• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

Tanmay Kumar Mahalik

Editor

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି ...more

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।

less

Posts by Tanmay Kumar Mahalik

Prithviraj Harichandan
ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୃଥ୍ୱୀରାଜ ହରିଚନ୍ଦନ

ଲୋକଙ୍କ ଆବଶ୍ୟକତା କ’ଣ ଅଛି ତାହା ନଜାଣି ସିଧାସଳଖ ଭାବେ ତୃତୀୟ ମହଲା ନିଷ୍ପତ୍ତି ନେଉଥିବା ଅଭିଯୋଗ କରିଛି ବିଜେପି ।

Gaza wear
ମୃତ୍ୟୁର ଝୁଲରେ ଝୁଲୁଛି ଜୀବନ; ବ୍ରେସଲେଟ୍ ପିନ୍ଧି ଶେଷ ନିଃଶ୍ୱାସକୁ ଅପେକ୍ଷା

ପାଲେଷ୍ଟାଇନର ଯେକୌଣସି ପରିବାରର ଲୋକମାନେ ଯଦି ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହୁଅନ୍ତି ତେବେ ସେମାନଙ୍କ ମୃତଦେହ ଚିହ୍ନଟ କରିବାକୁ ବ୍ରେସଲେଟ୍ ବ୍ୟବହାର କରିବାକୁ କୁହାଯାଇଛି ।

12 people killed
ସକାଳୁ ସକାଳୁ ବଡ଼ ଦୁର୍ଘଟଣା; ଚାଲିଗଲା ୧୨ ଜଣଙ୍କ ଜୀବନ

ଦୁର୍ଘଟଣାର କାରଣ ସଠିକ୍‌ ଭାବେ ଜଣାପଡ଼ିନଥିବାବେଳେ ସକାଳ ସମୟରେ ଅଳ୍ପ କୁହୁଡ଼ି ସାଙ୍ଗକୁ ଆକାଶ ମେଘାଚ୍ଛନ ରହିଥିବା ଯୋଗୁଁ ଏହି ଦୁର୍ଘଟରା ଘଟିଥିବା ଅନୁମାନ କରାଯାଉଛି ।

Lord Lingaraj
ଆଜି ବି ଉପାସରେ ଶ୍ରୀଲିଙ୍ଗରାଜ; ଗତକାଲି ମଙ୍ଗଳଆଳତି ପରଠୁ ଆଉ ହୋଇନି ନୀତିକାନ୍ତି

ସେବାୟତଙ୍କ ବିବାଦରୁ କାଲିଠୁ ଉପାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ । ଗତକାଲି ମଙ୍ଗଳ ଆଳତୀ ପରଠାରୁ ଆଉ ଠାକୁରଙ୍କର ନୀତିକାନ୍ତି ହୋଇନଥିଲା କି ଭୋଗ ମଧ୍ୟ ହୋଇନଥିଲା ।

Balasore police
ଭସାଣ ବେଳେ ପୋଲିସ କଲା ଲାଠି ଚାର୍ଜ; ଲୋକେ ପକାଇଲେ ଟେକା

ଡିଜେ ବନ୍ଦ କରିବାକୁ ପୋଲିସ ପକ୍ଷରୁ ବାରମ୍ବାର କୁହାଯିବା ସତ୍ତ୍ୱେ ଏହା ବନ୍ଦ ହୋଇନଥିଲା । ତେଣୁ ଏସପି ସାଗରିକା ନାଥଙ୍କ ନିର୍ଦ୍ଦେଶରେ ଲାଠି ଚାର୍ଜ କରାଯାଇଥିବା ଜଣାପଡ଼ିଛି ।

Raghubar Das
ରାଜ୍ୟପାଳ ନିଯୁକ୍ତ ହେବା ମୋ ପାଇଁ ଗୁରୁ ଦାୟିତ୍ୱ: ରଘୁବର ଦାସ

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି ।

Ram Temple
ଜାନୁଆରୀ ୨୨ରେ ରାମ ମନ୍ଦିର ପ୍ରତିଷ୍ଠା; ମକର ସଂକ୍ରାନ୍ତିରୁ ୧୦ ଦିନ ଧରି ଚାଲିବ ଉତ୍ସବ

ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରର ଉଦଘାଟନ । ଭବ୍ୟ ରାମ ମନ୍ଦିରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ୨୨ ଜାନୁଆରୀ ୨୦୨୪ । ଇତିହାସରେ ଲିପିବଦ୍ଧ ହେବାକୁ ଯାଉଛି ଏହି ତାରିଖ। ଏହି ଦିନ ଅଯୋଧ୍ୟାରେ ନିର୍ମାଣ ହେଉଥିବା ଭବ୍ୟ ଓ ଦିବ୍ୟ ମନ୍ଦିରରେ ହେବ...

Private bus strike
ଆଜି ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ବସିବ ବୈଠକ; ସରକାର-ବସ୍ ମାଲିକ ସଂଘ ମଧ୍ୟରେ ହେବ ଆଲୋଚନା

ଲକ୍ଷ୍ମୀ ବସ୍ ଚାଲିଲେ, ସେମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ ।

2persons injured
ଭୁବନେଶ୍ୱରରେ ଭସାଣି ଶୋଭାଯାତ୍ରା ବେଳେ ବୁଲିଲା ଖଣ୍ଡା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୋଲିସ ଉପସ୍ଥିତିରେ ଏଭଳି ଘଟଣା ଘଟିଛି । ଆକ୍ରମଣର ଶିକାର ହୋଇଥିବା ଲୋକେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ ପରେ ପୋଲିସ ଏତଲା ଗ୍ରହଣ କରିନଥିବା ଅଭିଯୋଗ ହୋଇଛି ।

VK Pandian
୨୪ରେ ଗଞ୍ଜାମରୁ ଲଢ଼ିବେ କି ଭି.କେ ପାଣ୍ଡିଆନ ? ଚର୍ଚ୍ଚା ବଢ଼ାଇଲା ଚ୍ୟାଉ ପଟ୍ଟନାୟକଙ୍କ ମନ୍ତବ୍ୟ

ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ...

Durga Puja 2023
ଧରାପୃଷ୍ଠରୁ ବିଦାୟ ନେଲେ ମହିଷାମର୍ଦ୍ଦିନୀ; କଟକ ଓ ଭୁବନେଶ୍ୱରରେ ଭବ୍ୟ ଭସାଣ ଉତ୍ସବ

ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।

Cell Broadcast Alert System creates panic among people in Odisha
ହଠାତ୍‌ ମୋବାଇଲରେ ବାଜିଲା ସାଇରନ୍; ଏମର୍ଜେନ୍ସି ଆଲର୍ଟ ମେସେଜ୍‌କୁ ନେଇ ହଇଚଇ

ମୋବାଇଲ୍ ଫୋନ୍ ଭାଇବ୍ରେସନ୍ ସାଙ୍ଗକୁ ଆଲର୍ଟ ସାଉଣ୍ଡ.... ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହଠାତ୍ ନିଜ ନିଜ ମୋବାଇଲରେ ଏମିତି ଶବ୍ଦ ଶୁଣିଥିଲେ ଉପଭୋକ୍ତା । ଫୋନ୍ ଦେଖିଲା ବେଳକୁ ସ୍କ୍ରିନରେ ଥିଲା ଏମର୍ଜେନ୍ସି ଆଲର୍ଟ ମେସେଜ୍ ।

Double murder during festive rocks Koraput
ହତ୍ୟାର ପ୍ରତିଶୋଧ ହତ୍ୟା; କୋରାପୁଟ କୁନ୍ଦୁଲିରେ ଡବଲ୍ ମର୍ଡରକୁ ନେଇ ଚାଞ୍ଚଲ୍ୟ

ହତ୍ୟାରେ, ହତ୍ୟାର ବଦଲା । ମାତ୍ର ଘଣ୍ଟାଏ ଭିତରେ ପ୍ରତିଶୋଧ । ପାର୍ବଣର ପରିବେଶ ଭିତରେ କୋରାପୁଟ ପଟାଙ୍ଗି ବ୍ଲକ୍ କୁନ୍ଦୁଲି ହାଟପଦା ଅଞ୍ଚଳରେ ଡବଲ ମର୍ଡର । ସମୟ ସକାଳ ପ୍ରାୟ ୮ଟା । ସ୍ଥାନୀୟ ଟେମା ଗାଁର ଗୋବର୍ଦ୍ଧନ ପାଣ୍ଡକା, ହାଟପଦା ଅଞ୍ଚଳରେ ବୁଲୁଥିଲେ ।

UN says it would have to cut back relief operations across Gaza
ଦୋଛକିରେ ଇସ୍ରାଏଲ; ଗ୍ରାଉଣ୍ଡ ଆଟାକ୍ ଆଗରୁ ଘାରିଲା ପଣବନ୍ଦୀଙ୍କ ଉଦ୍ଧାର ଚିନ୍ତା

ପ୍ରତି ଅପହୃତଙ୍କ ପିଛା ସେମାନଙ୍କୁ ୧୦ ହଜାର ଡଲାରର ଷ୍ଟାଇପେଣ୍ଡ୍ ଓ ଗୋଟିଏ ଲେଖାଏଁ ଫ୍ଳାଟ୍ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା । ଏବେସୁଦ୍ଧା ୨ଶହରୁ ଅଧିକ ଇସ୍ରାଏଲୀଙ୍କୁ ଗାଜାରେ ପଣବନ୍ଦୀ ରଖାଯାଇଥିବା ଦାବି କରିଛି ଇସ୍ରାଏଲ୍ ।

Double murder during festive rocks Koraput
ହତ୍ୟାର ପ୍ରତିଶୋଧ ହତ୍ୟା; କୋରାପୁଟ କୁନ୍ଦୁଲିରେ ଡବଲ୍ ମର୍ଡରକୁ ନେଇ ଚାଞ୍ଚଲ୍ୟ

ହତ୍ୟାରେ, ହତ୍ୟାର ବଦଲା । ମାତ୍ର ଘଣ୍ଟାଏ ଭିତରେ ପ୍ରତିଶୋଧ । ପାର୍ବଣର ପରିବେଶ ଭିତରେ କୋରାପୁଟ ପଟାଙ୍ଗି ବ୍ଲକ୍ କୁନ୍ଦୁଲି ହାଟପଦା ଅଞ୍ଚଳରେ ଡବଲ ମର୍ଡର । ସମୟ ସକାଳ ପ୍ରାୟ ୮ଟା । ସ୍ଥାନୀୟ ଟେମା ଗାଁର ଗୋବର୍ଦ୍ଧନ ପାଣ୍ଡକା, ହାଟପଦା ଅଞ୍ଚଳରେ ବୁଲୁଥିଲେ ।...

Cell Broadcast Alert System creates panic among people in Odisha
ହଠାତ୍‌ ମୋବାଇଲରେ ବାଜିଲା ସାଇରନ୍; ଏମର୍ଜେନ୍ସି ଆଲର୍ଟ ମେସେଜ୍‌କୁ ନେଇ ହଇଚଇ

ମୋବାଇଲ୍ ଫୋନ୍ ଭାଇବ୍ରେସନ୍ ସାଙ୍ଗକୁ ଆଲର୍ଟ ସାଉଣ୍ଡ.... ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହଠାତ୍ ନିଜ ନିଜ ମୋବାଇଲରେ ଏମିତି ଶବ୍ଦ ଶୁଣିଥିଲେ ଉପଭୋକ୍ତା । ଫୋନ୍ ଦେଖିଲା ବେଳକୁ ସ୍କ୍ରିନରେ ଥିଲା ଏମର୍ଜେନ୍ସି ଆଲର୍ଟ ମେସେଜ୍ ।

Durga Puja 2023
ଧରାପୃଷ୍ଠରୁ ବିଦାୟ ନେଲେ ମହିଷାମର୍ଦ୍ଦିନୀ; କଟକ ଓ ଭୁବନେଶ୍ୱରରେ ଭବ୍ୟ ଭସାଣ ଉତ୍ସବ

ଓଏମପି, କଲେଜ ଛକ, ରାଣୀହାଟ, ମଙ୍ଗଳାବାଗ, ବକ୍ସିବଜାର ଓ ପଡ଼ିହାରୀ ପାଠାଗାର ବାଟେ ଦୁର୍ଗାମେଢ ସବୁ ଆସି ପୁରୀଘାଟ ଥାନା ପାଖ ଦେବୀଗଡ଼ାକୁ ବିସର୍ଜନ ପାଇଁ ଯାଉଛନ୍ତି ।

Ram Temple
ଜାନୁଆରୀ ୨୨ରେ ହେବ ରାମ ମନ୍ଦିର ଉଦ୍‌ଘାଟନ

ଉଦଘାଟନରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମ୍ମତି ରହିଛି । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ନିମନ୍ତ୍ରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରହଣ କରିଛନ୍ତି ।

VK Pandian
୨୪ରେ ଗଞ୍ଜାମରୁ ଲଢ଼ିବେ କି ଭି.କେ ପାଣ୍ଡିଆନ ? ଚର୍ଚ୍ଚା ବଢ଼ାଇଲା ଚ୍ୟାଉ ପଟ୍ଟନାୟକଙ୍କ ମନ୍ତବ୍ୟ

ବିଜେଡି ସାଂସଦ ସୁଜିତ କୁମାର କହିଛନ୍ତି ପାଣ୍ଡିଆନ ରାଜନୀତିକୁ ଆସିଲେ ଲୋକେ ଗ୍ରହଣ କରିବେ । ସେପଟେ ଗଞ୍ଜାମ ଜିଲ୍ଲା ବିଜେଡିର ସଭାପତି ରମେଶ ଚାଉପଟ୍ଟନାୟକ ଆଉ ପାଦେ ଆଗକୁ ଯାଇ କହିଛନ୍ତି, ପାଣ୍ଡିଆନ ଗଞ୍ଜାମରୁ ଛିଡା ହେଲେ ଆମେ ସ୍ୱାଗତ କରିବୁ । ତାଙ୍କ ପାଇଁ ବିପୁଳ...

Amroha man 1100 radio,
ଏମିତି ଜଣେ ବ୍ୟକ୍ତି; ଯିଏ ସଂଗ୍ରହ କରିଛନ୍ତି ୧୧ ଶହ ରେଡିଓ, ପାଇବେ ଗିନିଜ ବୁକ ଅଫ ରେକର୍ଡସ !

ରାମ ସିଂହ ଏହାକୁ ନେଇ ଗର୍ବର ସହିତ ଦାବି କରିଛନ୍ତି ଯେ, ତାଙ୍କର ରେଡିଓ ସଂଗ୍ରହ ସାରା ବିଶ୍ୱରେ ଅତୁଳନୀୟ । ରାମ ସିଂହ ଦେଶ ଭ୍ରମଣ କରିବା ସମୟରେ ଚିନ୍ତା କରିଥିଲେ ଲୋକମାନେ ବିଭିନ୍ନ ଜିନିଷ ସଂଗ୍ରହ କରି ସାଇତି ରଖୁଛନ୍ତି ।

କପି-ଏଡିଟର ସହ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂ ଭାବେ ଦକ୍ଷତାର ସହ ଦାୟିତ୍ୱ ନିଭାଇଛି । ରାଜନୀତି, ସ୍ପେଶାଲ ଷ୍ଟୋରୀ ଏବଂ ରିପୋର୍ଟିଂ ଓ ଡିଜିଟାଲ ଆଙ୍କରିଂରେ ସ୍ୱତନ୍ତ୍ର ରୁଚି ରହିଛି । ୨୦୨୩ରୁ ‘ଓଡ଼ିଶା ଟିଭି’ରେ କାର୍ଯ୍ୟରତ ।