ଚାଇନା, ଦୁବାଇ, ହଂକଂ ଓ ମାଲେସିଆରେ ବସି ଏମାନେ, ଭାରତର ବିଭିନ୍ନ ରାଜ୍ୟରେ ଖେଳାଇଥିଲେ ନେଟୱର୍କ l ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ଟଙ୍କା ଲୁଟ କରିଚାଲିଛନ୍ତି, ହେଲେ କ୍ରାଇମବ୍ରାଞ୍ଚ ହାତ ପାହାନ୍ତାରୁ ବହୁ ଦୂରରେ ବିଦେଶୀ ଠକ ।
ରିତେଶଙ୍କ ବାପା ରମେଶ ଅଗ୍ରୱାଲ ୨୦ ମହଲାରୁ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଛି । ହରିୟାଣା ଗୁରୁଗ୍ରାମର ସେକ୍ଟର ୫୪ରେ ଏହି ଅଘଟଣ ଘଟିଛି । ଦିନ ଗୋଟାଏ ବେଳେ ଏହି ଆଘଟଣ ଘଟିଥିବା ବେଳେ ପୋଲିସ ଏନେଇ ପଚରାଉଚରା ଜାରି ରଖିଛି ।
ଗୁପ୍ଚୁପ୍ ବ୍ୟବସାୟ କରୁଥିବା ଯୁବତୀଙ୍କ ନାଁ ତାପସୀ ଉପାଧ୍ୟାୟ । ତାଙ୍କ ବୟସ ୨୧ ବର୍ଷ । ବିଟେକ ପାନିପୁରୀବାଲୀ ନାଁରେ ସେ ବର୍ତ୍ତମାନ ବେଶ୍ ଜଣାଶୁଣା । ବିଟେକ୍ ପାସ୍ କରିବା ପରେ ତାପସୀ ଚାକିରି ପଛରେ ନଗୋଡାଇ ଗୁପଚୁପ୍ ବ୍ୟବସାୟ କରୁଥିବା କହିଛନ୍ତି ।
ବର୍ତ୍ତମାନ ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ସଫଳତା ହାସଲ କରୁଛନ୍ତି । ସେମାନେ ସେମାନଙ୍କର ମାତୃତ୍ୱ ଓ ପରିବାରର ଦାୟିତ୍ୱ ନେବାର ଅଧିକାର ରହିଛି । ସେଥିପାଇଁ ରାଜ୍ୟ ସରକାର ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ।
ସୌଭାଗ୍ୟବଶତଃ ହାତୀଟି ଦୋକାନ ସମ୍ମୁଖରେ ଥିବା ଗୋଟିଏ ସ୍କୁଟର ଓ ଗୋଟିଏ ସାଇକେଲକୁ ରାଗରେ ତଳେ ପକାଇଦେଇ ସେଠାରୁ ଚାଲିଯାଉଛି । ଏ ଦୃଶ୍ୟ ଦେଖି ଲୋକେ ଜୀବନବିକଳରେ ଚାଲିଯାଉଛନ୍ତି।
ଉଦ୍ଧାର ପରେ ନିଜ ଗାଁ କୃଷ୍ଣଚନ୍ଦ୍ରପୁରକୁ ଆଣି ପୋଲିସରେ ଜିମା ଦେଇଛନ୍ତି ଲୋକେ । ୟୁନିଫର୍ମରେ ନଥିବାରୁ ପରୀକ୍ଷା ପାଇଁ ଅନୁମତି ଦିଆଯାଇନଥିବା ଛାତ୍ର ଜଣକ କହିଛନ୍ତି । ରାଧାମୋହନ ଜୀଉ ହାଇସ୍କୁଲ ସେଣ୍ଟରରୁ ଫେରାଇ ଦିଆଯାଇଥିଲା ବୋଲି ସେ କହିଛନ୍ତି ।
ରାତି ୨ଟା ବେଳକୁ ପୁଣି ଧରିଥିଲା କୁହୁଳୁଥିବା ନିଆଁ । ନିଆଁ କାବୁ ପାଇଁ ଫାୟାର ଟିମ୍ ସହ ସାମିଲ ହୋଇଥିଲା ଓଡ୍ରାଫ୍ ଟିମ୍ । ନିଆଁ ଯେପରି ଅଧିକ ନବ୍ୟାପିବ ସେଥିପାଇଁ ଉପର ମହଲାରୁ ସାମାନପତ୍ର ଏମିତି ତଳକୁ ଫିଙ୍ଗା ଚାଲିଥିଲା ।
ପର୍ଯ୍ୟଟନ ସହ ପୁରୀକୁ ବୁଲି ଆସି ଶ୍ରୀକ୍ଷେତ୍ର ମାଟିର ମଜା ନେବା ବେଳେ ଉଭା ହେଲା ବଡ଼ ଅଘଟଣ । ରାତ୍ରୀ ଭୋଜନ ପାଇଁ ଏକାଠି ବସିଥିବା ବେଳେ ଖୁଆଇ ଦେଲାନି ଭୟାବହ ଅଗ୍ନିକାଣ୍ଡ । ପୁରୀ ମରିଚିକୋଟ ଛକସ୍ଥିତ ଲକ୍ଷ୍ମୀ ମାର୍କେଟ୍ କଂପ୍ଲେକ୍ସ ନିଆଁରେ ଛାରଖାର ହୋଇଛି...
କୌଣସି ଶତ୍ରୁ ପକ୍ଷପଠାଇ ନ ଥିଲେ ତ ? ଗୋଡ଼ରେ ଲାଗିଥିବା କ୍ୟାମେରା ଓ ଚିପ୍ ରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଛି କି ? ଏହି କ୍ୟାମେରା ଓ ଚିପ୍ ଜରିଆରେ ବାହାରକୁ କିଛି ତଥ୍ୟ ପଠା ଯାଇଥିଲା କି ? ଏହା କୌଣସି ଗୁପ୍ତ ସୂଚନା...
ପରୀକ୍ଷା କେନ୍ଦ୍ରକୁ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜ୍ୟାମିତି ବକ୍ସ ନେବାର ଅନୁମତି ରହିଛି । ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି । ପରୀକ୍ଷା ସମୟରେ ମୋବାଇଲ ସ୍ୱିଚ ଅଫ୍ କରି ଗୋଟିଏ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ହୋଇଛି।
ଅନେକ ଅସମାହିତ ପ୍ରଶ୍ନ ଭିତରେ ନବ ଦାସ ହତ୍ୟା ମାମଲାର ନିଆଁ ଲିଭିବା ବଦଳରେ ବଢିବାରେ ଲାଗିଛି । ତା ସହିତ ବିବାଦ ଘେରରେ ଛନ୍ଦି ହୋଇପଡୁଛି ତଦନ୍ତକାରୀ ସଂସ୍ଥା । ଏହି ସମ୍ବେଦନଶୀଳ ମାମଲାର ତଦନ୍ତ ସଠିକ୍ ଦିଗରେ ହେଉନଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ...
ରାଜ୍ୟର ବାର୍ଷିକ ବଜେଟ୍ ୨୦୨୩-୨୪ ଉପସ୍ଥାପନ ହୋଇଛି । ମହାରାଷ୍ଟ୍ର ସରକାରର ଅର୍ଥମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏହାକୁ ଘୋଷଣା କରିଛନ୍ତି ।
ସ୍ୱାମୀ ଘର ନିକଟରେ ପଡ଼ିଥିବା ଏକ ବାଡ଼ି ଆଣି ସ୍ତ୍ରୀକୁ ନିର୍ଧୂମ୍ ମାଡ଼ ମାରିଥିଲେ । ଯେଉଁଥିରେ ସ୍ତ୍ରୀ ଜଣକ ଲହୁଲୁହାଣ ହୋଇଥିଲେ । ଖାଲି ସେତିକି ନୁହେଁ ସ୍ୱାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୁଣ୍ଡ ଫାଟିବା ସହ ଗୋଟିଏ ହାତ ମଧ୍ୟ ଭାଙ୍ଗି ଯାଇଥିବା ଜଣାପଡ଼ିଛି ।
ସାରା ଦେଶରେ ଆଜି ୫୭୦ଟି ସ୍ଥାନରେ ଜଳୁଛି ଜଙ୍ଗଲ। ଯେଉଁଥିରୁ ସର୍ବାଧିକ ୧୪୨ଟି ଅର୍ଥାତ୍ ପ୍ରାୟ ୨୫ ପ୍ରତିଶତ କେବଳ ଓଡ଼ିଶାରେ।
ବିବାହର ମାତ୍ର ବର୍ଷ କେଇଟା ପରେ ସ୍ୱାମୀଙ୍କୁ ହରାଇଥିଲେ । ସେପଟେ ମୁଣ୍ଡ ଉପରେ ଥିଲା ଦୁଇ ପିଲାଙ୍କ ଦାୟିତ୍ୱ । ହେଲେ ସେ ଦାୟିତ୍ୱକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରି ସ୍ୱାମୀଙ୍କ ଏଇ ବ୍ୟବସାୟକୁ ଆଗକୁ ନେଇଥିଲେ ଇନ୍ଦୁମତି ।
ସକାଳର ବୟସ ବଢୁଥିଲା । ତା ସହ ଜମି ଆସୁଥିଲା ଆସର । ସମସ୍ତେ ଏକାକାର, ଭିଜୁଥିଲେ, ମଜୁଥିଲେ, ମାତୁଥିଲେ ରେନ୍ ଡ୍ୟାନସରେ ଆଧୁନିକତା ଭିତରେ ବି ହଜି ଯାଇ ନଥିଲା ପରଂପରା । ନାଚ ଗୀତର ଆସର ଭିତରେ ଗୋବିନ୍ଦାଙ୍କ ହାତରେ ଗୋବିନ୍ଦାଙ୍କ ହାତରେ ଭଙ୍ଗା ହେଉଥିଲା...
ରାଜନୀତିରେ ରଙ୍ଗର ଛିଟା । ବିଜେପି, ବିଜେଡି, କଂଗ୍ରସ । ହୋଲିର ସାତ ରଙ୍ଗରେ ରଙ୍ଗୀନ ସବୁ ଶିବିର । ଆସନ୍ତାବର୍ଷ ଏତେବେଳକୁ ହୋଲିର ଏ ମଉଜରେ ମିଶି ସାରିଥିବ ୨୪ ମହା ସଂଗ୍ରାମର ରଙ୍ଗ ।
ଡାକ୍ତର ହୁଅନ୍ତୁ ଅବା ନର୍ସ କି ଅନ୍ୟ ସ୍ୱାସ୍ଥ୍ୟକର୍ମୀ, ରୋଗୀ ସେବା ପାଇଁ ହୋଲିରେ ବି ତତ୍ପର ଥିଲେ ସମସ୍ତେ । ଛୁଟି ଦିନରେ ସମସ୍ତେ ଏକାଠି ହୋଇ ହୋଲି ମନାଉଥିବା ବେଳେ ସକାଳୁ ସନ୍ଧ୍ୟାଯାଏଁ ଏମାନେ ଲାଗି ପଡିଥିଲେ ସ୍ୱାସ୍ଥ୍ୟ ସେବାରେ ।
ବାଲେଶ୍ୱର ସଦର ଉପନିର୍ବାଚନରେ ହାତରୁ ଏ ଆସନ ଖସିଯାଇଥିଲା କିନ୍ତୁ ଧାମନଗର ବାଇଇଲେକସନ ବିଜୟ ଯୋଶ ଫୋରାଇ ଦେଇଛି । ତେଣୁ ଆଗକୁ ବିଜେପି ହାରିଥିବା ରାଜ୍ୟର ସବୁ ସଂସଦୀୟ କ୍ଷେତ୍ରରେ କେନ୍ଦ୍ର ନେତୃବୃନ୍ଦଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି।
ସକାଳର ବୟସ ବଢୁଥିଲା । ତା ସହ ଜମି ଆସୁଥିଲା ଆସର । ସମସ୍ତେ ଏକାକାର, ଭିଜୁଥିଲେ, ମଜୁଥିଲେ, ମାତୁଥିଲେ ରେନ୍ ଡ୍ୟାନସରେ ଆଧୁନିକତା ଭିତରେ ବି ହଜି ଯାଇ ନଥିଲା ପରଂପରା । ନାଚ ଗୀତର ଆସର ଭିତରେ ଗୋବିନ୍ଦାଙ୍କ ହାତରେ ଗୋବିନ୍ଦାଙ୍କ ହାତରେ ଭଙ୍ଗା ହେଉଥିଲା...