ହ୍ରିତିକଙ୍କ ଟ୍ରେନର୍ ଦେଲେ ଓଲିଉଡ୍ ଅଭିନେତା ଚନ୍ଦନଙ୍କୁ ଫିଟନେସ୍ ମନ୍ତ୍ର । ଶୁଣନ୍ତୁ...
ଏବେ ଅକ୍ଟୋବର ନୁହେଁ ବରଂ ମେ’ମାସକୁ ନେଇ ଲାଗିଲାଣି ଡର । ବାରମ୍ବାର ଏଇ ମାସରେ ସମୁଦ୍ରରେ ସୃଷ୍ଟି ହେଉଛି ବାତ୍ୟା । ଜାଣନ୍ତୁ ଏଥର ବାତ୍ୟାର କଣ ରହିଛି ଅପଡେଟ୍
ସୌର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀ ୦୪ ତାରିଖ ଗୁରୁବାର । ଜାଣିନିଅନ୍ତୁ ଶୁଭ ଅଶୁଭ ସମୟ
ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ନିଜ ଗାଁକୁ ଆସୁଛନ୍ତି ମାଡାମ୍ ପ୍ରେସିଡେଣ୍ଟ । ଜାଣନ୍ତୁ କେତେବେଳେ ପହଞ୍ଚିବେ କେଉଁଠି?
ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପେକ ବର୍ତ୍ତିଲା । ୩୦ ଫୁଟ ତଳକୁ ଗଳିପଡିଲା ଗ୍ରାନାଇଟ ପଥର ଧରି ଆସୁଥିବା ଏକ ବଡ଼ ଟ୍ରେଲର । ତାସହ କ୍ଷଣିକ ମଧ୍ୟରେ ଭୁଶୁଡିଗଲା ବ୍ରିଟିଶ୍ ଅମଳର 'ବାହୁଦା' ବ୍ରିଜ୍ ବା ରାମଚନ୍ଦ୍ର ମର୍ଦ୍ଧରାଜ ସେତୁ । ୯୦ ବର୍ଷରୁ ଅଧିକ ବର୍ଷ ପୁରୁଣା...
ମଦ ପିଇ ଗାଡ଼ି ଚଳାଉଛନ୍ତି କି ? ହୁସିଆର ! ଧରାପଡ଼ିଲେ ଆଉ ଦୟାମାୟା ନାହିଁ । ଖାଲି ଫାଇନରେ ମିଳିବନି ନିସ୍ତାର। ଗିରଫ ହେବେ, ଜେଲ୍ ଯିବେ । ମଦୁଆ ଗାଡ଼ି ଚାଳକଙ୍କ ବିରୋଧରେ ଏଭଳି କଠୋର ଆଭିମୁଖ୍ୟ ଗ୍ରହଣ ପାଇଁ ରାଜ୍ୟର ସବୁ ଥାନାକୁ ନିର୍ଦ୍ଦେଶ...
ଉପନିର୍ବାଚନକୁ ନେଇ ଝାରସୁଗୁଡ଼ାରୁ ରାଜଧାନୀ ଭୁବନେଶ୍ୱର ଯାଏଁ ସରଗରମ ରାଜନୀତି । ଗୋଟିଏ ପଟେ ଝାରସୁଗୁଡ଼ା ବିଜେପି ଜିଲ୍ଲା ସଭାପତି ମଙ୍ଗଳ ସାହୁ ଦଳରୁ ଇସ୍ତଫା ଦେଇ ଶଙ୍ଖ ଶିବିରରେ ସାମିଲ ହୋଇଥିବା ବେଳେ ଝାରସୁଗୁଡାରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ବିଜେଡି କର୍ମୀ ।
ପ୍ରାୟ ଦେଢ଼ମାସର ଲୁଚକାଳି ଖେଳ ପରେ କବଜାକୁ ଆସିଛି ବାଉନ୍ସର ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ । କମିଶନରେଟ୍ ପୋଲିସର ଏକ ସ୍ପେଶାଲ ଟିମ୍ ବାଉନସର ଗ୍ୟାଙ୍ଗର ସର୍ଦ୍ଦାର ରାଘବ ଜେନା ଓ ତାର ଜଣେ ସହଯୋଗୀକୁ ବାଙ୍କୀ ଅଞ୍ଚଳରୁ ଗିରଫ କରି କୋର୍ଟଚାଲାଣ କରିଛି। ଏଥିସହ ବାଉନସର ଗ୍ୟାଙ୍ଗ...
କଟକର ବହୁଚର୍ଚ୍ଚିତ ଭଣ୍ଡ ମୌଲାନା କୈଫି ଖାନର ଫିଟୁଛି ମହାଗୁମର । ଗୁପ୍ତଧନ ଖୋଳିବା ଏବଂ ଭୂତକୁ ଛଡ଼ାଇବାର ଭାଣ୍ଡାମି କରି ଲୋକଙ୍କୁ ଭୂଆଁ ବୁଲାଇଥିବା କୈଫି ଖାନ ବିରୋଧରେ ସାମ୍ନାକୁ ଆସିଲାଣି ଛଅ ଛଅଟି ମାମଲା ।
ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଉଛି ରାଇରଙ୍ଗପୁର । ଦେଶର ପ୍ରଥମ ନାଗରିକଙ୍କୁ ନିଜ ମାଟିରେ ଦେଖିବାକୁ ନିଜ ଲୋକଙ୍କ ଭିତରେ ପ୍ରବଳ ଉତ୍ସାହ । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟିକୁ ପ୍ରଥମ ଗସ୍ତ ।
ସପ୍ତାହେ ଭିତରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ଏକପ୍ରକାର ନିଶ୍ଚିତ । ତେବେ ଓଡ଼ିଶା ପାଇଁ ଆତଙ୍କିତ ହେବାର ଏଯାଏଁ କୌଣସି କାରଣ ନାହିଁ । କାରଣ ଏହାର ଗତିପଥ ଏବେଠୁ କହି ହେବନି ।
ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପେକ ବର୍ତ୍ତିଲା । ୩୦ ଫୁଟ ତଳକୁ ଗଳିପଡିଲା ଗ୍ରାନାଇଟ ପଥର ଧରି ଆସୁଥିବା ଏକ ବଡ଼ ଟ୍ରେଲର । ତାସହ କ୍ଷଣିକ ମଧ୍ୟରେ ଭୁଶୁଡିଗଲା ବ୍ରିଟିଶ୍ ଅମଳର 'ବାହୁଦା' ବ୍ରିଜ୍ ବା ରାମଚନ୍ଦ୍ର ମର୍ଦ୍ଧରାଜ ସେତୁ । ୯୦ ବର୍ଷରୁ ଅଧିକ ବର୍ଷ ପୁରୁଣା...
ରାଷ୍ଟ୍ରପତିଙ୍କ ପାଇଁ ପ୍ରସ୍ତୁତ ରହିଛି ପାହାଡପୁରର ପୂଜାସ୍ଥଳ ଗୋଷାଣୀ । ଏଠାରେ ଆଦିବାସୀ ରୀତିନୀତିରେ ପୂଜା କରିବେ ରାଷ୍ଟ୍ରପତି । ପୂର୍ବରୁ ଝାଡ଼ଖଣ୍ଡ ରାଜ୍ୟପାଳ ଥିବା ସମୟରେ ସେ ଗୋଷାଣୀକୁ ଆସି ପୂଜା କରିଥିଲେ । ହେଲେ ରାଷ୍ଟ୍ରପତି ହେବାପରେ ଏହା ତାଙ୍କର ପ୍ରଥମ ଗସ୍ତ ।
ମେ’ ୩, ୨୦୧୯ । ୪ ବର୍ଷ ତଳେ ଆଜିର ଦିନରେ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ଉପକୂଳବର୍ତ୍ତୀ ଅଞ୍ଚଳକୁ ଛାରଖାର କରିଦେଇଥିଲା ଅତି ପ୍ରବଳ ସାମୁଦ୍ରିକ ଝଡ଼ ଫନି । ଅନେକଙ୍କ ମନରୁ ଏହାର କ୍ଷତ ଏବେବି ଶୁଖିନଥିବା ବେଳେ, ପୁଣି ଘାରିଛି ଆଉ ଏକ...
ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ହତ୍ୟା ଉଦ୍ୟମ କରାଯାଇଛି । ରାଷ୍ଟ୍ରପତି ନିବାସ କ୍ରେମଲିନ ଉପରେ ଡ୍ରୋନ୍ ଆକ୍ରମଣ ହୋଇଛି । କ୍ରେମଲିନର ଏକ ଗମ୍ବୁଜ ଉପରେ କ୍ରାସ୍ ହେଲା ଡ୍ରୋନ୍ ।
ସପ୍ତାହରେ ୩ଦିନ ସୋମବାର, ବୁଧବାର ଓ ଶୁକ୍ରବାର ବିମାନ ସେବା ଚାଲିବ । ଜୁନ ୩ରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ଭୁବନେଶ୍ୱରରୁ ବ୍ୟାଙ୍କକକୁ ମଧ୍ୟ ସିଧା ସଳଖ ବିମାନ ସେବା ଆରମ୍ଭ ହେବ ।
ସର୍ବୋଚ୍ଚ ନ୍ୟାୟାଳୟ ଅହୁରି କହିଛନ୍ତି କି, ନ୍ୟାୟିକ ପ୍ରକ୍ରିୟା ସଠିକ୍ ନହେଲେ ବିଚାରପତିଙ୍କ ନ୍ୟାୟିକ କାର୍ଯ୍ୟ ପ୍ରତ୍ୟାହାର କରାଯିବ ଏବଂ ତାଙ୍କୁ ତାଲିମ ପାଇଁ ନ୍ୟାୟିକ ଏକାଡେମୀକୁ ପଠାଯିବ ।
ଗୌହାଟୀର ଏକ ପଂଚତାରକା ହୋଟେଲରେ ଗତକାଲି ଧୁମଧାମରେ ସରିଛି ମେରେଜ୍ ସେରିମୋନି । ପାରମ୍ପରିକ ରୀତିନୀତିରେ ବ୍ୟାଣ୍ଡ, ବାଜା ଓ ବାରାତ ଧରି ବର ପହଞ୍ଚିଥିଲେ କନିଆଁ ପାଖରେ । ହାତଗଣ୍ଠି ପଡିବା ପରେ ଅନନ୍ୟାଙ୍କ ମଥାରେ ସିନ୍ଦୂର ଦେଇ ସାତଜନ୍ମର ସାଥୀ ବନାଇଥିଲେ ଚଂଚଳ ରାଣା ।
ହଦଗଡ଼ ପଞ୍ଚାୟତ ମୁଖ୍ୟାଳୟକୁ ପହଞ୍ଚିବାକୁ ହେଲେ ୪ଟି ଗାଁ ଲୋକଙ୍କୁ ଦରକାର ଥିଲା ୮ କିଲୋମିଟର ପାହାଡ଼ କାଟି ରାସ୍ତା ତିଆରି କରିବାର ଅସମ୍ଭବ ଲକ୍ଷ୍ୟ । ତେବେ ସେ ଲକ୍ଷ୍ୟ ହାସଲ କରିବାକୁ ଏକ ନିଆରା ଉପାୟ ପାଞ୍ଚିଥିଲେ ଗାଁ ଲୋକେ ।