• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Killing wife, daughter
ଗୁମର ଖୋଲିଲା CDR; ୩ ମାସ ତଳୁ ବ୍ଲୁ ପ୍ରିଣ୍ଟ, ୬ ସାପ ଧରାଳିଙ୍କ ସହ ଡିଲ୍

ଶେଷରେ ବସନ୍ତ ଆଚାର୍ଯ୍ୟ ସହ ଡିଲ୍ ଫାଇନାଲ୍ ହୋଇଥିଲା ଏବଂ ପ୍ରମାଣକୁ ଲୁଚାଇବାକୁ ଯାଇ ସେହି ସିମକୁ ନଷ୍ଟ କରିବା ସହ ଫୋପାଡ଼ି ଦେଇଥିଲା ଅଭିଯୁକ୍ତ । ଏସବୁ ତଥ୍ୟ କଲ୍ ଡିଟେଲ୍ସ ରେକର୍ଡ-CDRରେ ଥିବା କହିଛି ଗଞ୍ଜାମ ପୋଲିସ୍ ।

4 dead, 46 injured in stampede in CUSAT music fest in Kochi
କୋଚି ୟୁନିଭର୍ସିଟିରେ ଦଳାଚକଟା, ୪ ମୃତ

ଖୋଲା ଅଡିଟୋରିୟମରେ ବଲିଉଡ୍ ସିଙ୍ଗର ନିକିତା ଗାନ୍ଧୀଙ୍କ ମ୍ୟୁଜିକ କନସର୍ଟ ହେଉଥିଲା । ସେଥିରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ତେବେ କେଉଁ କାରଣରୁ ଦଳାଚକଟା ସ୍ଥିତି ଉପୁଜିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

Tiger is looking for a partner
ସାଥୀ ଖୋଜୁଛି ମହାରାଷ୍ଟ୍ରର ମହାବଳ; ଜଙ୍ଗଲରୁ ଜଙ୍ଗଲକୁ ମାରୁଛି ପଇଁତରା

ଏ ମହାବଳ ମହାରାଷ୍ଟ୍ରର ବୋଲି କେମିତି ଜଣାପଡ଼ିଲା ? ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, କିଛିଦିନ ତଳେ ଗଜପତିର ଅଁଳାବର ଜଙ୍ଗଲରେ କ୍ୟାମେରା ଟ୍ରାପରେ ଆସିଥିବା ମହାବଳର ଚିହ୍ନଟ ପାଇଁ ଫଟୋଗୁଡ଼ିକୁ ୱାଇଲ୍ଡଲାଇଫ୍ ଉନିଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆକୁ ପଠାଯାଇଥିଲା ।

Crime News
ମାଟି ତଳୁ ମିଳିଲା ଟୁକୁଡ଼ା ଟୁକୁଡ଼ା ମୃତଦେହ; କିଏ କଲା ଯୁବତୀଙ୍କୁ ୩୧ ଖଣ୍ଡ ?

ଘଟଣାସ୍ଥଳଠୁ କିଛି ଦୂରରେ ଯୁବତୀଙ୍କ ପୋଡ଼ା ପୋଷାକ ଓ ଏକ ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି । ହତ୍ୟା କରିବା ପରେ, ଯୁବତୀଙ୍କୁ ୩୧ ଖଣ୍ଡ କରାଯାଇଥିବା ଏବଂ ପ୍ରମାଣ ନଷ୍ଟ କରିବାକୁ ଲୁଣ ଦେଇ ମାଟିରେ ପୋତାଯାଇଥିବା ଫରେନ୍ସିକ ତଦନ୍ତରୁ ଜଣାପଡ଼ିଛି ।

Odisha Assembly session ends in 4 days, ruling-BJD says ‘no business left’
୪ ଦିନରେ ଶେଷହେଲା ବିଧାନସଭା; ବିରୋଧୀଙ୍କ ପ୍ରସଙ୍ଗକୁ ଡରିଗଲେ କି ସରକାର ?

ନଭେମ୍ୱର ୨୨ ଦ୍ୱିତୀୟ ଦିନରେ ଆଦିବାସୀ ଜମି ହସ୍ତାନ୍ତର ସଂପର୍କିତ କ୍ୟାବିନେଟ ନିଷ୍ପତ୍ତିକୁ ବିରୋଧ କରି ବିରୋଧୀଙ୍କ ହଟଗୋଳ ଲାଗି ପୁରା ଦିନ ଧୋଇଯାଇଥିଲା । ନଭେମ୍ୱର ୨୩ ତୃତୀୟ ଦିନର ପ୍ରଥମାର୍ଦ୍ଧରେ ଅଚଳାବସ୍ଥା ଲାଗି ରହିଲା ।

Auger drilling machine
ଅଡୁଆ ବଢ଼ାଇଲା ଅଗର୍ ମେସିନ୍; ଅନିର୍ଦ୍ଦିଷ୍ଟ କାଳ ପାଇଁ ଅଟକିଲା ରେସ୍କ୍ୟୁ ଅପରେସନ୍

ଅଗର ମେସିନ ଡ୍ରିଲିଂ କଲାବେଳେ ବାଟରେ କିଛି ବାଧା ଆସୁଛି କି ନାହିଁ ଜାଣିବା ପାଇଁ ଅଣାଯାଇଥିଲା ଗ୍ରାଉଣ୍ଡ୍ ପେନିଟ୍ରେଟିଂ ରାଡାର୍ । ହେଲେ ଏହା ଗତକାଲି ଧୋକା ଦେଇଦେଲା ।

Mahua Moitra
ବଢ଼ିଲା ମହୁଆଙ୍କ ଅଡ଼ୁଆ; ତଦନ୍ତ ଆରମ୍ଭ କଲା CBI

ବର୍ତ୍ତମାନ ମାମଲାକୁ ନେଇ ସିବିଆଇ ପ୍ରାଥମିକ ଅନୁସନ୍ଧାନ କରୁଥିବାବେଳେ ଏହି ଅନୁସନ୍ଧାନର ତଥ୍ୟକୁ ଆଧାର କରି ସାଂସଦଙ୍କ ବିରୋଧରେ ଅପରାଧିକ ମାମଲା ଦାୟର କରାଯିବ କି ନାହିଁ ତାହା ଏଜେନ୍ସି ସ୍ଥିର କରିବ ।

Raighar police
ମାଟି ତଳେ ଯୁବତୀଙ୍କ ମୃତଦେହ: ହତ୍ୟା ପରେ କିଏ କରିଛି ୩୨ ଖଣ୍ଡ ?

ଘଟଣାକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଆସିଛି ।ହତ୍ୟା ପରେ ୩୨ ଖଣ୍ଡ କରି କାଟିବା ପରେ ମାଟିରେ ଦୁର୍ବୃତ୍ତ ପୋତିଥିଲେ ବୋଲି ପୋଲିସ କହିଛି । ପୋଲିସର କହିବା ଅନୁସାରେ ଜଙ୍ଗଲରେ ଅଧା ପୋତା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଠାବ କରାଯାଇଥିଲା ।

 Amitabh Bachchan Bungalow Gifts to Shweta Bachchan
ଝିଅ ଶ୍ୱେତାଙ୍କୁ ଅମିତାଭ ଦେଲେ ବଙ୍ଗଳା ଗିଫ୍ଟ; ଦାମ୍‌ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୁମ୍ବାଇରେ ଅମିତାଭଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ରହିଛି । ସେଥିମଧ୍ୟରୁ ଜୁହୁରେ ରହିଥିବା ତାଙ୍କର ଏହି ବଙ୍ଗଳା ‘ପ୍ରତୀକ୍ଷା’ ହେଉଛି ସର୍ବପୁରାତନ । ଏହି ବଙ୍ଗଳାରେ ଅମିତାଭ ତାଙ୍କ ବାପା-ମା’ ଓ ସପରିବାର ସହ ରହିଆସୁଥିଲେ ।

Lok Sabha website
ସାଂସଦ ମହୁଆ ମୈତ୍ରଙ୍କ ପାଇଁ ବଦଳିଲା ଲୋକସଭା ୱେବ୍‌ସାଇଟ୍‌ ଭିଜିଟ୍‌ ନିୟମ !

କେବଳ ସଂସଦୀୟ ସଦସ୍ୟମାନେ ସେମାନେ ବ୍ୟକ୍ତିଗତ ଭାବେ ଲଗଇନ୍ କରି ତଥ୍ୟ ଦେଇପାରିବେ ଏବଂ ୱେବ୍‌ସାଇଟ୍ ବ୍ୟବହାର କରିପାରିବେ । ସବୁଠାରୁ ବଡ଼ କଥା ହେଉଛି ସାଂସଦମାନେ ପଞ୍ଜୀକୃତ କରିଥିବା ଫୋନ୍‌ ନମ୍ବର ଦ୍ୱାରା ଏହା କେବଳ ପରିଚାଳିତ ହୋଇପାରିବ ।

odisha assembly
ଆଜି ବି ଆଦିବାସୀ ଝଡ଼ରେ କମ୍ପିଲା ଗୃହ; ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ବିଶ୍ୱଭୂଷଣ

ଆଦିବାସୀଙ୍କ ଜମି ଅଧିକାର ନେଇ ବିଜେପି ପକ୍ଷରୁ ଦିଆଯାଇଥିବା ମୋସନକୁ କାହିଁକି ଗ୍ରହଣ କରି ଆଲୋଚନା ହେଉନି, ସେନେଇ ପ୍ରତିବାଦ ଜଣାଇଥିଲେ । କଂଗ୍ରେସ ସଦସ୍ୟମାନେ ମଧ୍ୟ ଆଦିବାସୀ ଜମି ସଂକ୍ରାନ୍ତୀୟ କ୍ୟାବିନେଟ୍ ନିଷ୍ପତ୍ତିକୁ ସ୍ଥଗିତ ବଦଳରେ ପ୍ରତ୍ୟାହାର ଓ ପେସା ଆଇନ୍ ଲାଗୁ କରିବାକୁ ଦାବି କରି...

Deepfake
ଡିପ୍ ଫେକ୍ ରୋକିବାକୁ କେନ୍ଦ୍ର ଆଣିବ ନୂଆ ନିୟମ; ଆପଣାଯିବ ଚାରି ସୂତ୍ରୀ କାର୍ଯ୍ୟପନ୍ଥା

ଅଭିନେତା କି ନେତା, ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା । ସମସ୍ତଙ୍କୁ ଏବେ ଘାରିଛି ଡିପ୍ ଫେକର ଡର । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ପ୍ରଯୁକ୍ତି ବ୍ୟବହାର କରି ନକଲି ଭିଡିଓ ପ୍ରସ୍ତୁତ କରାଯିବାକୁ ନେଇ ବଢ଼ିଛି ସମସ୍ତଙ୍କ ଚିନ୍ତା । ଏଭଳି ଅନୈତିକ ଏବଂ...

Uttarkashi tunnel collapse
ଟନେଲ୍ ନିକଟରୁ ଆସିପାରେ ଖୁସି ଖବର; ବାହାରେ ତୟାର ଆମ୍ବୁଲାନ୍ସ, ହସ୍ପିଟାଲରେ ପ୍ରସ୍ତୁତ ବେଡ୍

ଆଉ ମାତ୍ର କେଇ ମିଟର ଦୂରରେ ୪୧ଟି ନିରୀହ ଜୀବନ । ସରି ସରି ଆସୁଛି ୨ଶହରୁ ଅଧିକ ଘଣ୍ଟାର ଅପେକ୍ଷା ଓ ଅନିଶ୍ଚିତତା । ୮ଶହ ମିଲିମିଟର ଓସାରିଆ ପାଇପ ଯେତେ ଭିତରକୁ ପଶୁଛି, ସେତେ ଉଜ୍ଜୀବିତ ହେଉଛି ଉତ୍ତରକାଶୀ ଟନେଲରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର ଆଶା...

Conspiracy Of Husband To Take Life Away Of Wife And Daughter In Ganjam
ଘରେ ଶୋଇଥିଲା ସ୍ତ୍ରୀ, ସ୍ୱାମୀ ଛାଡ଼ିଦେଲା କୋଳଥିଆ ନାଗ; ଚାଲିଗଲା ମା’-ଝିଅଙ୍କ ଜୀବନ

ଗତ ଅକ୍ଟୋବର ୭ ତାରିଖରେ ଘଟିଥିଲା ଏ ଅଭାବନୀୟ ଘଟଣା । ଘର ଭିତରୁ ମାଆ ଝିଅଙ୍କ ମୃତଦେହ ମିଳିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ । ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଗଣେଶ ଏହି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ କହିଛି ।

EC issues show cause notice to Rahul over remarks against PM Modi
ପୁଣି ଅଡ଼ୁଆରେ ରାହୁଲ ଗାନ୍ଧି; EC କଲା ନୋଟିସ୍‌

ରାଜସ୍ଥାନର ବାରମେରରେ ଏକ ନିର୍ବାଚନ ରାଲିରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବିରୋଧରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଅଭିଯୋଗ ହୋଇଥିଲା ।

Tunnel Collapse
ଫିଟୁଛି ମୁକୁଳିବାର ବାଟ; ଆଉ ମାତ୍ର ୪ ମିଟର ଦୂରରେ ୪୧ ଜୀବନ

ସବୁ ପ୍ରକାର ସାହାଯ୍ୟ କରିବାକୁ ଦିଲ୍ଲୀରୁ ଆସିଛନ୍ତି ୱେଲଡିଂ ଏକ୍ସପର୍ଟ । ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ନଭେମ୍ବର ୧୨ ତାରିଖରୁ ତା’ ଭିତରେ ଫସି ରହିଛନ୍ତି ୪୧ ଜଣ ଶ୍ରମିକ ।

Odisha Assembly
ରାଜ୍ୟରେ ଜୀବନ ନେଇଛି ଦୁର୍ଘଟଣା; ଗତ ୫ ବର୍ଷରେ ୨୫,୯୩୪ ଜଣଙ୍କ ମୃତ୍ୟୁ

ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।

Jammu And Kashmir
ରଜୌରୀରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ; ୨ କ୍ୟାପ୍‌ଟେନ୍‌ଙ୍କ ସହ ୩ ସହିଦ

ଖବର ପାଇବାପରେ ଯବାନମାନେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ କରିଥିଲେ । ସେହିସମୟରେ ଆତଙ୍କବେଦୀଙ୍କ ପକ୍ଷରୁ ଗୁଳିବିନିମୟ କରାଯାଇଥିଲା ।

Husband accused
ସନ୍ଦେହରେ ସ୍ତ୍ରୀକୁ ଛୁରୀ ଭୁସିଥିଲା ସ୍ୱାମୀ; ବାନ୍ଧିଲା ପୋଲିସ

କମିଶନରେଟ୍ ପୋଲିସର ସୂଚନା ଅନୁଯାୟୀ, ମଧୁସ୍ମିତା ଦାସ ଓ ତାଙ୍କ ସ୍ୱାମୀ ସପନ କରଙ୍କ ଦାଂପତ୍ୟ ଜୀବନରେ ସୁଖ ନଥିଲା । ଦୁହେଁ ୫ ବର୍ଷ ତଳେ ବିବାହ କରିଥିଲେ, କିନ୍ତୁ ପାରିବାରକ କଳହ କାରଣରୁ ୩ ବର୍ଷ ହେଲା ଅଲଗା ଅଲଗା ରହୁଥିଲେ ।

Disease X
ଆସୁଛି କି କୋଭିଡ୍ ଭଳି ଆଉ ଏକ ମହାମାରୀ ? ବଢ଼ିଲାଣି ଡିଜିଜ୍-‘X’କୁ ନେଇ ଚିନ୍ତା

ଜୁନୋଟିକ ଡିଜିଜ୍ କୁହାଯାଉଥିବା ଏଭଳି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆରମ୍ଭ ହୋଇଛି କସରତ । ଖାଲି ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ କାରଣରୁ ରୋଗ ପାଟର୍ଣ୍ଣ ବି ବଦଳୁଛି ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।