ପୋଲିସ ଗାଡି ଉପରେ ମଧ୍ୟ ଆକ୍ରମଣ କରାଯାଇଥିଲା । ଏହି ଆକ୍ରମଣରେ ଅତିକ୍ ଏବଂ ଆଶ୍ରଫର ମୃତ୍ୟୁ ହୋଇଛି ।
କଲବଲ କଲାଣି ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରହୁଛି ରାଜଧାନୀ ଭୁବନେଶ୍ୱର ତାପମାତ୍ରା । ତାତିରୁ ଟିକିଏ ଆଶ୍ୱସ୍ତି ପାଇବକୁ ଗଛ ମୂଳ ପାଲଟିଛି ପଥିକଙ୍କ ସାହାରା । କିଏ ଗଛମୂଳରେ ବସି ରହୁଛି ତ ପୁଣି କିଏ ଟିକିଏ ନିଦରେ ଶୋଇପଡ଼ୁଛି ।
ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟରାତ୍ରରୁ ଲଗାଯାଇଛି କର୍ଫ୍ୟୁ । ରାତି ପାହିଲା କ୍ଷଣି ଡାକବାଜିରେ ସତର୍କ କରିଦିଆଯାଇଛି ସାରା ସହରବାସୀଙ୍କୁ । ଅଶାନ୍ତ ସମ୍ବଲପୁରକୁ ଶାନ୍ତ କରିବା ପାଇଁ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ନିଆଯାଇଛି ଏଭଳି ଯୁଦ୍ଧକାଳୀନ ପଦକ୍ଷେପ ।
ତିନି ଦିନ ତଳେ ଖୋଦ୍ ଶକ୍ତିମନ୍ତ୍ରୀଙ୍କ ମୁହଁରୁ ରାଜ୍ୟବାସୀ ଶୁଣିଥିବା ଟାଣ ପ୍ରତିଶ୍ରୁତି, କେତେ ଫଳପ୍ରଦ ବର୍ତ୍ତମାନର ବାସ୍ତବ ଚିତ୍ର କହିଦେଉଛି । ଆସିକା ବ୍ଲକ ହରଡ଼ାପଦର ଗାଁରେ ଘଣ୍ଟାକୁ ଘଣ୍ଟା ଛାଡ଼ି ଏଠି ଚାଲିଛି ପାୱାରକଟର ଲୁଚକାଳି ଖେଳ । ବାହାରେ ତାତି କଲବଲ କରୁଛି ତ...
କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ, ବିଜେଡି ପ୍ରାର୍ଥୀଙ୍କ ଟିକେଟ ସଂଗ୍ରହ ଆଉ ବିଜେପିର ନିର୍ବାଚନମଣ୍ଡଳୀରେ ପ୍ରେସମିଟ୍ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଜିଠୁ ସରଗରମ୍ ହୋଇଛି ନିର୍ବାଚନୀ ମାହୋଲ । ନିର୍ବାଚନରେ ପ୍ରତିଦ୍ୱନ୍ଦିତା ପାଇଁ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିସାରିଥିବା ୩ ପ୍ରମୁଖ ଦଳ ଭିତରୁ ଆଜି ପ୍ରଥମେ ନାମାଙ୍କନପତ୍ର...
ଆଉ ଖାଲି ହିନ୍ଦୀ କି ଇଂରାଜୀରେ ନୁହେଁ ଓଡ଼ିଆରେ ବି ଦେଇହେବ CAPF କନଷ୍ଟେବଲ ଭର୍ତ୍ତି । ପରୀକ୍ଷାକେନ୍ଦ୍ରର ବଡ଼ ନିଷ୍ପତ୍ତି ପରେ ଭାରି ଖୁସି ଅଗଣିତ ଆଶାୟୀ । କୋରାପୁଟ ଜୟପୁରର ପିଣ୍ଟୁ ପାଣି ଓ ସଚିନ କତଲେଲଙ୍କ କେନ୍ଦ୍ରୀୟ ଫୋର୍ସରେ ଯୋଗଦେବାକୁ ପ୍ରବଳ ଇଚ୍ଛା ।...
ସମ୍ବଲପୁର ହିଂସାକୁ ଏଡ଼ାଯାଇ ପାରିଥା’ନ୍ତି କି ? ପୋଲିସ ପ୍ରଶାସନର ବେପରୱା ମନୋଭାବରୁ ବିଗିଡ଼ିଗଲା କି ସ୍ଥିତି ? ଏଭଳି ପ୍ରଶ୍ନ ସବୁକୁ ନେଇ ଚର୍ଚ୍ଚା ଭିତରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ବିରୋଧୀ ।
ତିନି ଦିନ ତଳେ ଖୋଦ୍ ଶକ୍ତିମନ୍ତ୍ରୀଙ୍କ ମୁହଁରୁ ରାଜ୍ୟବାସୀ ଶୁଣିଥିବା ଟାଣ ପ୍ରତିଶ୍ରୁତି, କେତେ ଫଳପ୍ରଦ ବର୍ତ୍ତମାନର ବାସ୍ତବ ଚିତ୍ର କହିଦେଉଛି । ଆସିକା ବ୍ଲକ ହରଡ଼ାପଦର ଗାଁରେ ଘଣ୍ଟାକୁ ଘଣ୍ଟା ଛାଡ଼ି ଏଠି ଚାଲିଛି ପାୱାରକଟର ଲୁଚକାଳି ଖେଳ ।
ଓଡ଼ିଆ ମିଡିୟମରେ ପାଠ ପଢ଼ିଥିବା ଏମିତି ଅନେକ ଆଶାୟୀଙ୍କର ଥିଲା ସମାନ ଚିନ୍ତା । ହେଲେ ଆସନ୍ତାବର୍ଷ ଜାନୁଆରୀ ପହିଲାରୁ ବଦଳୁଛି ନିୟମ ।
ମେ ୧୦ ଝାରସୁଗୁଡ଼ା ଉପନିର୍ବାଚନ ଭୋଟ୍ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପର୍ବ । ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ତିନି ପ୍ରମୁଖ ଦଳ ଭିତରୁ ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।
ସମ୍ପୂର୍ଣ୍ଣ ଘଟଣା ଜାଣିଲେ ନିଶ୍ଚୟ ଅପଣଙ୍କୁ ଆଶ୍ଚର୍ଯ୍ୟ ଲାଗିବ । ଗତବର୍ଷ ସ୍ତ୍ରୀଙ୍କ ଚାକିରି କରିବାକୁ ନେଇ ସ୍ୱାମୀ ଏପରି କାଣ୍ଡ କରିଥିବାବେଳେ ଚଳିତ ବର୍ଷ ରେନୁ ଚାକିରି କରିଛନ୍ତି ।
ଯୁବକ ଜଣକ ଗର୍ଲଫ୍ରେଣ୍ଡ ପାଇବା ପାଇଁ ନିଜର ଅପରେସନ କରାଇଛନ୍ତି । ନିଜର ଉଚ୍ଚତା ୫ ଇଞ୍ଚ ବଢ଼ାଇଛନ୍ତି । ଆଉ ଏଥିପାଇଁ ତାଙ୍କୁ ୧.୩୫ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି ।
ଜହ୍ନରେ ଇଟା ପ୍ରସ୍ତୁତ କରିବାକୁ ଚାଇନିଜ ସୁପର ମାସନ୍ସ ନାମରେ ଏକ ରୋବଟକୁ ଡିଜାଇନ୍ କରିଛି । ଏହି ରୋବଟ ସେଠାରେ ପହଞ୍ଚି ଇଟା ତିଆରି କରିବ ।
ଅପରାହ୍ଣରେ ହନୁମାନ ଜୁନିଅର ଓ ସିନିୟର୍ ବର୍ଗକୁ ନେଇ ଦୁଇଟି ବିଭାଗରେ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତାର ଆୟୋଜନ କରାଯାଉଛି ।
ପୂର୍ବରୁ ଲାଗୁ ହୋଇଥିବା ୭ମ ବେତନ କମିଶନ ତୁଳନାରେ ୮ମ ବେତନ କମିଶନରେ ଅନେକ କିଛି ପରିବର୍ତ୍ତନ ହୋଇପାରେ ।
ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ ଘୋଷଣା କରିବା ପରେ ଆଜି ସେ ସ୍ଥାନୀୟ ଝାଡ଼େଶ୍ୱର ଶୈବପୀଠ ଯାଇ ମହାଦେବଙ୍କ ଦର୍ଶନ କରିଛନ୍ତି । ତା’ ସହିତ ଝାରସୁଗୁଡ଼ା ଲଢ଼େଇ ପାଇଁ ତିନି ପ୍ରମୁଖ ଯୋଦ୍ଧାଙ୍କ ଚେହେରା ସ୍ପଷ୍ଟ ହୋଇଛି ।
ସମ୍ବଲପୁର ଓ ଝାରସୁଗୁଡ଼ାରେ ୪୧ ଡିଗ୍ରୀ ପାର୍ କଲା ତାପମାତ୍ରା । ଭୁବନେଶ୍ୱର, ଚାନ୍ଦବାଲି ଓ ହୀରାକୁଦରେ ୪୦ ଉପରେ ଆଜି ରହିଥିଲା ପାରଦ । ଗଲା ଦୁଇ ଦିନ ଭଳି ଆଜି ବି ପ୍ରଚଣ୍ଡ ତାତିରେ ସିଝିଛି ସାରା ଓଡ଼ିଶା
ଯଦି ଆପଣ କୌଣସି ଯୋଜନାରେ ଆପଣଙ୍କ ଟଙ୍କା ବିନିଯୋଗ କରିବାକୁ ଚାହୁଁଛନ୍ତି, ତେବେ PPF ଆପଣଙ୍କୁ ଭଲ ରିଟର୍ଣ୍ଣ ଦେବ ।
AI ଜାରି କରିଥିବା ରାମଙ୍କ ଦୁଇଟି ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି । ଗୋଟିଏରେ ଭଗବାନ ରାମ ସ୍ମିତ ହାସ୍ୟ ଦେଉଥିବାବେଳେ ଅନ୍ୟ ଏକ ଫଟୋରେ ରାମଙ୍କ ସୁନ୍ଦର ଫଟୋ ଦେଖିବାକୁ ମିଳୁଛି ।
ଜାରୱା ଜନଜାତିର ଅଧିକାଂଶ ଲୋକଙ୍କର ରଙ୍ଗ କଳା ହୋଇଥାଏ । ହେଲେଏହି ଜନଜାତିର ଜଣେ ମହିଳାଙ୍କ ଏକ ସୁନ୍ଦର ସନ୍ତାନ ରହିଛି ।