• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Patitapabana Bana
ପତିତପାବନ ବାନା ଦର ବୃଦ୍ଧି କଲା ଶ୍ରୀମନ୍ଦିର ପ୍ରଶାସନ

ପୂର୍ବରୁ ଉକ୍ତ ଓଲାଗି ବାନର ଦର ୨୦୦ଟଙ୍କା ଥିଲା । ଶ୍ରୀମନ୍ଦିର ପ୍ରଶାସନର ଅର୍ଥ ସବକମିଟିର ନିଷ୍ପତ୍ତିକ୍ରମେ ଦର ବୃଦ୍ଧି କରାଯାଇଛି ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି ।

JM Care Nursing Home
କଟକର ଜେ.ଏମ୍ କେୟାର ନର୍ସିଂହୋମ ସିଲ୍

ରୋଗୀଙ୍କୁ ଆଡମିଶନ କରାଇ ଆଉ ଏକ ହସପିଟାଲରୁ ବିଜୁ ସ୍ୱାସ୍ଥ୍ୟ କାର୍ଡରେ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା ଜେ. ଏମ୍ . କେୟାର ନର୍ସିଂହୋମ ବିରୋଧରେ ।

Odisha Police celebrates 88th Formation Day
ଆଜି ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ

ବର୍ତ୍ତମାନ ନୂଆ ଚ୍ୟାଲେଞ୍ଜ ସାମ୍ନାକୁ ଆସିଛି, ଯାହାର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ । ସାଇବର ଅପରାଧ ଓ ଅର୍ଥନୈତିକ ଅପରାଧ ପ୍ରତି ସଜାଗ ରହିଛୁ । ଆମ ପାଖରେ ଥିବା ଜ୍ଞାନକୌଶଳକୁ ଆଧୁନିକୀକରଣ କରିଛୁ ।

DA Hike in July 2023
କେନ୍ଦ୍ର ସରକାର କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ବଢ଼ିବ ମହଙ୍ଗା ଭତ୍ତା !

ବର୍ତ୍ତମାନ ମୋଟ୍‌ ୪୨% ମହଙ୍ଗା ଭତ୍ତା କର୍ମଚାରୀମାନେ ପାଉଥିବାବେଳେ ଜୁନ୍‌ ୨୦୨୩ ଯାଏଁ କର୍ମଚାରୀମାନେ ଏହି ବେତନ ପାଇବେ । ପରେ ଜୁଲାଇ ପହିଲାରୁ କେନ୍ଦ୍ର ସରକାର କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇପାରେ ।

Weather
ଆଜି ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ୨୫ ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୨୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Temple Fire
ରାମ ନବମୀରେ ଅଘଟଣ; ହୁତୁହୁତୁ ହୋଇ ଜଳିଗଲା ବେଣୁଗୋପାଳସ୍ୱାମୀ ମନ୍ଦିର

ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି । ମିଳିଥିବା ସୂଚନା ମୁତାବକ, ମନ୍ଦିର ଭିତରେ ହୋମ ଚାଲିଥିଲା । ହୋମ ଚାଲିଥିବା ବେଳେ ସେଠାରେ ତିଆରି ହୋଇଥିବା ଅସ୍ଥାୟୀ ଛାଉଣୀରେ ନିଆଁ ଲାଗିଯାଇଥିଲା ।

Ajodhya
ଅଯୋଧ୍ୟାରେ ଆଜିଠାରୁ ହେଲିକପ୍ଟର ସେବା ଆରମ୍ଭ

ଆଜି ସକାଳ ୯ଟାରୁ ପ୍ରଥମ ହେଲିକପ୍ଟର ଉଡାଣ କରିଛି । ଆସନ୍ତା ୧୫ ଦିନ ପର୍ଯ୍ୟନ୍ତ ଏହି ହେଲିକପ୍ଟର ସେବା ଜାରି ରହିବ । ଆକାଶ ଉପରୁ ଅଯୋଧ୍ୟା ନଗରୀର ଏରିଏଲ ଭ୍ୟୁ ଦର୍ଶନ କରିପାରିବେ ପର୍ଯ୍ୟଟକ ।

Panchang
Today Panchang 30th March 2023: ଜାଣନ୍ତୁ ଆପଣଙ୍କ ଶୁଭ-ଅଶୁଭ ସମୟ

ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୩୦ ତାରିଖ ଗୁରୁବାର

 Pm Kisan FPO
ଚାଷୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ; କରନ୍ତୁ ଆବେଦନ, ପାଇବେ ୧୫ ଲକ୍ଷ !

ଯୋଜନା ଅନୁସାରେ ସରକାର ନୂତନ କୃଷି ବ୍ୟବସାୟ ଆରମ୍ଭ କରିବାକୁ ଚାଷୀମାନଙ୍କୁ ୧୫ ଲକ୍ଷ ଟଙ୍କା ଅର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ବର୍ତ୍ତମାନ ଇ-ନାମ ପ୍ଲାଟ୍‌ଫର୍ମରେ ୨୩୮୯ FPO ରହିଛି । ଏହି ଆର୍ଥିକ ରାଶିକୁ ସରକାର ୩ ବର୍ଷ ମଧ୍ୟରେ ପ୍ରଦାନ କରିବେ ।

Gold Price Today
ଲଗାତର ବୃଦ୍ଧି ପରେ ଖସିଲା ସୁନା ଦର ! ଜାଣନ୍ତୁ କେତେ ରହିଛି ଦାମ୍‌

ସୁନାକୁ ନେଇ ରାଜ୍ୟରେ ଚର୍ଚ୍ଚା ଜାରି ରହିଥିବାବେଳେ ଗଲା କିଛି ଦିନ ଧରି ସୁନା ଦର ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଯାହାକୁ ନେଇ ମଧ୍ୟବିତ୍ତ ଗ୍ରାହକମାନେ ଚିନ୍ତାରେ ପଡ଼ିଛନ୍ତି । ଏହାରି ଭିତରେ ସୁନାକୁ ନେଇ ସାମାନ୍ୟ ଖୁସି ଖବର ଆସିଛି ।

Koida BDO
ପୁଣି ଚର୍ଚ୍ଚାରେ କୋଇଡ଼ା ବିଡିଓ; ଟଙ୍କା ନେଣଦେଣକୁ ନେଇ ନିଜ ବାପା-ଭାଇ ଆକ୍ରମଣ କରିଥିବା ଅଭିଯୋଗ

ଯେଉଁ ବିଡିଓଙ୍କୁ ନେଇ ସାରା କୋଇଡ଼ାରେ କମ୍ପନ.... ଯାହାଙ୍କ ବିରୋଧରେ ଜନତାଙ୍କଠୁ ଜନପ୍ରତିନିଧିଙ୍କ ଯାଏଁ ଜଳିଛି ଆକ୍ରୋଶର ନିଆଁ... ସେହି ବିଡିଓଙ୍କୁ ଏବେ ଆକ୍ରମଣ ଅଭିଯୋଗ । ତା’ପୁଣି ଆକ୍ରମଣକାରୀ ଆଉ କେହି ନୁହଁନ୍ତି, ନିଜ ବାପା ଓ ଭାଇ ମାଡ଼ ମାରିଛନ୍ତି ବିବାଦୀୟ ବିଡିଓ ପଲ୍ଲବୀ ରାଣୀ...

Medicine
ଏପ୍ରିଲ ୧ରୁ ମହଙ୍ଗା ହେବ ଔଷଧ; ୧୨ ପ୍ରତିଶତ ବଢ଼ିଯିବ ଅତି ଜରୁରୀ ମେଡିସିନ୍‌

ପେନ୍ ବଢ଼ାଇଦେବ ପେନ୍ କିଲର । ବିପି ବଢ଼େଇବ ବ୍ଲଡ୍ ପ୍ରେସର ମେଡିସିନ୍ । କାରଣ ଏପ୍ରିଲ ପହିଲାରୁ ମହଙ୍ଗା ହେବ ଔଷଧ । ନିଇତି ଦରକାର ପଡ଼ୁଥିବା ଅତ୍ୟାବଶ୍ୟକ ଔଷଧ ଦାମ୍ ୧୨ ପ୍ରତିଶତ ବଢ଼ିଯିବ । ପାଇକାରୀ ମୂଲ୍ୟ ସୂଚୀ-WPI ବୃଦ୍ଧି ଆଧାରରେ ୨୭ଟି ବର୍ଗର...

Fake Certificates
ଜାଲ୍‌ ସାର୍ଟିଫିକେଟ୍ ପଛରେ ସରକାରୀ ଦଳର ହାତ ! ବିଧାନସଭାରେ ବର୍ଷିଲେ ବିରୋଧୀ

ବଲାଙ୍ଗିରରୁ ରାଜ୍ୟର ଅନ୍ୟ ଜିଲ୍ଲାକୁ ଲମ୍ବୁଛି ଜାଲ୍ ସାର୍ଟିଫିକେଟ କରାବାର । ଗୋଟିଏ ପରେ ଗୋଟିଏ ଜିଲ୍ଲାରୁ ଆସୁଛି ନକଲି ସାର୍ଟିଫିକେଟର ସାଂଘାତିକ ଅଭିଯୋଗ । ଆଉ ଏ ବଡ଼ ରାକେଟ ପଛରେ ରହିଛି ବିଜେଡି ଲିଙ୍କ୍ ।

Rukuna Ratha
ବଢେଇ ବାଙ୍କ ଛକରେ ଅଟକିଲା ରୁକୁଣା ରଥ

୩ଟା ୩୦ରେ ରଥଟଣା ଆରମ୍ଭ ହେବାର ଥିଲେ ବି ନୀତିକାନ୍ତିରେ ବିଳମ୍ବ ଯୋଗୁଁ ୫ଟା ୧୫ରେ ରଥଟଣା ଆରମ୍ଭ ହୋଇଥିଲା । ରୁକୁଣା ରଥ ଦେଖିବା ଲାଗି ଭକ୍ତଙ୍କ ମଧ୍ୟରେ ଆଜି ସକାଳୁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।

Rukuna ratha
ଶ୍ରଦ୍ଧାଳୁଙ୍କ ଭିଡ଼ରେ ଏମିତି ଥିଲା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଟଣା; ଦେଖନ୍ତୁ କିଛି ଫଟୋ

ବଢେଇ ବାଙ୍କ ଛକରେ ଅଟକି ରହିଲା ରୁକୁଣା ରଥ । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ମାଉସୀମା’ ଛକରେ ପହଞ୍ଚି ପାରିନଥିବାରୁ ଆସନ୍ତାକାଲି ସକାଳେ ପୁଣି ଆରମ୍ଭ ହେବ ରଥଟଣା ।

Pradeep Panigrahi
ନବୀନଙ୍କୁ ପ୍ରଦୀପଙ୍କ ସିଧା ନିଶାନା; ‘ବ୍ରହ୍ମପୁର ଏୟାରପୋର୍ଟ ନାଁରେ ସରକାର ଦେଉଛନ୍ତି ଲଲିପପ୍’

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।

Minor boy allegedly abducted & killed for Rs 50 lakh ransom
୫୦ ଲକ୍ଷ ପାଇଁ ନାବାଳକକୁ ଅପହରଣ ପରେ ହତ୍ୟା କରି ପୋଡ଼ିଦେଲେ

ପୁଅକୁ ଅପହରଣକରି ୫୦ ଲକ୍ଷ ମଗାଯାଉଥିବା ଅଭିଯୋଗ ହୋଇଥିଲା । ପରଦିନ ସକାଳେ ବରଗଡ଼ ଜିଲ୍ଲାରେ ନାବାଳକର ମୃତଦେହ ମିଳିଥିଲା । ତଦନ୍ତ କରି ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ।

RD
RD ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଛାତ୍ରୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କାହିଁକି ଛାତ୍ରୀ ଜଣକ ଆତ୍ମହତ୍ୟା କଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି ।

constble
କନେଷ୍ଟବଳର କାରନାମା; ଯୁବତୀଙ୍କ ସହ ୭ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ଦେଲା ଧୋକା

ପ୍ରୀତିରଞ୍ଜନ ବେହେରା କଟକରେ 6th ବାଟାଲିୟନରେ କନେଷ୍ଟବଳ ଭାବରେ ନିଯୁକ୍ତ ଅଛନ୍ତି । ତେବେ ଜଣେ ଯୁବତୀଙ୍କ ସହ ସେ ୭ ବର୍ଷ ସମ୍ପର୍କ ରଖିବା ପରେ ବର୍ତ୍ତମାନ ତାଙ୍କୁ ଧୋକାଦେଇଥିବା ନେଇ ଅଭିଯୋଗ କରିଛନ୍ତି ସଂପୃକ୍ତ ଯୁବତୀ ।

Odisha Assembly
ବିଧାନସଭା ଶୂନ୍ୟକାଳରେ ଉଠିଲା ମହାନଦୀ ଜଳ ସଂକଟ

ମହାନଦୀ ଟ୍ରିବ୍ୟୁନାଲରେ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଓକିଲଙ୍କୁ ନିୟୋଜିତ କରିଛନ୍ତି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି । ତାର ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାର ଗୃହରେ ଉପସ୍ଥାପନ କରନ୍ତୁ ବୋଲି ଦାବି କରିଛନ୍ତି ଜୟନାରାୟଣ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।