ମେ' ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା ହେଉ ହେଉ ଶାସକ ଦଳଠାରୁ ଆରମ୍ଭ କରି ବିରୋଧୀ ଏବେ ପୁରା ସକ୍ରିୟ।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀଙ୍କ ଖାତାଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ ।
ପ୍ରଖ୍ୟାତ ବୈଜ୍ଞାନିକ ଆଲବର୍ଟ ଆଇନଷ୍ଟାଇନ୍, ସାର୍ ଆଇଜାକ୍ ନ୍ୟୁଟନ୍, ପ୍ରଖ୍ୟାତ ଚିତ୍ରକର ପାବଲୋ ପିକାସୋ । ଶୈଶବରେ ଏମାନେ ଥିଲେ ଅଟିଜିମର ଶିକାର । ଖାଲି ଏମାନେ କାହିଁକି, ଚର୍ଚ୍ଚା ହୁଏ ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲଗେଟ୍ସଙ୍କ ଠାରେ ବି ଦେଖାଯାଏ ଅଟିଜିମର କିଛି କିଛି ଲକ୍ଷଣ ।
ଝାରସୁଗୁଡ଼ାର ପ୍ରଭାବଶାଳୀ ନେତା ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିବାର ରକ୍ତରଂଜିତ ଅପରାଧ ଦେଖିଛନ୍ତି ଝାରସୁଗୁଡ଼ା ସହରର ଛାତ୍ରଛାତ୍ରୀ, ଯୁବ ସମାଜ ଏବଂ ସାଧାରଣ ମହିଳା । ଆଉ ଏବେ ୧୫ ବର୍ଷର ନୀରିହ ଛାତ୍ର ସମର୍ଥ ଅଗ୍ରୱାଲକୁ ଅପହରଣ ସହ ହତ୍ୟା ପରେ ବିଚଳିତ ହୋଇଛନ୍ତି...
ପଡିଆ ଭିତରେ ଛୁରୀରେ ଆକ୍ରମଣ, ବ୍ୟାଟରେ ବାଡେଇ ବାଡେଇ ହତ୍ୟା । ତାହା ପୁଣି ଜଣେ ଅମ୍ପାୟାରଙ୍କୁ । ଗାଁ କ୍ରିକେଟରେ ଏଭଳି ବଡ ଅଘଟଣ ଘଟିଛି ଚୌଦ୍ୱାର ଥାନା ମହିଁଶାଲଣ୍ଡାରେ । ଅମ୍ପାୟାରଙ୍କ ଆଉଟ୍ ନିଷ୍ପତ୍ତିରେ ପ୍ରଥମେ ଯୁକ୍ତିତର୍କ ପରେ ରକ୍ତାକ୍ତ ସଂଘର୍ଷ ଘଟିଛି ।
ଭଦ୍ରକରେ ଏପରି ଏକ ଘଟଣା ଘଟିଥିବା ବେଳେ ଚୂଡ଼ାମଣି ମେରାଇନ୍ ଥାନାର SI ହେଉଛନ୍ତି ତପସ୍ୱିନୀ ମହାପାତ୍ର ।
କଥାଟି ଜାଣିବା ପରେ ଆପଣଙ୍କୁ ନିଶ୍ଚୟ ଚକିତ ଲାଗୁଥିବ । ଜଣେ କର୍ମଚାରୀଙ୍କ ଠାରୁ ୯ଲକ୍ଷ ଟଙ୍କା ଜରିମାନା ଆଦାୟକରିବା ନିଶ୍ଚୟ ଆପଣ ଅସମ୍ଭବ କଥା ଭାବୁଥିବେ । ହେଲେ କଥାଟି ସମ୍ପୂର୍ଣ୍ଣ ସତ ।
ଆୟକରଦାତା ଯଦି କୌଣସି ଟିକସ ବିକଳ୍ପ ଚୟନ ନ କରନ୍ତି, ସେ ନୂଆ ଟିକସ ଢାଞ୍ଚା ବାଛିଛନ୍ତି ବୋଲି ବିବେଚନା କରାଯିବ । ଏହାବ୍ୟତୀତ ବଜେଟ୍ ଘୋଷଣା ଅନୁସାରେ, ସିଗାରେଟ୍, ପାନ ମସଲା ଓ ଅନ୍ୟ ତମାଖୁ ଉତ୍ପାଦ ଉପରେ ଲାଗୁ ହୋଇଛି ବର୍ଦ୍ଧିତ ଆମଦାନୀ ଶୁଳ୍କ ।
କନ୍ଧମାଳର ଫୁଲବାଣୀ ହେଉ କି କୋରାପୁଟର ଜୟପୁର ସବୁଠି ଆମ ମାତୃଭାଷା ଓଡ଼ିଆ ଅବହେଳିତ। ୨୦୧୮ରେ ରାଜ୍ୟ ସରକାର କଡ଼ା ନିୟମ କରିଛନ୍ତି। କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି। ପ୍ରତି ଦୋକାନର ନାମଫଳକ ଓଡ଼ିଆ ଭାଷାରେ ଲେଖିବା ବାଧ୍ୟତାମୂଳକ। ନିୟମ ନ ମାନିଲେ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା...
ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରକଳ୍ପର ଅନୁମୋଦନ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ, ଫାଇଭ୍ ଟି ସଚିବ, ବାଣିଜ୍ୟ ଓ ପରିବହନ ଏବଂ ନଗର ଉନ୍ନୟନ ବିଭାଗର ସଚିବ ମାନେ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସ୍ଥିତିର ଅନୁଧ୍ୟାନ କରିଥିଲେ ।
ଫଳରେ ଆପାର୍ଟମେଣ୍ଟ ପଂଜୀକରଣ ଲାଗି ବାଟ ଫିଟିବ ବୋଲି ଯାହା କୁହାଯାଉଥିଲା, ତାହା ପୁଣି ଅଟକି ଯାଇଛି । ସେପଟେ ୬ଦିନ ପୂର୍ବରୁ ବିଧାନସଭା ବନ୍ଦ ହେବା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ।
ଆଜି ଯାଏଁ ୨୨୫ଟି ମାମଲାର ତଦନ୍ତ ନେଇ ମାତ୍ର ୪୫ଟିର ଚାର୍ଜସିଟ୍ କରିପାରିଛି କ୍ରାଇମବ୍ରାଞ୍ଚ । ସରକାରୀ ଦଳର ଏଜେଣ୍ଟ ସାଜିଥିବା କ୍ରାଇମବ୍ରାଞ୍ଚ ଅନ୍ୟ ଘଟଣା ଭଳି ଏ ଘଟଣାକୁ ବି ଚପାଇଦେବ ।
ଆନ୍ଧ୍ର ଗୋ' ବ୍ୟାକ୍... ଉତ୍କଳ ଦିବସ ଅବସରରେ କୋଟିଆ ଗସ୍ତ କରି ଏହି ନାରା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ଜିଲ୍ଲାର ବହୁ ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ...

ପ୍ଲେନ୍ଟିରେ ମୋଟ୍ ୯୨ଜଣ ଯାତ୍ରୀ ଯାତ୍ରା କରୁଥିଲେ । LANSA Flight 508ରେ ଜୁଲିୟନଙ୍କ ସହ ତାଙ୍କ ମା’ ମଧ୍ୟ ରହିଥିଲେ । ସେହି ସମୟରେ ନିଜର ବୁଦ୍ଧି ଖଟାଇ ଜୁଲିୟନ ପ୍ଲେନରୁ ତଳକୁ ଡେଇଁପଡ଼ିଥିଲେ ।