 44.4 degree
ଜଳୁଛି ରାଜଧାନୀ; ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୪.୪ ଡିଗ୍ରୀ

ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ଜିଲ୍ଲା ବୋଲି କୁହାଯାଇଛି । ଆଜି ଝାରସୁଗୁଡ଼ାରେ ୪୪.୬ ଡିଗ୍ରୀ ତାପମାତ୍ରା ରହିଥିଲା । ଭୁବନେଶ୍ୱର ଭଳି ସମ୍ବଲପୁର ତାପମାତ୍ରା ମଧ୍ୟ ୪୪.୪ ଡିଗ୍ରୀ ରହିଥିବା ସୂଚନା ଦିଆଯାଇଛି ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।