• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tapan Kumar Swain

Tapan Kumar Swain

Editor

ସାମ୍ୱାଦିକତାରେ ଦୀର୍ଘ ୨୫ ବର୍ଷର ଅଭିଜ୍ଞତା । ଢେଙ୍କାନାଳସ୍ଥିତ ଆଇଆଇଏମସିରୁ ପିଜି � ...more

ସାମ୍ୱାଦିକତାରେ ଦୀର୍ଘ ୨୫ ବର୍ଷର ଅଭିଜ୍ଞତା । ଢେଙ୍କାନାଳସ୍ଥିତ ଆଇଆଇଏମସିରୁ ପିଜି ଡିପ୍ଲୋମା କରିବା ପରେ ବୃତ୍ତିଗତ ଜୀବନ ଆରମ୍ଭ । ବିଜ୍ଞାନରେ ସ୍ନାତକ, ଆଇନରେ ସ୍ନାତକ, ସାମ୍ୱାଦିକତାରେ ସ୍ନାତକୋତ୍ତର ଓ ସାଧାରଣ ପ୍ରଶାସନରେ ସ୍ନାତକୋତ୍ତର ଡିଗ୍ରୀ । ଇଲେକ୍ଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଏପରିକି ଉଭୟରେ ଡେସ୍କ ଓ ରିପୋର୍ଟିଂରେ ଅଭିଜ୍ଞତା । ରାଜନୀତି, ସାଧାରଣ ପ୍ରଶାସନ, ଶିକ୍ଷା, ବିଜ୍ଞାନ, ପରିବେଶ, ଅପରାଧ ଓ ଆଇନ ଆଦି କ୍ଷେତ୍ରରେ ଖବର ପରିବେଷଣରେ ବିଶେଷ ରୁଚି ।

less

Posts by Tapan Kumar Swain

ଗୁକେଶ ତାମିଲନାଡୁର ନା ଆନ୍ଧ୍ରପ୍ରଦେଶର ?
D Gukesh Tamil Or Telugu Controversy: ଚେସ୍ ତାରକା ଗୁକେଶଙ୍କୁ ନେଇ ଦୁଇ ମୁଖ୍ୟମନ୍ତ୍ରୀ ମୁହାଁମୁହିଁ

ଚେସରେ ଟାଇଟଲ୍ ହାସଲ କରି ଦେଶର ନାଁ ରଖିଲେ ଗୁକେଶ । କିନ୍ତୁ ସଫଳତାର ଶ୍ରେୟ ନେବାକୁ ମୁହାଁମୁହିଁ ଦୁଇ ମୁଖ୍ୟମନ୍ତ୍ରୀ । ସୋସିଆଲ୍ ମିଡିଆରେ ଚାଲିଛି ଯୁଦ୍ଧ ।

କୋଇଲା ଦୁର୍ନୀତି ରାୟ
Coal Block Judgement: କୋଇଲା ଆବଣ୍ଟନ ଦୁର୍ନୀତି ଗନ୍ଧ ବାରିଥିଲେ CVC, ଦିଲ୍ଲୀ କୋର୍ଟ ଦେଲେ ରାୟ

ଓଡିଶାରେ କୋଇଲା ଆବଣ୍ଟନରେ ଦୁର୍ନୀତି ହୋଇଥିବାର ଆସିଥିଲା ଅଭିଯୋଗ । ମାମଲା ରୁଜୁ ହୋଇଥିଲା । ଦିଲ୍ଲୀର ଏକ କୋର୍ଟ ଶୁଣାଇଲେ ରାୟ ।

ହାଜର ହେଲେ ପ୍ରଦୀପ
Pradeep Panigrahy: ଅଭିଯୋଗକାରୀଙ୍କ ଚାଞ୍ଚଲ୍ୟକର ବୟାନ, ଚାପରେ ଦସ୍ତଖତ ଦେଇଥିଲୁ

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ମାମଲାରେ ଅଭିଯୋଗକାରୀ କୋର୍ଟରେ ହାଜର ହୋଇ ବୟାନ ଦେଇଛନ୍ତି । ଚାପ ପକାଯାଇ ମାମଲା ରୁଜୁ କରାଯାଇଥିଲା ବୋଲି କୋର୍ଟରେ କହିଛନ୍ତି ଅଭିଯୋଗକାରୀ ।

ନାଗରିକତ୍ୱ ରଦ୍ଦ
Former MLA Stripped Of Citizenship: ଭାରତରେ ନିର୍ବାଚନ ଲଢି ଜିତୁଥିଲେ ଜର୍ମାନୀ ନାଗରିକ !

ଚାଲାକ୍ ହେବା ଭଲ ହୋଇପାରେ କିନ୍ତୁ ଅତି ଚାଲାକ ହେଲେ ଖରାପ । ଜଣେ ରାଜନେତା ଜର୍ମାନୀର ନାଗରିକ ଥାଇ ଭାରତରେ ନିର୍ବାଚନ ଲଢୁଥିଲେ । ଥରେ କି ଦୁଇ ଥର ନୁହେଁ, ୪ ଥର ବିଧାୟକ ଭାବେ ଜିତିଛନ୍ତି । ହାଇକୋର୍ଟ ତାଙ୍କୁ ୩୦ ଲକ୍ଷ ଟଙ୍କା...

ପ୍ରକୃତ ଅପରାଧ ଜାଣିବାକୁ...
Criminology Student Kills woman: ଜଣକୁ ହତ୍ୟା କଲେ କେମିତି ଲାଗେ… ଜାଣିବାକୁ କ୍ରିମିନୋଲୋଜି ଛାତ୍ରଙ୍କ ଭୟଙ୍କର କାଣ୍ଡ

‘କେମିତି ଅନୁଭବ ହେଉଛି’ ଜାଣିବା ପାଇଁ କ୍ରିମିନୋଲୋଜି ଛାତ୍ର ମାରିଦେଲା ମହିଳାଙ୍କୁ । ଜହ୍ନରାତିରେ ସମୁଦ୍ର କୂଳରେ ଅଚାନକ ଛୁରୀ ଭୁସି ଚାଲିଲା ଦୁଇ ମହିଳାଙ୍କୁ ।

ବିଶ୍ୱାସରେ ବିଷ ଦେଉଥିଲା ବାବା
Serial Killer Chavda Baba:ବିଷ ଦେଇ ୧୨ ଜଣଙ୍କୁ ମାରିଥିବା ଜଣେ ବାବାର କାହାଣୀ

ଇଏ ଏମିତି ଏକ କାହାଣୀ ଯାହା ସହଜରେ ବିଶ୍ୱାସ କରିହେବନାହିଁ । କିନ୍ତୁ ପୋଲିସ୍ ଏ ସବୁର ଖୁଲାସା କରିଛି । ବିଷ ଦେଇ ମାରୁଥିଲା ଜଣକ ପରେ ଜଣକୁ । କେହି ସନ୍ଦେହ ବି କରିପାରୁନଥିଲେ । କିନ୍ତୁ ସବୁ କଥା ଜଣାପଡିଗଲା ।

ମିଆଁମାର ସୀମାରେ ତାରବାଡ଼
 Myanmar Border Fencing: ଭାରତର କଠୋର ନିଷ୍ପତ୍ତି, ସ୍ମଗଲିଂ ଓ ମାନବ ଚାଲାଣ ରୋକିବାକୁ ତିଆରି ହେବ ତାରବାଡ଼

ମଣିପୁର ହିଂସାକାଣ୍ଡ ଉପରେ ରୋକ୍ ଲଗାଇବାକୁ ହେଲେ ସୀମାରେ ତାରବାଡ଼ ନିର୍ମାଣ ହେବା ଦରକାର । କେନ୍ଦ୍ର ସରକାର ଏହା ଅନୁଭବ କରିଛନ୍ତି । ତେଣୁ ମିଆଁମାର ସୀମାରେ ୧୬୪୩ କିଲୋମିଟରର ତାରବାଡ଼ ୩୧୦୦୦ କୋଟି ଟଙ୍କାରେ ନିର୍ମିତ ହେବାକୁ ଯାଉଛି ।

ଚୟନ କମିଟି ବିରୋଧରେ ବିଷୋଦଗାର
Allegation Against OCA Selection Committee: ନିଜ କ୍ଲବ ପିଲାଙ୍କୁ ଦେଉଛନ୍ତି ସୁଯୋଗ, ସିନିୟରଙ୍କୁ ଅଣଦେଖା !

ଚୟନ ପ୍ରକ୍ରିୟାରେ ସିନିୟର ଖେଳାଳିଙ୍କୁ ଅଣଦେଖା କରାଯାଉଛି । ପ୍ରତିଭା ଓ ଭଲ ପ୍ରଦର୍ଶନ ଥିବା ସତ୍ତ୍ୱେ ଟିମରେ ତାଙ୍କୁ ସ୍ଥାନ ମିଳିନଥିବା ଅଭିଯୋଗ କରିଛନ୍ତି । ଚୟନ କମିଟି ଉପରେ ଆରୋପ ଲଗାଇ ସେ କହିଛନ୍ତି ଯେ, ନିଜ ପରିଚିତ ଖେଳାଳିଙ୍କୁ ଟିମରେ ସ୍ଥାନ ଦେଉଛନ୍ତି ଚୟନକର୍ତ୍ତା...

ସିବିଆଇ ରେଡ୍
CBI Raid: ଚଢାଉକୁ ଜୋରଦାର୍ କରି ସିବିଆଇର ଖୋଳତାଡ, ବାହାରିବ ଟେଣ୍ଡର ଫିକ୍ସିଂର ସତ !

ତିନିଜଣଙ୍କୁ ଗିରଫ କଲା ସିବିଆଇ । ବ୍ରିଜ ଆଣ୍ଡ୍ ରୁଫ୍ କମ୍ପାନୀର ଓଡ଼ିଶା, ପଶ୍ଚିମବଂଗ ମୁଖ୍ୟ ଚଞ୍ଚଲ ମୁଖାର୍ଜୀ, ବରିଷ୍ଠ ଅଧିକାରୀ ପ୍ରଦୀପ ମହନ୍ତ ଓ କଣ୍ଟ୍ରାକ୍ଟର ଦେବଦତ୍ତ ମହାପାତ୍ର ଗିରଫଙ୍କୁ ଗିରଫ କଲା । ଦେବଦତ୍ତଙ୍କ ଘରୁ ରେଡ୍‌ ବେଳେ ନଗଦ ଟଙ୍କା ଓ ସୁନା ପାଇଛି...

ବଢୁଛି ମଦ ବିକ୍ରି
Excise Revenue Collection: ଏଇ ଜିଲ୍ଲା ମଦ ବିକ୍ରିରେ କରିଛି ରେକର୍ଡ, ବିଧାନସଭାରେ କହିଲେ ମନ୍ତ୍ରୀ

ଅବକାରୀ ଜିଲ୍ଲା ଭାବେ ବରଗଡରୁ ଅଧିକ ରାଜସ୍ୱ ମିଳିଥିବା ବେଳେ ରାଜସ୍ୱ ଜିଲ୍ଲା ଭାବେ ଅନ୍ୟ ଏକ ଜିଲ୍ଲାରେ ବିକ୍ରି ହୋଇଛି ଅଧିକ ମଦ । କେଉଁ ଜିଲ୍ଲାରେ ବିକ୍ରି ହେଉଛି ଅଧିକ ମଦ, ଦେଖନ୍ତୁ ଏଇ ରିପୋର୍ଟ ।

ASO ଚାକିରି ବିକ୍ରି ପ୍ରସଙ୍ଗ
Odisha Common Examinations Bill 2024: ASO ଚାକିରି ବିକ୍ରି ନେଇ ରୁଲିଂ ଦାବି କଲେ ପ୍ରମିଳା, କାଉଣ୍ଟର୍ କଲେ ସନ୍ତୋଷ

ବିଧାନସଭାରେ ବିଜେଡି ଦାବି କଲା ରୁଲିଂ । ମୁଖ୍ୟମନ୍ତ୍ରୀ କେଉଁ ସଂସ୍ଥା ଲଗାଇ ତଦନ୍ତ କରି ଜାଣିଲେ, ବିକ୍ରି ହେଉଥିଲା ASO ଚାକିରି ? ବିଜେପି ବିଧାୟକ କଲେ କାଉଣ୍ଟର । କହିଲେ, ବଣିକ ବିକୁଥିଲେ ଚାକିରି ।

କଷ୍ଟ କଲେ କୃଷ୍ଣ ମିଳେ
Peon Cracks Civil Services Exams: ପିଅନ ପାଇଲେ ସିଭିଲ ସର୍ଭିସ୍, ସିଧା ହେଲେ ଅଫିସର୍

ପିଅନ ଚାକିରି କରିଥିବା ଜଣେ ଯୁବକ ସିଭିଲ ସର୍ଭିସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ସେ ଏବେ ପିଅନରୁ ସିଧା ହେବେ ଜଣେ ଅଫିସର । ଏ କଥା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥାଇପାରେ, କିନ୍ତୁ ଘଟଣା ପୂରା ସତ । ଛତିଶଗଡରେ ଘଟିଛି ଏହି ଘଟଣା ।

ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ
Odisha Common Examinations Bill 2024: ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ, ପୂର୍ବ ସରକାର ଚାକିରି ବିକୁଥିଲେ କହିଲେ ମୁଖ୍ୟମନ୍ତ୍ରୀ

ଗତ ସରକାର ହୋଇଥିବା ଅପରାଧର ଇତିଶ୍ରୀ ହୋଇସାରିଛି। ସୁଧୁରି ଯାଅ ନଚେତ୍ ଆମେ ସୁଧାରି ଦେବୁର ଚେତାବନୀ ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଦେଇଛନ୍ତି। ସ୍ୱଚ୍ଛତା ଓ ସାଧୁତା ଆମ ସରକାରର ଦାୟିତ୍ଵ। ଯାହା ପ୍ରତିଶ୍ରୁତି ଦେଇଛୁ ତାହା କରିଦେଖାଇବୁ। ପୂର୍ବ ସରକାର ଆଉଟ୍ ସୋର୍ସରେ ରହିଯାଇଥିଲେ। ଆମ ପିଲାଙ୍କ ଭବିଷ୍ୟତକୁ...

ରାଜ୍ୟସଭାରେ ନୋଟ ବିଡ଼ା
Wad Of Currency Notes Found: ରାଜ୍ୟସଭାରେ ନୋଟ୍ ବିଡ଼ା, କଂଗ୍ରେସ ସାଂସଦଙ୍କ ସିଟ୍‌ରୁ ମିଳିଲା

ରାଜ୍ୟସଭା ମୁଲତବୀ ହେବା ପରେ ସୁରକ୍ଷା କର୍ମୀମାନେ ଯାଞ୍ଚ କରିବା ବେଳେ ଏହି ନୋଟ୍ ବିଡ଼ା ଠାବ କରିଛନ୍ତି । ଏହି ୨୨୨ ସିଟ୍‌ଟି ତେଲଙ୍ଗାନାର କଂଗ୍ରେସ ସାଂସଦ ଅଭିଷେକ ମନୁ ସିଂଘଭିଙ୍କୁ ଆଲଟ୍ କରାଯାଇଛି । ରୁଟିନ୍ ଚେକ୍ ବେଳେ ସିଟରେ ଏହି ନୋଟ୍ ଥିବା ଜଣାପଡିଥିଲା...

ନକଲି ମେଡିକାଲ ଡିଗ୍ରୀ ରାକେଟ
Fake Medical Degree Racket Busted: ୭୦ ହଜାରରେ ମେଡିକାଲ ଡିଗ୍ରୀ, ବନ୍ଧାହେଲେ ୧୪ ନକଲି ଡାକ୍ତର

୭୦ ହଜାର ଟଙ୍କା ଦେଲେ ମିଳୁଥିଲା ଡାକ୍ତରୀ ସାର୍ଟିଫିକେଟ୍ । ଗୁଜରାଟର ସୁରଟରୁ ଅପରେଟ କରୁଥିଲା ଏହି ଗ୍ୟାଙ୍ଗ୍ । ପ୍ରାୟ ୧୨୦୦ ନକଲି ସାର୍ଟିଫିକେଟ୍ ଇସ୍ୟୁ ହୋଇଥିବା ଏକ ଡାଟାବେସ୍ ପୋଲିସ୍ ହାତରେ ଲାଗିଛି ।

ଓଡିଶାକୁ ପ୍ରାଧାନ୍ୟ
ରାୟଗଡ଼ାରେ ହେବ ନୂଆ ରେଳ ଡିଭିଜନ, ଦକ୍ଷିଣ ତଟରେ ମିଶିବନି ଓଡ଼ିଶାର ଇଞ୍ଚେ ରେଳଲାଇନ୍

ଇଷ୍ଟକୋଷ୍ଟ ରେଳବାଇରେ ନୂଆ ରାୟଗଡ଼ା ଡିଭିଜନ୍ ଗଠନ ହେବ । ଏହି ଡିଭିଜନରେ ମିଶିବ ୱାଲଟିୟର୍ ଡିଭିଜନର ଆନ୍ଧ୍ରପ୍ରଦେଶ ଓ ଛତିଶଗଡର ରେଳଲାଇନର କିଛି ଅଂଶ । କିନ୍ତୁ ଓଡିଶାରୁ ଇଞ୍ଚେ ବି ବାହାର ରାଜ୍ୟକୁ ଯିବନି । ରେଳ ମନ୍ତ୍ରାଳୟ ପକ୍ଷରୁ ଏହା କୁହାଯାଇଛି ।

ବଢିଲା ଚିନ୍ମୟ କୃଷ୍ଣଙ୍କ ଅଡୁଆ
Chinmaya Krishna Das: ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରୀଙ୍କ ପାଇଁ ବଢ଼ିଲା ଅଡୁଆ, ମିଳୁନାହାନ୍ତି ଓକିଲ

ପୂଜକ ଚିନ୍ମୟ କୃଷ୍ଣ ଦାସ ବ୍ରହ୍ମଚାରୀଙ୍କ ପାଇଁ ମିଳୁନାହାନ୍ତି ଓକିଲ । ମାସକ ପରେ ହେବ ପରବର୍ତ୍ତୀ ଶୁଣାଣି । ହିନ୍ଦୁ ସଂଖ୍ୟାଲଘୁଙ୍କ ସୁରକ୍ଷା ଦାବିରେ କରିଥିଲେ ବିକ୍ଷୋଭ ।

ବାହାଭୋଜିରେ ପାଣ୍ଡିଆନ
VK Pandian Returns: ବିଜେଡି ନେତାଙ୍କ ବାହାଭୋଜିରେ ପାଣ୍ଡିଆନ୍, କ’ଣ କହୁଛନ୍ତି ରାଜନୈତିକ ସମୀକ୍ଷକ...

ଏବେବି ଭିକେ ପାଣ୍ଡିଆନଙ୍କୁ ନେଇ ଓଡ଼ିଶା ଲୋକଙ୍କ ମନରେ ଅନେକ ପ୍ରଶ୍ନ। ନିର୍ବାଚନ ପରେ ସେ କୁଆଡ଼େ ଗାଏବ୍ ଥିଲେ? ସେ କେଉଁଠି ରହୁଛନ୍ତି, ନବୀନ ନିବାସ ଆସୁଛନ୍ତି ନା ନାହିଁ, ରାଜନୀତିରୁ ସଂପୂର୍ଣ୍ଣ ସନ୍ୟାସ ନେଇଗଲେ କି, ଏମିତି ଅନେକ ପ୍ରଶ୍ନ ଏବେବି ଗାଁ ଗହଳିର ରାଜନୈତିକ...

ବିଜେଡି ନେତାଙ୍କ ବାହାଭୋଜିରେ ପାଣ୍ଡିଆନ୍
VK Pandian Returns: ବିଜେଡି ନେତାଙ୍କ ବାହାଭୋଜିରେ ପାଣ୍ଡିଆନ୍, ୫ ମାସ ପରେ…

ଗତ ସାଧାରଣ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରଠୁ ପାଣ୍ଡିଆନ୍ ଅଜ୍ଞାତବାସରେ ଥିଲେ ବୋଲି ଚର୍ଚ୍ଚା ହେଉଥିଲା । କାରଣ ସର୍ବସାଧାରଣ ସ୍ଥାନରେ କିମ୍ୱା କୌଣସି ସଭାସମିତିରେ ତାଙ୍କୁ କେହି କେବେ ଦେଖିନଥିଲେ । କିନ୍ତୁ ଜଣେ ବିଜେଡି ବିଧାୟକଙ୍କ ସାମାଜିକ କାର୍ଯ୍ୟକ୍ରମରେ ତାଙ୍କୁ ଦେଖିବାକୁ ମିଳିଛି ।

ରାଜନୀତି ପଶାପାଲିରେ ଆଳୁ
Potato Politics: ଗରିବର ଖାଦ୍ୟ 'ଆଳୁ' ପାଲଟିଛି ରାଜନୈତିକ ଅସ୍ତ୍ର, ଜାଣନ୍ତୁ ଓଡ଼ିଶାକୁ ଆଳୁ ବନ୍ଦ ପଛର ଅସଲ ରାଜନୀତି

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ଦ୍ଦେଶରେ ଓଡିଶାକୁ ଆଳୁ ଗାଡ଼ି ଛଡା ନଯିବା ପଛରେ ରହିଛି କି ରାଜନୀତି? କଣ ହୋଇପାରେ ଏହାର କାରଣ? ଏହାଦ୍ୱାରା ଖୁସି ଅଛନ୍ତି କି ପଶ୍ଚିମବଙ୍ଗ ଚାଷୀ ଓ ବ୍ୟବସାୟୀ? ଗରିବ ଲୋକର ପଖାଳ କଂସାରୁ ଆଳୁକୁ ଚୋରେଇ ନେବା ପଛରେ କାହାର...

ସାମ୍ୱାଦିକତାରେ ଦୀର୍ଘ ୨୫ ବର୍ଷର ଅଭିଜ୍ଞତା । ଢେଙ୍କାନାଳସ୍ଥିତ ଆଇଆଇଏମସିରୁ ପିଜି ଡିପ୍ଲୋମା କରିବା ପରେ ବୃତ୍ତିଗତ ଜୀବନ ଆରମ୍ଭ । ବିଜ୍ଞାନରେ ସ୍ନାତକ, ଆଇନରେ ସ୍ନାତକ, ସାମ୍ୱାଦିକତାରେ ସ୍ନାତକୋତ୍ତର ଓ ସାଧାରଣ ପ୍ରଶାସନରେ ସ୍ନାତକୋତ୍ତର ଡିଗ୍ରୀ । ଇଲେକ୍ଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଏପରିକି ଉଭୟରେ ଡେସ୍କ ଓ ରିପୋର୍ଟିଂରେ ଅଭିଜ୍ଞତା । ରାଜନୀତି, ସାଧାରଣ ପ୍ରଶାସନ, ଶିକ୍ଷା, ବିଜ୍ଞାନ, ପରିବେଶ, ଅପରାଧ ଓ ଆଇନ ଆଦି କ୍ଷେତ୍ରରେ ଖବର ପରିବେଷଣରେ ବିଶେଷ ରୁଚି ।