ଉତ୍ତର ପ୍ରଦେଶର ୮୦, ଆସାମର ୧୪ ଓ ଦିଲ୍ଲୀର ୭ ଲୋକସଭା ଆସନ ଦାୟିତ୍ୱ ବୈଜୟନ୍ତଙ୍କ ଉପରେ ନ୍ୟସ୍ତ କରାଯାଇଛି । ଏଥର ସାଧାରଣ ନିର୍ବାଚନରେ 'NDA ୪ଶହ ପାର' ଲକ୍ଷ୍ୟ ରଖିଥିବା ବେଳେ ବୈଜୟନ୍ତଙ୍କ ଦାୟିତ୍ୱରେ ସର୍ବାଧିକ ଆସନ ରହିଛି ।
ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ଯୋଗାଇବା ପାଇଁ ମୋହନ ଯାଦବ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ରାଜନଗର ଥାନା ଯଦୁ ଚନ୍ଦ୍ରପୁର ଗାଁର ମାନସ ରାଉଳ ଏବଂ କଇଁଥା ଗାଁର ପ୍ରଫୁଲ୍ଲ ପଢିଆରିଙ୍କ ଝିଅ ପ୍ରତିମା ପଢିଆରିଙ୍କ ମଧ୍ୟରେ ଚାଲିଥିଲା ବିବାହ । ଏଥିପାଇଁ ବରଯାତ୍ରୀ ସହ କଇଥା ଗାଁରେ ପହଞ୍ଚି ପ୍ରୋସେସନବେଳେ ବରଯାତ୍ରୀ ଏବଂ ଗ୍ରାମବାସୀଙ୍କ ଉପୁଜିଥିଲା ଗଣ୍ଡଗୋଳ ।
ସରକାର ବଞ୍ଚାଇବାକୁ କଂଗ୍ରେସ ଦଳ ଦୁଇ ଜଣ ପର୍ଯ୍ୟବେକ୍ଷକ ଡି.କେ. ଶିବକୁମାର ଏବଂ ଭୂପିନ୍ଦର ସିଂ ହୁଡାଙ୍କୁ ସିମଲା ପଠାଇଛି ।
ଆଜିର ବୈଠକ ପରେ ଖୁବ୍ ଶୀଘ୍ର ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି । ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ୍ ଶାହ ଓ ରାଜନାଥଙ୍କ ଭଳି କିଛି ହେଭିୱେଟ୍ଙ୍କ ନାଁ ଘୋଷଣା ହୋଇପାରେ ।
ରତ୍ନଭଣ୍ଡାରର ବାହାର ପଟ ଲେଜର ସ୍କାନିଂର ରିପୋର୍ଟ ASI ତରଫରୁ ଉପସ୍ଥାପିତ କରାଯିବ ଏବଂ ମରାମତି ସମ୍ପର୍କରେ ଆଲୋଚନା ହେବ ।
ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଆସନ୍ତାକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ ।
କାହିଁକି ପ୍ରଦୀପ କୁମାର ଘୋଷ ଆତ୍ମହତ୍ୟା କଲେ ? ନା ଏହା ହତ୍ୟା ? ଯଦି ଏହା ଆତ୍ମହତ୍ୟା ତେବେ ଏହା ପଛର କାରଣ କ’ଣ ହୋଇଥାଇପାରେ ? ଏ ସବୁ ଦିଗକୁ ନେଇ ପୋଲିସ ତଦନ୍ତ କରୁଛି ।
ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ନୋଟିସ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କଲେଜ ନାଁରେ ଜମି ଓ ଗାଡ଼ି କିଣା ବାବଦରେ ୨୦ କୋଟିରୁ ଅଧିକ ଟଙ୍କାର ଦୁର୍ନୀତି ଅଭିଯୋଗ ରହିଛି ।
ତାମିଲନାଡୁ ସରକାରଙ୍କ ଖବରକାଗଜ ବିଜ୍ଞାପନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମାଲୋଚନା କରାଯାଇଛି । ବିଜ୍ଞାପନରେ ଇସ୍ରୋ ବଦଳରେ ଚୀନ୍ ରକେଟ୍ ଚିତ୍ର ପ୍ରଦର୍ଶିତ କରାଯାଇଛି ।
ପଞ୍ଚାୟତ ନିର୍ବାଚନରେ କଣାସ ବ୍ଲକକୁ ଛଡାଇ ନେଇଛି BJP । ଆଉ ପୂର୍ବରୁ କଣାସ, ବ୍ରହ୍ମଗିରିରେ ରହିଥିବା ବେଳେ ସେଠାରେ ସଞ୍ଜୟଙ୍କ ପୁରୁଣା ସଙ୍ଗଠନ ରହିଛି । ତେଣୁ ଯଦି ଦଳ ସଞ୍ଜୟଙ୍କୁ ସତ୍ୟବାଦୀରେ ଟିକେଟ ଦିଏ ତାହେଲେ କଣାସ କ୍ରାଇସିସ ମ୍ୟାନେଜ କରିବାରେ ସକ୍ଷମ ହୋଇପାରନ୍ତି ସଞ୍ଜୟ...
କର୍କଟ ଗବେଷଣା ଓ ଚିକିତ୍ସା କ୍ଷେତ୍ରରେ ନୂଆ ସଫଳତା । ମାରାତ୍ମକ କ୍ୟାନସରକୁ ମାତ୍ ଦେବ ମାତ୍ର ୧୦୦ ଟଙ୍କିଆ ଟାବଲେଟ୍ । ଶରୀରରେ କ୍ୟାନସର ସେଲ୍ ବ୍ୟାପିବାରୁ ରୋକିବ ।
ଉତ୍ସାହ...ଉତ୍କଣ୍ଠା...ଉନ୍ମାଦନା... ନିଜ ମାଟିର ଝିଅ ଆଜି ଯେତେବେଳେ ଦେଶର ରାଷ୍ଟ୍ରପତି, ତାଙ୍କରି ଝଲକଟିଏ ପାଇବା ପାଇଁ ଏବଂ ତାଙ୍କୁ ଅତି ନିକଟରୁ ଦେଖିବାରୁ ସୁଯୋଗ ଯେତେବେଳେ ଆଜି ଆସିଛି କିଏ ବା କାହିଁକି ହାତଛଡ଼ା କରିବ ।
ଯଦି ମହିଳାଙ୍କ ପ୍ରତି ଏତେ ଦରଦ ତେବେ ଜଣିକିଆ ୧୫ ଲକ୍ଷ ଦିଅନ୍ତୁ ବୋଲି ଅପରାଜିତା କହିବା ସହ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ଖାଲି ଏତିକି ନୁହେଁ, ଅପରାଜିତା ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଯଦି ପ୍ରତି ମହିଳାଙ୍କୁ ୧୫ ଲକ୍ଷ ଦିଅନ୍ତି ତେବେ ମୁଁ...
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତିଯେ, ଏହି ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ସଟ୍ ଲିଷ୍ଟ୍ ହୋଇଥିବା ପ୍ରାର୍ଥୀଙ୍କ ସମ୍ପର୍କରେ ଚୂଡ଼ାନ୍ତ ଆଲୋଚନା ହୋଇପାରେ ।
ଟାଟାର ଦାବି ଅନୁସାରେ କ୍ୟାନ୍ସର ନଷ୍ଟ କରିବାକୁ ପ୍ରସ୍ତୁତ ହୋଇଛି ଏକ ଟାବ୍ଲେଟ୍ । ଯାହା ଖୁବ୍ଶୀଘ୍ର ବଜାରକୁ ଆସିବ । ସବୁଠାରୁ ବଡ଼ କଥା ହେଉଛି ଏହା ଶସ୍ତାରେ ବଜାରରେ ଉପଲବ୍ଧ ହେବ ।
ତାମିଲନାଡୁ BJPର ମୁଖ୍ୟ କେ. ଅନନାମାଲାଇ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏନେଇ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆ ‘X’ରେ ଏ ସମ୍ପର୍କରେ ଏକ ଭିଡିଓ ପୋଷ୍ଟ କରିଛନ୍ତି ।
ଦୁଇ ଥାକିଆ ବାଇପାସରୋଡ, ରାଇରଙ୍ଗପୁରର ସ୍ପୋର୍ଟସ କଂପ୍ଲେକ୍ସର ଶିଳାନ୍ୟାସ କରିବେ । ଭର୍ଚୁଆଲରେ ବାରସାହିରେ ଏକଲବ୍ୟ ମଡେଲ ରେସିଡେନସିଆଲ ସ୍କୁଲର ଶିଳାନ୍ୟାସ କରିବେ ।
ମୁଁ ଯେଉଁ ପରିସ୍ଥିତିରେ ସରକାର ଚଳାଉଛି, ମୋତେ ନୋବେଲ ପୁରସ୍କାର ଦେବା ଉଚିତ୍। ମୁଁ ସରକାର ଚଳାଉଛି ଏବଂ ଅଧିକାରୀମାନେ ଉପରାଜ୍ୟପାଳଙ୍କ କଥା ଶୁଣୁଛନ୍ତି...