• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Chinmayee death case
ଚିନ୍ମୟୀ ମୃତ୍ୟୁଉପରୁ ହଟୁନି ପରଦା; ୫ଦିନ ପରେ ବି ପ୍ରମାଣ ପାଉନି ପୋଲିସ

ଚିନ୍ମୟୀଙ୍କ ଗଳାରେ କେମିତି ହେଲା ଏହି ଦାଗ ? ଗୋଟି ଗୋଟି କରି ଅଗ୍ନିପରୀକ୍ଷାକୁ ସାମ୍ନା କରୁଛନ୍ତି ଚିନ୍ମୟୀଙ୍କ ସହ ଶେଷ ସମୟ ଯାଏଁ ଏକାଠି ଥିବା ପୁରୁଷ ବନ୍ଧୁ ପ୍ରୀତିମାନ ଦେ । ୪ ଦିନ ଧରି ବୁର୍ଲା ଥାନାରେ ଘନଘନ ଜେରା ପରେ ଆଜି ଭୁବନେଶ୍ୱର...

Forest fire triggering panic among locals in Odisha
ଶିମିଳିପାଳରୁ କୁଲଡିହା, ସବୁଠି ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ

କେଉଁଠି ହୁତୁହୁତୁ ହୋଇ ଜଳୁଛି, ତ ଆଉ କେଉଁଠି କୁହୁଳି କୁହୁଳି ବ୍ୟାପୁଛି ଜଙ୍ଗଲ ନିଆଁ । ମୟୂରଭଞ୍ଜର ଶିମିଳିପାଳ, ଗଜପତି ମୋହନାର ନାରଙ୍ଗୀ, ଖୋର୍ଦ୍ଧାର ବରୁଣେଇ, ବାଲେଶ୍ୱରର ସୋର ଏବଂ କୁଲଡିହା ପାହାଡ଼ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଖରାଦିନ ଆରମ୍ଭରୁ ଅଣାୟତ୍ତ ହେଲାଣି ଜଙ୍ଗଲ ନିଆଁ...

BJD
୨୦୨୪ ପାଇଁ ବିଜେଡିର ରଣନୀତି; ଏଣିକି ନବୀନ ଓଡ଼ିଶା ନାରା

ବିଜୁ ବାବୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ଦିନରେ ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ଗସ୍ତ କରୁଛନ୍ତି । ସରକାରୀ ପ୍ରକଳ୍ପର ଶୁଭାରମ୍ଭ ସହ ବିଭିନ୍ନ ସାଧାରଣ ସଭାରେ ଯୋଗ ଦେବେ ନବୀନ । ସ୍ୱତନ୍ତ୍ର ଭାବେ ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶାକୁ ଯୋଡୁଥିବା ବିଜୁ...

Galwan Ghati
ଗଲୱାନ ଘାଟିରେ କ୍ରିକେଟ୍‌ ଖେଳିଲେ ଯବାନ

୨୦୨୦ ଜୁନ୍‌ ମାସରେ ଚୀନ ଭାରତ ସୀମାରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରିଥିଲା । ଆଉ ସେଥିପାଇଁ LACରେ ଉଭୟ ଦେଶର ସୈନିକମାନେ ମୁହାଁମୁହିଁ ହୋଇଥିଲେ ।

bjp
ଆସନ୍ତାକାଲି ବିଜେପି ପାଳିବ ଭ୍ରଷ୍ଟାଚାର ଦିବସ

ପଞ୍ଚାୟତିରାଜ ଦିବସକୁ ବିଜେପି ୩୧୪ ବ୍ଲକ ଆଗରେ ଭ୍ରଷ୍ଟାଚାର ଦିବସଭାବେ ପାଳନ କରିବ । ହାତରେ କଳା କପଡା ବାନ୍ଧି ଦଳ ବିରୋଧ ପ୍ରଦର୍ଶନ କରିବ ବୋଲି କହିଛି ।

No sale of gold jewellery without HUID from April 1
ଗ୍ରାହକଙ୍କ ସ୍ୱାର୍ଥ ପାଇଁ ସ୍ୱତନ୍ତ୍ର ନିଷ୍ପତ୍ତି; ବଜାରରେ ମିଳିବନି ବିନା ହଲମାର୍କ ସୁନା

କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋୟଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଯେଉଁ ଗହଣାରେ ୬ଅଙ୍କ ବିଶିଷ୍ଟ ଏଚୟୁଆଇଡି ନମ୍ବର ନଥିବ ସେହି ଗହଣା ବଜାରରେ ବିକ୍ରି କରାଯାଇପାରିବ ନାହିଁ । ନିକଟରେ ଅନୁଷ୍ଠିତ ଏକ ବୈଠକରେ ହଲମାର୍କ ନିୟମକୁ କଡ଼ାକଡ଼ି କରିବାକୁ ନେଇ କେନ୍ଦ୍ର ମନ୍ତ୍ରୀ ପିୟୂଷ...

Woman kills husband
ଦିନକୁ ଦିନ ବଢ଼ୁଥିଲା ନିର୍ଯାତନା; ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ, କାଟିଦେଲା...

ପୋଲିସ ବ୍ୟକ୍ତି ଜଣକଙ୍କ ମୃତଦେହ ଉଦ୍ଧାର କରିବା ସହ ଏନେଇ ଅଧିକ ତଦନ୍ତ ଚଳାଇଛି । ପୋଲିସ କହିଛି, ମୃତ ବ୍ୟକ୍ତିଙ୍କ ଗଳା ଓ ଦେହରେ ଅନେକ ଆଘାତ ଲାଗିଛି । ସଂପୃକ୍ତ ମହିଳା ଜଣଙ୍କ ଏହି ବ୍ୟକ୍ତିଙ୍କ ପଞ୍ଚମ ପତ୍ନୀ ଥିଲେ।

Pintu Nanda
ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କୁ ଅଶ୍ରୁଳ ବିଦାୟ

ପରିବାର, ପ୍ରୀୟଜନ, ବନ୍ଧୁ ତାଙ୍କ ଅନ୍ତିମ ସତ୍କାରରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ପଟିଆ ସ୍ଥିତ ବାସଭବନରେ ପିଣ୍ଟୁଙ୍କୁ ଆଜି ଶହ ଶହ ଫ୍ୟାନ୍ସ ଓ ସମର୍ଥକ ଶେଷ ଦର୍ଶନ କରିଥିଲେ ।

14-year-old hangs self to death in Palghar
ଝିଅକୁ ଯୌନ ଶୋଷଣ କରୁଥିଲା ବାପା; ବେକରେ ରଶି ଲଗାଇ ଝୁଲିପଡ଼ିଲା ନାବାଳିକା

ନାବାଳିକା ଜଣକ ପୂର୍ବରୁ ଏନେଇ ତାଙ୍କ ମା’ଙ୍କୁ କହିଥିଲେ । ହେଲେ ତାଙ୍କ ମା’ ଏ ବିଷୟରେ ବେଶି କିଛି ଆଲୋଚନା ନକରିବା ସହ କୌଣସି ପଦକ୍ଷେପ ନେଇନଥିଲେ । ଫଳରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।

UPSC Success Story
ମା’ ଚରାଉଥିଲେ ଛେଳି; ପୁଅ ହୋଇଗଲେ IAS ଅଫିସର

UPSCରେ ସଫଳତା ପାଇଥିବା ବିଶାଲଙ୍କ ପରିବାର ବହୁତ ଗରିବ । ୨୦୦୮ ମସିହାରେ ତାଙ୍କ ବାପାଙ୍କ ମୃତ୍ୟୁ ହୋଇଥିଲା । ପରେ ବିଶାଲଙ୍କ ମା’ ରେନା ଦେବୀ ଛେଳି ଓ ମଇଁଷି ପାଳି ପରିବାରର ପ୍ରତିପୋଷଣ କରୁଥିଲେ ।

Vissut Student Death Suspense
କେମିତି ହେଲା ଚିନ୍ମୟୀଙ୍କ ମୃତ୍ୟୁ ? ଗଳାର ଦାଗ ବଢ଼ାଉଛି ସସପେନ୍ସ

ଚିନ୍ମୟୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ସ୍ୱତନ୍ତ୍ର ପୋଲିସ୍ ଟିମ୍ ଗଠନ ହୋଇଛି । ସମ୍ବଲପୁର ପୋଲିସ୍ ତିନି ଟିକିଆ ପୋଲିସ୍ ଟିମ୍ ଗଠନ କରିଛି । ଅଲଗା ଅଲଗା ସ୍ଥାନକୁ ଯାଇ ଏହା ତଦନ୍ତ କରିବ । ଗୋଟିଏ ଟିମ୍ ଚିନ୍ମୟୀ ରହୁଥିବା ଭୁବନେଶ୍ୱର ବିଜେବି ନଗର...

School student beats up lady teacher
ସ୍କୁଲରେ ଭିଡିଓ ଗେମ୍‌ ଖେଳୁଥିଲା ଛାତ୍ର, ଶିକ୍ଷୟିତ୍ରୀ ମନା କରିବାରୁ ମାରିଲା ପ୍ରବଳ ମାଡ଼

ଛାତ୍ରଟିର ଏପରି କାରନାମାକୁ ଦେଖିବା ପରେ ସେଠାରେ ଉପସ୍ଥିତ ଥିବା କିଛି ଲୋକ ସଙ୍ଗେସଙ୍ଗେ ତାଙ୍କ ନିକଟକୁ ଧାଇଁ ଆସୁଛନ୍ତି । ଛାତ୍ରଟିକୁ ଅଟକାଇବା ସହ ଶିକ୍ଷୟିତ୍ରୀଙ୍କୁ ସେଠାରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରୁଛନ୍ତି । ଯାହାର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାର ଲାଗିଛି...

orissa high court
ଓଡ଼ିଶା ହାଇକୋର୍ଟରେ ବାହାରିଲା ନିଯୁକ୍ତି; ଶୀଘ୍ର କରନ୍ତୁ ଆବେଦନ

ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜୁନିୟର ଆସିଷ୍ଟାଣ୍ଡ ଏବଂ ଆସିଷ୍ଟାଣ୍ଡ ସେକ୍ସନ ଅଫିସର ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଏଥିପାଇଁ ଇଚ୍ଛୁକ ଥିବା ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିପାରିବେ ।

Pintu Nanda
ଠକିଦେଲେ ପିଣ୍ଟୁ ଭାଇ !

ଯକୃତଜନିତ ରୋଗରେ ପୀଡ଼ିତ ଏହି ଲୋକପ୍ରିୟ କଳାକାର ଗତ ରାତି ୧୧ଟା ୨୫ ମିନିଟରେ ମେଡିକାଲର ଭେଣ୍ଟିଲେଟର ଭିତରେ ନୀରବି ଯାଇଛନ୍ତି ।ଯାହାଙ୍କ ପରଲୋକରେ ଭାଙ୍ଗିପଡ଼ିଛନ୍ତି ଫ୍ୟାନଙ୍କ ସହ ଆତ୍ମୀୟ ସ୍ୱଜନ, ବନ୍ଧୁବାନ୍ଧବ । ଲୁହ ଝରାଉଛନ୍ତି ସାଥୀ କଳାକାର । ସ୍ତବ୍ଧ ଓଲିଉଡ ।

Pradhan Mantri Awas Yojana
PM ଆବାସ ଯୋଜନାରେ ରାହୁଲଙ୍କୁ ଘର ଦେବ ବିଜେପି !

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଲୋକସଭା ସାଂସଦ ରାହୁଲ ଗାନ୍ଧୀ ଛତିଶଗଡ଼ର ନୂଆ ରାୟପୁରରେ କଂଗ୍ରେସର ମହାଅଧିବେଶନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ସାମିଲ ହୋଇ ରାହୁଲ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିବା ବେଳେ ସେ କହିଥିଲେ କି, ‘ମୋ ପାଖରେ ୫୨ ବର୍ଷ ହେଲା ଘର...

Leopard strays into residential area
ନାକରେ ପାଣି ପୁରାଇଲାଣି ବାଘ, ସତର୍କ ରହିବାକୁ ବନ ବିଭାଗର ସଚେତନ

ଲୋକଙ୍କୁ ଡରି ବାଘଟି ଟିମନା ଗାଁ ପାଖ ଏଇ ଲଣ୍ଡା ପାହଡ଼ରେ ଥିବା ବୁଦୁବୁଦିକିଆ ଜଙ୍ଗଲରେ ଲୁଚିଥିବାରୁ ଦିନ ବେଳା ଖୋଜାଖୋଜି ପରେ ରାତିକୁ ଲମ୍ବିଥିଲା ଅପରେସନ୍ ।

Food alert!
ଫ୍ରିଜ୍‌ରେ ରଖୁଛନ୍ତି କି ଏହି ୭ ଖାଦ୍ୟ ? ଜାଣିନିଅନ୍ତୁ କ’ଣ ରହିବ ପ୍ରଭାବ...

ଏମିତି କିଛି ଖାଦ୍ୟ ରହିଛି ଯାହାକୁ ଆଦୌ ଫ୍ରିଜ୍‌ରେ ରଖି ଖାଆନ୍ତୁ ନାହିଁ । ଖାଇଲେ ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଆମେ ଆପଣଙ୍କୁ ବର୍ତ୍ତମାନ ୭ଟି ଖାଦ୍ୟ ବିଷୟରେ କହିବାକୁ ଯାଉଛୁ ଯାହା ଫ୍ରିଜ୍‌ରେ ରଖି ଖାଇବା ଜମା ବି ଠିକ୍‌ ନୁହେଁ, ଆସନ୍ତୁ ଜାଣିବା...

Hong Kong model
ମଡେଲ୍‌କୁ ମାରି ଖଣ୍ଡଖଣ୍ଡ କରିଦେଲା ! ସୁପ୍‌ ବାଉଲରୁ ମିଳିଲା ଖପୁରୀ

ମଡେଲ ଆବି ଚୋଇଙ୍କୁ ହତ୍ୟା କରାଯାଇଛି । ହତ୍ୟାକାଣ୍ଡ ଘଟଣାରେ ଉକ୍ତ ପରିବାରର ଚାରିଜଣ ସଦସ୍ୟଙ୍କୁ ପୋଲିସ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି ।

Shark
ସାର୍କ ପେଟରେ ଥିଲେ ଯୁବକ, ହାତରେ ଟାଟୁ ଦେଖି ଉଦ୍ଧାର କଲେ ପରିବାର

ମୃତ ଯୁବକଙ୍କୁ କିଛି ମତ୍ସ୍ୟଜୀବୀ ସାର୍କର ପେଟରେ ଦେଖିଥିଲେ । ଆଉ ଯୁବକଙ୍କ ହାତ ସାର୍କ ପାଟିରେ ଦେଖିବାକୁ ମିଳିଥିଲା । ହାତର ଟାଟୁ ଦେଖି ଯୁବକଙ୍କ ପରିବାର ପକ୍ଷରୁ ତାଙ୍କୁ ଚିହ୍ନଟ କରିବା ପରେ ଉଦ୍ଧାର କରାଯାଇଥିଲା ।

election commissioner
ନିର୍ବାଚନ କମିଶନ ଚୟନ ଲାଗି ପ୍ୟାନେଲ ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା ଓ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କୁ ନେଇ କମିଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି କମିଟିର ସୁପାରିସ ଆଧାରରେ ନିର୍ବାଚନ କମିଶନର ଚୟନ ଲାଗି କହିଛନ୍ତି ସର୍ବୋଚ୍ଚ କୋର୍ଟ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।