• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Odisha Assembly
କାଲିଠୁ ବିଧାନସଭାର ଶୀତ ଅଧିବେଶନ; ସୁରକ୍ଷାରେ ନିୟୋଜିତ ହେବେ ୨୮ ପ୍ଲାଟୁନ ପୋଲିସ

ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଆଦିବାସୀ ଜମି ହଡପ, ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଓ ଚାରିଦ୍ବାର ଖୋଲିବା, ମଣ୍ଡି ଅବ୍ୟବସ୍ଥା, ଚାଷୀ ଆତ୍ମହତ୍ୟା, ଆବାସ ଆବଣ୍ଟନରେ ଅନିୟମିତତା ପରି ପ୍ରସଙ୍ଗ ଉଠାଇବାକୁ ବିଜେପି ନିଷ୍ପତ୍ତି ନେଇଛି ।

Puri Srimandir
ଜଗା ଦର୍ଶନ ପାଇଁ ଅସହ୍ୟ ଯନ୍ତ୍ରଣା; ଘଣ୍ଟା ଘଣ୍ଟା ଧରି ବ୍ୟାରିକେଡରେ ରହି କଲବଲ ଦର୍ଶନାର୍ଥୀ

ଉପରୁ ନିର୍ଦ୍ଦେଶ ଆସିବା କ୍ଷଣି ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ବୃଦ୍ଧାଙ୍କୁ ବ୍ୟାରିକେଡରୁ ମୁକ୍ତ କରି ମନ୍ଦିରକୁ ଜଗାଦର୍ଶନ ପାଇଁ ନେଇଥିଲେ । ତେବେ ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣା ଏଇଠି ସରିନି, ଧାଡ଼ିରେ ଛିଡ଼ା ହୋଇଥିବା ଜଣେ ଯୁବତୀ ଅଣନିଃଶ୍ୱାସୀ ହୋଇ ବେହୋସ୍ ହୋଇଗଲେ ।

Deputy Speaker
ଉପବାଚସ୍ପତି ନିର୍ବାଚନରେ ଆଦିବାସୀ କାର୍ଡ; ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ

ବିଜେଡି ଖେଳିଲା ଆଦିବାସୀ କାର୍ଡ । ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ । ନାମାଙ୍କନ ଦାଖଲ କଲେ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ । ସବୁ ଚର୍ଚ୍ଚା ଆଲୋଚନାର ଅବସାନ ଘଟାଇ ବିଜେଡି, ଉପବାଚସ୍ପତି ପ୍ରାର୍ଥୀ ଭାବେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରିଛି...

Biswabhusan Harichandan
ରାଜ୍ୟ ସରକାରଙ୍କୁ ବିଶ୍ୱଭୂଷଣଙ୍କ ନିଶାନା; ଶୀଘ୍ର ଖୋଲାଯାଉ ଶ୍ରୀମନ୍ଦିରର ୪ ଦ୍ୱାର

ଶ୍ରୀମନ୍ଦିରର ୩ ଦ୍ୱାର ଖୋଲନ୍ତୁ ସରକାର । କାହିଁକି ନା ଖରା ବର୍ଷାରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ନେଇ ଛତିଶଗଡ଼ ରାଜ୍ୟପାଳ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଖବରକାଗଜରେ ସ୍ତମ୍ଭ ଲେଖି ପ୍ରଶାସନ ଏବଂ ସରକାରଙ୍କୁ କରିଛନ୍ତି ଟାର୍ଗେଟ...

Santali saree offered to President Murmu in Mayurbhanj
ଉପହାରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଝେଲା ଶାଢ଼ି

ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ଅଧିବେଶନରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାନ୍ତାଳୀ ଶାଢ଼ି ଉପଢୗକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି ।

Macallan whiskey
୧୯୨୬ ମାକାଲାନ୍ ୱିସ୍କି; ସବୁଠାରୁ ମହଙ୍ଗା ବୋତଲ ପାଇଁ କଲା ରେକର୍ଡ ସୃଷ୍ଟି

ଏହା ୨.୭ ମିଲିୟନ୍ ଡଲାର୍ ଯାହାକି ଭାରତୀୟ ମୁଦ୍ରାରେ ପ୍ରାୟ ୨୨ କୋଟି ଟଙ୍କା ହେବ ବୋଲି କୁହାଯାଇଛି । ବିଶେଷଜ୍ଞଙ୍କ ଦ୍ୱାରା ଏହି ନିର୍ଦ୍ଦିଷ୍ଟ ୱିସ୍କି ସର୍ବଭାରତୀୟ ସ୍ତରରେ 'ବହୁ ଖୋଜା ଯାଇଥିବା ଜଣାପଡ଼ିଛି ।

Bhubaneswar metro project,
ଭୁବନେଶ୍ୱର ମେଟ୍ରୋ ରେଲ୍‌ ପ୍ରୋଜେକ୍ଟ ପାଇଁ MOU ସ୍ୱାକ୍ଷର

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ । ୪ ବର୍ଷରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ବ୍ୟୟ ହେବାକୁ ଥିବା ୬ ହଜାର ୨ ଶହ ୫୫ କୋଟି ଟଙ୍କା ରାଜ୍ୟ ସରକାର ବହନ କରିବେ ।

Prime Minister NarendraModi congratulates Australia on a magnificent World Cup victory
ଅଷ୍ଟ୍ରେଲିଆକୁ ଜଣାଇଲେ ଶୁଭେଚ୍ଛା, ଟିମ୍‌ ଇଣ୍ଡିଆର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ

ବିଶ୍ଵକପ୍ ଫାଇନାଲ୍‌ରେ ନିରାଶ ହୋଇଥିବା ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ । ପ୍ରଥମରୁ ଭଲ ପ୍ରଦର୍ଶନ କରି ଫାଇନାଲ୍ ଯାଏଁ ଆସିଥିବା ଭାରତୀୟ ଦଳକୁ ମୋଦି ପ୍ରଶଂସା କରିଛନ୍ତି ।

Prime Minister NarendraModi congratulates Australia on a magnificent World Cup victory
ଟିମ୍‌ ଇଣ୍ଡିଆର ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ ମୋଦି

ବିଶ୍ଵକପ୍ ଫାଇନାଲ୍‌ରେ ନିରାଶ ହୋଇଥିବା ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମନୋବଳ ବଢ଼ାଇଲେ ପ୍ରଧାନମନ୍ତ୍ରୀ । ପ୍ରଥମରୁ ଭଲ ପ୍ରଦର୍ଶନ କରି ଫାଇନାଲ୍ ଯାଏଁ ଆସିଥିବା ଭାରତୀୟ ଦଳକୁ ମୋଦି ପ୍ରଶଂସା କରିଛନ୍ତି ।

ICC World Cup
ବିଶ୍ୱକପ୍‌ ଫାଇନାଲରେ ହାରିଲା ଭାରତ; କପ୍‌ ନେଇଗଲା କଙ୍ଗାରୁଦଳ

କଙ୍ଗାରୁ ଦଳ ମାତ୍ର ୪୩ ଓଭରରେ ୨୪୦ରନ୍‌ କରିବାରେ ସମର୍ଥ ହୋଇଥିଲା । ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ଭାରତ ହାରିଛି । ଅଷ୍ଟ୍ରେଲିଆ ଠାରୁ ୬ ୱିକେଟ୍‌ରେ ହାରିଲା ଭାରତ ।

INDvAUS
ଅଟକିଛି ୧୪୦ କୋଟି ହୃତ୍‌ତ୍ସ୍ପନ୍ଦନ, ସାରା ଦେଶକୁ କ୍ରିକେଟ୍ ଫିଭର୍

କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।

Tunnel
ଅପରେସନକୁ ୮ଦିନ, ଟନେଲରୁ ଶ୍ରମିକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି

ଉତ୍ତରକାଶୀର ଅନ୍ଧାରୀ ଟନେଲରେ ୮ ଦିନ। ଗତ ୧୨ ତାରିଖରୁ ଉତ୍ତରାଖଣ୍ଡ ଉତ୍ତରକାଶୀ ଟନେଲରେ ଫସିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଛି ଅହରହ ଉଦ୍ୟମ।

Pension
ବାଲେଶ୍ୱର ମ୍ୟୁନିସିପାଲିଟିରେ ବାବୁ ଛୁଟିରେ, ଭତ୍ତା ପାଇଁ ଦହଗଞ୍ଜ ହିତାଧିକାରୀ

ଅଫିସର ଛୁଟିରେ ଥିବାରୁ ହିତାଧିକାରୀ ହିନସ୍ତା ହେଉଛନ୍ତି। ସରକାରୀ ଭତ୍ତା ପାଇବାରୁ ବଞ୍ଚିତ। ଏମିତି ଚାଲିଛି ସରକାରୀ ଶାସନ ବ୍ୟବସ୍ଥା। କିଏ ଦିବ୍ୟାଙ୍ଗ ଭତ୍ତା ପାଇଁ ତ ଆଉ କିଏ ବାର୍ଦ୍ଧକ୍ୟ ଅଥବା ବିଧବା ଭତ୍ତା ପାଇଁ ସକାଳ ୭ଟାରୁ ପୌରପାଳିକା ଅଫିସ ସାମ୍ନାରେ ଲାଇନରେ ଛିଡ଼ା ହେବାକୁ...

President Droupadi Murmu
ଉତ୍କଣ୍ଠାରେ ମୟୂରଭଞ୍ଜବାସୀ; କାଲି ବାରିପଦାରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ହେବା ପରେ ନିଜ ଜିଲ୍ଲା ମୟୂରଭଂଜକୁ ଆସୁଛନ୍ତି ଆସନ୍ତାକାଲି ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣେ ମାଟିର ଝିଅକୁ ସ୍ୱାଗତ ପାଇଁ ସାଧବ ବୋହୁ ପରି ସଜେଇ ହେଲାଣି ବାରିପଦା ଓ ରାଇରଙ୍ଗପୁର ।

Political circles abuzz about the next Deputy Speaker
ଆସନ୍ତାକାଲି ନାମାଙ୍କନ; କିଏ ହେବେ ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି ?

ଆଗକୁ ସାଧାରଣ ନିର୍ବାଚନ । ସରକାରୀ ଦଳର ଫୋକସ ଏବେ ସଂଗଠନ ଉପରେ । କାରଣ ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଜିଲ୍ଲା ତଥା ନିର୍ବାଚନ ମଣ୍ଡଳୀ ଅନୁଗୁଳରେ ସଂଗଠନ ଦୁର୍ବଳ ହେବା କାରଣରୁ ସେ ଇସ୍ତଫା ଦେଇ ସଂଗଠନ ସଜାଡିବା କାମରେ ଲାଗିଛନ୍ତି ।

Odisha’s renowned cardiologist Dr JP Das passes away at 90
ବିଶିଷ୍ଟ ହୃଦ୍ ରୋଗ ବିଶେଷଜ୍ଞ ଜେ.ପି. ଦାସଙ୍କ ଦେହାନ୍ତ

ଏସସିବି ମେଡିକାଲ କଲେଜ ହୃଦରୋଗ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ ସ୍ୱର୍ଗତ ଲୋକପ୍ରିୟ ଡାକ୍ତର ପ୍ରଫେସର ଯଦୁନାଥ ପ୍ରସାଦ ଦାସ ।

ICC World Cup
ଫାଇନାଲରେ ହାରିଲା ଭାରତ; ବିଶ୍ୱବିଜୟୀ ହେଲା କଙ୍ଗାରୁଦଳ

କଙ୍ଗାରୁ ଦଳ ମାତ୍ର ୪୩ ଓଭରରେ ୨୪୦ରନ୍‌ କରିବାରେ ସମର୍ଥ ହୋଇଥିଲା । ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ଭାରତ ହାରିଛି । ଅଷ୍ଟ୍ରେଲିଆ ଠାରୁ ୬ ୱିକେଟ୍‌ରେ ହାରିଲା ଭାରତ ।

Political circles abuzz about the next Deputy Speaker
ଆସନ୍ତାକାଲି ନାମାଙ୍କନ; କିଏ ହେବେ ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି ?

ଆଗକୁ ସାଧାରଣ ନିର୍ବାଚନ । ସରକାରୀ ଦଳର ଫୋକସ ଏବେ ସଂଗଠନ ଉପରେ । କାରଣ ପୂର୍ବତନ ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଜିଲ୍ଲା ତଥା ନିର୍ବାଚନ ମଣ୍ଡଳୀ ଅନୁଗୁଳରେ ସଂଗଠନ ଦୁର୍ବଳ ହେବା କାରଣରୁ ସେ ଇସ୍ତଫା ଦେଇ ସଂଗଠନ ସଜାଡିବା କାମରେ ଲାଗିଛନ୍ତି ।

President Droupadi Murmu
ଉତ୍କଣ୍ଠାରେ ମୟୂରଭଞ୍ଜବାସୀ; କାଲି ବାରିପଦାରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ହେବା ପରେ ନିଜ ଜିଲ୍ଲା ମୟୂରଭଂଜକୁ ଆସୁଛନ୍ତି ଆସନ୍ତାକାଲି ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣେ ମାଟିର ଝିଅକୁ ସ୍ୱାଗତ ପାଇଁ ସାଧବ ବୋହୁ ପରି ସଜେଇ ହେଲାଣି ବାରିପଦା ଓ ରାଇରଙ୍ଗପୁର ।

PM SHRI
ରାଜ୍ୟରେ ଲାଗୁ ହେଲା ପିଏମ୍‌ଶ୍ରୀ ଯୋଜନା; ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟର କେଉଁ ସ୍କୁଲରେ ଏ ଯୋଜନା ଲାଗୁ କରାଯିବ, ତାହା ମୁଖ୍ୟମନ୍ତ୍ରୀ ଠିକ୍ କରନ୍ତୁ ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏପରିକି ମୁଖ୍ୟମନ୍ତ୍ରୀଙ୍କ ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଏ ଯୋଜନା ଆରମ୍ଭ କରିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ନିବେଦନ କରିଛନ୍ତି ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।