• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Manish Sisodia
ସିସୋଦିଆଙ୍କୁ ସୁପ୍ରିମ୍‌ ଝଟକା; ଜାମିନ୍ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଏସ୍.ଭି.ଏନ୍ ଭଟ୍ଟୀ ଏହି ରାୟ ଶୁଣାଇଛନ୍ତି । ମାମଲାରେ ସିସୋଦିଆଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରି ୬ରୁ ୮ମାସ ମଧ୍ୟରେ ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Car Accident
ଭିଡ଼ ଭିତରକୁ ମାଡ଼ିଗଲା କାର୍‌; ଚାଲିଗଲା ଜେଜେମା’ ନାତୁଣୀଙ୍କ ଜୀବନ

ଗତ ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । କାର୍‌ ମାଡ଼ିଯିବାରୁ ଜଣେ ବୃଦ୍ଧା ମହିଳାଙ୍କ ସମେତ ନାତୁଣୀର ମୃତ୍ୟୁ ହୋଇଛି ।

Andhra Pradesh Train Accident
ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ସହାୟତା ରାଶି

ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ପିଏମ୍‌ଓ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲା । ତେବେ ମୋଟ୍ ମୃତକଙ୍କ ପରିବାରୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା...

Andhra Pradesh Train accident
ଟ୍ରେନ୍‌ ଦୁର୍ଘଟଣା; ମୃତାହତଙ୍କ ପରିବାର ପାଇଁ ସହାୟତାରାଶି ଘୋଷଣା

ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ପିଏମ୍‌ଓ ଘୋଷଣା କରିଛି । ସେହିପରି ଆହତଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି ।

Andhra Pradesh Train accident
ଦୁର୍ଘଟଣାସ୍ଥଳରୁ ସରିଛି ସମସ୍ତଙ୍କୁ ଉଦ୍ଧାର; ରେଳମନ୍ତ୍ରୀ

ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍‌ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Andhra Pradesh Train Accident
ଟ୍ରେନ୍‌ ଦୁର୍ଘଟଣା; ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ ।

 Andhra Pradesh Train Tragedy
ଟ୍ରେନ୍‌ ଦୁର୍ଘଟଣା; ୮ଜଣଙ୍କ ମୃତ୍ୟୁ

ଦୁର୍ଘଟଣାସ୍ଥଳରେ ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି ।

Train Accident
ଟ୍ରେନ୍‌ ଦୁର୍ଘଟଣା; ଜାରି ହେଲା ହେଲ୍‌ପ ଲାଇନ୍‌ ନମ୍ବର

ଆଜି ସଂଧ୍ୟା ପରେ ପରେ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ଧକ୍କା ଦେଇଥିବା ଜଣାପଡ଼ିଛି ।

Train Accident
ଟ୍ରେନ୍‌ ଦୁର୍ଘଟଣା; ଜାରି ହେଲା ହେଲ୍ପଲାଇନ୍‌ ନମ୍ବର

ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା। ଦୁର୍ଘଟଣାରେ ୬ ଯାତ୍ରୀ ମୃତ। ଟ୍ରେନ୍ ଦୁର୍ଘଟଣା ପରେ ପୂର୍ବତଟ ରେଳପଥ ପକ୍ଷରୁ ଜାରି ହେଲା ହେଲପ୍ ଲାଇନ୍ ନମ୍ବର।

Train Accident
ପୁଣି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା; ୩ ମୃତ ସୂଚନା

କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ପିଟିବା ଫଳରେ ଲାଇନ୍‌ଚ୍ୟୁତ ହୋଇଛି ବଗି । ସେହିପରି ପଲାସାର ଗୋଟିଏ ବଗି ମେନ୍ ଲାଇନ୍‌ରେ ପଡ଼ିବାରୁ ଦୁର୍ଘଟଣା ହୋଇଛି । ଏହି ସମୟରେ ଦୁର୍ଘଟଣାଗ୍ରସ୍ତ ବଗିକୁ ଧକ୍କା...

Train Accident
ପୁଣି ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା; ୩ଟି ଟ୍ରେନ୍‌ ମଧ୍ୟରେ ଧକ୍କା

ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳର କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ପାରିନାହିଁ ।

demand reopening of all gates of Srimandi
କେବେ ଖୋଲିବ ଶ୍ରୀମନ୍ଦିର ଚାରିଦ୍ୱାର ? ସରକାରଙ୍କ ନିଦାବିଷ୍ଣୁପଣକୁ ନେଇ ତେଜିଲା ରାଜନୀତି

ସକାଳ ୯ଟାରୁ ୧୨ ଟା ଯାଏ ରାଜ୍ୟର ସବୁ ଜଗନ୍ନାଥ ମନ୍ଦିରରେ ସଂକୀର୍ତ୍ତନ ସତ୍ୟାଗ୍ରହ ହେବ । କୋଟି କୋଟି ଜଗନ୍ନାଥ ପ୍ରେମୀ ଏଥିରେ ଯୋଗ ଦେବାକୁ ଦଳ ଆହ୍ୱାନ କରିଛି । ଗତ ଅକ୍ଟୋବର ୧୬ରେ କଂଗ୍ରେସ ବଡ଼ଦାଣ୍ଡରେ ପ୍ରତିବାଦ ରାଲି କରି ଶ୍ରୀମନ୍ଦିର ପ୍ରଶାସକଙ୍କୁ ଚାରିଦ୍ୱାର...

Train Accident
ପୁଣି ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା; ୩ଟି ଟ୍ରେନ୍‌ ମଧ୍ୟରେ ଧକ୍କା

ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳର କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ପାରିନାହିଁ ।

Servitors launch campaign for decent dress code in Puri Srimandir
ହାଫ୍ ପ୍ୟାଣ୍ଟ ପିନ୍ଧା ଭକ୍ତଙ୍କୁ ଶିଖେଇଲେ ଶାଳୀନତା; ଧୋତି ପିନ୍ଧେଇ ଶ୍ରୀମନ୍ଦିର ଛାଡ଼ିଲେ ଯାତ୍ରୀପଣ୍ଡା

ଆଗାମୀ ନୂଆ ବର୍ଷରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ମାର୍ଜିତ ପୋଷାକ ପରିଧାନକୁ ବାଧ୍ୟତାମୂଳକ କରିବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ । ସେଥିପାଇଁ ପ୍ରତିଦିନ ସିଂହଦ୍ୱାର ନିକଟରେ ଥିବା ସୂଚନାକେନ୍ଦ୍ରରେ ମାଇକ ଦ୍ୱାରା ସୂଚନା ଦିଆଯିବା ସହ ସମସ୍ତ ନିଯୋଗ ଓ ହୋଟେଲ ଆସୋସିଏସନକୁ ଅବଗତ କରାଯାଇଛି ।

Odisha Disaster Preparedness Day
ପ୍ରତି ଘରୁ ବାହାରିବେ ବିପର୍ଯ୍ୟୟ ଯୋଦ୍ଧା; ସବୁ ପଞ୍ଚାୟତରେ ହେବ ସ୍ୱୟଂକ୍ରିୟ ପାଣିପାଗ କେନ୍ଦ୍ର

ରାଜ୍ୟର ପ୍ରତି ଘରୁ ବାହାରିବେ ବିପର୍ଯ୍ୟୟ ଯୋଦ୍ଧା । ୱାର୍ଡ ମେମ୍ବରଠୁ ମୁଖ୍ୟମନ୍ତ୍ରୀ, ପିଅନଠୁ ମୁଖ୍ୟଶାସନ ସଚିବ, ସମସ୍ତେ ନେବେ ବିପର୍ଯ୍ୟୟ ମୁକାବିଲା ପ୍ରଶିକ୍ଷଣ । ସବୁ ସରକାରୀ କର୍ମଚାରୀ ମଧ୍ୟ ବିପର୍ଯ୍ୟୟ ପରିଚାଳନା କୋର୍ସ କରିବାକୁ ବାଧ୍ୟ ।

Actor Arindam Roy
ମୁହଁ ଖୋଲିଲେ ଅରିନ୍ଦମ; ମନୋଜ ମିଶ୍ରଙ୍କୁ ସମସ୍ୟାର ସମାଧାନ ପାଇଁ କଲେ ଅପିଲ୍‌

ବର୍ତ୍ତମାନ ଇଣ୍ଡଷ୍ଟ୍ରି ପାଇଁ ଭଲ ସମୟ ଆସିଛି, ଭଲ ନିର୍ମାତା ଆସିଛନ୍ତି, ତେଣୁ ଆସନ୍ତୁ ଏକାଠି ହୋଇ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଗକୁ ନେବା ବୋଲି ମନୋଜଙ୍କୁ ଅପିଲ କରିଛନ୍ତି ଅରିନ୍ଦମ ।

Kerala Convention Centre Blasts
କେରଳରେ ବିସ୍ଫୋରଣ; ଦିଲ୍ଲୀ, ମହାରାଷ୍ଟ୍ର ଏବଂ ତାମିଲନାଡ଼ୁରେ ହାଇଆଲର୍ଟ

କଲାମସେରୀରେ ଏକାଧିକ ବିସ୍ଫୋରଣ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି । ବର୍ତ୍ତମାନ ଘଟଣାକୁ ନେଇ ଅନୁସନ୍ଧାନ କରୁଛି ଏନଆଇଏ ଟିମ୍ । ଏହି ଘଟଣା ପରେ ଦିଲ୍ଲୀ ପୋଲିସ ସଜାଗ ରହିଛି ।

Paraglider
ଉଡ଼ାଣ ସମୟରେ ନିଖୋଜ ହୋଇଗଲେ ପାରାଗ୍ଲାଇଡର; ଖୋଜୁଛି ହେଲିକପ୍ଟର

ପାରାଗ୍ଲାଇର୍ଡମାନେ କୌଣସି ଆସୋସିଏସନ୍ ସହିତ ପଞ୍ଜୀକୃତ ହୋଇନଥିଲେ । କାରଣ ସେମାନେ ପ୍ରି ଫ୍ଲାଇଙ୍ଗ୍ ବର୍ଗରେ ଉଡ଼ିଥିଲେ ଯେଉଁଥିରେ ପଞ୍ଜୀକରଣ ବାଧ୍ୟତାମୂଳକ ନୁହେଁ ।

MCA President Amol Kale
କ୍ରିକେଟ ଷ୍ଟାଡିୟମରେ ମିଳିବ ମାଗଣା ପପକର୍ଣ୍ଣ ଓ କୋଲଡ୍ରିଙ୍କ୍ସ

କିଛି ନିର୍ଦ୍ଦିଷ୍ଟ ଫ୍ୟାନ୍ସଙ୍କୁ ନୁହେଁ ଷ୍ଟାଡିୟମରେ ଉପସ୍ଥିତ ପ୍ରତ୍ୟେକ ଦର୍ଶକଙ୍କୁ ମିଳିବ । ଏପରି ନିଷ୍ପତ୍ତି ନେଇଛି ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ । ମୁମ୍ବାଇର ଐତିହାସିକ ୱାଙ୍ଖେଡ଼େ ଷ୍ଟାଡିୟମରେ ଦର୍ଶକଙ୍କ ପାଇଁ ଏ ସୁବିଧା ଉପଲବ୍ଧ ହେବ ।

Private Bus Owners' Association
ସରକାରଙ୍କ ସହ ଚାଲିଛି ଆଲୋଚନା... ଏପଟେ ବସ୍ ମାଲିକ ସଂଘରେ ଫାଟ !

ବୈଠକରୁ ଫେରିବା ପରେ ବାଲେଶ୍ୱର ସଂଘ ସଭାପତି ବାଦଲ ଦାସ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଲକ୍ଷ୍ମୀ ବସ୍‌ ଯୋଜନାକୁ ବାଲେଶ୍ୱର ବସ୍‌ ମାଲିକ ସଂଘ ସମର୍ଥନ କରୁଛି । ଲୋକଙ୍କ ସ୍ୱାର୍ଥକୁ ବିରୋଧ କରୁଥିବା ରାଜ୍ୟ ସଂଘକୁ ସମର୍ଥନ ଦେବୁନି ବୋଲି ସେ...

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।