ଶେଷରେ ବସନ୍ତ ଆଚାର୍ଯ୍ୟ ସହ ଡିଲ୍ ଫାଇନାଲ୍ ହୋଇଥିଲା ଏବଂ ପ୍ରମାଣକୁ ଲୁଚାଇବାକୁ ଯାଇ ସେହି ସିମକୁ ନଷ୍ଟ କରିବା ସହ ଫୋପାଡ଼ି ଦେଇଥିଲା ଅଭିଯୁକ୍ତ । ଏସବୁ ତଥ୍ୟ କଲ୍ ଡିଟେଲ୍ସ ରେକର୍ଡ-CDRରେ ଥିବା କହିଛି ଗଞ୍ଜାମ ପୋଲିସ୍ ।
ଖୋଲା ଅଡିଟୋରିୟମରେ ବଲିଉଡ୍ ସିଙ୍ଗର ନିକିତା ଗାନ୍ଧୀଙ୍କ ମ୍ୟୁଜିକ କନସର୍ଟ ହେଉଥିଲା । ସେଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ତେବେ କେଉଁ କାରଣରୁ ଦଳାଚକଟା ସ୍ଥିତି ଉପୁଜିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
ଏ ମହାବଳ ମହାରାଷ୍ଟ୍ରର ବୋଲି କେମିତି ଜଣାପଡ଼ିଲା ? ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, କିଛିଦିନ ତଳେ ଗଜପତିର ଅଁଳାବର ଜଙ୍ଗଲରେ କ୍ୟାମେରା ଟ୍ରାପରେ ଆସିଥିବା ମହାବଳର ଚିହ୍ନଟ ପାଇଁ ଫଟୋଗୁଡ଼ିକୁ ୱାଇଲ୍ଡଲାଇଫ୍ ଉନିଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆକୁ ପଠାଯାଇଥିଲା ।
ଘଟଣାସ୍ଥଳଠୁ କିଛି ଦୂରରେ ଯୁବତୀଙ୍କ ପୋଡ଼ା ପୋଷାକ ଓ ଏକ ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି । ହତ୍ୟା କରିବା ପରେ, ଯୁବତୀଙ୍କୁ ୩୧ ଖଣ୍ଡ କରାଯାଇଥିବା ଏବଂ ପ୍ରମାଣ ନଷ୍ଟ କରିବାକୁ ଲୁଣ ଦେଇ ମାଟିରେ ପୋତାଯାଇଥିବା ଫରେନ୍ସିକ ତଦନ୍ତରୁ ଜଣାପଡ଼ିଛି ।
ନଭେମ୍ୱର ୨୨ ଦ୍ୱିତୀୟ ଦିନରେ ଆଦିବାସୀ ଜମି ହସ୍ତାନ୍ତର ସଂପର୍କିତ କ୍ୟାବିନେଟ ନିଷ୍ପତ୍ତିକୁ ବିରୋଧ କରି ବିରୋଧୀଙ୍କ ହଟଗୋଳ ଲାଗି ପୁରା ଦିନ ଧୋଇଯାଇଥିଲା । ନଭେମ୍ୱର ୨୩ ତୃତୀୟ ଦିନର ପ୍ରଥମାର୍ଦ୍ଧରେ ଅଚଳାବସ୍ଥା ଲାଗି ରହିଲା ।
ଅଗର ମେସିନ ଡ୍ରିଲିଂ କଲାବେଳେ ବାଟରେ କିଛି ବାଧା ଆସୁଛି କି ନାହିଁ ଜାଣିବା ପାଇଁ ଅଣାଯାଇଥିଲା ଗ୍ରାଉଣ୍ଡ୍ ପେନିଟ୍ରେଟିଂ ରାଡାର୍ । ହେଲେ ଏହା ଗତକାଲି ଧୋକା ଦେଇଦେଲା ।
ବର୍ତ୍ତମାନ ମାମଲାକୁ ନେଇ ସିବିଆଇ ପ୍ରାଥମିକ ଅନୁସନ୍ଧାନ କରୁଥିବାବେଳେ ଏହି ଅନୁସନ୍ଧାନର ତଥ୍ୟକୁ ଆଧାର କରି ସାଂସଦଙ୍କ ବିରୋଧରେ ଅପରାଧିକ ମାମଲା ଦାୟର କରାଯିବ କି ନାହିଁ ତାହା ଏଜେନ୍ସି ସ୍ଥିର କରିବ ।
ଘଟଣାକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଆସିଛି ।ହତ୍ୟା ପରେ ୩୨ ଖଣ୍ଡ କରି କାଟିବା ପରେ ମାଟିରେ ଦୁର୍ବୃତ୍ତ ପୋତିଥିଲେ ବୋଲି ପୋଲିସ କହିଛି । ପୋଲିସର କହିବା ଅନୁସାରେ ଜଙ୍ଗଲରେ ଅଧା ପୋତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଥିଲା ।
ମୁମ୍ବାଇରେ ଅମିତାଭଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି । ସେଥିମଧ୍ୟରୁ ଜୁହୁରେ ରହିଥିବା ତାଙ୍କର ଏହି ବଙ୍ଗଳା ‘ପ୍ରତୀକ୍ଷା’ ହେଉଛି ସର୍ବପୁରାତନ । ଏହି ବଙ୍ଗଳାରେ ଅମିତାଭ ତାଙ୍କ ବାପା-ମା’ ଓ ସପରିବାର ସହ ରହିଆସୁଥିଲେ ।
କେବଳ ସଂସଦୀୟ ସଦସ୍ୟମାନେ ସେମାନେ ବ୍ୟକ୍ତିଗତ ଭାବେ ଲଗଇନ୍ କରି ତଥ୍ୟ ଦେଇପାରିବେ ଏବଂ ୱେବ୍ସାଇଟ୍ ବ୍ୟବହାର କରିପାରିବେ । ସବୁଠାରୁ ବଡ଼ କଥା ହେଉଛି ସାଂସଦମାନେ ପଞ୍ଜୀକୃତ କରିଥିବା ଫୋନ୍ ନମ୍ବର ଦ୍ୱାରା ଏହା କେବଳ ପରିଚାଳିତ ହୋଇପାରିବ ।
ଆଦିବାସୀଙ୍କ ଜମି ଅଧିକାର ନେଇ ବିଜେପି ପକ୍ଷରୁ ଦିଆଯାଇଥିବା ମୋସନକୁ କାହିଁକି ଗ୍ରହଣ କରି ଆଲୋଚନା ହେଉନି, ସେନେଇ ପ୍ରତିବାଦ ଜଣାଇଥିଲେ । କଂଗ୍ରେସ ସଦସ୍ୟମାନେ ମଧ୍ୟ ଆଦିବାସୀ ଜମି ସଂକ୍ରାନ୍ତୀୟ କ୍ୟାବିନେଟ୍ ନିଷ୍ପତ୍ତିକୁ ସ୍ଥଗିତ ବଦଳରେ ପ୍ରତ୍ୟାହାର ଓ ପେସା ଆଇନ୍ ଲାଗୁ କରିବାକୁ ଦାବି କରି...
ଅଭିନେତା କି ନେତା, ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା । ସମସ୍ତଙ୍କୁ ଏବେ ଘାରିଛି ଡିପ୍ ଫେକର ଡର । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ପ୍ରଯୁକ୍ତି ବ୍ୟବହାର କରି ନକଲି ଭିଡିଓ ପ୍ରସ୍ତୁତ କରାଯିବାକୁ ନେଇ ବଢ଼ିଛି ସମସ୍ତଙ୍କ ଚିନ୍ତା । ଏଭଳି ଅନୈତିକ ଏବଂ...
ଆଉ ମାତ୍ର କେଇ ମିଟର ଦୂରରେ ୪୧ଟି ନିରୀହ ଜୀବନ । ସରି ସରି ଆସୁଛି ୨ଶହରୁ ଅଧିକ ଘଣ୍ଟାର ଅପେକ୍ଷା ଓ ଅନିଶ୍ଚିତତା । ୮ଶହ ମିଲିମିଟର ଓସାରିଆ ପାଇପ ଯେତେ ଭିତରକୁ ପଶୁଛି, ସେତେ ଉଜ୍ଜୀବିତ ହେଉଛି ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର ଆଶା...
ଗତ ଅକ୍ଟୋବର ୭ ତାରିଖରେ ଘଟିଥିଲା ଏ ଅଭାବନୀୟ ଘଟଣା । ଘର ଭିତରୁ ମାଆ ଝିଅଙ୍କ ମୃତଦେହ ମିଳିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ । ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଗଣେଶ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ କହିଛି ।
ରାଜସ୍ଥାନର ବାରମେରରେ ଏକ ନିର୍ବାଚନ ରାଲିରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅଭିଯୋଗ ହୋଇଥିଲା ।
ସବୁ ପ୍ରକାର ସାହାଯ୍ୟ କରିବାକୁ ଦିଲ୍ଲୀରୁ ଆସିଛନ୍ତି ୱେଲଡିଂ ଏକ୍ସପର୍ଟ । ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ନଭେମ୍ବର ୧୨ ତାରିଖରୁ ତା’ ଭିତରେ ଫସି ରହିଛନ୍ତି ୪୧ ଜଣ ଶ୍ରମିକ ।
ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।
ଖବର ପାଇବାପରେ ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ କରିଥିଲେ । ସେହିସମୟରେ ଆତଙ୍କବେଦୀଙ୍କ ପକ୍ଷରୁ ଗୁଳିବିନିମୟ କରାଯାଇଥିଲା ।
କମିଶନରେଟ୍ ପୋଲିସର ସୂଚନା ଅନୁଯାୟୀ, ମଧୁସ୍ମିତା ଦାସ ଓ ତାଙ୍କ ସ୍ୱାମୀ ସପନ କରଙ୍କ ଦାଂପତ୍ୟ ଜୀବନରେ ସୁଖ ନଥିଲା । ଦୁହେଁ ୫ ବର୍ଷ ତଳେ ବିବାହ କରିଥିଲେ, କିନ୍ତୁ ପାରିବାରକ କଳହ କାରଣରୁ ୩ ବର୍ଷ ହେଲା ଅଲଗା ଅଲଗା ରହୁଥିଲେ ।
ଜୁନୋଟିକ ଡିଜିଜ୍ କୁହାଯାଉଥିବା ଏଭଳି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆରମ୍ଭ ହୋଇଛି କସରତ । ଖାଲି ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ କାରଣରୁ ରୋଗ ପାଟର୍ଣ୍ଣ ବି ବଦଳୁଛି ।