• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Vasudha Yojana
ଫେଲ ବସୁଧା ଯୋଜନା, ଉପାନ୍ତରେ ମିଳୁନି ପାନୀୟ ଜଳ

ରାଇରଙ୍ଗପୁର ସହର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଫେଲ୍ ବସୁଧା ଯୋଜନା। ମିଳୁନି ପାନୀୟ ଜଳ।

Stone artisan
ଆମର ନିହାଣ-ହାତୁଡ଼ି ସବୁକିଛି, ଦାଦନ କାହିଁକି ଯିବୁ ?

ବଡ ବଡ଼ ପଥରକୁ ଖଣ୍ଡ ଖଣ୍ଡ କରି ଗୋଟିଏ ସ୍ଥାନରେ ଆଣି ରଖୁଛନ୍ତି । ହାତରେ ନିହଣ ଓ ହାତୁଡ଼ି ଧରି ପଥରକୁ ପିଟି ପିଟି ରୂପ ଦେଉଛନ୍ତି । ପଥର କାମରେ ବ୍ୟସ୍ତ ଥିବା ଏହି କାରିଗର ମାନେ ହେଉଛନ୍ତି ଗଞ୍ଜାମ ଜଗନ୍ନାଥପ୍ରସାଦ ବ୍ଲକ ଚଢିଆପଲ୍ଲୀ ଗ୍ରାମର...

Forest department
ପାଠ ପଢ଼ିବାକୁ ଚନ୍ଦକା ଆସିବେ ହାତୀ !

ପାଠ ପଢ଼ିବେ ହାତୀ । ଦର୍ଶକବନ୍ଧୁ ଏକଥା ଶୁଣିଲେ ଆପଣଙ୍କୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥିବା । ଆଶ୍ଚର୍ଯ୍ୟ ହେଲେ ବି କଥାଟି ସତ। କପିଳାସ ହାତୀ ଉଦ୍ଧାର କେନ୍ଦ୍ରରେ ରହୁଥିବା ହାତୀଙ୍କ ବଦଳିବ ଠିକଣା ।

Minister Sarada Prasad Nayak
ପାରା ଉଡ଼ାଇଲେ ମନ୍ତ୍ରୀ ସାରଦା ନାୟକ

ପାରା ଉଡ଼ାଇଲେ ସାଲୁଟ୍ ମାରି ପାଟି ପାକୁଳାଇଲେ ମନ୍ତ୍ରୀ ସାରଦା ନାୟକ। ବାଜା ବଜାଇ ନାଚିଲେ BJP ସାଂସଦ ଜୁଏଲ ଓରାମ୍।

Massive irregularities by local administration in PMAY in Malkangiri
ଦୁର୍ନୀତି ଯୋଗୁ ଦୁର୍ଦ୍ଦିନରେ ଲୋକେ, ଫଲସ ବିଲରେ ମାଲାମାଲ ଅଧିକାରୀ

ଆବାସ ଘର ହୋଇନି ହେଲେ ବିଲ୍ ଟଙ୍କା ଉଠାଇ ଚଳୁ। ଆବାସ ଦୁର୍ନୀତିର୍ ବଡ଼ ଚଞ୍ଚକତା । ନୀଳଗିରି ବ୍ଲକ କର୍ମଚାରୀ ତଥା ମହିଳା GRSଙ୍କ ବଡ଼ କେଲେଙ୍କାରୀ।

Lord Jesus Christ
ଧରାବତରଣ କଲେ ପ୍ରଭୁ ଯୀଶୁ; ଝଟକୁଛି ଚର୍ଚ୍ଚ

ନୂଆ ଦିଶା, ନୂଆ ରାହା ଦେଖାଇବାକୁ ପୃଥିବୀ ପୃଷ୍ଠକୁ ଓହ୍ଲାଇଛନ୍ତି ପ୍ରଭୁ ଯୀଶୁ । ଆଜିର ଦିନକୁ ବଡ଼ ଦିନ ଭାବେ ପାଳନ କରାଯାଉଛି ।

Targeting 50% votes in every booth in Odisha: Union Minister Dharmendra Pradhan
୨୪ରେ ଓଡ଼ିଶାରେ ଭାଙ୍ଗିବ ଶଙ୍ଖ ଗଡ଼ ! ବିଜେପି ଓ କଂଗ୍ରେସ କରୁଛନ୍ତି ସମରସଜ୍ଜା

୨୪ରେ ଶଙ୍ଖ ଗଡ଼ ଭାଗିବାକୁ ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ସମରସଜ୍ଜା। ଉଭୟ ଦଳର ନେତା ଦିଲ୍ଲୀ ଯାଇ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବା ସହ ବିଜେଡି ମୁକାବିଲା ମନ୍ତ୍ର ନେଇ ଫେରିଛନ୍ତି।

IED blast
ଶିର୍ଲା ଜଙ୍ଗଲରେ IED ବ୍ଲାଷ୍ଟ; ଓଡ଼ିଶାରେ ସକ୍ରିୟ କି ଲାଲବାହିନୀ ?

କନ୍ଧମାଳରେ ପୁଣି ଲାଲ ହିଂସା । ପୂର୍ବରୁ ଖଞ୍ଜିଥିଲେ ଆଇଇଡି, ଆଜି କୁମ୍ବିଂ ବେଳେ ବିସ୍ଫୋରଣ । ତୁମୁଡ଼ିବନ୍ଧ ଥାନା ଶିର୍ଲା ଜଙ୍ଗଲରେ ଏସଓଜି ଯବାନ କୁମ୍ବିଂ କରୁଥିବା ବେଳେ ହଠାତ୍ ହୋଇଥିଲା ବିସ୍ଫୋରଣ ।

Kamiya Jani
ପାଣ୍ଡିଆନ୍-କାମିୟା ବିବାଦ; ସରକାରଙ୍କୁ ପୁଣି ବିଜେପିର ଟାର୍ଗେଟ୍

ଥମିବାର ନାଁ ନେଉନି ପାଣ୍ଡିଆନ୍-କାମିୟା ଓ ଗୋମାଂସ ବିବାଦ। ଏହା ଏତେ ତେଜିଲା ଯେ, ଶେଷରେ ଭିଡିଓ ବାର୍ତ୍ତା କରି ସ୍ପଷ୍ଟୀକରଣ ରଖିଛନ୍ତି କାମିୟା। କହିଛନ୍ତି, ମନ୍ଦିର ପ୍ରଶାସନର ନିୟମ ଭାଙ୍ଗିନି କି କେବେ ଗୋମାଂସ ଖାଇନି।

Basudha Yojana
ଗାଁ ଗାଁରେ ବାଟ ହୁଡ଼ିଛି କି ବସୁଧା ? ସ୍ୱଚ୍ଛ ଜଳଯୋଗାଣ ପ୍ରତିଶ୍ରୁତି ଫେଲ୍ !

ବାଟ ବୁଡ଼ିଛି କି ବସୁଧା ? ଫେଲ୍ ମାରିନି ତ ଗାଁ ଗଣ୍ଡାରେ ୨୪ ଘଣ୍ଟିଆ ପାଣି ପ୍ରତିଶ୍ରୁତି ? ବାଲିଆପାଳ ବ୍ଲକ ହସୀମପୁର ଗାଁରେ ନିର୍ମାଣ ହୋଇଛି ଚକାଚକ୍ ଓଭରହେଡ୍ ପାଣିଟାଙ୍କି। ସେଠୁ ପାଇପ୍ ପଡ଼ି ଷ୍ଟାଣ୍ଡପୋଷ୍ଟକୁ ଟ୍ୟାପ୍ କନେକ୍ସନ, ହେଲେ କଳ ମୋଡି ମୋଡ଼ି ହାଲିଆ,...

Odisha Winter
ଫୁଟପାଥରେ ହାଡ଼ଭଙ୍ଗା ଜାଡ଼ରେ ଶୋଉଛନ୍ତି ନିରାଶ୍ରୟ

ପେଟର ଭୋକ ମେଣ୍ଟାଇବା ପାଇଁ, ଜାଡ଼ର ମାଡ଼କୁ ପିଠି ପତେଇ ଦେଇଛି ଗରିବ ଖଟିଖିଆ । ଶୀତୁଆ ରାତିକୁ ବେଖାତିର କରି ଯାତ୍ରୀ ଅପେକ୍ଷାରେ ରେଶମ ସହରର ରିକ୍ସାବାଲା । କିଏ ଚାଦର ଭିତରେ ଜାକିଜୁକି ହୋଇ ଶୋଇଛି, ତ କିଏ ଗାମୁଛା ଖଣ୍ଡେ ଘୋଡ଼େଇ ରାତିସାରା ଥରୁଛି...

Bhubaneswar Attack
ଭୁବନେଶ୍ୱରରେ ୨ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ

ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ କିଛି ଦୁର୍ବୃତ୍ତ ହାଣିଛନ୍ତି ।

3 Maoists Killed
ଛତିଶଗଡ଼ ଦନ୍ତେୱାଡ଼ାରେ ଏନକାଉଣ୍ଟର, ୩ ମାଓବାଦୀ ମୃତ

ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ବହୁ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି ।

Odisha Winter
ଫୁଟପାଥରେ କଟୁଛି ଜୀବନ; ହାଡ଼ଭଙ୍ଗା ଜାଡ଼ରେ ଶୋଉଛନ୍ତି ନିରାଶ୍ରୟ

ପେଟର ଭୋକ ମେଣ୍ଟାଇବା ପାଇଁ, ଜାଡ଼ର ମାଡ଼କୁ ପିଠି ପତେଇ ଦେଇଛି ଗରିବ ଖଟିଖିଆ । ଶୀତୁଆ ରାତିକୁ ବେଖାତିର କରି ଯାତ୍ରୀ ଅପେକ୍ଷାରେ ରେଶମ ସହରର ରିକ୍ସାବାଲା । କିଏ ଚାଦର ଭିତରେ ଜାକିଜୁକି ହୋଇ ଶୋଇଛି, ତ କିଏ ଗାମୁଛା ଖଣ୍ଡେ ଘୋଡ଼େଇ ରାତିସାରା ଥରୁଛି...

2023 END
Year Ender 2023: ନବ ହତ୍ୟାରୁ କାମିୟା ଜାନି ବିବାଦ, ଜାଣନ୍ତୁ ୨୦୨୩ର ୧୦ ବଡ଼ ଖବର

ଶେଷ ହେବାକୁ ଥିବା ୨୦୨୩ ବର୍ଷରେ ଓଡ଼ିଶାରେ ଘଟିଛି ବଡ଼ ବଡ଼ ଘଟଣା ଆଉ ଦୁର୍ଘଟଣା । ଯେଉଁ ଖବର ଜାତୀୟ ସ୍ତରରେ ମଧ୍ୟ ଆଲୋଚନା ହୋଇଛି ।

Basudha Yojana
ବାଟ ହୁଡ଼ିଛି କି ବସୁଧା ? ଗାଁ ଗାଁରେ ୨୪ ଘଣ୍ଟିଆ ସ୍ୱଚ୍ଛ ଜଳଯୋଗାଣ ପ୍ରତିଶ୍ରୁତି ଫେଲ୍ !

ବାଟ ବୁଡ଼ିଛି କି ବସୁଧା ? ଫେଲ୍ ମାରିନି ତ ଗାଁ ଗଣ୍ଡାରେ ୨୪ ଘଣ୍ଟିଆ ପାଣି ପ୍ରତିଶ୍ରୁତି ? ବାଲିଆପାଳ ବ୍ଲକ ହସୀମପୁର ଗାଁରେ ନିର୍ମାଣ ହୋଇଛି ଚକାଚକ୍ ଓଭରହେଡ୍ ପାଣିଟାଙ୍କି। ସେଠୁ ପାଇପ୍ ପଡ଼ି ଷ୍ଟାଣ୍ଡପୋଷ୍ଟକୁ ଟ୍ୟାପ୍ କନେକ୍ସନ, ହେଲେ କଳ ମୋଡି ମୋଡ଼ି ହାଲିଆ,...

SOG Jawans
ଓଡ଼ିଶାରେ ସକ୍ରିୟ କି ଲାଲବାହିନୀ ? ଶିର୍ଲା ଜଙ୍ଗଲରେ IED ବ୍ଲାଷ୍ଟ. ୨ ଯବାନ ଗୁରୁତର

କନ୍ଧମାଳରେ ପୁଣି ଲାଲ ହିଂସା । ପୂର୍ବରୁ ଖଞ୍ଜିଥିଲେ ଆଇଇଡି, ଆଜି କୁମ୍ବିଂ ବେଳେ ବିସ୍ଫୋରଣ । ତୁମୁଡ଼ିବନ୍ଧ ଥାନା ଶିର୍ଲା ଜଙ୍ଗଲରେ ଏସଓଜି ଯବାନ କୁମ୍ବିଂ କରୁଥିବା ବେଳେ ହଠାତ୍ ହୋଇଥିଲା ବିସ୍ଫୋରଣ ।

Anubhab mohanty
ବିଳମ୍ବ ହେଉପଛେ ଆଜି ମୋତେ ନ୍ୟାୟ ମିଳିଛି: ଅନୁଭବ

ତା’ସହ ରାଜନୀତି କ୍ୟାରିୟର ଉପରେ ବି ମନ୍ତବ୍ୟ ରଖିଛନ୍ତି ଅନୁଭବ । ଆଗକୁ ଲୋକ ଯଦି ଚାହିଁବେ ତେବେ ରାଜନୀତି ମାଧ୍ୟମରେ ସେବା କରିବି ବୋଲି କହିଛନ୍ତି ।

vk pandian
ସରକାରୀ ଟଙ୍କାରେ ଦଳୀୟ ପ୍ରଚାର ! ପାଣ୍ଡିଆନଙ୍କ କାର୍ଯ୍ୟକ୍ରମକୁ ବୁହାଯାଉଛି ଲୋକ

ଜୟପୁର ସହର ସରକାରୀ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ୧୦ଟି ନିର୍ବାଚନ ମଣ୍ଡଳୀ ପାଇଁ କାର୍ଯ୍ୟକ୍ରମ ହୋଇଥିଲା । ସେଠାରେ ପାଣ୍ଡିଆନଙ୍କ କାର୍ଯ୍ୟକ୍ରମ ସରିବା ପରେ ଦଳୀୟ କର୍ମୀଙ୍କୁ ବଣ୍ଟାଯାଇଥିଲା ଟଙ୍କା ।

BJP Meeting
BJPର ମିଶନ ୨୪ ରଣନୀତି; ଦିଲ୍ଲୀରେ ୨ ଦିନିଆ ରାଷ୍ଟ୍ରୀୟ ପଦାଧିକାରୀ ବୈଠକ

ଦିଲ୍ଲୀରେ ଅନୁଷ୍ଠିତ ୨ ଦିନିଆ ବିଜେପି ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ଓଡ଼ିଶା ସମେତ ସବୁ ରାଜ୍ୟ ମୁଖିଆଙ୍କ କାନରେ ବିଜୟ ମନ୍ତ୍ର ଫୁଙ୍କିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।