ବେଶ୍ କିଛିଦିନ ହେବ ସୋସିଆଲ ମିଡିଆରେ ମଜାଦାର ପୋଷ୍ଟ ସେୟାର କରି ନିଜର ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଶିଖର ଧାୱନ । ଆଉ ବର୍ତ୍ତମାନ ତାଙ୍କ କ୍ୟାରିୟରରେ ନୂଆ ମୋଡ଼ ଦେଖିବାକୁ ମିଳିଛି ।
ଶିଶୁଟିକୁ ଜନ୍ମ ଦେବାର ମାତ୍ର କିଛି ମିନିଟ୍ ପରେ ୪ଲକ୍ଷ ୫୦ ହଜାର ଟଙ୍କାରେ ବିକ୍ରି କରିଛି ଜନ୍ମକଲା ମା’ । ଝାଡ଼ଖଣ୍ଡରୁ ଏପରି ଏକ ଘଟଣା ସାମ୍ନାକୁ ଆସିବା ପରେ ଅଭିଯୁକ୍ତ ମା’କୁ ପୋଲିସ ଗିରଫ କରିଛି ।
ଆମେ ଆଜି କହିବାକୁ ଯାଉଛୁ ଏମିତି ଏକ ଗିଟାରର କଥା । ଯାହା ଦୁନିଆର ସବୁଠାରୁ ଦାମୀ ବୋଲି କୁହାଯାଉଛି । ସୁନା ଓ ହୀରାରେ ତିଆରି କରାଯାଇଛି ଏହି ଗିଟାର । ଗୀତ ନୁହେଁ ବରଂ ଲୋକମାନେ ଏହି ଗିଟାରକୁ ଦେଖିବାକୁ ଭିଡ଼ ଜମାଇଥା’ନ୍ତି ।
ଆଜି ଏହି ଫୈସଲା ଶୁଣାଣି ବେଳେ ସୁରତ କୋର୍ଟରେ ଉପସ୍ଥିତ ଥିଲେ ନିଜେ ରାହୁଲ ଗାନ୍ଧି । ତାଙ୍କୁ ୩୦ ଦିନର ଜାମିନ ସାମାନ୍ୟ ଆଶ୍ୱସ୍ତି ଦେଇଥିଲେ ବି, ଏ ଅଡ଼ୁଆ ଏତେ ଶୀଘ୍ର ତୁଟିବାର ନୁହେଁ ବୋଲି ଆଶଙ୍କା କରାଯାଉଛି ।
ଜୀବନ ବିନ୍ଦୁ ରକ୍ତ ସଂକଟ ଦୂର ପାଇଁ ଦଳର ଏଇ କାର୍ଯ୍ୟକ୍ରମକୁ ଜନ ଆନ୍ଦୋଳନ କୁହେ ବିଜେଡି । ହେଲେ ବାସ୍ତବରେ ଦଳର ଏ ମହତ ଅଭିଯାନ ଚାଲିଛି କେମିତି ? ସତର କିଭଳି ଭିତ୍ତି ଉପରେ ଚାଲିଛି ଦଳର ଏ ଫ୍ଲାଗସିପ୍ ପ୍ରୋଗ୍ରାମ ?
ଗୁରୁତ୍ୱପୂର୍ଣ୍ଣ କଥା ହେଲା କିଛି ମାସ ତଳେ ଧାମନଗର ଉପନିର୍ବାଚନରେ ମନମୋହନଙ୍କ ଷ୍ଟ୍ରାଟେଜିରେ ମାତ୍ ଖାଇଥିଲା ବିଜେଡି ।
ବୈଜ୍ଞାନିକଙ୍କ କହିବା ଅନୁସାରେ ଆଉ ମାତ୍ର ୨୭ ବର୍ଷ ପରେ ଏହାର ପ୍ରଭାବ ଦେଖାଦେବ । ୨୦୫୦ ବର୍ଷ ବେଳକୁ ଏହି ସବୁ ନଦୀ ଶୁଖିଯିବ ବୋଲି କୁହାଯାଇଛି ।
ବର୍ତ୍ତମାନ ବିନା ପିନ୍ରେ ଟଙ୍କା ନେଣଦେଣକୁ ନେଇ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି । କିଛି ବ୍ୟଙ୍କ ପକ୍ଷରୁ ଏହି ବ୍ୟବସ୍ଥା କରାଯାଉଥିବା କୁହାଯାଉଛି ।
ଉଭୟ ୬୦ ବର୍ଷ ପୂର୍ବରୁ ପ୍ରେମରେ ପଡ଼ିଥିଲେ । ନବ ବିବାହିତ ଲେନ୍ ଅଲବ୍ରାଇଟ୍ସଙ୍କ ବର୍ତ୍ତମାନ ବୟସ ହେଉଛି ୭୯ ବର୍ଷ ଆଉ ତାଙ୍କ ପତ୍ନୀ ଜାନେଟ୍ ଷ୍ଟିରଙ୍କ ବୟସ ହେଉଛି ୭୮ ବର୍ଷ । ୧୯୬୩ ମସିହାରେ ଉଭୟ ପଠପଢ଼ିବା ସମୟରେ ସେମାନଙ୍କର ପ୍ରେମ ଆରମ୍ଭ ହୋଇଥିଲା...
ମାତ୍ର କିଛି ଦିନ ହେବ ପାଇଲଟ୍ଙ୍କ ଏହି ଖାଦ୍ୟକୁ ନେଇ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଥିଲା । ଯେଉଁଥିରେ ଜଣେ ପାଇଲଟ୍ ଗୋଟିଏ ଗୁଜିଆ ଧରିଥିବା ଦେଖିବାକୁ ମିଳିଥିଲା ।
ଜାପାନ G-7ର ଅଧ୍ୟକ୍ଷତା କରୁଥିବାବେଳେ G-20ର ଅଧ୍ୟକ୍ଷତା କରୁଛି ଭାରତ । ତେଣୁ ଉଭୟ ଦେଶ ମିଶି ଅନ୍ତର୍ଜାତୀୟ ସମୁଦାୟର ବିକାଶ ଲାଗି କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
ଆଜି ସକାଳ ୮ଟାରୁ ଆମାଜନ ତା’ର ଗ୍ରାହକମାନଙ୍କ ପାଇଁ ଏହି ପ୍ରତିଯୋଗିତା ଆରମ୍ଭ କରିଥିବା ବେଳେ ରାତି ୧୨ଟା ପର୍ଯ୍ୟନ୍ତ ଏହା ଚାଲୁ ରହିବ ।
ମାଥିଲି ବ୍ଲକ୍ ବିରେନପାଲିର କୌଶଲ୍ୟା ଭୂୟାଁ ଗର୍ଭବତୀ ଥିବା ମିଛ ବାହାନା କରି ପ୍ରତିମାସରେ ଏଏନଏମଙ୍କ ପାଖକୁ ଯାଉଥିଲେ ।ଏପରିକି ଗର୍ଭବତୀ କାର୍ଡ କରି ସମସ୍ତ ସରକାରୀ ସୁବିଧା ପାଉଥିଲେ ।
ଗୃହ ବିଭାଗର ଶ୍ୱେତପତ୍ର ଅନୁସାରେ ରାଜ୍ୟରେ ୨୦୨୨ ମସିହାରେ ରୁଜୁ ହୋଇଥିବା ମୋଟ ୧ ଲକ୍ଷ ୭୮ହଜାର ଧର୍ତ୍ତବ୍ୟ ଅପରାଧ ମଧ୍ୟରୁ ୧୩୭୯ଟି ହତ୍ୟା, ୬୨୬ଟି ଡକାୟତି, ୨୯୯୮ଟି ଲୁଣ୍ଠନ, ୫୪୬୭ଟି ସିନ୍ଧିଚୋରି, ୧୪ ହଜାର ୮୯୩ଟି ଚୋରି, ୩ ହଜାର ୧୮୪ଟି ଦୁଷ୍କର୍ମ ମାମଲା ସାମିଲ ଅଛି...
ମୂଷା ଓ ଅସରପା ଏସବୁକୁ କାଟି ଦେଇଥିବା କହିଛନ୍ତି ଦେବୀ ସୁଭଦ୍ରାଙ୍କ ବାଡ଼ଗ୍ରାହୀ ରାମଚନ୍ଦ୍ର ଦାସ ମହାପାତ୍ରା । ଖସାପଡା ନୀତି ସମୟରେ ଏହାକୁ ଭରଣା କରାଯାଇଛି । କୌଣସି ପ୍ରକାରରେ ମହାପ୍ରଭୁଙ୍କ ଦାରୁ କ୍ଷତି ହୋଇନାହିଁ କିନ୍ତୁ ତୁରନ୍ତ ମୂଷାର ଦୋରାତ୍ମକୁ ଦୂର ନକଲେ ଶ୍ରୀଅଙ୍ଗ ପ୍ରତି...
ଚଳିତ ବର୍ଷ ଏପ୍ରିଲ ଶେଷରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଜଣାପଡ଼ିଛି । ଗତ ବର୍ଷ ମରଡୋକ୍ ତାଙ୍କର ୪ର୍ଥ ପତ୍ନୀଙ୍କ ଠାରୁ ଅଲଗା ହୋଇଥିଲେ ।
ପୂର୍ବରୁ ପଖାଳ କହିଲେ ବାସି କିମ୍ବା ସଜ ପଖାଳ । ହେଲେ ଏବେ ପଖାଳ, ପଚାଶ ପ୍ରକାରର । ମଲ୍ଲିଫୁଲିଆ, ମୁଡି ପଖାଳ, ଛୁଙ୍କ ପଖାଳ, ଚିପୁଡା ପଖାଳ, ଘିଅ ପଖାଳ, ଲେମ୍ବୁ ଓ ଦହି ଛୁଙ୍କ ଦିଆ ପଖାଳ ।
ରାୟଗଡ଼ାର କାଶୀପୁର, କଳାହାଣ୍ଡିର କୋକସରା ଆଉ ଭଦ୍ରକର ବାସୁଦେବପୁର । ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ-ବର୍ଷା ପରେ ସବୁଠି ପୂରନ୍ତା କ୍ଷେତର ଉଜୁଡ଼ା ସ୍ଥିତି ଉପଜିଛି ।
ଗୋଟିଏ କି ଦୁଇଟି ଘଟଣା ନୁହେଁ, ଜଣେ କି ଦୁଇ ଜଣ ନୁହଁନ୍ତି ଗତ ୩ ବର୍ଷରେ ୯୭୦ ଜଣଙ୍କ ହୋଇଛି ସଲୀଳ ସମାଧି । ଏକଥା ଆମେ କହୁନୁ । ଗୃହରେ ଏଭଳି ଉଦବେଗଜନକ ତଥ୍ୟ ରଖିଛନ୍ତି ରାଜ୍ୟ ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ।