ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ ପୂର୍ବରୁ ଅଭିଯୁକ୍ତ ଯାଇଥିଲା କି ଶାହରୁଖ ଖାନଙ୍କ ବାସଭବନ ପାଖକୁ ? ଲୁହା ସିଡି ପକାଇ କରୁଥିଲା କି ରେକି ? କିଏ କିଏ ଥିଲେ ତା ସାଙ୍ଗରେ ? ଏହା ପଛରେ ରହିଛି କି କୌଣସି ଗ୍ୟାଙ୍ଗର ହାତ ?...
ସେ ନବୀନ ନିବାସରେ ହିଁ ଦଳର ନେତାମାନଙ୍କୁ ଭେଟୁଛନ୍ତି । ଦଳର ରଣନୀତି ତିଆରି କରୁଛନ୍ତି । କିନ୍ତୁ ଆଗକୁ ଆସୁନାହାନ୍ତି । ପରଦା ପଛରେ ରହି ସେ ହିଁ ବିଜେଡି ନେତାଙ୍କୁ ପରାମର୍ଶ ଦେଉଥିବା ଓ ପ୍ରେସମିଟରେ କିଏ କ’ଣ ଓ କେଉଁ ପ୍ରସଙ୍ଗରେ କହିବେ, ତାହା...
ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ । ସେ କଟକରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କର ପରଲୋକ ଖବର ପାଇ ଉପମୁଖ୍ୟମନ୍ତ୍ରୀ ତାଙ୍କ ଗାଁ ନିଭରଣ ଯାଇଛନ୍ତି । ସେଠାରେ ଲୋଭାବତୀଙ୍କର ଶେଷକୃତ୍ୟ ସଂପନ୍ନ ହେବ ।
ସିଆଚେନ୍ ଗ୍ଲାସିଅରରେ ସେବା ପ୍ରଦାନ କରୁଥିବା ପ୍ରଥମ ଟେଲିକମ୍ ଅପରେଟର ହୋଇଛି JIO। ସେନା ସହାୟତାରେ ବରଫ ପାହାଡ଼ ଉପରେ ଲାଗିଲା ଟାୱାର। ଏହା ଅସାଧ୍ୟ ବୋଲି ପ୍ରଥମେ କୁହାଯାଉଥିଲେ ବି ସେନାବାହିନୀ ପକ୍ଷରୁ ଏହି ବରଫ ପାହାଡକୁ ସରଞ୍ଜାମ ଏୟାରଲିଫ୍ଟ ହୋଇଥିଲା। ସୁରକ୍ଷା ବଳୟରେ କାମ କରିଥିଲେ...
ଉଦଯାପନୀ ସମାରୋହରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ କିଛି ପ୍ରବାସୀଙ୍କୁ ସମ୍ମାନିତ କରିବେ। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ୫ଘଣ୍ଟାରୁ ଅଧିକ ସମୟ ରହିବେ ରାଷ୍ଟ୍ରପତି। କାର୍ଯ୍ୟକ୍ରମ ସାରି ଅପରାହ୍ଣରେ ନୂଆଦିଲ୍ଲୀ ଫେରିଯିବେ ମହାମହିମ।
ପ୍ରବାସୀ ଭାରତୀୟ ଓଡ଼ିଶା ଆସିଛନ୍ତି । ସାରା ଓଡ଼ିଶା ବୁଲିବେ । ପୁରୀ ସମୁଦ୍ର କୂଳ ବି । ଠିକ୍ ଏହି ସମୟରେ ରାଜ୍ୟର ଭାସ୍କର୍ଯ୍ୟ ଶିଳ୍ପୀମାନେ ଦେଖାଇଛନ୍ତି ହାତର ଯାଦୁ । ଚମକୁଛି ପୁରୀ ବେଳାଭୂମି ।
ମହାକୁମ୍ଭ ମେଳା ପାଇଁ ସ୍ୱତନ୍ତ୍ର ଭାବେ ଜାନୁଆରି ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଚାଲିବ ବସ ସେବା । କୁମ୍ଭ ମେଳା ପରେ ବି ବସ ଚଳାଚଳ ଜାରି ରହିବ। ଏହା ବାଦ ଓଡ଼ିଶାର ଅନ୍ୟ ତୀର୍ଥ ସ୍ଥାନକୁ ବି ବସ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର...
ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ହେଉଛି ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ । ଖଣ୍ଡଗିର, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ । ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ ।
ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ପଦରୁ ପ୍ରଣବ ପ୍ରକାଶ ଦାସ ଇସ୍ତଫା ଦେବା ପରେ କିଏ ହେବେ ପରବର୍ତ୍ତୀ ସଭାପତି ? ଏହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା ବେଳେ ରେସରେ ଆଗରେ ଅଛନ୍ତି ବିଜେପିର ଏହି ନେତା । ସେ ସଭାପତି ହେଲେ ଭଲ ହେବ ବୋଲି...
ବିଷ୍ଣୋୟୀ ଗ୍ୟାଙ୍ଗର ଟାର୍ଗେଟରେ ପ୍ରଥମେ ଥିଲେ ଅଭିନେତା ସଲମାନ୍ । ତାଙ୍କୁ ହତ୍ୟା କରିବା ପାଇଁ ଏହି ଗ୍ୟାଙ୍ଗ୍ ଫେଲ୍ ମାରିବା ପରେ ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା । ସଲମାନ କଡା ସୁରକ୍ଷା ବଳୟରେ ରହୁଥିବାରୁ ସଫଳ ହୋଇପାରିନଥିଲା ଏହି ଗ୍ୟାଙ୍ଗ...
ବେଡ୍ ହଲିଲା, ମୁଁ ଭାବିଲି ମୋ ଛୋଟ ପୁଅ ବେଡ୍ ଟାଣୁଛି । ତେଣୁ ମୁଁ ଧ୍ୟାନ ଦେଲିନି । ଯେତେବେଳେ ଝରକା ଥରିଲା, ମୁଁ ଜାଣିଲି ଭୂମିକମ୍ପ ହେଉଛି । ମୋ ପୁଅକୁ ଧରି ମୁଁ ସିଧା ଘର ଛାଡି ବାହାରକୁ ଚାଲି ଆସିଲି । ଆମେ...
ପ୍ରବଳ ଶୀତରେ ଲୋକମାନେ ଘରୁ ବାହାରି ପାରୁନଥିବା ବେଳେ ଏହି ସାଧୁ ପ୍ରତିଦିନ ଭୋର୍ ୪ଟାରେ ୬୧ ଗରା ଥଣ୍ଡା ଜଳରେ ସ୍ନାନ କରୁଛନ୍ତି । ସେ ଏକ ସ୍ଥାନରେ ବସୁଛନ୍ତି ଓ ତାଙ୍କର ସହଯୋଗୀମାନେ ଥଣ୍ଡା ପାଣି ଢାଳୁଛନ୍ତି । ଦେହରେ ବିଭୂତି ବୋଳି ହୋଇ ନିଆଁ...
ବିଜେଡିର ପ୍ରତିବାଦ ସଭାରେ ନେତା ଉଠାଇଲେ କାପିବାରା କଥା । କାପିବାରାଙ୍କୁ ଖାଇବାକୁ ବିଜେଡି ଆଣିବ ଆନାକୋଣ୍ଡା । ତେବେ କିଏ ଏହି ଆନାକୋଣ୍ଡା ?
ମାଓ ଅପରେସନ ସାରି ଡିଆରଜି ଯବାନମାନେ ଫେରୁଥିବା ବେଳେ ଏହି ଘଟଣା ଘଟିଛି । ବିସ୍ଫୋରଣର ତୀବ୍ରତା ଏତେ ଅଧିକ ଥିଲା ଯେ, ଯବାନଙ୍କ ଗାଡିଟି ଭୂମିଠାରୁ ପ୍ରାୟ ୨୦ ଫୁଟ ଉପରକୁ ଉଠିଯାଇଥିଲା । କୁଟୁରୁ- ବେନ୍ଦ୍ରେ ରାସ୍ତାରେ ଏହି ଅଘଟଣ ଘଟିଛି ।
ଦୁର୍ବୃତ୍ତମାନେ ମୁକେଶଙ୍କ ବେକ ମୋଡ଼ି ଭାଙ୍ଗି ଦେଇଛନ୍ତି । ହାର୍ଟ ବାହାର କରିଦେଇଛନ୍ତି । ଲିଭରକୁ ୪ ଖଣ୍ଡ କରିଦେଇଛନ୍ତି । ମୁଣ୍ଡକୁ ପ୍ରବଳ ପ୍ରହାର କରିଛନ୍ତି । ମୁଣ୍ଡରେ ୧୫ଟି ଫ୍ରାକ୍ଚର ଅଛି । ପିଟି ପିଟି ପଞ୍ଜରା ହାଡ଼ ଭାଙ୍ଗି ଦେଇଛନ୍ତି । ଏହି ଡାକ୍ତରଜଣକ...
ଏହି ଆକ୍ରମଣ ବିଜେଡିର କିଛି ଗୁଣ୍ଡାଙ୍କ ଦ୍ୱାରା କରାଯାଇଥିବା ସେ ଅଭିଯୋଗ କରିଛନ୍ତି l ବିଜେଡିର ପୂର୍ବତନ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ଦେବବ୍ରତ ଆକ୍ରମଣ କରିଥିବାରୁ ଏହା ପଛରେ ପ୍ରଣବଙ୍କ ହାତ ଥାଇପାରେ ବୋଲି ସେ ସନ୍ଦେହ ପ୍ରକାଶ କରିଛନ୍ତି ।
ମୁମ୍ୱାଇରେ ସେତେବେଳର ଦୁର୍ବଳ ଭିତ୍ତିଭୂମି ତାଙ୍କୁ ପୋୱାଇରେ ହୀରାନନ୍ଦାନୀ ଗାର୍ଡେନସର ବିକାଶ ପାଇଁ ପ୍ରେରଣା ଯୋଗାଇଥିଲା । ପଡିଆ ପଡିଥିବା ଖୋଲା ଜାଗାକୁ ସେ ଏକ ସୁନ୍ଦର ଟାଉନସିପରେ ପରିଣତ କରିଥିଲେ । ଏହା ମଧ୍ୟରେ ଭଲ ରାସ୍ତା, ଜଳ ନିଷ୍କାସନ ପାଇଁ ଭଲ ଡ୍ରେନେଜ୍ ବ୍ୟବସ୍ଥା ଓ...
ପକୁଡି ପ୍ରସ୍ତୁତ କରିବାରେ ବିଳମ୍ୱ ହେବାରୁ ଅତ୍ୟଧିକ ରାଗିଯାଇ ଘରେ ପାଟିତୁଣ୍ଡ କରିଥିଲା । ତା’ର ସାନ ଭାଇ ଏହାର ପ୍ରତିବାଦ କରିବାରୁ ଦୁଇଜଣଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ସାନ ଭାଇକୁ ସେ ନିସ୍ତୁକ ପିଟିଥିଲା। ଏହା ପରେ ଚାଳଘରେ ନିଆଁ ଲଗାଇ ଦେଇଥିଲା ।
ଆଇନଗତ ଲଢେଇରେ ଜିତିବା ପରେ ବି ହେମନ୍ତଙ୍କ ସମସ୍ୟାର ଅନ୍ତ ଘଟିନାହିଁ । ଏହି ଦୋକାନକୁ ନିଜ ଦଖଲକୁ ନେବା ପାଇଁ ପୁଣି ତାଙ୍କୁ କସରତ କରିବାକୁ ପଡ଼ିବ । ଏହି ଦୋକାନଟି ଏବେ ଦାଉଦ୍ ଇବ୍ରାହିମର ଗୁଣ୍ଡାମାନଙ୍କ କବଜାରେ ରହିଛି । ନିଜ ନାଁକୁ ଆସିବା ପରେ...
ମେଡିକାଲରୁ ଆସିବା ବେଳେ କିଛି ବାଟ ଦୂରରେ ଏକ ହମ୍ପସ ପଡିଲା । ହମ୍ପସରେ ଆମ୍ବୁଲାନ୍ସ ଟିକିଏ ପିଟି ହୋଇଯିବାରୁ ଜର୍କ ହୋଇଥିଲା । ଏହି ସମୟରେ ସଂପୃକ୍ତ ବ୍ୟକ୍ତି ଆଙ୍ଗୁଠି ହଲାଇଥିଲେ । ଏହା ତାଙ୍କ ପତ୍ନୀ ଦେଖିବା ପରେ ସେ ବଞ୍ଚିଛନ୍ତି ବୋଲି କହି ଚିତ୍କାର...