କଟକ ଦୂର ହୋଇଥିବାରୁ ଅଧିକ ଖର୍ଚ୍ଚାନ୍ତ ହୋଇଥିବା ଅଭିଯୋଗ କରିଛନ୍ତି । ସେପଟେ ଏକ ଅଘଟଣରୁ ପୂର୍ଣ୍ଣଚନ୍ଦ୍ର ମହାରଣାଙ୍କ ପୁଅ ଦେହରେ ନିଆଁ ଲାଗିଯିବାରୁ ସେ ବି ନାହିଁ ନଥିବା ହଇରାଣ ହୋଇଛନ୍ତି ।
ଦେଶର ବିକାଶ ଦିଗରେ ନାରୀ ଶକ୍ତି ପ୍ରମୁଖ ମାଧ୍ୟମ ପାଲଟିଛି । ମହିଳା ମାନେ ସର୍ବ ସମ୍ପର୍ଣ୍ଣା ଓ କୁଶଳୀ । ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ପ୍ରଶଂସା କରି ମୋଦି କହିଛନ୍ତି, ପ୍ରଥମ ଭାରତୀୟ ମହିଳା ଭାବେ IUPAC ଅୱାର୍ଡ ପାଇ ସାରା ଦେଶକୁ ଗର୍ବିତ କରିଛନ୍ତି...
ଭିଡିଓରେ ଦେଖିବାକୁ ମିଳିଛି ଏକ ନଦୀ ମଝିରେ ଦମ୍ପତି ରହିଛନ୍ତି । ହାତରେ କିଛି ଖାଦ୍ୟ ଧରି କୁମ୍ଭୀରକୁ ଦେବାକୁ ଡାକୁଛନ୍ତି । ପରେ ପରେ କୁମ୍ଭୀରଟି ଖାଦ୍ୟ ଖାଇବାକୁ ତାଙ୍କ ନିକଟକୁ ଆସୁଛି ।
ପିଲାମାନଙ୍କ ପାଠପଢ଼ା ପାଇଁ ଅନେକ ବ୍ୟାଙ୍କ ଲୋନ୍ ଦେଇଥାଏ । କିଛି ବ୍ୟାଙ୍କ ସ୍ୱଳ୍ପ ସୁଧ ନେଉଥିବା ବେଳେ କିଛି ବ୍ୟାଙ୍କ ଅଧିକ ସୁଧ ମଧ୍ୟ ନେଇଥା’ନ୍ତି ।
ଗତକାଲି ଲୋକସଭା ସାଂସଦ ପଦ ରଦ୍ଦ ପରେ ଆଜି ପ୍ରେସମିଟରେ ମୁହଁଖୋଲି କଡ଼ା ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ତାସହ ଆଦାନୀଙ୍କ କଂପାନୀରେ ୨୦ ହଜାର କୋଟି କିଏ ନିବେଶ କରିଛି ବୋଲି ପ୍ରଶ୍ନ କରି ରାହୁଲ କହିଥିଲେ- ଆଦାନୀଙ୍କ ସହ ମୋଦିଙ୍କ ସଂପର୍କ...
ଗଞ୍ଜାମ ଖେମୁଣ୍ଡିଖୋଲରୁ ଆସିଥିବା ବନବାସୀ ନରସିଂହ ମଣ୍ଡଳ । ଧର୍ମ ପରିବର୍ତ୍ତନ ପରେ ବି ଜନଜାତି କୋଟାର ଫାଇଦା ନେଉଥିବା ବ୍ୟକ୍ତିଙ୍କୁ ଜନଜାତି ସଂରକ୍ଷଣରୁ ବାଦ୍ ନ ଦେବା ଯାଏଁ ଆନ୍ଦୋଳନ ଚାଲୁ ରହିବ ବୋଲି ରୋକ୍ ଠୋକ୍ ଶୁଣାଇଛନ୍ତି ନରସିଂହ ।
ଅଗ୍ନିପଥ ଯୋଜନା ଘୋଷଣା ହେବା ପରେ ତିନି ସେନା ମଧ୍ୟରୁ ପ୍ରଥମେ ଆଗକୁ ବଢ଼ି ନୌସେନା ଅଗ୍ନିବୀରଙ୍କ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ କରିଥିଲା.... ଆଉ ଏକମାତ୍ର ଆର୍ମଡ ଫୋର୍ସ ଭାବେ କେବଳ ନୌସେନା ହିଁ ମହିଳାମାନଙ୍କୁ ଅଗ୍ନିବୀର ଭାବେ ତାଲିମ୍ ଦେବା ଶେଷ କରିଛି INS ଚିଲିକାରେ ।
କୋରାପୁଟ ଜିଲ୍ଲା ଝଡଙ୍ଗା ଗାଁର ପ୍ରଫୁଲ କୁମାର ସ୍ୱାଇଁ। ଚାଷ ହିଁ ତାଙ୍କର ମୁଖ୍ୟ ବେଉଷା । କୁନ୍ଦୁରା ଲ୍ୟାମ୍ପସରୁ ୨୦ ହଜାର ଟଙ୍କାର କୃଷି ଋଣ ନେଇ ଶୁଝି ସାରିଛନ୍ତି ସେ । କିନ୍ତୁ ଲ୍ୟାମ୍ପସ ଖାତାରେ ତାଙ୍କ ନାଁରେ ଏବେ ବି ଗଡୁଛି ୧ ଲକ୍ଷ...
ଯୁବକ ଜଣକ ଗୁରୁତର ହେବା ସହ ତାଙ୍କର ମୃତ୍ୟୁ ହୋଇଛି । ଘଟଣାରେ ପୋଲିସ ତଦନ୍ତ କରି ପ୍ରେମିକାଙ୍କ ସହ ତାଙ୍କ ପୂରା ପରିବାରକୁ ଗିରଫ କରିଛି ।
ପୂର୍ବରୁ ଏନେଇ କୁହାଯାଇଥିବା ବେଳେ ଆଧାର ଓ ରାସନକାର୍ଡ ସଂଯୋଗ ପାଇଁ ଶେଷ ତାରିଖ ମଧ୍ୟ ଧାର୍ଯ୍ୟ କରାଯାଇଥିଲା । ଯାହାର ସମୟସୀମା ଏବେ ସରକାର ବୃଦ୍ଧି କରିଛନ୍ତି ।
କଂଗ୍ରେସ ପାଖରେ ବଡ଼ ବଡ଼ ଓକିଲ ରହିଛନ୍ତି, କାହିଁକି ସୁପ୍ରିମକୋର୍ଟର ଏହି ମାମଲାରେ ରହିତାଦେଶ ଆଣିଲେନି ବୋଲି ପ୍ରଶ୍ନ କରିଛନ୍ତି ରବିଶଙ୍କର । ଖାଲି ରାହୁଲ ନୁହଁନ୍ତି ଦେଶର ୩୨ ଜଣ ଅନ୍ୟ ନେତାଙ୍କ ପଦ ବି ଏଭଳି ରଦ୍ଦ ହୋଇଛି ।
ନୂଆ SRC ଭାବେ ଅତିରିକ୍ତ ଦାୟିତ୍ୱ ସତ୍ୟବ୍ରତ ସାହୁଙ୍କୁ ଦିଆଯାଇଛି । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହୋଇଛନ୍ତି ସତ୍ୟବ୍ରତ ସାହୁ । ଓଡ଼ିଆ ଭାଷା, ସାହିତ୍ୟ, ବିଭଗର ACS ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।
ରେଡ୍ ବେଳେ ଘଟଣାସ୍ଥଳରୁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡର ୧୦ ହଜାର ଠିପି, ୪୫୨ ବୋତଲ, ୪୫୦ ଲିଟର ସ୍ପିରିଟ୍, ବ୍ଲେଣ୍ଡେଡ୍ ସ୍ପିରିଟ୍ ଭଳି ସାମଗ୍ରୀ ସହ ଗୋଟିଏ ପଂଚିଂ ମେସିନ୍ ଓ ଓଡ଼ିଶା ଅବକାରୀ ବିଭାଗର ଡୁପ୍ଲିକେଟ୍ ଆଡେସିଭ୍ ଲେବୁଲ ବି ଜବତ କରିଛି ।
ହଲ୍ ମାର୍କିଂ ବିଶେଷଜ୍ଞଙ୍କ ମତରେ, ନୂଆ ବ୍ୟବସ୍ଥାରେ ବିକ୍ରି ହେବାକୁ ଥିବା ପ୍ରତି ସୁନା ଗହଣାରେ ରହିବ ୩ଟି ମାର୍କ । ଗୋଟିଏ ବିଆଇଏସ୍ ଲୋଗୋ, ସୁନା ଗହଣା ଶୁଦ୍ଧତାର ଚିହ୍ନ ଓ HUID । HUIDରେ ୬ଟି ଆଲ୍ଫାନ୍ୟୁମେରିକ୍ ନମ୍ବର ବିଶିଷ୍ଟ କୋଡ୍ ରହିବ । ଏହି...
ନକଲି ସାର୍ଟିଫିକେଟରେ ଅସଲି ଚାକିରୀ । ଡାକଘରେ ଡୁପ୍ଲିକେଟ୍ କର୍ମଚାରୀ । ଧରାପଡ଼ିଛନ୍ତି ଏକାଧିକ ୪୨୦ ପୋଷ୍ଟରମାଷ୍ଟର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ପୋଷ୍ଟଅଫିସର ପୋଷ୍ଟ ମାଷ୍ଟର ହେଉଛନ୍ତି ଜଗନ୍ନାଥ ପୋଢ଼ । ସାମ୍ନାକୁ ଆସିଛି ବାବୁଙ୍କ ଜାଲିଆତି । ପାଟଣାଗଡ ମରୁଆଁ ପୋଷ୍ଟ ଅଫିସର...
ଗତକାଲି ରାଜ୍ୟରେ ୫ ହଜାର ୬୪୭ ଜଣଙ୍କର କୋଭିଡ ପରୀକ୍ଷା ହୋଇଥିଲା। ଟେଷ୍ଟିଂ ବଢ଼ିଥିବାରୁ ପଜିଟିଭ ସଂଖ୍ୟା ସାମାନ୍ୟ ବଢ଼ିଛି । ତେବେ ଚିନ୍ତାଜନକ ନଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
୨୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାସହ ପୁରୀ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ନିକଟ ନେନ୍ଦୁପଲ ଗାଁରେ ଏଭଳି ଚର୍ଚ୍ଚା ଜୋର୍ ଧରିଛି । ଗାଁର ଜାଭେଦ ନାମକ ଜଣେ ବ୍ୟକ୍ତି ମାସେ ତଳେ ନିଜ ଚାଷ ଜମିରେ ଗଭୀର ନଳକୂପ ଖୋଲିଥିଲେ ।
ଜାତିପ୍ରଥା ଓ କିଛି ଅନ୍ଧ ବିଶ୍ୱାସକୁ ଦୃଷ୍ଟିରେ ରଖି ସରକାର ସ୍ୱତନ୍ତ୍ର ପଦକ୍ଷେପ ନେଇଛନ୍ତି । ଲୋକଙ୍କ ମନରୁ ଏହା ଦୂରକରିବାକୁ ଏକ ଭିନ୍ନ ପ୍ରୟାସ କରିଛନ୍ତି ରାଜସ୍ଥାନ ସରକାର । ଯଦି ଜଣେ ବ୍ୟକ୍ତି ଅନ୍ୟ ଏକ ଜାତିରେ ବିବାହ କରେ ତେବେ ସେଥିପାଇଁ ସରକାର ପ୍ରୋତ୍ସାହନ...
ଗତ ମାର୍ଚ୍ଚ ୬ ତାରିଖରେ ସୁଟି ସମୟରେ ଆହତ ହୋଇଥିଲେ ବିଗ୍ବି । ଫିଲ୍ମ ‘ପ୍ରୋଜେକ୍ଟ କେ’ର ଆକ୍ସନ ସୁଟିଂ ବେଳେ ତାଙ୍କର ମାଂସପେଶୀ ଉପରେ ଆଘାତ ଲାଗିଥିଲା ।