• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Earthquake of magnitude 6.7 strikes Indonesia's Talaud Islands
ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା; ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭

ତଲାଉଡ୍‌ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ୍) ରିପୋର୍ଟ କରିଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୭ ରହିଛି ।

Youth Congress Protest
ହାଇଟେକ୍ ଟ୍ରାଜେଡି; ତାତିଲା ଛାତ୍ର କଂଗ୍ରେସ, ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଘରକୁ କଲା ଅଣ୍ଡାମାଡ଼

ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍‌ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି ।

 Strike Called off
ଆନ୍ଦୋଳନରୁ ଓହରିଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ

ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

sexual harassment
ବାରମ୍ବାର ପ୍ରଫେସର ଦେଉଥିଲେ ଯୌନ ନିର୍ଯାତନା ! ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୫୦୦ ଛାତ୍ରୀ

ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ପାଲଙ୍କୁ ଚିଠି ମଧ୍ୟ ଲେଖିଛନ୍ତି । ଚିଠିରେ ସବୁ ଘଟଣାକୁ ଗୋଟି ଗୋଟିକରି ବର୍ଣ୍ଣନା କରିବା ସହ ବିଶ୍ୱ ବିଦ୍ୟାଳୟରୁ ଖୁବ୍‌ ଶୀଘ୍ର ତାଙ୍କୁ ବିଦା କରିବାକୁ ଦାବି କରିଛନ୍ତି ।

Boycott Maldives
ମୋଦିଙ୍କ ବିରୋଧରେ ମନ୍ତବ୍ୟ ପାଇଁ ମାଲଡିଭ୍ସ ହାଇକମିଶନରଙ୍କୁ ସମନ

ମୋଦିଙ୍କ ବିରୋଧରେ ମାଲଡିଭ୍ସର ୩ ମନ୍ତ୍ରୀ ମନ୍ତବ୍ୟ ଦେବା ପ୍ରସଙ୍ଗରେ ସମନ ହୋଇଥିବା ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅପମାନ ସୂଚକ ମନ୍ତବ୍ୟ ଦେଇ ସସପେଣ୍ଡ ହୋଇଛନ୍ତି ମାଲଡିଭସର ୩ ମନ୍ତ୍ରୀ ।

Balasore AQI tops 300; leaves behind Delhi
ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର; ୬ ସହରର AQI ୩ ଶହ ପାର୍‌

କଟକରେ ୩୨୦, ବାରିପଦାରେ ୩୧୬,ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ଏପଟେ ଅନୁଗୁଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି ।

Unknown vehicle Accident
ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ

ମୃତକଙ୍କ ପରିଚୟ ମିଳିପାରିନାହିଁ । ଏନେଇ ସୂଚନା ପାଇବା ପରେ ବେଲପାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

'Dead' man walking: 45-year-old killed 5 years ago now living with new wife in Delhi
ପରିବାର ଜାଣିଥିଲା ହୋଇଯାଇଛି ମୃତ୍ୟୁ; ହେଲେ ଅନ୍ୟ ମହିଳାଙ୍କୁ ବିବାହ କରି ଦିଲ୍ଲୀରେ ରହୁଥିଲେ ବ୍ୟକ୍ତି

୨୦୧୮ରେ ଯୋଗେନ୍ଦ୍ର କୁମାର ନାମକ ଜଣେ ୪୫ ବର୍ଷୀୟ ବ୍ୟକ୍ତି ହଠାତ୍‌ ଘରୁ କେଉଁଆଡ଼କୁ ଚାଲିଯାଇଥିଲେ । ପରେ ପରିବାର ଓ ପତ୍ନୀ ତାଙ୍କୁ ଖୋଜିବାକୁ ଚେଷ୍ଟା କରିଥିଲେ ।

Pregnant women
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ମା’ ହେବାକୁ ମହିଳାଙ୍କ ଜିଦି; ଅପରେସନ୍‌ ହୋଇ ଜନ୍ମନେବେ ୩୦ ଶିଶୁ

ଏପରି ଏକ ନିଆରା ଘଟଣା ବର୍ତ୍ତମାନ ଚର୍ଚ୍ଚାର ପରିଧୀକୁ ଆସିଛି । କିଛି ମହିଳା ଜାନୁଆରୀ ୨୨ ତାରିଖ ଦିନ ନିଜର ସନ୍ତାନକୁ ଜନ୍ମ ଦେବାନେଇ ଏକ ମେଡିକାଲର ଡାକ୍ତରମାନଙ୍କୁ ଅନୁରୋଧ କରିଛନ୍ତି ।

Cold wave
ରାଜ୍ୟକୁ ପୁଣି ଫେରିଲା ଶୀତ; ସକାଳୁ ଘନ କୁହୁଡ଼ି ଯୋଗୁଁ ଜୀବନଯାତ୍ରା ପ୍ରଭାବିତ

ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Ram Mandir
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ସଜବାଜ; ପ୍ରଭୁ ଶ୍ରୀରାମଙ୍କ ପାଇଁ ଆସୁଛି ସ୍ୱତନ୍ତ୍ର ଉପହାର

ପ୍ରଥମ ଥର ପାଇଁ ପଦ୍ମଫୁଲରୁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ତନ୍ତ୍ର ଅତର । ସେହିପରି ମଧ୍ୟପ୍ରଦେଶ ରତଲାମରୁ ଆସିଛି ରୂପା ଦୀପ ।

Hirakud Bird census
ହୀରାକୁଦରେ ଆଜିଠାରୁ ଆରମ୍ଭ ହେଲା ପକ୍ଷୀ ଗଣନା

ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ ।

Motor Transportation Workers’ Association Strike
ପରିବହନ ଶ୍ରମିକ ସଂଘର ଧର୍ମଘଟ; ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ

ଆଜିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି । ଏହାକୁ ନେଇ ବଢିଛି ଚିନ୍ତା । କାରଣ ଯୋଗାଣ ପ୍ରଭାବିତ ହେଲେ ଆଜି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି ।

Orissa HC
ରୋଗୀଙ୍କ ପ୍ରେସକ୍ରିପସନ୍ ସ୍ପଷ୍ଟ ଭାବେ ଲେଖ: ହାଇକୋର୍ଟ

ସମସ୍ତ ମେଡିକାଲ ସେଣ୍ଟର, ଘେରାଇ କ୍ଲିନିକ, ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଏନେଇ ମୁଖ୍ୟ ସଚିବ ନିର୍ଦ୍ଦେଶନାମା ଜାରି କରିବେ ।

Ajoy Kumar
କଂଗ୍ରେସ ପ୍ରଭାରୀଙ୍କ ଧାଏଁ ଧାଏଁ ନିଶାନା; କହିଲେ, BJD-BJP ମଧ୍ୟରେ ହୋଇଛି ଡିଲ୍

ବିଜେଡି ଓ ବିଜେପି ମିଶିକି ଅଛନ୍ତି । ନିର୍ବାଚନ ପାଖେଇଲେ ଦୁଇ ଦଳ ନାଟକ ଜୋରଦାର କରିବେ । ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ବାହାର ରାଜ୍ୟର ଲୋକଙ୍କ ଦବଦବା ରହିଛି ।

Hi-Tech Hospital Blast
୧୦ ଦିନ ପରେ ବି ହଟୁନି ହାଇଟେକ୍ ସସପେନ୍ସ; ଶବ ନେବାକୁ ଚାହିଁ ବସିଛନ୍ତି ଦିଲୀପଙ୍କ ମାଆ

ଏସି ସଜାଡ଼ିବାକୁ ଯାଇ ଆଇସିୟୁରେ ପହଞ୍ଚିଗଲେ... ବଞ୍ଚି ଥାଉ ଥାଉ ମୃତ ଘୋଷିତ ହେଲେ... ଆଉ ଶେଷରେ, ନିଜ ପରିଚୟ ଦେବାର ଦିନକ ପରେ ପ୍ରାଣ ହରାଇଲେ ।

Odisha Motor Transport Workers Association to go on strike over new punishment rule
ପୁଣି ତେଲ ସଂକଟ ଆଶଙ୍କା; କାଲିଠୁ ଅନିର୍ଦ୍ଦିଷ୍ଟକାଳ ପେଟ୍ରୋଲ, ଡିଜେଲ ଯୋଗାଣ ବନ୍ଦ

ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ ।

Money
ଆକାଉଣ୍ଟକୁ କେଉଁଠୁ ଆସୁଛି ଟଙ୍କା ? ହିତାଧିକାରୀଙ୍କୁ ମିଛସତ କହି ନେଇଯାଉଛନ୍ତି ଦଲାଲ

ଲୋକମାନେ କାମ ନକରି ବି ଜବ୍ କାର୍ଡରେ ଶ୍ରମିକ ଟଙ୍କା ଆସିଛି ବୋଲି କହି ଦଲାଲ ମାନେ ଟଙ୍କା ସଂଗ୍ରହ କରୁଥିବା ଅଭିଯୋଗ ହେଉଛି । ମହିଳା ମହାସଂଘ ଓ ପଞ୍ଚାୟତ କର୍ମଚାରୀଙ୍କ ନାଁରେ ଏଭଳି ଅଭିଯୋଗ ଆସିଥିଲେ ମଧ୍ୟ ସେମାନେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ।

 Mutual fund
ଝିଅ ବିବାହ ପାଇଁ... ୭ ବର୍ଷ କରନ୍ତୁ ନିବେଶ, ପାଆନ୍ତୁ ୫୨.୮ ଲକ୍ଷ ଟଙ୍କା

ଯଦି ଆପଣଙ୍କର ଭଲ ରୋଜଗାର ରହିଛି ତେବେ ଏହି ଯୋଜନା ଆପଣଙ୍କୁ ବେଶ୍‌ ଫାଇଦା ଦେବ । ମାତ୍ର ୭ ବର୍ଷର ନିବେଶରେ ଆପଣ ଭଲ ରିଟର୍ଣ୍ଣ ପାଇପାରିବେ ।

Ashwini Vaishnaw
ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ; କଟକ ଲୋକସଭା ଆସନରୁ ଲଢ଼ିବେ କି ନିର୍ବାଚନ ?

ମନ୍ଦିର ଗର୍ଭ ଗୃହରେ ସେ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ । ମନ୍ଦିର ଉନ୍ନତି ଦିଗରେ ପୂଜକ ସମିତି ସହ ଆଲୋଚନା କରିଥିଲେ। ସକାଳୁ ଧବଳେଶ୍ୱରଙ୍କୁ ଦର୍ଶନ କରିବା ପରେ ଆଠଗଡ, ବଡମ୍ବା ଓ ନରସିଂହପୁରରେ କାର୍ଯ୍ୟକର୍ତ୍ତାଙ୍କ ସହ ସାଙ୍ଗଠନିକ ବୈଠକରେ ଯୋଗଦେଇଥିଲେ ମନ୍ତ୍ରୀ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।