୨୪ ବର୍ଷ କ୍ଷମତାରେ ରହିବା ପରେ ବିଜେଡିକୁ କାହିଁକି ଶଙ୍ଖ ମୋ ଗର୍ବ ବୋଲି କହିବାକୁ ପଡ଼ିଲା ବୋଲି ପ୍ରଶ୍ନ ଉଠିଛି । କୁହାଯାଉଛି, ବିଜେଡିକୁ ଏବେ ଭବିଷ୍ୟତ ଚିନ୍ତା ଘାରିଥିବାରୁ, ସେଇଥିପାଇଁ ଏ କ୍ୟାମ୍ପେନ୍ । ସେପଟେ ବିଜେପି ବି ସୋସିଆଲ୍ ମଡିଆରେ ଏହାକୁ ଭିନ୍ନ ବାଗରେ...
ଗ୍ରୁପ୍-ଏ ବା ବି’ କର୍ମଚାରୀଙ୍କୁ ଇଲେକ୍ଟ୍ରି କାର୍ ପାଇଁ ଆଡଭାନ୍ସ ମିଳିବ । ସେହିପରି ଗ୍ରୁପ୍ ସି’ ଓ ଡି’ କର୍ମଚାରୀଙ୍କୁ ଦୁଇ ଚକିଆ ଯାନ କିଣିବାକୁ ଅଗ୍ରୀମ ଟଙ୍କା ଦେବେ ସରକାର ।
ମଣିଷ ଶରୀର ଠିକ୍ ମେସିନ୍ ପରି । ମଣିଷ ଚାଲିବାକୁ ହେଲେ ଶକ୍ତିର ଆବଶ୍ୟକତା ରହିଛି । ଖାଦ୍ୟ ରୂପକ ଉର୍ଜା ଦ୍ୱାରା ମଣିଷ ଶକ୍ତି ପାଇବା ସହ ସମସ୍ତ କାମ କରିବାରେ ସକ୍ଷମ ହୋଇଥାଏ ।
ଅତୀତରେ ‘ସୁକନ୍ୟା ଯୋଜନା’କୁ ନେଇ ବେଶ୍ ଚର୍ଚ୍ଚା ହୋଇଥିବା ବେଳେ ବର୍ତ୍ତମାନ ‘ଭାଗ୍ୟଲକ୍ଷ୍ମୀ ଯୋଜନା’ ଆଣିପାରେ ଝିଅମାନଙ୍କ ପାଇଁ ବିଶେଷ ଖୁସି ।
ଭିଡିଓଟିରେ ଦେଖିବାକୁ ମିଳୁଥିବା ଦୁଇଟି ସାପର ରଙ୍ଗ ଭିନ୍ନ ଭିନ୍ନ ରହିଛି । ଗୋଟିଏ ଅଜଗରର ରଙ୍ଗ କଳା ହୋଇଥିବା ବେଳେ ଅନ୍ୟଟି ଧଳା ରଙ୍ଗର ରହିଛି ।
ଘଣ୍ଟିକୁ ନେଇ ପୁରାଣରେ ଅନେକ କଥା ବର୍ଣ୍ଣନା କରାଯାଇଛି । ମନ୍ଦିରରେ ଘଣ୍ଟି ବଜାଇବା ଦ୍ୱାରା ମନୁଷ୍ୟର ଅନେକ ଜନ୍ମର ପାପ ନଷ୍ଟ ହୋଇଥାଏ ବୋଲି କୁହାଯାଇଛି ।
ନାସା ପକ୍ଷରୁ ଦିଆଯାଇଥିବା ତଥ୍ୟରେ ପୃଥିବୀ ପ୍ରତି ବିପଦ ରହିଥିବା ଦର୍ଶାଯାଇଛି । କୁହାଯାଇଛି କି, ଆଗାମୀ ୨୩ବର୍ଷ ମଧ୍ୟରେ ପୃଥିବୀ ପାଇଁ ବିପଦ ସୃଷ୍ଟି ହୋଇପାରେ ।
୨୦୧୭ରେ କଟକ ପୋଲିସ ମୁଖ୍ୟାଳୟରେ ହ୍ୟୁମାନ ରାଇଟସ୍ ପ୍ରୋଟେକସନ ସେଲରେ ଆଇଜି ଭାବେ ଅବସ୍ଥାପିତ ହୋଇଥିଲେ ୧୯୯୮ ବ୍ୟାଚର ଆଇପିଏସ୍ ଅଧିକାରୀ ଏନବି ଭାରତୀ ।
ମେଟା ପକ୍ଷରୁ ୧୦ ହଜାର କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରାଯିବା ନେଇ କୁହାଯାଇଛି । ଫଳରେ କର୍ମଚାରୀମାନଙ୍କୁ ଶକ୍ତ ଝଟକା ଲାଗିଛି । ଦିଆଯାଇଥିବା ସୂଚନା ଅନୁସାରେ ଦ୍ୱିତୀୟ ଥର ପାଇଁ ମେଟା ଏହିପରି ପଦକ୍ଷେପ ନେବାକୁ ଯାଉଛି ।
ସ୍ୱାମୀ-ସ୍ତ୍ରୀଙ୍କ ବଚସା ପରେ ୮ଟି ଗାଡ଼ି ଜାଳିଦେଇଛନ୍ତି ସ୍ୱାମୀ । ୪ଟି ବାଇକ୍, ଦୁଇଟି କାର୍ ଓ ୨ଟି ଅଟୋ ନିଆଁରେ ଜଳିଯାଇଛି ।
ମହିଳା ଜଣକ ହେଉଛନ୍ତି ଜଣେ ପ୍ରଧାନମନ୍ତ୍ରୀଙ୍କ ଶାଶୂ । ଖାଲି ସେତିକି ନୁହେଁ ତାଙ୍କର ଅନେକ ପରିଚୟ ରହିଛି । ସେ ଜଣେ ପ୍ରଖ୍ୟାତ ଲେଖିକା ।
ଆପଣ ଜାଣନ୍ତି କି, ପରୀକ୍ଷା ପୂର୍ବରୁ ଶୋଇବା ନିହାତି ଜରୁରୀ । କାରଣ ଭଲ ନିଦ ହେବା ଦ୍ୱାରା ଜଣେ ପରୀକ୍ଷାର୍ଥୀଙ୍କୁ ଅନେକ ଫାଇଦା ମିଳିଥାଏ ।
ହେଲିକପ୍ଟରରେ କେତେ ଜଣ ଯବାନ ଯାତ୍ରା କରୁଥିଲେ, ସେ ବାବଦରେ ସୂଚନା ମିଳିପାରିନାହିଁ ।
ବାରମତି ତହସିଲ ଅଧିନରେ ଥିବା ଏକ ଡ୍ରେନେଜ୍ କୂଅ ମଧ୍ୟରେ ପଶି ସଫେଇ କରିବା ସମୟରେ ଜଣକ ପରେ ଜଣଙ୍କର ଜୀବନ ଚାଲିଯାଇଛି । ଘଟଣାକୁ ନେଇ ପୋଲିସ ପ୍ରତିକ୍ରିୟା ରଖିବା ସିହ ସମସ୍ତ ୪ଜଣଙ୍କ ମୃତଦେହ ଜବତ କରିଛି ।
ରାଜ୍ୟର ବିଭିନ୍ନ ସ୍ଥାନରେ ଘଂଟାଘଂଟା ଧରି ଅଟକି ରହିଲେ ଯାତ୍ରୀ। କେଉଁଠି ଛାତ୍ରଛାତ୍ରୀ ଓ ଅଧ୍ୟାପକ ତ କେଉଁଠି ତୀର୍ଥଯାତ୍ରୀ, ଗାଡି ନପାଇ ହନ୍ତସନ୍ତ ହୋଇଛନ୍ତି ସମସ୍ତେ ।
ଜଙ୍ଗଲ ନିଆଁକୁ ନେଇ କେନ୍ଦ୍ର-ରାଜ୍ୟ ଦୋଷ ଠେଲା ଠେଲି ହୋଇଛନ୍ତି । ବିଜେପି କହିଛି, ଜଳୁଛି ଜଙ୍ଗଲ । ବଢ଼ୁଛି ତାପମାତ୍ରା । ନିଆଁ ଲିଭାଇବା ପାଇଁ ପଶ୍ଚିମା ଝଡ଼କୁ ଭରସା କରି ହାତ ଟେକି ବସିଛନ୍ତି ସରକାର ।
ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।
ଦିଲ୍ଲୀରେ ମହତାବଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ରେଡ୍ କାର୍ପେଟ ! କିଛି ଦିନ ହେଲା ବିଜେଡିକୁ ପରୋକ୍ଷରେ କଟାକ୍ଷ କରିଛନ୍ତି ଭର୍ତ୍ତୃହରି
୨୦୨୧ରେ ପୁଣେରୁ ଗିରଫ କରାଯାଇଥିବା ବିବନ ବିରୋଧରେ ଶୀଘ୍ର ଶୁଣାଣି ଆରମ୍ଭ କରାଯାଇ, ଷଡ଼ଯନ୍ତ୍ରକାରୀଙ୍କ ମୁଖା ଖୋଲାଯାଉ ବୋଲି ସେ ଦାବି କରିଛନ୍ତି । ତାଙ୍କର ଅଭିଯୋଗ ନେଇ କୌଣସି ପ୍ରତିକ୍ରିୟା ମିଳିପାରିନି ।