କିଏ କୁଡ଼ିଆ କରିଛି ତ ଆଉ କିଏ ଜରିପାଲକୁ ଆଶ୍ରା କରି ସେଥିରେ ମୁଣ୍ଡ ଗୁଞ୍ଜୁଛି । ବ୍ୟବସ୍ଥା ସତେ ଯେମିତି ଏହି ଅସହାୟଙ୍କୁ ଉପହାସ କରୁଛି । କେବେ ଏମାନଙ୍କ ଦୁଃଖ ଲାଘବ ହେବ ତାକୁ ନେଇ ଚାତକ ଭଳି ଚାହିଁ ରହିଛନ୍ତି....
ପାଠ ପଢିବାକୁ ଇଛା ଥିଲେ ମଧ୍ୟ ପରିସ୍ଥିତି ପାଠରେ ଡୋରି ଲଗାଇଛି । ଘରର ପରିସ୍ଥିତି ଏପରି ଯେ ଦେଖିଲେ ଆଖି ଛଳଛଳ ହୋଇଯିବ ଆଉ ଲୁହ ଜକେଇ ଆସିବ ।
ମରାମତି ଅଭାବରୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଉନଥିବା ଅଭିଯୋଗ । ଫଳରେ ଚାଷୀ ନାହିଁ ନଥିବା ସମସ୍ୟାରେ ଦହଗଞ୍ଚ ହେଉଛନ୍ତି ।
ଦିନେ ଓଡ଼ିଆ ଫିଲ୍ମ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ରହିଥିଲା । ସିନେମା ହଲରେ ବି ଖଚାଖଚ ଭିଡ଼ ଲାଗୁଥିଲା । ଏବେ ଆଉ ସେ ସମୟ ନାହିଁ ।
ଏଡ଼ାଇ ହେବନି ଅଘଟଣ; ବିପଦ ସଙ୍କୁଳ ଅବସ୍ଥାରେ ଗାଁ ସାହି ଦେଇ ଯାଇଛି ବିଦ୍ୟୁତ ତାର
୧୩ ବର୍ଷ ହେଲାଣି ନା ଛାତ୍ରୀ ନିବାସ କୋଠା ନିର୍ମାଣ କାମ ସରୁଛି ନା ଛାତ୍ରୀମାନଙ୍କ ପାଇଁ ରହଣି ସୁବିଧା ହେଉଛି । ଠିକାଦାର କୋଠାଟିକୁ ନିମ୍ନ ମାନର କାମ କରିଥିବାରୁ ଏବେ ଏହା ପିଲାଙ୍କ କାମରେ ଆସୁନି ବୋଲି ଅଭିଯୋଗ ହୋଇଛି ।
ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର...
ଆବେଦନ କରିବାକୁ ଇଚ୍ଛୁକ ଥିବା ଯୋଗ୍ୟ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟ୍ upsconline.nic.in ରେ ଆବେଦନ କରିପାରିବେ ବୋଲି କୁହାଯାଇଛି ।
ବର୍ତ୍ତମାନର ସମୟରେ ଲୋକମାନେ ମ୍ୟୁଚୁଆଲ୍ ଫଣ୍ଡ ଏବଂ ଷ୍ଟକ୍ ମାର୍କେଟରେ ବିନିଯୋଗ କରିବାକୁ ଅଧିକ ପସନ୍ଦ କରୁଛନ୍ତି । କାରଣ ଏଥିରେ ପୁଞ୍ଜି ବିନିଯୋଗ କରିବା ଦ୍ୱାରା ଅଧିକ ରିଟର୍ଣ୍ଣ ମିଳିବାର ସମ୍ଭାବନା ରହିଥାଏ ।
ପ୍ରଥମେ ଜଗତପୁର ଥାନାରୁ ଯାଇ ମହିଳା ଥାନାରେ ଯୁବତୀ ଜଣକ ଏତଲା କରିଛନ୍ତି । ଯୁବତୀ ଜଣଙ୍କୁ ଗାୟିକା କରାଇ ଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ ହୋଇଛି ।
ମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମବେଳେ ପୋଲିସ- କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ବି ହୋଇଛି ।
‘ମୋଦି ଜୀ ଥାଳି’କୁ ନେଇ ସେଫ୍ କୁଲକର୍ଣ୍ଣି ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଭାରତୀୟ ଖାଦ୍ୟର ଚାହିଦା ଅନୁଯାୟୀ ଥାଳିକୁ ପ୍ରସ୍ତୁତ କରାଯାଇଛି । ଏହାକୁ ନେଇ ରେଷ୍ଟୁରାଣ୍ଟ ମାଲିକ ମଧ୍ୟ ନିଜର ମତ ରଖିଛନ୍ତି ।
ଗୁରୁତର ହେବାରୁ ମୃତ ଝିଅଟିର ଭାଇ ଓ ପଡ଼ୋଶୀ ମଧ୍ୟ ସେମାନଙ୍କୁ ଉଦ୍ଧାର କରିବାକୁ ପ୍ରୟାସ କରିଥିଲେ । ହେଲେ ଉଦ୍ଧାର କରିବାରେ ସମସ୍ତେ ବିଫଳ ହେବା ସହ ଗୁରୁତର ହୋଇଛନ୍ତି ।
ଚଳିତ ବର୍ଷ ଅନ୍ତର୍ଜାତୀୟ ଶିଶୁ ଶ୍ରମିକ ନିରୋଧ ଦିବସ ବିଷୟବସ୍ତୁ ହେଉଛି 'ସମସ୍ତଙ୍କ ପାଇଁ ସାମାଜିକ ନ୍ୟାୟ । ଶିଶୁ ଶ୍ରମ ପ୍ରଥା ଉଚ୍ଛେଦ କର !' ।
କୁହାଯାଏ ଆମର ମନର ଅବସ୍ଥା ସହ ଲୁହର ସମ୍ପର୍କ ରହିଛି । ହେଲେ ଏହାକୁ ନେଇ କିଛି ବୈଜ୍ଞାନିକ କାରଣ ରଖିଛନ୍ତି । ସୂଚନା ଅନୁସାରେ କାନ୍ଦିବାର ଅନେକ କିଛି ମାଧ୍ୟମ ରହିଛି ।
ମାନିଲେ ଶକ୍ତିମନ୍ତ୍ରୀ । ଆଉ ତା ସହ ନିଜ ବିଭାଗର ପୋଲ୍ ନିଜେ ଖୋଲିଲେ । ରାଜ୍ୟରେ ଭିତ୍ତିଭୂମିର ଅଭାବ ପାଇଁ ଯାଉଛି ବିଜୁଳି ।
ପ୍ରଥମେ ନିଜ କିଛି ଯୁବକଙ୍କୁ ରୋଜଗାରର ଲୋଭ ଦେଖାଇ ହ୍ୱାଟସ୍ଆପ୍ ଗ୍ରୁପ ତିଆରି କରନ୍ତି ଅଭିଯୁକ୍ତ । ଏହାପରେ ବିଭିନ୍ନ ଦୋକାନରେ ଗ୍ରାହକ ଦାଖଲ କରିଥିବା ଆବଶ୍ୟକ କାଗଜପତ୍ରକୁ ହାତେଇ ଏବଂ କୌଶଳକ୍ରମେ OTP ଜେନେରେଟ କରି ଆରମ୍ଭ କରନ୍ତି ପ୍ରି-ଆକଟିଭେଟେଡ ସିମ୍ କାର୍ଡର କ୍ରାଇମ୍ ସିଣ୍ଡିକେଟ ।...
ଭାଙ୍ଗିଗଲା ରାଉରକେଲାର ହକି ଷ୍ଟାଚ୍ୟୁ । ନିର୍ମାଣର ୫ ମାସରେ ଗଳି ପଡିଲା ୪୦ ଫୁଟର ପ୍ରତିମୂର୍ତ୍ତି । ମାଟିରେ ମୁହଁ ମାଡି ପଡିଛି ହକି ଖେଳାଳିଙ୍କ ଷ୍ଟାଚ୍ୟୁ । ଧରାଶାୟୀ, ଟନ୍ ଟନ୍ ଲୁହାରେ ତିଆରି ୪୦ ଫୁଟର ବିରାଟ ପ୍ରତିମୂର୍ତ୍ତି ।