ଲୋକଙ୍କ ଆବଶ୍ୟକତା କ’ଣ ଅଛି ତାହା ନଜାଣି ସିଧାସଳଖ ଭାବେ ତୃତୀୟ ମହଲା ନିଷ୍ପତ୍ତି ନେଉଥିବା ଅଭିଯୋଗ କରିଛି ବିଜେପି ।
ପାଲେଷ୍ଟାଇନର ଯେକୌଣସି ପରିବାରର ଲୋକମାନେ ଯଦି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହୁଅନ୍ତି ତେବେ ସେମାନଙ୍କ ମୃତଦେହ ଚିହ୍ନଟ କରିବାକୁ ବ୍ରେସଲେଟ୍ ବ୍ୟବହାର କରିବାକୁ କୁହାଯାଇଛି ।
ଦୁର୍ଘଟଣାର କାରଣ ସଠିକ୍ ଭାବେ ଜଣାପଡ଼ିନଥିବାବେଳେ ସକାଳ ସମୟରେ ଅଳ୍ପ କୁହୁଡ଼ି ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଥିବା ଯୋଗୁଁ ଏହି ଦୁର୍ଘଟରା ଘଟିଥିବା ଅନୁମାନ କରାଯାଉଛି ।
ସେବାୟତଙ୍କ ବିବାଦରୁ କାଲିଠୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଗତକାଲି ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା ।
ଡିଜେ ବନ୍ଦ କରିବାକୁ ପୋଲିସ ପକ୍ଷରୁ ବାରମ୍ବାର କୁହାଯିବା ସତ୍ତ୍ୱେ ଏହା ବନ୍ଦ ହୋଇନଥିଲା । ତେଣୁ ଏସପି ସାଗରିକା ନାଥଙ୍କ ନିର୍ଦ୍ଦେଶରେ ଲାଠି ଚାର୍ଜ କରାଯାଇଥିବା ଜଣାପଡ଼ିଛି ।
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି ।
ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରର ଉଦଘାଟନ । ଭବ୍ୟ ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୨ ଜାନୁଆରୀ ୨୦୨୪ । ଇତିହାସରେ ଲିପିବଦ୍ଧ ହେବାକୁ ଯାଉଛି ଏହି ତାରିଖ। ଏହି ଦିନ ଅଯୋଧ୍ୟାରେ ନିର୍ମାଣ ହେଉଥିବା ଭବ୍ୟ ଓ ଦିବ୍ୟ ମନ୍ଦିରରେ ହେବ...
ଲକ୍ଷ୍ମୀ ବସ୍ ଚାଲିଲେ, ସେମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ ।
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୋଲିସ ଉପସ୍ଥିତିରେ ଏଭଳି ଘଟଣା ଘଟିଛି । ଆକ୍ରମଣର ଶିକାର ହୋଇଥିବା ଲୋକେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ ପରେ ପୋଲିସ ଏତଲା ଗ୍ରହଣ କରିନଥିବା ଅଭିଯୋଗ ହୋଇଛି ।
ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ...
ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।
ମୋବାଇଲ୍ ଫୋନ୍ ଭାଇବ୍ରେସନ୍ ସାଙ୍ଗକୁ ଆଲର୍ଟ ସାଉଣ୍ଡ.... ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହଠାତ୍ ନିଜ ନିଜ ମୋବାଇଲରେ ଏମିତି ଶବ୍ଦ ଶୁଣିଥିଲେ ଉପଭୋକ୍ତା । ଫୋନ୍ ଦେଖିଲା ବେଳକୁ ସ୍କ୍ରିନରେ ଥିଲା ଏମର୍ଜେନ୍ସି ଆଲର୍ଟ ମେସେଜ୍ ।
ହତ୍ୟାରେ, ହତ୍ୟାର ବଦଲା । ମାତ୍ର ଘଣ୍ଟାଏ ଭିତରେ ପ୍ରତିଶୋଧ । ପାର୍ବଣର ପରିବେଶ ଭିତରେ କୋରାପୁଟ ପଟାଙ୍ଗି ବ୍ଲକ୍ କୁନ୍ଦୁଲି ହାଟପଦା ଅଞ୍ଚଳରେ ଡବଲ ମର୍ଡର । ସମୟ ସକାଳ ପ୍ରାୟ ୮ଟା । ସ୍ଥାନୀୟ ଟେମା ଗାଁର ଗୋବର୍ଦ୍ଧନ ପାଣ୍ଡକା, ହାଟପଦା ଅଞ୍ଚଳରେ ବୁଲୁଥିଲେ ।
ପ୍ରତି ଅପହୃତଙ୍କ ପିଛା ସେମାନଙ୍କୁ ୧୦ ହଜାର ଡଲାରର ଷ୍ଟାଇପେଣ୍ଡ୍ ଓ ଗୋଟିଏ ଲେଖାଏଁ ଫ୍ଳାଟ୍ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା । ଏବେସୁଦ୍ଧା ୨ଶହରୁ ଅଧିକ ଇସ୍ରାଏଲୀଙ୍କୁ ଗାଜାରେ ପଣବନ୍ଦୀ ରଖାଯାଇଥିବା ଦାବି କରିଛି ଇସ୍ରାଏଲ୍ ।
ହତ୍ୟାରେ, ହତ୍ୟାର ବଦଲା । ମାତ୍ର ଘଣ୍ଟାଏ ଭିତରେ ପ୍ରତିଶୋଧ । ପାର୍ବଣର ପରିବେଶ ଭିତରେ କୋରାପୁଟ ପଟାଙ୍ଗି ବ୍ଲକ୍ କୁନ୍ଦୁଲି ହାଟପଦା ଅଞ୍ଚଳରେ ଡବଲ ମର୍ଡର । ସମୟ ସକାଳ ପ୍ରାୟ ୮ଟା । ସ୍ଥାନୀୟ ଟେମା ଗାଁର ଗୋବର୍ଦ୍ଧନ ପାଣ୍ଡକା, ହାଟପଦା ଅଞ୍ଚଳରେ ବୁଲୁଥିଲେ ।...
ମୋବାଇଲ୍ ଫୋନ୍ ଭାଇବ୍ରେସନ୍ ସାଙ୍ଗକୁ ଆଲର୍ଟ ସାଉଣ୍ଡ.... ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହଠାତ୍ ନିଜ ନିଜ ମୋବାଇଲରେ ଏମିତି ଶବ୍ଦ ଶୁଣିଥିଲେ ଉପଭୋକ୍ତା । ଫୋନ୍ ଦେଖିଲା ବେଳକୁ ସ୍କ୍ରିନରେ ଥିଲା ଏମର୍ଜେନ୍ସି ଆଲର୍ଟ ମେସେଜ୍ ।
ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।
ଉଦଘାଟନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ମତି ରହିଛି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି ।
ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ...
ରାମ ସିଂହ ଏହାକୁ ନେଇ ଗର୍ବର ସହିତ ଦାବି କରିଛନ୍ତି ଯେ, ତାଙ୍କର ରେଡିଓ ସଂଗ୍ରହ ସାରା ବିଶ୍ୱରେ ଅତୁଳନୀୟ । ରାମ ସିଂହ ଦେଶ ଭ୍ରମଣ କରିବା ସମୟରେ ଚିନ୍ତା କରିଥିଲେ ଲୋକମାନେ ବିଭିନ୍ନ ଜିନିଷ ସଂଗ୍ରହ କରି ସାଇତି ରଖୁଛନ୍ତି ।