• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

INDvAUS
ଅଟକିଛି ୧୪୦ କୋଟି ହୃତ୍‌ତ୍ସ୍ପନ୍ଦନ, ସାରା ଦେଶକୁ କ୍ରିକେଟ୍ ଫିଭର୍

କ୍ରିକେଟ୍ ଫିଭରରେ କମ୍ପୁଛି ସାରା ଦେଶ... ଶୁଭୁଛି ଇଣ୍ଡିଆ ଇଣ୍ଡିଆ । ଗାଁରୁ ସହର, ପିଲା ଠୁ ବୟସ୍କ, ପୁରୁଷ-ମହିଳା... ଏପରିକି ଦେଶର ସିପାହୀ । ସଭିଏଁ ଆଜି କ୍ରିକେଟ୍ ଫ୍ୟାନ୍ ।

World Cup Final
World Cup 2023; ପ୍ରଥମ ୱିକେଟ୍‌ ନେଲା ଭାରତ

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ ଭାରତ ବ୍ୟାଟିଂ କରିଥିଲା । ୫୦ ଓଭରରେ ୨୪୦ ରନରେ ସୀମିତ ରହିଥିଲା ଭାରତ । ୨୪୧ ରନ କଲେ ଷଷ୍ଠ ଥର ବିଶ୍ୱ ବିଜେତା ହେବ ଅଷ୍ଟ୍ରେଲିଆ । କେଏଲ ରାହୁଲ ୬୬ ରନ...

Pro-Palestine
ବିଶ୍ୱକପ୍ ଫାଇନାଲରେ ବଡଧରଣର ତ୍ରୁଟି; ଭାଙ୍ଗିଲା ସୁରକ୍ଷାବଳୟ

ଯୁବକ ଜଣକ ପାଲେଷ୍ଟାଇନ ପତାକା ଧରି କୋହଲିଙ୍କ କାନ୍ଧରେ ହାତ ପକାଇଥିଲେ । ଏପରି ଘଟଣା ଘଟିବା ପରେ ସଙ୍ଗେ ସଙ୍ଗେ ସୁରକ୍ଷାକର୍ମୀ ପଡ଼ିଆକୁ ଯାଇ ଯୁବକକୁ କାବୁ କରିଥିଲେ ।

World Cup 2023 Final
ନିରାଶ କଲେ ବିରାଟ; ଅର୍ଦ୍ଧଶତକ ପରେ ଆଉଟ୍‌

ପ୍ରଥମେ ରୋହିତ ଶର୍ମା ଓ ପରେ ବିରାଟଙ୍କ ବୋଲ୍ଡ କ୍ରିକେଟ୍‌ ପ୍ରେମୀଙ୍କୁ ଶକ୍ତ ଧକ୍କା ଦେଇଛି । ବିରାଟଙ୍କ ଏପରି ଆଉଟ୍‌ ହେବା କ୍ରିକେଟ୍‌ ପ୍ରେମୀଙ୍କ ମଧ୍ୟରେ ଦୁଃଖ ଆଣି ଦେଇଛି ।

World Cup
ଭାରତ ଜିତିଲେ World Cup ବଣ୍ଟାଯିବ ୧୦୦ କୋଟି !

ପୁନିତ ଗୁପ୍ତା ଆହୁରି ଲେଖିଛନ୍ତି ଗତଥର ମୋ ସାଥୀରେ କେବଳ କିଛି ସାଥୀଥିଲେ । ଯାହାଙ୍କ ସହ ମୁଁ ଖୁସି ବାଣ୍ଟିଥିଲି । କିନ୍ତୁ ଏଥର ମୋସହ କିଛି ଆଷ୍ଟ୍ରୋଟକ୍‌ ୟୁଜର୍ସ ଅଛନ୍ତି । ମୁଁ ତାଙ୍କ ସହ କିଛି କରିବାକୁ ଚାହୁଁଛି ।

World Cup Final
ଗ୍ରାଣ୍ଡ ଫିନାଲେ ପୂର୍ବରୁ ଦେଶବ୍ୟାପୀ କ୍ରିକେଟ୍ ଜ୍ୱର, ୨୦୦୩ର ବଦଲା ନେବାକୁ ପ୍ରସ୍ତୁତ ରୋହିତ୍ ବ୍ରିଗେଡ

ରବିବାର ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଏହି ସୁପର ମୁକାବିଲା ଲାଗି ସାରା ଦେଶରେ ବଢିଚାଲିଛି କ୍ରିକେଟ ଫିଭର୍ ।

Padmakesharpur Group clash
ପଦ୍ମକେଶରୀପୁରରେ କେବେ ଫେରିବ ଶାନ୍ତି ? ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଗୋଷ୍ଠୀ ସଂଘର୍ଷକୁ ବିତିଯାଇଛି ପ୍ରାୟ ୩ ମାସ । ମାମଲାରେ ୧୫୦ରୁ ଅଧିକଙ୍କୁ ଗିରଫ କରି ଜେଲ୍ ପଠାଇଛି ପୋଲିସ । ଅଥଚ ଶାନ୍ତି ଫେରାଇବାକୁ ନା କୌଣସି ଶାନ୍ତିକମିଟି ତିଆରି କରିଛନ୍ତି ରାଜ୍ୟ ସରକାର ନା କୋର୍ଟରେ କୌଣସି ଚାର୍ଜସିଟ ଦାଖଲ କରିଛି ପୋଲିସ ।

PM Shri Scheme
ଆସନ୍ତାକାଲି ଓଡ଼ିଶାରେ ‘ପିଏମ୍‌ଶ୍ରୀ’ର ହେବ ଶୁଭାରମ୍ଭ, ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଦେଶରେ ସ୍କୁଲ୍ ଶିକ୍ଷାର ମାନ ବୃଦ୍ଧି ତଥା ଭିତ୍ତିଭୂମିର ବିକାଶ ଲାଗି କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ବା ପିଏମଶ୍ରୀ ଯୋଜନା। ରାଜ୍ୟ ସରକାର ଏଥିରେ ପଛଘୁଞ୍ଚା ଦେଉଥିଲେ ବି ଆସନ୍ତାକାଲି ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ସ୍କୁଲ୍ ଗୁଡ଼ିକରେ ଏହାର ଶୁଭାରମ୍ଭ ହେବାକୁ ଯାଉଛି।

Suresh Mohapatra
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିସଫଲ୍, ସିଏମଓରେ ସୁରେଶ ମହାପାତ୍ରଙ୍କ ନିଯୁକ୍ତିକୁ ନେଇ ବଢ଼ିଲା ଚର୍ଚ୍ଚା

ରାଜନୈତିକ ସମୀକ୍ଷକଙ୍କ ମତରେ ରାଜ୍ୟରେ ଅଣ ଓଡିଆ ଅଫିସରଙ୍କ ରାଜୁତି ବଢୁଥିବା ଚର୍ଚ୍ଚାରେ ବିରାମ ଲଗାଇବାକୁ ସୁରେଶ ମହାପାତ୍ରଙ୍କୁ ସିଏମ୍ଓର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି।

Badampahar Station
ପୂରଣ ହେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱପ୍ନ; ବାଦାମପାହାଡ଼କୁ ଗଡ଼ିବ ଏକ୍ସପ୍ରେସ ଟ୍ରେନ୍‌

ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ ।

Badampahar Station
ପୂରଣ ହେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱପ୍ନ; ବାଦାମପାହାଡ଼କୁ ଗଡ଼ିବ ଏକ୍ସପ୍ରେସ ଟ୍ରେନ୍‌

ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ ।

Padmakesharpur Group clash
ପଦ୍ମକେଶରୀପୁରରେ କେବେ ଫେରିବ ଶାନ୍ତି ? ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଗୋଷ୍ଠୀ ସଂଘର୍ଷକୁ ବିତିଯାଇଛି ପ୍ରାୟ ୩ ମାସ । ମାମଲାରେ ୧୫୦ରୁ ଅଧିକଙ୍କୁ ଗିରଫ କରି ଜେଲ୍ ପଠାଇଛି ପୋଲିସ । ଅଥଚ ଶାନ୍ତି ଫେରାଇବାକୁ ନା କୌଣସି ଶାନ୍ତିକମିଟି ତିଆରି କରିଛନ୍ତି ରାଜ୍ୟ ସରକାର ନା କୋର୍ଟରେ କୌଣସି ଚାର୍ଜସିଟ ଦାଖଲ କରିଛି ପୋଲିସ ।

Zombie catfish
ଏମିତି ଏକ ବିରଳ ମାଛ... ମୃତ୍ୟୁ ପରେ ବି ଫେରେ ଜୀବନ 

ଆପଣ ଜାଣନ୍ତି କି ଏମିତି ଏକ ମାଛ ରହିଛି । ଯାହା ପାଣିରୁ ମାସ ମାସ ଧରି ବାହାରେ ରହିବା ପରେ ତା’ର ମୃତ୍ୟୁ ହୁଏ ସିନା ହେଲେ ସେ ପୁଣି ଜୀବିତ ହୋଇଉଠେ । 

BMC
ଏଣିକି ଅଳିଆ ଅଲଗା ନଦେଲେ ନେବନି ବିଏମ୍‌ସି

ଓଦା ଓ ଶୁଖିଲା ଅଳିଆ ଅଲଗା ଦେବାକୁ ବିଏମସିର ଅନୁରୋଧ କରିଛି । ଭୁବନେଶ୍ୱରର ୪ଟି ସ୍ଥାନରେ ବାୟୋ ମିଥେନ୍ ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ ବୋଲି କହିଛନ୍ତି ବିଏମସି କମିଶନର ।

Ropeway
ଉଦ୍‌ଘାଟନ ହେଲା ନନ୍ଦନକାନନ ରୋପ୍‌ୱେ; କାଲିଠୁ ପର୍ଯ୍ୟଟକ ନେଇପାରିବେ ମଜା

ଦୀର୍ଘଦିନର ଅପେକ୍ଷା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଚାଲିଛି ରୋପ ୱେ । ପର୍ଯ୍ୟଟକମାନେ ନନ୍ଦନକାନନ, ବଟାନିକାଲ ଗାର୍ଡେନ ଚତୁପାର୍ଶ୍ଵର ମନୋଲୋଭା ପରିବେଶ ବୁଲି ମଜା ଉଠାଇବେ ।

Odia BSF Jawan
ତ୍ରିପୁରା ସୀମାରେ ଓଡ଼ିଆ ବିଏସଏଫ ଯବାନଙ୍କ ମୃତ୍ୟୁ

ଏନେଇ ତ୍ରିପୁରା ବିଏସଏଫ କମାଣ୍ଡାଣ୍ଟ ପକ୍ଷରୁ ଘରକୁ ଖବର ଆସିବା ପରେ କାନ୍ଦବୋବାଳିରେ ଫାଟିପଡୁଛି ଘର । ସେ ୨୦୦୯ମସିହାରେ ବିଏସଏଫ ଯବାନ ଭାବେ ଯୋଗ ଦେଇ ତ୍ରିପୁରାରେ କାର୍ଯ୍ୟରତ ଥିଲେ ।

Senior Division Sub-Judge
ନିର୍ମାଣ ସୌଧ କୋଠାବାଡ଼ି ମୁଖ୍ୟ ଯନ୍ତ୍ରୀଙ୍କ ଆସବାବପତ୍ର ନିଲାମ

କଷ୍ଟ୍ରକସନ ଇଣ୍ଡିଆର ଠିକାଦାର ଦିନେଶ ପାଠକଙ୍କ ମାମଲାର ଶୁଣାଣି ପରେ ଏଭଳି ରାୟ ଦେଇଛନ୍ତି କୋର୍ଟ । ପୂର୍ବରୁ ଏହି ମାମଲାରେ ସମୟ ନେଇଥିଲେ ମୁଖ୍ୟ ଯନ୍ତ୍ରୀ ।

No road connectivity to village, irate locals stop convoy of MLA Pradip Kumar Disari
କଳାହାଣ୍ଡିରେ ବିଧାୟକଙ୍କୁ ବିରୋଧ; ଗାଁ ମୁଣ୍ଡରୁ ଫେରିଆସିଲେ ଲାଞ୍ଜିଗଡ଼ ବିଧାୟକ

ତ୍ରିଲୋଚପୁରରେ ନିର୍ମାଣ ହୋଇଥିବା ପାର୍କ ଓ ଛେଳି ହଷ୍ଟେଲର ଉଦଘାଟନ ପାଇଁ ବିଧାୟକ ଯାଉଥିବା ବେଳେ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ ।

Kulgam Encounter
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା; ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିପାତ

କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ସୁରକ୍ଷାକର୍ମୀମାନେ ଖବର ପାଇଥିଲେ । ଖବର ପାଇବାପରେ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚଅପରେସନ୍‌ କରିଥିଲେ ।

Accident
ବାଇକ୍‌କୁ ପଛରୁ ଧକ୍କାଦେଲା ବୋଲେରୋ; ୨ମୃତ

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇ କୁଜଙ୍ଗ ମେଡିକାଲରେ ଭର୍ତ୍ତି କରାଯାଇଛି । ବୋଲେରୋ ଡ୍ରାଇଭର ଗୁରୁତର ରହିଥିବା ଜଣାପଡ଼ିଛି । ତେବେ କିପରି ଏହି ଦୁର୍ଘଟଣା ଘଟିଲା ତାହା ଜଣାପଡ଼ିନାହିଁ ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।