ତଲାଉଡ୍ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ରିପୋର୍ଟ କରିଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭ ରହିଛି ।
ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି ।
ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପାଲଙ୍କୁ ଚିଠି ମଧ୍ୟ ଲେଖିଛନ୍ତି । ଚିଠିରେ ସବୁ ଘଟଣାକୁ ଗୋଟି ଗୋଟିକରି ବର୍ଣ୍ଣନା କରିବା ସହ ବିଶ୍ୱ ବିଦ୍ୟାଳୟରୁ ଖୁବ୍ ଶୀଘ୍ର ତାଙ୍କୁ ବିଦା କରିବାକୁ ଦାବି କରିଛନ୍ତି ।
ମୋଦିଙ୍କ ବିରୋଧରେ ମାଲଡିଭ୍ସର ୩ ମନ୍ତ୍ରୀ ମନ୍ତବ୍ୟ ଦେବା ପ୍ରସଙ୍ଗରେ ସମନ ହୋଇଥିବା ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ ହୋଇଛନ୍ତି ମାଲଡିଭସର ୩ ମନ୍ତ୍ରୀ ।
କଟକରେ ୩୨୦, ବାରିପଦାରେ ୩୧୬,ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ଏପଟେ ଅନୁଗୁଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି ।
ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।
୨୦୧୮ରେ ଯୋଗେନ୍ଦ୍ର କୁମାର ନାମକ ଜଣେ ୪୫ ବର୍ଷୀୟ ବ୍ୟକ୍ତି ହଠାତ୍ ଘରୁ କେଉଁଆଡ଼କୁ ଚାଲିଯାଇଥିଲେ । ପରେ ପରିବାର ଓ ପତ୍ନୀ ତାଙ୍କୁ ଖୋଜିବାକୁ ଚେଷ୍ଟା କରିଥିଲେ ।
ଏପରି ଏକ ନିଆରା ଘଟଣା ବର୍ତ୍ତମାନ ଚର୍ଚ୍ଚାର ପରିଧୀକୁ ଆସିଛି । କିଛି ମହିଳା ଜାନୁଆରୀ ୨୨ ତାରିଖ ଦିନ ନିଜର ସନ୍ତାନକୁ ଜନ୍ମ ଦେବାନେଇ ଏକ ମେଡିକାଲର ଡାକ୍ତରମାନଙ୍କୁ ଅନୁରୋଧ କରିଛନ୍ତି ।
ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ପ୍ରଥମ ଥର ପାଇଁ ପଦ୍ମଫୁଲରୁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ତନ୍ତ୍ର ଅତର । ସେହିପରି ମଧ୍ୟପ୍ରଦେଶ ରତଲାମରୁ ଆସିଛି ରୂପା ଦୀପ ।
ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ ।
ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି । ଏହାକୁ ନେଇ ବଢିଛି ଚିନ୍ତା । କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି ।
ସମସ୍ତ ମେଡିକାଲ ସେଣ୍ଟର, ଘେରାଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ ।
ବିଜେଡି ଓ ବିଜେପି ମିଶିକି ଅଛନ୍ତି । ନିର୍ବାଚନ ପାଖେଇଲେ ଦୁଇ ଦଳ ନାଟକ ଜୋରଦାର କରିବେ । ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ବାହାର ରାଜ୍ୟର ଲୋକଙ୍କ ଦବଦବା ରହିଛି ।
ଏସି ସଜାଡ଼ିବାକୁ ଯାଇ ଆଇସିୟୁରେ ପହଞ୍ଚିଗଲେ... ବଞ୍ଚି ଥାଉ ଥାଉ ମୃତ ଘୋଷିତ ହେଲେ... ଆଉ ଶେଷରେ, ନିଜ ପରିଚୟ ଦେବାର ଦିନକ ପରେ ପ୍ରାଣ ହରାଇଲେ ।
ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ ।
ଲୋକମାନେ କାମ ନକରି ବି ଜବ୍ କାର୍ଡରେ ଶ୍ରମିକ ଟଙ୍କା ଆସିଛି ବୋଲି କହି ଦଲାଲ ମାନେ ଟଙ୍କା ସଂଗ୍ରହ କରୁଥିବା ଅଭିଯୋଗ ହେଉଛି । ମହିଳା ମହାସଂଘ ଓ ପଞ୍ଚାୟତ କର୍ମଚାରୀଙ୍କ ନାଁରେ ଏଭଳି ଅଭିଯୋଗ ଆସିଥିଲେ ମଧ୍ୟ ସେମାନେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ।
ଯଦି ଆପଣଙ୍କର ଭଲ ରୋଜଗାର ରହିଛି ତେବେ ଏହି ଯୋଜନା ଆପଣଙ୍କୁ ବେଶ୍ ଫାଇଦା ଦେବ । ମାତ୍ର ୭ ବର୍ଷର ନିବେଶରେ ଆପଣ ଭଲ ରିଟର୍ଣ୍ଣ ପାଇପାରିବେ ।
ମନ୍ଦିର ଗର୍ଭ ଗୃହରେ ସେ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ । ମନ୍ଦିର ଉନ୍ନତି ଦିଗରେ ପୂଜକ ସମିତି ସହ ଆଲୋଚନା କରିଥିଲେ। ସକାଳୁ ଧବଳେଶ୍ୱରଙ୍କୁ ଦର୍ଶନ କରିବା ପରେ ଆଠଗଡ, ବଡମ୍ବା ଓ ନରସିଂହପୁରରେ କାର୍ଯ୍ୟକର୍ତ୍ତାଙ୍କ ସହ ସାଙ୍ଗଠନିକ ବୈଠକରେ ଯୋଗଦେଇଥିଲେ ମନ୍ତ୍ରୀ ।