ହେମନ୍ତ ସୋରେନଙ୍କୁ ଆଜି ସୁପ୍ରିମକୋର୍ଟରୁ ବି ଝଟକା ମିଳିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଗିରଫ ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ହେମନ୍ତ ।
ଜୀବନ ଯାକ କଠିନ ପରିଶ୍ରମ କରି ଶ୍ରମିକମାନେ କିଛି ଟଙ୍କା ରୋଜଗାର କରିଥା’ନ୍ତି । ଯେଉଁ ଟଙ୍କାରେ ସେମାନଙ୍କ ଘର ଚଳିଥାଏ । ହେଲେ ଅଭାବ ଅନଟନ କାରଣରୁ ସେମାନଙ୍କ ନିକଟରେ ଟଙ୍କା ସଞ୍ଚୟ ହୋଇପାରିନଥାଏ ।
ଯୁବକ ଜଣକ ସଚିନ୍ଙ୍କୁ ଏତେ ପାଖରେ ଦେଖି ଆଶ୍ଚର୍ଯ୍ୟ ହେବା ସହ ନମସ୍କାର କରୁଛନ୍ତି । ପରେ ପରେ ସଚିନ୍ ତାଙ୍କୁ କେମିତି ଅଛ ବୋଲି ପଚାରୁଛନ୍ତି ?
ବର୍ଣ୍ଣବୋଧ ପଢ଼ି ମୁଖ୍ୟମନ୍ତ୍ରୀ ଓଡ଼ିଆ ଶିଖନ୍ତୁ । ନବୀନ ନିବାସକୁ ଯିବାକୁ ପୋଲିସ ବାରଣ କରିବାରୁ ନବୀନ ନିବାସ ଭିତରକୁ ବର୍ଣ୍ଣବୋଧ ଫୋପାଡ଼ିବାକୁ ଉଦ୍ୟମ କରିଥିଲେ । ପରେ ପୋଲିସ ସେମାନଙ୍କୁ ଅଟକ ରଖିଥିଲା ।
ଗତକାଲି ବାରାଣସୀର ଏକ କୋର୍ଟଙ୍କ ରାୟ ପରେ ଆଜି ଭୋରରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁ ବ୍ୟବସ୍ଥା କରିବା ପରେ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା ।
ମହିଳାଙ୍କୁ ପ୍ରାଧାନ୍ୟ ଦେଇ ଲକ୍ଷପତି ଦିଦି ଟାର୍ଗେଟ୍ ୩ କୋଟିକୁ ବଢ଼ା ଯାଇଥିବା ବେଳେ, ମଧ୍ୟବିତ୍ତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆସିବ ବୋଲି ଘୋଷଣା କରିଛନ୍ତି ସୀତାରମଣ । ତେଣେ ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ବଜେଟ୍ ୨୦୪୭ରେ ବିକଶିତ ଭାରତ ଲକ୍ଷ୍ୟକୁ ମଜଭୁତ୍ କରିବ...
ଅନ୍ତରୀଣ ବଜେଟରେ ଅପରିବର୍ତ୍ତିତ ରହିଲା ଟିକସ ହାର । ଆଗାମୀ ଆର୍ଥିକ ବର୍ଷ ପାଇଁ ବ୍ୟକ୍ତିଗତ କରଦାତାଙ୍କୁ କୌଣସି ରିହାତି ଦେଇନି ନିର୍ମଳାଙ୍କ ବଜେଟ୍ ।
ନିର୍ବାଚନ ପୂର୍ବରୁ ବିଜେଡିର ଭାବାବେଗ ରାଜନୀତି । ପ୍ରଥମେ ମଠ ମନ୍ଦିର ରୂପାନ୍ତରୀକରଣ, ତାର ପ୍ରଚାର ପ୍ରସାର, ଆଉ ଏବେ ଓଡ଼ିଆ ଭାଷାକୁ ଫୋକସ୍ ।
ରାଜଧାନୀରେ ଆପାର୍ଟମେଣ୍ଟରେ ରହିବା ସଉକ ଏବେ ଲୋକଙ୍କୁ ମହଙ୍ଗା ପଡ଼ିଛି । କାରଣ ଆପାର୍ଟମେଣ୍ଟର ସମସ୍ତ ସିକ୍ୟୁରିଟି ବ୍ୟବସ୍ଥା ଏବଂ ପୋଲିସକୁ ଚାଲେଞ୍ଜ ଦେଇ ଗୋଟିଏ ପରେ ଗୋଟିଏ ଲୁଟପାଟ୍ କରୁଛନ୍ତି ଲୁଟେରା ।
୨ଚତୁର୍ଥ ଶ୍ରେଣୀ କର୍ମଚାରୀ ଏବଂ ସାହେବଙ୍କ ନିବିଡ଼ ଓ ନିଆରା ସଂପର୍କର ଭିନ୍ନ ଏକ କାହାଣୀ । ଗୋଟିଏ କାହାଣୀ ହେଉଛି, ରାଜ୍ୟ ପୋଲିସ ମୁଖ୍ୟାଳୟର, ଅନ୍ୟଟି ରାଜଭବନର ।
ଆପାର୍ଟମେଣ୍ଟରେ ଲୁଟେରାଙ୍କ ଆତଙ୍କରାଜ୍...ଚୋରି କରୁଛନ୍ତି ନନଷ୍ଟପ୍...ବୁଲାଉଛନ୍ତି କଳାକନା, ନା ପୋଲିସକୁ ଖାତିର କରୁଛନ୍ତି ଆଉ ନା ସିସିଟିଭି ପ୍ରତି ପରବାୟ... ଦୁଇ ଦିନ ଭିତରେ ଲଗାତର ତିନି ତିନିଟି ଆପାର୍ଟମେଣ୍ଟରୁ ଚୋରି ।
ଭାଷା ସମ୍ମିଳନୀ ପାଇଁ ସରକାର ବିଜ୍ଞାପନ ଛାଇ ଦେଉଛନ୍ତି । ଜୋରଦାର ପ୍ରଚାର ପ୍ରସାର ହେଉଛି । ତେବେ ହଠାତ୍ କାହିଁକି ସରକାରଙ୍କ ଏହି ଭାଷା ପ୍ରୀତି ? ତାକୁ ନେଇ ସରକାରୀ ଦଳକୁ ଶାଣିତ ଆକ୍ରମଣ କରିଛନ୍ତି ବିରୋଧୀ ।
ଭାରତରେ ପ୍ରାୟ ୨୦ ଲକ୍ଷ ଆଶା ଏବଂ ଅଙ୍ଗନବାଡ଼ି କର୍ମୀ ରହିଛନ୍ତି । ଅଙ୍ଗନବାଡି ଏବଂ ଆଶା କର୍ମୀମାନେ ଦୀର୍ଘ ଦିନ ଧରି ଦରମା ବୃଦ୍ଧି ପାଇଁ ଦାବି କରିଆସୁଛନ୍ତି...
୮୯ ବ୍ୟାଚ୍ର IPS ଅଧିକାରୀ ବି. ରାଧିକାଙ୍କୁ ଅବସର ଅନୁମତି ମିଳିଛି । ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର ।
IIMCର ୫ ଆଞ୍ଚଳିକ କ୍ୟାମ୍ପସ ମଧ୍ୟରେ ଢେଙ୍କାନାଳ ରହିଛି । IIMCରେ ଏଣିକି ଡିଗ୍ରୀ ଓ ପିଏଚ୍ଡି ପାଠ୍ୟକ୍ରମ ଉପଲବ୍ଧ ହେବ ।
ମାଡ଼ ଖାଇଥିବା ନାବାଳକଙ୍କ ଏତଲା ପରେ ୪ ବାଳ ଅପରାଧୀଙ୍କୁ ସୁଧାର ଗୃହକୁ ପଠାଯାଇଥିଲା । ସୁଧାର ଗୃହରୁ ଫେରିବା ପରେ ପୁଣିଥରେ ୫ ଜଣଙ୍କ ମଧ୍ୟରେ ପିଟାପିଟି ହୋଇଥିଲା ।
ଦଶମ ଥର ଲାଗି ଜାନୁଆରୀ ୨୯ କିମ୍ବା ୩୦ରେ ହାଜର ହେବାକୁ ଇଡି ହେମନ୍ତଙ୍କୁ ସୁଯୋଗ ଦେଇଥିଲା । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି ବୋଲି ସୋରେନ କହିଥିଲେ ।
କୋର୍ଟଙ୍କ ଏହି ରାୟ ପରେ, ସାରା ବାରାଣସୀରେ ଖୁସିର ଲହରି । ହର ହର ମହାଦେବ ନାରାରେ ପ୍ରକଂପିତ ପରିବେଶ । ଆଉ କୋର୍ଟ ବାହାରର ଦୃଶ୍ୟ ଥିଲା କିଛି ଅଲଗା ।
ଯେଉଁ ଝିଅ ମୁଣ୍ଡରେ ନୂଆ ଓଢ଼ଣୀ ଦେଇ ସିନ୍ଦୂରକୁ ଅପେକ୍ଷା କରିଥିଲା... ସେ ହେଲା ଦୁଷ୍କର୍ମର ଶିକାର । ତା’ର ସବୁ କିଛି ଲୁଟ୍ ହୋଇଗଲା, ସିନ୍ଦୂର ନାଇବାର ଗୋଟିଏ ଦିନ ପୂର୍ବରୁ...
ପୂର୍ବରୁ ୨୦୨୩ ଏପ୍ରିଲ୍ ୨୨ ତାରିଖରେ ମଧ୍ୟ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଥିଲା । ସ୍ପେଶାଲ କୋର୍ଟ ଭିଜିଲାନ୍ସରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଥିଲା ଭିଜିଲାନ୍ସ ।