ସାଂସଦ ପାଣ୍ଠିରୁ ଦିଆଯାଇଥିବା ଅଚଳ ଆମ୍ବୁଲାନ୍ସ କଥା ପଚାରିଦେଲେ ସାମ୍ବାଦିକ...ବଙ୍କା ହୋଇଗଲା କନ୍ଧମାଳ ସାଂସଦଙ୍କ ମୁହଁ..ନିଜକୁ ରକ୍ଷା କରିବାକୁ ଯାଇ ବିଧାୟକଙ୍କୁ ଠେଲିଲେ ପ୍ରଶ୍ନ..ଶୁଣନ୍ତୁ କ’ଣ କହିଲେ ବିଧାୟକ
ଅନାଥ ଝିଅଙ୍କୁ କୋଳାଇ ନେଲେ ସ୍ପେନ୍ଦମ୍ପତି । ଦୁଇ ଝିଅ ଫେରିପାଇଲେ ବାପା-ମା’ । ମିଳିଗଲା ଖୁସିର ପରିବାର । ସ୍ପେନ୍ର ଜଣେ ଦମ୍ପତି ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କରିଛନ୍ତି ।
ସ୍ୱାଦ ଅନୁସାରେ ଲୁଣ ଖାଇବା ଭଲ । ହେଲେ ଅଧିକ ଲୁଣ ଖାଇଲେ ଦେଖା ଦେଇପାରେ ସାଂଘାତିକ ସମସ୍ୟା।
ଆସନ୍ତା ୨୮ ତାରିଖ କୁମାର ପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ। ଏବେ ଜାଣନ୍ତୁ, ଗ୍ରହଣ ଦିନ କେତେବେଳେ ପାକତ୍ୟାଗ, ଗ୍ରହଣ ସ୍ପର୍ଶ ଓ ସର୍ବମୋକ୍ଷ। ଏକଥା ଆଜିଠାରୁ ସମସ୍ତେ ଜାଣି ରଖିବା ଉଚିତ୍…
ସୁଧୁରୁନି ପାକିସ୍ତାନର ସଙ୍କଟଜନକ ସ୍ଥିତି । ଖାଦ୍ୟ ସାମଗ୍ରୀର ଦାମ୍ଆକାଶ ଛୁଆଁ ହେବା ପରେ ଏବେ ଚିନ୍ତା ବଢ଼ାଇଲାଣି ଇନ୍ଧନ ।
କଳିଯୁଗର ଶ୍ରବଣ କୁମାର । ବାପାଙ୍କ ଜୀବନ ବଞ୍ଚାଇବା ପାଇଁ କରୁଛି ସଂଘର୍ଷ । ଯେଉଁ ବୟସରେ ଖେଳକୁଦ କରିବା କଥା ସେଇ ବୟସରେ ଆସିଜ ବାପାର ଜୀବନ ବଞ୍ଚାଇବା ପାଇଁ ଗୁହାରୀ କରୁଛି । ପାଠ ପଢ଼ା ଛାଡ଼ି ବାପା ସେବାରେ ଲାଗିଛି ।
ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି ।
ଅଗ୍ନିଶମ ଅଧିକାରୀମାନେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । କିର୍ତ୍ତି ନଗରର ବ୍ଲକ ଟୁ ଅଞ୍ଚଳରେ ଥିବା ଏକ ବଡ଼ ଫର୍ଣ୍ଣିଚର ସୋ’ ରୁମରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି ।
ସୋମବାର ରାତିରେ ଯାହା ଘଟିଯାଇଛି, ସମସ୍ତଙ୍କୁ ଜଣା । ୨୪ ଘଣ୍ଟିଆ ସିକ୍ୟୁରିଟି ବ୍ୟବସ୍ଥା ଭିତରେ ଥିବା ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳର ରାଜବାଟିକା ଆପାର୍ଟମେଣ୍ଟର ୪ଟି ଫ୍ଲାଟରୁ, ରାତିକ ଭିତରେ ଦୁର୍ବୃତ୍ତ ଯେଭଳି କଳାକନା ବୁଲାଇ ଦେଇଛନ୍ତି, ସାରା ରାଜଧାନୀରେ ହଲଚଲ୍ ।
ଶେଷଥର ପାଇଁ ୧୯୭୮ ମସିହାରେ ଖୋଲା ଯାଇଥିଲା ରତ୍ନଭଣ୍ଡାର । ଏହାପରେ ଏପ୍ରିଲ୍ ୨୦୧୮ରେ ରାଜ୍ୟ ସରକାର ପୁଣି ଏହାକୁ ଖୋଲିବାକୁ ପ୍ରୟାସ କରିଥିଲେ । ସେତେବେଳେ କିନ୍ତୁ ରତ୍ନଭଣ୍ଡାର ଚାବି ହଜି ଯାଇଥିବା ଓ ପରେ ଡୁପ୍ଲିକେଟ୍ ଚାବି ମିଳିବା ଘଟଣା ତମ୍ବିତୋଫାନ ସୃଷ୍ଟି କରିଥିଲା ।
କେବେ ଡନ୍, କେବେ ଦାନୀ ତ କେବେ ଡାକ୍ତର । ଶ୍ରମମନ୍ତ୍ରୀ ତଥା ରାଉରକେଲା ବିଧାୟକ ସାରଦା ନାୟକଙ୍କ ଭିନ୍ନ ଭିନ୍ନ ରୂପ ।
୨୦୦୮ରେ ହୋଇଥିବା ଏହି ହତ୍ୟାକାଣ୍ଡରେ ୫ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀ ସାକେତ କୋର୍ଟ ।
ଲୁଟ୍ ଉଦ୍ଦେଶ୍ୟରେ ଆସି ବିଫଳ ହେବାରୁ ଆକ୍ରମଣ କରିଥିବା ଜଣାପଡିଛି । ସବୁଦିନ ପରି ଡ୍ୟୁଟି କରୁଥିବା ବେଳେ ହଠାତ୍ ୩ ଜଣ ଦୁର୍ବୃତ୍ତ ସିକୁରିଟି ଗାର୍ଡଙ୍କୁ ପାଣି ମାଗିଥିଲେ ।
ଗତକାଲି ରାତିରେ ଏହି ଘଟଣା ଘଟିବା ପରେ ପୋଲିସ ନିକଟରେ ଏତଲା ଦିଆଯାଇଛି । ପୋଲିସ ଏ ନେଇ ଛାନଭିନ ଆରମ୍ଭ କରିଛି ।
ଗାଜା ସିଟିରେ ଥିବା ଅଲ ଆହାଲି ହସପିଟାଲ ପଛପଟରେ ଥିବା କବରସ୍ଥାନରୁ ଇସ୍ରାଏଲକୁ ଟାର୍ଗେଟ କରି ରକେଟ ଛାଡିଥିଲା ଇସଲାମିକ ଜିହାଦ ଗୋଷ୍ଠୀ ।
ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ କରାଯିବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।
ଦେଶ ମଧ୍ୟରେ ଉଡାଣ କରୁଥିବା ୧୩ଟି ବିମାନ ବାତିଲ ହୋଇଛି । ବିଦେଶକୁ ଯାତ୍ରା କରୁଥିବା ୧୧ଟି ବିମାନ ଉଡ଼ାଣ ମଧ୍ୟ ରଦ୍ଦ ହୋଇଛି ।
କେନ୍ଦ୍ରୀୟ କର୍ମଚାରୀଙ୍କୁ ସରକାର ପୂଜା ଭେଟି ଦେଇଛନ୍ତି । ଦୁର୍ଗାପୂଜା ପୂର୍ବରୁ କେନ୍ଦ୍ର ସରକାର କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ।
ଶ୍ରୀମନ୍ଦିର ପରିଚାଳନା କମିଟି ଅଗଷ୍ଟ ୪ରୁ କମିଟି ଗଠନ ପାଇଁ ସୁପାରିସ କରିଛି । ଗଜପତି ମହାରାଜା ରତ୍ନଭଣ୍ଡାର ଖୋଲିବା ସପକ୍ଷରେ ଅଛନ୍ତି ବୋଲି ସାକ୍ଷାତ ପରେ କହିଛନ୍ତି ସମୀର ମହାନ୍ତି ।
ନେଦରଲ୍ୟାଣ୍ଡସଠୁ ହାରିଲା ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକା । ଆଜି ଧର୍ମଶାଳାରେ ଖେଳାଯାଇଥିବା ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୮ ରନରେ ହରାଇ ଦେଇଛି ନେଦରଲ୍ୟାଣ୍ଡସ ଟିମ୍ ।